ଗଛ ଲଗାଇ ପାଳିଲେ ବିଶ୍ୱ ପରିବେଶ ଦିବସ
ବାଲେଶ୍ୱର ଅଫିସ, ୫।୬: ବାଲେଶ୍ୱର ଜିଲାରେ ବିଭିନ୍ନ ବ୍ଲକରେ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ଯୁବଗୋଷ୍ଠୀମାନେ ଗଛ ଲଗାଇ ବିଶ୍ୱ ପରିବେଶ ଦିବସ ପାଳିଛନ୍ତି। ଅନ୍ୟପକ୍ଷରେ ଅନ୍ୟ ଯୁବଗୋଷ୍ଠୀଙ୍କୁ ପରିବେଶ ସୁରକ୍ଷା ଦାୟିତ୍ୱ ଗ୍ରହଣ କରିବା ପାଇଁ ନିବେଦନ କରିବା ପରମ୍ପରା ସୃଷ୍ଟି…
୨ ଭାଲୁ ଆକ୍ରମଣରେ ୬ ଗୁରୁତର
ସଜନାଗଡ଼, ୫।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ବାଉଁଶବଣିଆ ଏବଂ ଟଣକା ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ୨ଟି ଭାଲୁ ଆକ୍ରମଣରେ ୬ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଚିକିତ୍ସା ପାଇଁ ନୀଳଗିରି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କୁଲଡ଼ିହା ଅଭୟାରଣ୍ୟରୁ…
ବାଲେଶ୍ୱର ସହରରେ ଲାଗିଲା ୬ ସାନିଟାଇଜ ମେଶିନ
ବାଲେଶ୍ୱର ଅଫିସ, ୫।୬: ମହାମାରୀ କରୋନା ଯୋଗୁ ସବୁବର୍ଗର ଲୋକେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ହାତପାଣ୍ଠିରୁ ୧୦ଲକ୍ଷ ଟଙ୍କା ବ୍ୟୟବରାଦରେ ସହରରେ ୬ଟି ଅତ୍ୟାଧୁନିକ ସାନିଟାଇଜ ମେଶିନ ଲଗାଯାଇଛି। ପୌରପାଳ ଅଧିକାରୀ ପ୍ରଣୟ…
ବିନା ଭକ୍ତରେ ଚାଲିଛି ଶ୍ରୀଜିଉଙ୍କ ସ୍ନାନ ପୂର୍ଣ୍ଣିମା
ସଜନାଗଡ଼, ୫।୬(ଡି.ଏନ୍.ଏ.): ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାଲେଶ୍ୱର ଜିଲା ନୀଳଗିରି ଜଗନ୍ନାଥ ମନ୍ଦିରରେ ଠାକୁରଙ୍କ ନୀତି ଶୁକ୍ରବାର ଭୋରରୁ ଯଥା ରୀତିନୀତି ଅନୁସାରେ ଚାଲିଛି। ନୀଳଗିରି ରାଜା ଜୟନ୍ତ ମର୍ଦ୍ଦରାଜ ହରିଚନ୍ଦନ ଛେରା…
ବାଲେଶ୍ୱରରେ ଯୁବତୀ ଚାଲାଣ ର଼୍ୟାକେଟ୍ ସକ୍ରିୟ: ଟେର୍ ପାଉନି ପୋଲିସ
ବାଲେଶ୍ୱର ଅଫିସ, ୫।୬-ବାଲେଶ୍ୱର ଜିଲାରେ ଯୁବତୀ ଚାଲାଣ ର଼୍ୟାକେଟ୍ ସକ୍ରିୟ ହୋଇପଡ଼ିଛି। ପୋଲିସର କୋହଳ ତଦନ୍ତ ଯୋଗୁ ବିଭିନ୍ନ ଆଳ ଦେଖାଇ ଅଭିଯୁକ୍ତମାନେ ଖସି ପଳାଇବାରେ ସଫଳ ହେଉଛନ୍ତି। ଗୁରୁବାର ଏନେଇ ଜିଲା ନାରୀସଂଘ ସଭାପତି ଗୋପାମୁଦ୍ରା ମହାପାତ୍ର ଅଭିଯୋଗ କରିଛନ୍ତି।…
ସହରରେ କେନ୍ଦ୍ରମନ୍ତ୍ରୀଙ୍କ ନିଖୋଜ ପୋଷ୍ଟର ଲାଗିବା ଘଟଣା: ଯୁବନେତାଙ୍କ ଗିରଫକୁ କଂଗ୍ରେସର ବିରୋଧ
ବାଲେଶ୍ୱର ଅଫିସ, ୪।୬-ବାଲେଶ୍ୱର ସହରରେ ଗତ ରବିବାର କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ନିଖୋଜ ପୋଷ୍ଟର ଲାଗିଥିଲା। ଉକ୍ତ ପୋଷ୍ଟରକୁ ଫଟୋ ଉଠାଇ ଫେସବୁକ୍ରେ…
ଛତ୍ରପତି ଶିବାଜୀଙ୍କ ଜୀବନୀ ଉପରେ ଆଲୋଚନା
ସଜନାଗଡ଼, ୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଭାଜପା ପକ୍ଷରୁ ଗୁରୁବାର ନୀଳଗିରି ଭାଜପା କାର୍ଯ୍ୟାଳୟରେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏବଂ ସ୍ଥାନୀୟ ବିଧାୟକ ଇଂ.…
ଗ୍ରାମ ଜମିକୁ ନେଇ ବିବାଦ: ଏମ୍ଜିଏନ୍ଆର୍ଇଜିଏସ୍ କାର୍ଯ୍ୟ ବନ୍ଦ କଲେ ତହସିଲଦାର
ଜଳେଶ୍ୱର, ୪।୬(ସ୍ବ.ପ୍ର.)-ବହୁ ବର୍ଷ ପୂର୍ବରୁ ସୁବର୍ଣ୍ଣରେଖା ନଦୀ କେଶପୁରା ଗ୍ରାମ ଦେଇ ବହିଯାଇଥିଲା। ନଦୀ ଗତିପଥ ବଦଳାଇ ଥିବାରୁ ପୁରୁଣା ସ୍ଥାନରେ ପାଇକସିଦା ଓ କେଶପୁରା ଗ୍ରାମ୍ୟ କମିଟି ପକ୍ଷରୁ ଖନନ ହେଉଥିବା ୨ଟି ପୋଖରୀକୁ ନେଇ ବିବାଦ ଦେଖାଦେଇଛି। ନଦୀର…
ଅମ୍ଫନ ପରବର୍ତ୍ତୀ କ୍ଷୟକ୍ଷତି ଅନୁଧ୍ୟାନ କଲେ କେନ୍ଦ୍ରୀୟ ଟିମ୍
ବାଲିଆପାଳ,୪।୬ (ସ୍ବ.ପ୍ର)- ମହାବାତ୍ୟା ଅମ୍ଫନର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲା ସମେତ ବାଲେଶ୍ୱର ଜିଲାର ଭୋଗରାଇ ଓ ବାଲିଆପାଳ ଅଧିକ କ୍ଷତିଗ୍ରସ୍ତ ହୋଇଛି। ଏ ନେଇ ବ୍ଲକ ତଥା ଜିଲା ପ୍ରଶାସନ ପକ୍ଷରୁ କ୍ଷୟକ୍ଷତି ଆକଳନ ସରିଥିବାବେଳେ ଗୁରୁବାର ଏକ ତିନିଜଣିଆ କେନ୍ଦ୍ରୀୟ…
ବାଲେଶ୍ୱର ଏସ୍ପି ଭାବେ ଦାୟିତ୍ୱ ଗ୍ରହଣ କଲେ ସୁଧାଂଶୁ ଶେଖର ମିଶ୍ର
ବାଲେଶର ଅଫିସ,୪।୬: ବାଲେଶ୍ୱର ଏସ୍ପି ଭାବେ ସୁଧାଂଶୁ ଶେଖର ମିଶ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ କଟକ କ୍ରାଇମବ୍ରାଞ୍ଚ ଏସ୍ପି ଭାବରେ ଦାୟିତ୍ୱ ନିର୍ବାହ କରୁଥିଲେ। ଏ ନେଇ ସେ ଖୁସିଥିବା କହିଥିବା ବେଳେ ଜିଲାର ଆଇନ…
କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଅଣାଯାଇଥିଲା ସୋର ଡାକ୍ତରଖାନା: ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା
ସୋର,୪।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ଜଳଦା ଗ୍ରାମର ବିପିନ୍ନ ବିହାରୀ ମହାନ୍ତି ମୁମ୍ବାଇରୁ ଆସି ସ୍ଥାନୀୟ କ୍ୱାରେଣ୍ଟାଇନ କେନ୍ଦ୍ରରେ ରହିଥିଲେ। ବୁଧବାର ବିଳମ୍ବିତ ରାତିରେ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଦାୟିତ୍ୱରେ ଥିବା…
ପୂର୍ବ ଭାରତ ବିକାଶର ରୋଡ୍ ମ୍ୟାପ୍ରେ ଓଡ଼ିଶା: ମୋଦି ସରକାରଙ୍କ ଦ୍ୱିତୀୟଥର ପ୍ରଥମବର୍ଷର ସଫଳତା ବଖାଣିଲେ କେନ୍ଦ୍ରମନ୍ତ୍ରୀ
ବାଲେଶ୍ୱର ଅଫିସ,୪।୬- କେନ୍ଦ୍ରରେ ମୋଦି ସରକାରଙ୍କର ଦ୍ୱିତୀୟ ପାଳିର ପ୍ରଥମବର୍ଷ ପୂରଣ ହୋଇଛି। ଗୋଟିଏ ବର୍ଷରେ କେନ୍ଦ୍ରୀୟସ୍ତରରେ ହୋଇଥିବା ନିଷ୍ପତ୍ତି ଭାରତ ଇତିହାସର କେବେବି ସମ୍ଭବ ହୋଇ ନ ଥିଲା। ତତ୍ସହିତ ଓଡ଼ିଶା ପାଇଁ ମଧ୍ୟ ମୋଦି ସରକାର ଗୋଟିଏ ବର୍ଷରେ…
Archives


