ବାଲେଶ୍ୱର

ଖବରଦାତାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ବାଲେଶ୍ୱର ଅଫିସ, ୨୪।୪-ବାଲେଶ୍ୱର ଜିଲା ସଦର ମହକୁମା ଠାରେ ଥିବା ଖବରଦାତାମାନଙ୍କ ପକ୍ଷରୁ ଗୁରୁବାର ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଦେଶବାସୀ କରୋନା ଭୂତାଣୁ ପାଇଁ ଭୟଭୀତ ଅବସ୍ଥାରେ ଥିବାବେଳେ ଏବେ...

ଆଶ୍ରମ, ମଠକୁ ସହଯୋଗର ହାତ ବଢାଇଲେ ରାମଚନ୍ଦ୍ର

ଖଇରା,୨୪।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ମଠ ଓ ଆଶ୍ରମଗୁଡିକ ଅବସ୍ଥା ଏବେ ଧୀରେ ଧୀରେ ବିଗିଡିବାରେ ଲାଗିଛି ା ସେଠାରେ ରହୁଥିବା ସାଧୁସନ୍ଥ ଓ ଅନ୍ତେବାସୀଙ୍କ ମଧ୍ୟରେ ଖାଦ୍ୟ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ା ଖବର...

ମଦ ଧରି ପୋଲିସ ଜିମା ଦେଲେ ଗ୍ରାମବାସୀ

ଖଇରା,୨୪।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ କଇଥଗଡିଆ ଗ୍ରାମରେ ଦେଶୀମଦ କାରବାର ଦିନକୁ ଦିନ ବଢି ଚାଲିଛି। ସରପଞ୍ଚ ଗୋବର୍ଦ୍ଧନ ପାଇକରାୟ, ପୂର୍ବତନ ସରପଞ୍ଚ ବଳରାମ ନାଇକ, ନାଗା ଜେନା ଓ ସୁଶାନ୍ତ ବାରିକଙ୍କ ନେତୃତ୍ୱରେ ଗ୍ରାମବାସୀ ଏହାକୁ କିଭଳି...

ଗୋପାଳପୁର ଅନୁକୂଳଚନ୍ଦ୍ର ସଂଘ ପକ୍ଷରୁ ସହାୟତା

ବାହାନଗା, ୨୩ା୪(ଡି.ଏନ.ଏ.)-କରୋନା ମୁକାବିଲା ନିମନ୍ତେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଅନୁକୂଳଚନ୍ଦ୍ର ସତ୍‌ସଙ୍ଗ କେନ୍ଦ୍ର ତରଫରୁ ରାଜ୍ୟ ସରକାରଙ୍କ ରିଲିଫ୍‌ ଫଣ୍ଡକୁ ୨୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ବାହାନଗା ତହସିଲଦାର ରାଜେନ୍ଦ୍ର କୁମାର କରଙ୍କ...

ସାନିଟାଇଜ ହେଲା ଗୋପାଳପୁର ବଜାର

ବାହାନଗା, ୨୩ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ବଜାରକୁ ଗୁରୁବାର ସାନିଟାଇଜ୍‌ କରାଯାଇଛି। ଏହାସହ ପାଇକାସ୍ତା ତହସିଲ କାର୍ଯ୍ୟାଳୟ, ଗୋପାଳପୁର ପଞ୍ଚାୟତ କାର୍ଯ୍ୟାଳୟ, ପୋଷ୍ଟାଲ କାର୍ଯ୍ୟାଳୟ ଆଦି ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ କରାଯାଇଛି ା

ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଛୁଇଁଲା

ଭୁବନେଶ୍ୱର, ୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ଅପରାହ୍ନରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଏହି ୨ ଜଣ ହେଲେ ବାଲେଶ୍ୱର ଜିଲାର। ତେବେ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୫୫ ବର୍ଷର ମହିଳା ଓ ୩୬ ବର୍ଷର...

ବାଲେଶ୍ୱରରେ ଆଉ ୨ କରୋନା ପଜିଟିଭ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ ଛୁଇଁଲା

ଭୁବନେଶ୍ୱର, ୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ୨ ଜଣ ବାଲେଶ୍ୱରର ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ...

ଟ୍ରକ୍‌କୁ ପିଟିଲା ଟ୍ରକ: ଜଣେ ମୃତ, ୨ ଆହତ

ସୋର, ୨୩।୪(ଡି.ଏନ.ଏ.)-ସୋର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ତଳନଗର ଠାରେ ଏକ ଟ୍ରକରେ ମାଲବୋଝେଇ ସମୟରେ ଅନ୍ୟ ଏକ ଟ୍ରକ ଧକ୍କା ଦେଇଛି। ଘଟଣାସ୍ଥଳରେ ତପନ ବେହେରା ନାମକ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୨...

ପୁନେରେ ଫସିଛନ୍ତି ସ୍କିଲ ଓଡ଼ିଶା ଛାତ୍ର

ବାଲେଶ୍ୱର ଅଫିସ,୨୩।୪-ବାଲେଶ୍ୱର ସଦର ବ୍ଲକ, ବସ୍ତା ଓ ଜଳେଶ୍ୱର ବ୍ଲକର ୧୩ଜଣ ଛାତ୍ର ସରକାରୀ ନିଯୁକ୍ତି ଭିତ୍ତିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ (ସ୍କିଲ ଓଡ଼ିଶା)ରେ କୃତକାର୍ଯ୍ୟ ହୋଇ ଗତ ୫ତାରିଖରେ ପୁନେର ଏକ ଅଟୋମୋବାଇଲ୍‌ କମ୍ପାନୀରେ ଯୋଗଦେଇଥିଲେ। କିଛିଦିନ ପରେ ଲକ୍‌ଡାଉନ୍‌...

କ୍ୱାରାଣ୍ଟାଇନକୁ ଗଲେ ପଶ୍ଚିମବଙ୍ଗ ଫେରନ୍ତା

ରସାଳପୁର, ୨୩।୪(ଡି.ଏନ୍‌.ଏ.)-ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ଏବେ ଓଡ଼ିଶା ସରକାରଙ୍କ ଚିନ୍ତା ବଢିଯାଇଛି। ବାଲେଶ୍ୱର, ଭଦ୍ରଖ, ଯାଜପୁରରେ ୩ଦିନ ଧରି ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସଂକ୍ରମଣରୁ କିଭଳି ରକ୍ଷା କରାଯିବ ସେନେଇ ରାଜ୍ୟ ସରକାର ସମସ୍ତ ସରପଞ୍ଚଙ୍କୁ ଜିଲାପାଳ...

ବୋହୂଙ୍କୁ ଆକ୍ରମଣ: ଶ୍ୱଶୁର, ଶାଶୁଙ୍କ ନାମରେ ମାମଲା

ଖଇରା,୨୩।୪(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ବର୍ତ୍ତନା ପଞ୍ଚାୟତ ଅଧୀନ ଧଳିଗଡିଆ ଗ୍ରାମର ତିଳୋତ୍ତମା ରାଉତ ନାମ୍ନୀ ମହିଳାଙ୍କୁ ଆକ୍ରମଣ ଅଭିଯୋଗରେ ଖଇରା ପୋଲିସ ତାଙ୍କ ଶ୍ୱଶୁର, ଶାଶୁଙ୍କ ସମେତ ୬ଜଣଙ୍କ ନାମରେ ମାମଲା (୮୦/୨୦)ରୁଜୁ କରିଛି ା ଅଭିଯୋଗ ଅନୁଯାୟୀ,...

ମୁକୁଳା ପଡ଼ିଛି ବାଲେଶ୍ୱର-ବାସୁଦେବପୁର ସଲ୍ଟ ରୋଡ୍‌: ଫାଇଦା ନେଉଛନ୍ତି ପଶ୍ଚିମବଙ୍ଗ ଫେରନ୍ତା

ବାହାନଗା, ୨୩ା୪(ଡି.ଏନ୍‌.ଏ.)-କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଲକଡାଉନ୍‌ ଘୋଷଣା କରିଛନ୍ତି। ସମସ୍ତ ସୀମାନ୍ତକୁ ସିଲ୍‌ କରାଯାଇଛି। ଏବେ ରାଜ୍ୟ ବାହାରେ କାମ କରୁଥିବା ଓଡିଆ ଲୋକମାନେ ଚାଲି ଚାଲି , ସାଇକେଲ ଓ କାର...

ନଡିଆଗଛ ଉପୁଡ଼ି ଘର ଭାଙ୍ଗିଲା

ଖଇରା, ୨୩।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଚ୍ୟୁତପୁର ପଞ୍ଚାୟତ ଅଧୀନ ଓହଡ ଗ୍ରାମର ଜମ୍ବୁବତୀ ସାହୁଙ୍କ ଝାଟିମାଟି ଘର ଉପରେ ଏକ ନଡିଆ ଗଛ ଉପୁଡି ପଡିବାରୁ ତାଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ବୁଧବାର ଗଣ୍ଡିବେଡ ରାଜସ୍ବ ନିରୀକ୍ଷକ ମିନାରାଣୀ...

ରିଲିଫ ପାଣ୍ଠିକୁ ସହାୟତା କଲେ ବିଜେଡି କର୍ମୀ

ଖଇରା, ୨୩।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ୩୭ପଞ୍ଚାୟତର ବିଜେଡି କର୍ମୀଙ୍କ ପକ୍ଷରୁ ୫ଲକ୍ଷ ୬୩୦ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି ା ବୁଧବାର ଖଇରା ଦଳୀୟ କାର୍ଯ୍ୟାଳୟରେ କର୍ମୀ ମାନେ ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ...

ସାନିଟାଇଜ୍‌ ହେଲା ଡାକ୍ତରଖାନା

ବାହାନଗା, ୨୨ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକର ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ କିଛି ଅଞ୍ଚଳକୁ ଅଗ୍ନିଶମ ବିଭାଗ ଦ୍ୱାରା ସାନିଟାଇଜ୍‌ କରାଯାଇଛି। ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତ୍ୟେକ ଦିନ ଶହ ଶହ ରୋଗୀ ଚାଲିଆସୁଥିବାରୁ ଏହାକୁ ଆଖିଆଗରେ ରଖି ପ୍ରଶାସନ...

ସିପିଏମ୍‌ ପକ୍ଷରୁ ପ୍ରତିବାଦ ସଭା

ଖଇରା,୨୨।୪(ଡି.ଏନ.ଏ.)-ସିପିଏମ ଆଞ୍ଚଳିକ କମିଟି ଖଇରା ଶାଖା ପକ୍ଷରୁ ବାଲେଶ୍ୱର ଜିଲା ଖଇରା ବଜାରରେ ମଙ୍ଗଳବାର ପଥପ୍ରାନ୍ତ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି। ସନ୍ତୋଷ କୁମାର ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ପାର୍ବତୀ ସାହୁ, ସୁଭଦ୍ରା ସାହୁ, ଗୀତାଞ୍ଜଳି ସାହୁ, ଭଗବାନ...

ବିଭିନ୍ନ ସଙ୍ଗଠନ ପକ୍ଷରୁ ରିଲିଫ ପାଣ୍ଠିକୁ ସହାୟତା

ଖଇରା, ୨୨।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକର ବିଭିନ୍ନ ସଙ୍ଗଠନ ପକ୍ଷରୁ ଖଇରା ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଅର୍ଥଦାନ କରାଯାଇଛି ା ଖଇରାସ୍ଥିତ ପ୍ରତିଭା ପରିବାର ଓ ଖଇରା ସାହିତ୍ୟ ସଂସଦ ତରଫରୁ...

ସୀମା ସିଲ୍‌ ଅଞ୍ଚଳ ପରିଦର୍ଶନ କଲେ ଡିଜିପି

ବାଲେଶ୍ୱର ଅଫିସ/ଜଳେଶ୍ୱର/ବାରିପଦା ଅଫିସ, ୨୧ା୪(ସ୍ବ.ପ୍ର.)-ଓଡ଼ିଶାରେ ଚିହ୍ନଟ ହୋଇଥିବା ସର୍ବାଧିକ କରୋନା ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ୍‌ ରହିଥିବା ଜଣାପଡିବା ପରେ ରାଜ୍ୟ ସରକାର ସୀମାନ୍ତ ଅଞ୍ଚଳରେ ସୁରକ୍ଷା କଡାକଡି ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ସୀମା ସିଲ୍‌ ଅଞ୍ଚଳର ବାସ୍ତବ ସ୍ଥିତି...