ବାଲେଶ୍ୱର

ଶାରିଶୂଆକୁ ସଜେଇବାକୁ ନିଆଗଲା ପଦକ୍ଷେପ : ସ୍ଥାନ ଅନୁଧ୍ୟାନ ପାଇଁ ପହଞ୍ଚିଲେ ଇଞ୍ଜିନିୟରିଂ ଟିମ୍‌

ଖଇରା, ୨୯।୮(ଡି.ଏନ.ଏ)-ବଦଳିବ ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ସୌନ୍ଦର୍ଯ୍ୟ। ଖଣି ମାଫିଆମାନଙ୍କ ଲୋଲୁପ ଦୃଷ୍ଟିରୁ ବାହାରି ଏବେ ପର୍ଯ୍ୟଟକମାନଙ୍କ ପାଇଁ ନୂଆ ସମ୍ଭାବନା ସୃଷ୍ଟି କରିବାକୁ ଯାଉଛି ା ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ…

ଟିଟିଲାଗଡ଼ରେ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସପ୍ତାହାନ୍ତ ଶଟ୍‌ ଡାଉନ

ଟିଟିଲାଗଡ଼, ୨୮।୮ (ଡି.ଏନ.ଏ.)-ଟିଟିଲାଗଡ଼ ଉପଖଣ୍ଡ ଅଞ୍ଚଳରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଟିଟିଲାଗଡ଼ ଉପଜିଲାପାଳ ସୌମେଶ ଉପାଧ୍ୟାୟ ପୁଣି ଥରେ ସପ୍ତାହାନ୍ତ ଶଟ୍‌ଡାଉନ ଘୋଷଣା କରିଥିବା ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ…

ସୁବର୍ଣ୍ଣରେଖାରେ ବନ୍ୟା ଆଶଙ୍କା

ଜଳେଶ୍ୱର, ୨୮ା୮(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ଜଳେଶ୍ୱର ନିକଟରେ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧିପାଇ ରାଜଘାଟଠାରେ ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ୯.୬୩ ମିଟରରେ ପହଞ୍ଚିଛି ା ବିପଦସଂକେତ ୧୦.୩୬ ମିଟର ଥିବା ବେଳେ ଆସନ୍ତା ସକାଳ ସୁଦ୍ଧା ୧୧.୦ ମିଟର ହୋଇପାରେ ବୋଲି…

ବ୍ୟାଙ୍କ କର୍ମଚାରୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ୫୦ ହଜାର ଟଙ୍କା

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ସୋଇପୁର ଗ୍ରାମରୁ ବନ୍ଧନ ବ୍ୟାଙ୍କର ଦୁଇ କର୍ମଚାରୀ ଋଣ ନେଇ ଥିବା ୩ଟି ସ୍ବୟଂ ସହାୟକ ଗୋଷ୍ଠୀଙ୍କଠାରୁ ପ୍ରାୟ ୫୦ ହଜାର ଟଙ୍କା ଆଦାୟ କରି ଗୁରୁବାର ପୂର୍ବାହ୍ନରେ ଫେରୁଥିଲେ। ସୋଇପୁର…

୮୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲାର ଜଳେଶ୍ବରରେ ପୁଣି ଧଳା ଜହର କାରବାରରେ ଏସ୍‌ଟିଏଫ୍‌ ଟିମ ଜଣକୁ ଗିରଫ କରିବା ସହିତ ୮୦୦ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି । ଏସ୍‌ଟିଏଫ୍‌ ଟାର୍ଗେଟରେ ଜଳେଶ୍ବରର ଡ୍ରଗ୍ସ ମାଫିଆ। ଗୁରୁବାର ପୂର୍ବାହ୍ନରେ ଏସ୍‌ଟିଏଫ୍‌ର…

ଲଘୁଚାପ ବର୍ଷାରେ ବେହାଲ ନୀଳଗିରି

ସଜନାଗଡ,୨୭।୮(ଡି.ଏନ.ଏ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ବାଲେଶର ଜିଲା ନୀଳଗିରିରେ ଲଗାତର ବର୍ଷାରେ ସୋନନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଏଥିଯୋଗୁ ନଦୀ ପାର୍ଶ୍ୱ ଗାଁରେ ଲୋକମାନେ ଭୟଭୀତ ଅବସ୍ଥାରେ ଜୀବନ ବିତାଉଛନ୍ତି। ଲଗାଣ ବର୍ଷାରେ ୭ଟି ପଞ୍ଚାୟତ ତଥା ନରଣପୁର ପଞ୍ଚାୟତର…

ଜଳକା, ବୁଢ଼ାବଳଙ୍ଗ ନଦୀରେ ବନ୍ୟା: ସୁବର୍ଣ୍ଣରେଖାରେ ବଢ଼ୁଛି ଜଳସ୍ତର

ବାଲେଶ୍ୱର ଅଫିସ, ୨୭।୮: ବାଲେଶ୍ୱର ଜିଲାର ସମସ୍ତ ଛୋଟ ବଡ଼ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଜଳକା ଓ ବୁଢ଼ାବଳଙ୍ଗ ନଦୀରେ ବନ୍ୟା ଆସିଥିବା ବେଳେ ସୁବର୍ଣ୍ଣରେଖାରେ ଜଳସ୍ତର ବଢୁଛି। ଫଳରେ ହଜାର ହଜାର ଏକର ଚାଷଜମି ଜଳମଗ୍ନ ହୋଇଥିବା…

ଉତ୍ତର ଓଡ଼ିଶାରେ ବନ୍ୟା

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ/ବାରିପଦା ଅଫିସ/କେନ୍ଦୁଝର,୨୭ା୮(ସ୍ବ.ପ୍ର./ଡି.ଏନ୍‌.ଏ.): ଲଘୁଚାପଜନିତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସବୁ ନଦୀନାଳ ଫୁଲିବା ସହ ବିଭିନ୍ନ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇ ପଡ଼ିଛି। ପ୍ରଖର ସ୍ରୋତରେ କେନ୍ଦୁଝର ଜିଲା ଆନନ୍ଦପୁର,ପାଟଣା ଓ ମୟୂରଭଞ୍ଜ…

୧୨ଟି ପଞ୍ଚାୟତର ଶହ ଶହ ଏକର ଚାଷ ଜମି ଜଳମଗ୍ନ

ବସ୍ତା,୨୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀରେ ବନ୍ୟା ସୃଷ୍ଟି ହୋଇଛି। ନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁ ଜଳକା ନଦୀ ଫୁଲିବା ସହିତ ବିପଦ ସଙ୍କେତ ଟପିଛି। ମଥାନୀ ଠାରେ ନଦୀର ବିପଦ ସଙ୍କେତ ୫.୫୦ମିଟର ଥିବା…

ବସ୍ତା ହସ୍ପିଟାଲ ଭିତରେ ପଶିଲା ଦୂଷିତ ପାଣି

ବସ୍ତା,୨୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକରେ ବୁଧବାର ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଥିବା ବେଳେ ବସ୍ତା ହସ୍ପିଟାଲ ଭିତରେ ୨ଫୁଟର ପାଣି ପଶିଥିବା ଦେଖିବାକୁ ମିଳିଛି। ବସ୍ତା ହସ୍ପିଟାଲର ଆଉଟଡୋର, ଡାକ୍ତରଙ୍କ ଚାମ୍ବର, ଲେବରରୁମ୍‌, ରୋଗୀଙ୍କ ପାଇଁ ଉଦ୍ଦିଷ୍ଟ ୱାର୍ଡ,…

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ‘ବ୍ଲୁ ଲେକ୍‌’

ବାଲେଶ୍ୱର ଅଫିସ, ୨୬।୮-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କେପିଲାଖରାଜପୁର ପଞ୍ଚାୟତ କାଠଗୋଚ୍ଛି ଅଞ୍ଚଳରେ ଥିବା ମନୁଷ୍ୟକୃତ ‘ବ୍ଲୁ ଲେକ୍‌’ ପର୍ଯ୍ୟଟକଙ୍କ ଲାଗି ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇଛି। ୪ ଏକର ଜମି ଉପରେ ସୃଷ୍ଟି ହୋଇଥିବା ବିଶାଳ କୃତ୍ରିମ ପୋଖରୀ, ଯାହାର ଗଭୀର…

ସ୍ବାସ୍ଥ୍ୟସେବା ନ ସୁଧାରିଲେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୨୬।୮-ବାଲେଶ୍ୱର ସରକାରୀ ମେଡିକାଲ୍‌ କଲେଜ୍‌ ହସ୍ପିଟାଲ୍‌କୁ ଆସୁଥିବା ରୋଗୀମାନେ ଆବଶ୍ୟକ ଚିକିତ୍ସା ନ ପାଇ ମୃତ୍ୟୁବରଣ କରୁଥିବା ଅଭିଯୋଗ ପରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏକ ସ୍ବତନ୍ତ୍ର ବୈଠକ ବସିଥିଲା। ଅନୁଷ୍ଠାନ ସମ୍ପାଦକ ନିରଞ୍ଜନ ରାଉତ ଅଧ୍ୟକ୍ଷତା କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?