କୋଭିଡ-୧୯ ପରୀକ୍ଷାକେନ୍ଦ୍ର କାର୍ଯ୍ୟକ୍ଷମ ନେଇ ଦାବିପତ୍ର
ବାଲେଶ୍ୱର ଅଫିସ,୩।୬- ବାଲେଶ୍ୱର ଫକୀରମୋହନ ମେଡିକାଲ୍ କଲେଜ୍ ପରିସରରେ ଗତ ୩୧ ତାରିଖ ରାତି ୮ଟା ସମୟରେ କୋଭିଡ୍-୧୯ ସଂକ୍ରମିତଙ୍କ ସ୍ବାବ ପରୀକ୍ଷା ପାଇଁ ଏକ ପରୀକ୍ଷଣ କେନ୍ଦ୍ରକୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ରେମୁଣା ବିଧାୟକ ସୁଧାଂଶୁ ଶେଖର…
ଏବେ ସଙ୍ଗରୋଧରେ ୧୪୧୫ ପ୍ରବାସୀ
ସୋର, ୩।୬(ଡି.ଏନ୍.ଏ.)-ସୋର ମ୍ୟୁନିସିପାଲିଟି ଓ ବ୍ଲକରେ ଏବେ ୨୫ଟି ସଙ୍ଗରୋଧ କେନ୍ଦ୍ରରେ ୧୪୧୫ ଜଣ ପ୍ରବାସୀ ଅଛନ୍ତି। ମ୍ୟୁନିସିପାଲିଟି ଅନ୍ତର୍ଗତ ପ୍ରସ୍ତୁତ ଥିବା ୧୫ଟି କେନ୍ଦ୍ର ମଧ୍ୟରୁ କେବଳ ଏସ୍ଏନ୍ ହାଇସ୍କୁଲରେ ଏବେ ୧୧୧ ଜଣ ପ୍ରବାସୀ ସଙ୍ଗରୋଧରେ ଅଛନ୍ତି। ସେହିପରି…
ଅନିୟମିତତାକୁ ବିରୋଧ କରି ବ୍ଲକ ଅଫିସ୍ ଘେରାଉ
ରେମୁଣା,୩।୬(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ବ୍ଲକରେ ବିଭିନ୍ନ ଅନିୟମିତତାକୁ ବିରୋଧ କରି କିଛି ସରପଞ୍ଚ, ସମିତିସଭ୍ୟ ଏବଂ ୱାର୍ଡସଭ୍ୟ ମିଳିତ ଭାବେ ବୁଧବାର ପୂର୍ବାହ୍ନରେ ରେମୁଣା ବ୍ଲକ ଅଫିସ୍କୁ ନୂଆପାଢ଼ୀ ସମିତିସଭ୍ୟ ଶୁଭେନ୍ଦୁ ମଙ୍ଗରାଜଙ୍କ ନେତୃତ୍ୱରେ ଘେରାଉ କରିଥିଲେ। ଜିଲାପାଳ କେ.…
୬ଦଫା ଦାବିରେ କୃଷକ ମହାସଂଘର ସ୍ମାରକପତ୍ର
ଜଳେଶ୍ୱର,୩।୬(ସ୍ବ.ପ୍ର)- ବାଲେଶ୍ୱର ଜିଲାର ଜଳେଶ୍ୱର କୃଷି ଜିଲା କୃଷକ ମହାସଂଘ ପକ୍ଷରୁ ବୁଧବାର ୬ଦଫା ଦାବି ନେଇ ଏକ ସ୍ମାରକପତ୍ର କୃଷି ଜିଲା ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଯାଇଛି। ‘ଅମ୍ପନ’ ଦ୍ୱାରା ଜଳେଶ୍ୱର, ଭୋଗରାଇ ଓ ବାଲିଆପାଳର ଚାଷୀମାନଙ୍କର ବ୍ୟାପକ…
ବଡଜୟୀପୁର ଗ୍ରାମରେ ଅଜଣା କୀଟ
ଖଇରା,୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ବଡଜୟୀପୁର ଗ୍ରାମରେ ଅଜଣା କୀଟକୁ ନେଇ ଗ୍ରାମବାସୀ ଆତଙ୍କିତ ହୋଇ ପଡିଛନ୍ତି। ଏହି କୀଟ ଗୁଡିକ ଗ୍ରାମ ନିକଟସ୍ଥ ଗୋପିଆସ୍ଥ ପଡିଆରେ ଥିବା ଗଛ ଗୁଡିର ପତ୍ର ଖାଇ ସଫା କରିଦେଉଥିବା ନେଇ ଗ୍ରାମବାସୀ…
ମହିଳାଙ୍କ ଉପରେ ଢାଳି ଦେଲେ ଗରମ ପେଜ
ଖଇରା, ୩ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଶ୍ବଶୁର ଘର ଲୋକେ ସୋମବାର ଗରମ ପେଜ ଢାଳି ମାରିବାକୁ ଉଦ୍ୟମ କରିଥିଲେ। ଖଇରା ପୋଲିସ ପ୍ରାଥମିକ ତଦନ୍ତ କରି ମହିଳାଙ୍କ ଦିଅର, ଶାଶୁ ଓ ଖୁଡି ଶାଶୁଙ୍କୁ ମଙ୍ଗଳବାର…
କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା
ଖଇରା, ୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ କରୋନା ମୁକାବିଲାରେ ନିଜକୁ ସମର୍ପିତ କରିଥିବା ଅଧିକାରୀମାନଙ୍କୁ ମଙ୍ଗଳବାର ଆୟୁଷ୍ମାନ ଏବଂ ସୁନ୍ଦର ଓଡିଶାର ମିଳିତ ଆନୁକୂଲ୍ୟରେ ସମ୍ବର୍ଦ୍ଧିତ କରାଯାଇଛି ା ସଙ୍ଗଠନର ସଦସ୍ୟମାନେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ, ଖଇରା ଥାନା ଆଇଆଇସି…
ପ୍ରମାଣ ପାଇ ବି ପୋଲିସ ଚୁପ୍
ଖଇରା, ୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ନୟାଖଣ୍ଡି ଗ୍ରାମରେ ଜଣେ ଭଡାଟିଆ କମଳାକାନ୍ତ ଦାସଙ୍କ ଘରୁ ଚୋରି ହେବା ଏବଂ ଚୋରି ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ସମସ୍ତ ପ୍ରମାଣ ପ୍ରଦାନ ପରେ ମଧ୍ୟ ଖଇରା ପୋଲିସ ଏ…
ଚିତ୍ର ମାଧ୍ୟମରେ କରୋନା ସଚେତନତା
ବସ୍ତା, ୩।୬(ଡି.ଏନ.ଏ.)-ସମଗ୍ର ବିଶ୍ୱ ଏବେ କରୋନା କବଳିତ ହୋଇଥିବା ବେଳେ ସଚେତନତା ପାଇଁ ବିଭିନ୍ନ ସ୍ତରରେ ପ୍ରଚେଷ୍ଟା ଜାରି ରହିଥିବା ଦେଖିବାକୁ ମିଳିଛି ା ଏହିଭଳି ଏକ ଭିନ୍ନ ଢଙ୍ଗରେ ସଚେତନତାର ବାର୍ତ୍ତା ଦେଇଛନ୍ତି ବସ୍ତା ବ୍ଲକର ଏକ ଜାଗୃତି ଯୁବ…
ବାଲେଶ୍ୱରରେ ସୁଧୁରୁନି ବିଦ୍ୟୁତ୍ ସମସ୍ୟା
ବାଲେଶ୍ୱର ଅଫିସ, ୨।୬-ବାଲେଶ୍ୱର ଜିଲାରେ ବିଦ୍ୟୁତ୍ ସମସ୍ୟା ଲାଗିରହିଥିବାରୁ ଏହାର ପ୍ରତିକାର ଲାଗି ବାଲେଶ୍ୱର ସିଭିଲ ସୋସାଇଟି ପକ୍ଷରୁ ଗତ ମେ’ ୨୭ରେ ୬ଦଫା ସମ୍ବଳିତ ଦାବିପତ୍ର ଦିଆଯାଇଥିଲା। ସମସ୍ୟା ସମାଧାନ ଦିଗରେ ଗୁରୁତ୍ୱ ଦିଆ ନ ଗଲେ ଆନ୍ଦୋଳନ ଲାଗି…
ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋ଼ଣ ଛାଡ଼ ଦାବି
ବାଲେଶ୍ୱର ଅଫିସ,୨।୬- ବାଲେଶ୍ୱର ଜିଲାରେ ଘରୋଇ ଅର୍ଥଲଗାଣ ସଂସ୍ଥାଗୁଡ଼ିକ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଦୀର୍ଘଦିନ ଧରି ଋଣ ପ୍ରଦାନ କରି ଆସୁଛନ୍ତି। ଉକ୍ତ ଋଣକୁ ନେଇ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ବିଭିନ୍ନ ପ୍ରକାର ବ୍ୟବସାୟ କରି ନିଜ…
ପ୍ରତି ଓ୍ବାର୍ଡକୁ ସାନିଟାଇଜ୍ କରିବା ଲାଗି ପ୍ରୟାସ
ସଜନାଗଡ଼, ୨।୬(ଡି.ଏନ.ଏ.)-କରୋନା ମୁକାବିଲା ଲାଗି ଦେଶବାସୀ ଏକାଠି ହୋଇ ଲଢ଼େଇ ଜାରି ରଖିଛନ୍ତି। ଏବେ ଲକ୍ଡାଉନ୍ ୫.୦ ଚାଲିଥିବା ବେଳେ ସାଧାରଣ ଜୀବନଯାତ୍ରା ଧୀରେ ଧୀରେ ସ୍ବାଭାବିକ ହେବାରେ ଲାଗିଛି। ବାହାର ରାଜ୍ୟର କେତେକ ସ୍ଥାନରେ ଫସି ରହିଥିବା ଶ୍ରମିକଙ୍କୁ ସାହାଯ୍ୟର…
Archives


