ସ୍ବତନ୍ତ୍ର ପ୍ୟାକେଜ୍ ଘୋଷଣା ନ ହେଲେ ଚକାବନ୍ଦ ଆନ୍ଦୋଳନ ଚେତାବନୀ
ବାଲେଶ୍ୱର ଅଫିସ, ୩୧।୫-ବାଲେଶ୍ୱର ବସ୍ଷ୍ଟାଣ୍ଡରେ ରାଜ୍ୟ ସରକାରଙ୍କ ପରିବହନ ଶ୍ରମିକଙ୍କ ପ୍ରତି ବୈମାତୃକ ମନୋଭାବକୁ ବିରୋଧ କରି ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ୱାର୍କର୍ସ ୟୁନିୟନ ପକ୍ଷରୁ ରବିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ରାଜ୍ୟସରକାରଙ୍କ ନିଷ୍ପତ୍ତିକ୍ରମେ ଓଡ଼ିଶା ବସ୍ ମାଲିକ ସଂଘ ସହିତ…
ବାଲେଶ୍ୱର ସହରରେ ଲାଗିଛି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ନିଖୋଜ ପୋଷ୍ଟର
ବାଲେଶ୍ୱର ଅଫିସ,୩୧ା୫: ବାଲେଶ୍ୱର ଏମ୍ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ନିଖୋଜ ହୋଇଥିବା ପୋଷ୍ଟର ରବିବାର ପୂର୍ବାହ୍ନରେ ସହରର ବିଭିନ୍ନ ସ୍ଥାନରେ ଲଗାଯାଇଥିବା ଦେଖିବାକୁ ମିଳିଛି। ପୋଷ୍ଟରଟି ଇଂରାଜୀ ଭାଷାରେ ଲିଖିତ। ‘ ଆମର ଏମ୍ପି ପ୍ରତାପ ଷଡ଼ଙ୍ଗୀ ନିଖୋଜ’…
ବାଲେଶ୍ୱରକୁ ଆସିଲେ ପଙ୍ଗପାଳ: ନଷ୍ଟ କଲେଣି ବ୍ୟାପକ ଗଛପତ୍ର, ଲୋକେ ଭୟଭୀତ
ବାଲେଶ୍ୱର ଅଫିସ,୩୧ା୫: ବାଲେଶ୍ୱର ଜିଲା ଔପଦା ବ୍ଲକ ବଉଳଗଡ଼ିଆସ୍ଥିତ ପାହାଡ଼ ପାଦଦେଶରେ ରବିବାର ପୂର୍ବାହ୍ନରେ ହଜାର ହଜାର ପଙ୍ଗପାଳ ଦେଖିବାକୁ ମିଳିଛି। ଦେଶରେ ଗୋଟିଏ ପରେ ଗୋଟିଏ ବିପତ୍ତି ମାଡ଼ି ଆସୁଥିବା ବେଳେ କଛିଦିନ ପୂର୍ବରୁ ଚର୍ଚ୍ଚାର ବିଷୟ ପାଲଟି ଥିବା…
ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ବସ୍କୁ ପଛରୁ ପିଟିଲା ଟ୍ରଲର, ୭ ଗୁରୁତର
ବସ୍ତା,୩୧।୫(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ ଜାତୀୟ ରାଜପଥର ଦଣ୍ଡିକା ଛକ ନିକଟରେ ରବିବାର ବସ୍କୁ ଏକ ଟ୍ରଲର ପଛପଟୁ ଧକ୍କା ଦେଇଛି। ଫଳରେ ୭ଜଣ ଗୁରୁତର ହୋଇ ବସ୍ତା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେବେ ବସ୍ଟି…
କୋଭିଡ଼ ଯୋଦ୍ଧାଙ୍କ ମନୋବଳ ବଢ଼ାଇଲେ ବିଧାୟକ
ଭୋଗରାଇ, ୩୧।୫(ଡି.ଏନ.ଏ.)-ଓଡ଼ିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ଓ ଜଳେଶ୍ୱରରେ କୋଭିଡ଼ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଦେବା ସହ ସେମାନଙ୍କର ମନୋବଳକୁ ଦୃଢ଼ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକ୍ରମେ ପୂର୍ବତନ ମନ୍ତ୍ରୀ ତଥା ଜିଲା ଉନ୍ନୟନ ଯୋଜନା ବୋର୍ଡ଼ର ଅଧ୍ୟକ୍ଷ ଭୋଗରାଇ…
ପୋଲ ତଳକୁ ଖସିଲା ପ୍ରବାସୀ ବସ୍, ୭ଆହତ
ବାଲେଶ୍ୱର ଅଫିସ, ୩୦।୫- ପ୍ରବାସୀ ଶ୍ରମିକଙ୍କୁ ନେଇ କେରଳରୁ ପଶ୍ଚିମବଙ୍ଗ ଯାଉଥିବା ଏକ ବସ ଶନିବାର ସକାଳ ସାଢ଼େ ୬ଟାରେ ବାଲେଶର ଶିଳ୍ପାଞ୍ଚଳ ଥାନା ୧୬ ନଂ ଜାତୀୟ ରାଜପଥ ମଙ୍ଗଳପୁରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟି ଭାରସାମ୍ୟ ହରାଇ ଏକ ପୋଲକୁ…
ଗ୍ୟାସ୍ ଲିକ୍ରୁ ଘରପୋଡ଼ି: ଲକ୍ଷ ଲକ୍ଷ ଟଙ୍କାର ଆସବାବପତ୍ର ଜଳିଗଲା
ଜଳେଶ୍ୱର, ୩୦।୫(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ଶିଖରପୁର ଗାଁର ଗୋପାଳ ଓଝାଙ୍କ ଘରେ ଶନିବାର ପୂର୍ବାହ୍ନରେ ଗ୍ୟାସ୍ ସିଲଣ୍ଡର ଲିକ୍ ହୋଇ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨ବଖରା ଘର ଓ ଗୁହାଳ ପୋଡ଼ିଯାଇଛି। ଦମକଳ କେନ୍ଦ୍ରକୁ ଖବର ଦିଆଯାଇଥିଲେ ମଧ୍ୟ ପହଞ୍ଚତ୍ବାରେ…
‘ବନ୍ଦେ ଉତ୍କଳ ଜନନୀ’ର ଝଙ୍କାରରେ ଝୁମିଲା ଖଇରା
ଖଇରା,୩୦।୫(ଡି.ଏନ.ଏ)-କରୋନା ଯୋଦ୍ଧାଙ୍କ ମନୋବଳ ବୃଦ୍ଧି ଲାଗି ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଥିବା ବେଳେ ବାଲେଶ୍ୱର ଜିଲା ଖଇରା ବ୍ଲକର ପୁରପଲ୍ଲୀରେ ପିଲା ଠାରୁ ବୁଢା ସମସ୍ତେ ଏଥିରେ ସାମିଲ ହୋଇଛନ୍ତି ା…
କ୍ୱାରାଣ୍ଟାଇନ୍ କେନ୍ଦ୍ରରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ନେଇନି ପୋଲିସ
ସଜନାଗଡ଼, ୩୦।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍ପୁର ଥାନା ଅଧୀନ ତେଲିପାଳ ଆଶ୍ରମ କ୍ୱାରାଣ୍ଟାଇନ୍ କେନ୍ଦ୍ରରେ ଥିବା ଜଣେ ପ୍ରବାସୀ ଓଡ଼ିଆ ଯୁବତୀଙ୍କୁ ଗାଧୁଆଘରେ ଗତ ୨୬ତାରିଖରେ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ଥାନାରେ ମାମଲା (ନଂ. ୩୯/୨୦)…
ଲକ୍ଡାଉନ୍ ଦୁର୍ଦ୍ଦଶାକୁ ମାଇକ୍ରୋଫାଇନାନ୍ସ ଋଣ ଚାପ: ଜିଲାପାଳଙ୍କ ନିକଟରେ ମହିଳାଙ୍କ ଅଭିଯୋଗ
ବାଲେଶ୍ୱର ଅଫିସ, ୩୦।୫-ରାଜ୍ୟରେ ମହିଳାମାନଙ୍କୁ ସଶକ୍ତ କରିବା ଲକ୍ଷ୍ୟ ନେଇ ରାଜ୍ୟ ଓ କେନ୍ଦ୍ର ସରକାର ବହୁ ମାଇକ୍ରୋ ଫାଇନାନ୍ସ ସଂସ୍ଥାକୁ ଅର୍ଥ କାରବାର କରିବା ପାଇଁ ଅନୁମତି ଦେଇଥିଲେ। କରୋନା ମହାମାରୀ ଯୋଗୁ ସାରା ଦେଶ ଲକ୍ଡାଉନ୍ ହେବା ପରେ…
ବେଆଇନ ବାଲି ଚାଲାଣ, ୫ ଗାଡ଼ି ଜବତ
ଜଳେଶ୍ୱର, ୩୦।୫(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧୀନରେ ସୁବର୍ଣ୍ଣରେଖାର ପ୍ରାୟ ୨୨ଟି ବାଲିସୈରାତଗୁଡ଼ିକ ୫ବର୍ଷ ପୂର୍ବେ ନିଲାମ ଦିଆଯାଇଥିବା ବେଳେ ଏବେ ଅବଧି ପୂରିବାକୁ ଯାଉଛି। ଲକ୍ଡାଉନ୍ ପାଇଁ ବାଲି ପରିବହନ ଠପ୍ ଥିବା ବେଳେ ଏବେ ଗତ କିଛିଦିନ ଧରି…
‘ବନ୍ଦେ ଉତ୍କଳ ଜନନୀ’ ଗାଇ କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବାକୁ ଆହ୍ବାନ
ବାଲେଶ୍ୱର ଅଫିସ, ୩୦।୫- କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ଓ କରୋନା ବିରୋଧରେ ସଂଗ୍ରାମ ଉଦ୍ଦେଶ୍ୟରେ ୩୦ ତାରିଖ ସନ୍ଧ୍ୟାରେ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ କରିବାକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ…
Archives


