ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ପକ୍ଷରୁ ପ୍ରତିବାଦ ଦିବସ
ଜଳେଶ୍ୱର, ୨।୬(ସ୍ବ.ପ୍ର.)-ଜଳେଶ୍ୱର ବ୍ଲକ ଚୈତନ୍ୟସାହୁ ଛକରେ ସୋମବାର ୧୨ଦଫା ଦାବିରେ ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ପକ୍ଷରୁ ପ୍ରତିବାଦ କରାଯାଇଛି। ମହିଳାମାନେ ଏବେ କାମ ହରାଇଥିବା ଗରିବ ଖଟିଖିଆ ଶ୍ରମିକମାନଙ୍କର ଦୁଃଖ ଦୁର୍ଦ୍ଦଶା ଓ ୩ମାସ ଧରି କୌଣସି କାର୍ଯ୍ୟ…
ଦୁର୍ବଳ ନଦୀବନ୍ଧ, ଡ୍ରେନେଜ ଚିହ୍ନଟ କରି ମରାମତି ଉପରେ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୨।୬-ବାଲେଶ୍ୱର ଜିଲାକୁ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବା ଲାଗି ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ଓ ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ମିଳିତ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାପାଳ କେ.…
ଗ୍ରାମ୍ୟ ଜଙ୍ଗଲରୁ ଅବାଧ ଗଛ କଟା ନେଇ ଅସନ୍ତୋଷ
ଖଇରା, ୨ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ସୋର ରେଞ୍ଜ ଅଧୀନ ଖଇରା ବ୍ଲକର ଦେଉଳି ଗ୍ରାମ୍ୟ ଜଙ୍ଗଲରୁ ଅବାଧ ଆକାଶିଆ ଗଛ କାଟିବା ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅମ୍ପନ ବାତ୍ୟାରେ କିଛି ଗଛ ଭାଙ୍ଗି ପଡିବା ପରେ ଏହି ଆଳରେ ସୋର…
ଭୋଗରାଇ ତହସିଲ ଆଗରେ ବିକ୍ଷୋଭ
ଭୋଗରାଇ, ୧।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ତହସିଲ ସମ୍ମୁଖରେ ସୋମବାର ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଓ ଭାଜପାର ମିଳିତ ସହଯୋଗରେ ଶତାଧିକ ମହିଳା ଏବଂ ପୁରୁଷ ସାମାଜିକ ଦୂରତା ରକ୍ଷା କରି ନୀରବ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସମାଜସେବୀ ଦିଲ୍ଲୀପ କାମିଳାଙ୍କ…
ବିକାଶର କର୍ଣ୍ଣଧାର ଥିଲେ ପର୍ଶୁରାମ
ଖଇରା, ୧ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ସିମୁଳିଆ ନିର୍ବାଚନମଣ୍ଡଳୀରେ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ସ୍ବର୍ଗତ ପର୍ଶୁରାମ ପାଣିଗ୍ରାହୀଙ୍କ ୬ଷ୍ଠ ଶ୍ରାଦ୍ଧବାର୍ଷିକୀ ଖଇରା ବ୍ଲକର ବିଭିନ୍ନ ସ୍ଥାନରେ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି। ଖଇରା ବିଜୁ ଜନତା କାର୍ଯ୍ୟାଳୟରେ ଅୟୋଜିତ…
ମୃତ ପ୍ରବାସୀ ଶ୍ରମିକଙ୍କ ଉଦ୍ଦେଶ୍ୟରେ ସ୍ମୃତିଚାରଣ
ବାଲେଶ୍ୱର ଅଫିସ, ୧।୬-ସମଗ୍ର ଦେଶରେ ଲକ୍ଡାଉନ୍ ଯୋଗୁ ଜୀବିକା ହରାଇ ଭୋକିଲା ପେଟରେ ହଜାର ହଜାର କି.ମି. ପାଦରେ ଚାଲିବା ସହ ଅକାଳ ମୃତ୍ୟୁବରଣ କରିଥିବା ପ୍ରବାସୀ ଶ୍ରମିକଙ୍କ ସମ୍ମାନାର୍ଥେ ଉତ୍କଳ ମହିଳା ସମିତି ପକ୍ଷରୁ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ…
ଭିଟାମାଟି ପାଇଁ ବିକ୍ଷୋଭ
ବାଲେଶ୍ୱର ଅଫିସ, ୧।୬-ବାଲେଶ୍ୱର ସଦର ତହସିଲ ଅଧୀନ ଚାନ୍ଦିପୁର ଶ୍ରୀକୋଣା, ହିଡ଼ିଗାଁ ଆଦି ଅଞ୍ଚଳରେ ଶହ ଶହ ବର୍ଷ ଧରି ଭୂମିହୀନ, ଆଦିବାସୀ, ଦଳିତ ଓ ଗରିବ ଲୋକମାନେ ରହିଆସୁଛନ୍ତି। ସେମାନଙ୍କୁ ସରକାରୀ ଜମିର ପଟ୍ଟା ଦିଆ ନ ଯାଇ ମାଫିଆମାନେ…
୭୧ ଦିନ ପରେ ଜଳେଶ୍ୱରରେ ଟ୍ରେନ୍ ରହଣି : ଯାତ୍ରୀଙ୍କୁ କରାଗଲା ଥର୍ମାଲ ସ୍କ୍ରିନିଂ
ଜଳେଶ୍ୱର, ୧।୬(ସ୍ବ.ପ୍ର.)-କରୋନା ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଯାତ୍ରୀବାହୀ ଟ୍ରେନ ଚଳାଚଳ ବନ୍ଦ ରହିଥିଲା। ଦୀର୍ଘ ୭୧ ଦିନ ପରେ ସୋମବାର ପ୍ରଥମ କରି ୦୨୦୭୪ ଡାଉନ୍ ଜନଶତାବ୍ଦୀ ଟ୍ରେନ୍ ପୂର୍ବାହ୍ନ ୧୦ଟାରେ ଭୁବନେଶ୍ୱରରୁ ଆସି ଜଳେଶ୍ୱରରେ ପହଞ୍ଚିଥିଲା। ଏଠାରୁ ୨୩ଜଣ…
ଜଗନ୍ନାଥଙ୍କ ପଟିଦିଅଁ ଅଙ୍କନ କାର୍ଯ୍ୟକ୍ରମ ଉଦ୍ଘାଟିତ
ବାଲେଶ୍ୱର ଅଫିସ,୧।୬ – ଜଗନ୍ନାଥ ସଂସ୍କୃତିର ଅନନ୍ୟ ଚିତ୍ର ପରମ୍ପରା ପଟିଦିଅଁ ଅଙ୍କନ ଉତ୍ସବ ବାଲେଶ୍ୱର କଳା କେନ୍ଦ୍ର ଓ ନୋସି ଇମ୍ଫାର ମିଳିତ ଆନୁକୂଲ୍ୟରେ ରବିବାର ୬ଷ୍ଟ ପଟିଦିଅଁ ଅଙ୍କନ କାର୍ଯ୍ୟକ୍ରମ ରେମୁଣା ଗୋଲେଇ ନିକଟସ୍ଥ ମଙ୍ଗଳପୁର ଜଗନ୍ନାଥ ମନ୍ଦିର…
ବୋଲେରୋରେ ଚାଲାଣ ହେଉଥିଲା ଦେଶୀ ମଦ, ୩ ଗିରଫ
ବାହାନଗା, ୩୧ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରାସ୍ଥିତ ସଲ୍ଟ ରୋଡରୁ ଗୋପାଳପୁର ଫାଣ୍ଡି ପୋଲିସ୍ ୩ଶହ ଲିଟର ଦେଶୀମଦ ସହିତ ଏକ ବୋଲେରୋକୁ ଜବତ କରିଛନ୍ତି। ତେବେ ଗାଡିରେ ଥିବା ୩ଜଣ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ଏନେଇ ଖନ୍ତାପଡା ଥାନାରେ ଏକ…
ଖାଦ୍ୟ ବ୍ୟାଗ କାନ୍ଧେଇ ଦେଢ କି.ମି. ଚାଲିଲେ ସରପଞ୍ଚ
ଖଇରା, ୩୧।୫(ଡି.ଏନ.ଏ)-କରୋନା ମୁକାବିଲା ଲାଗି ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରାଯାଇଛି। ପ୍ରବାସରୁ ଫେରି ପଞ୍ଚାୟତ ସଙ୍ଗରୋଧରେ ରହୁଥିବା ଲୋକଙ୍କୁ ରହିବା, ଖାଇବା, ପିଇବା ବ୍ୟବସ୍ଥା ସରପଞ୍ଚଙ୍କ ଉପରେ ନ୍ୟସ୍ତ ରହିଛି। ବାଲେଶ୍ୱର ଜିଲା ଖଇରା ବ୍ଲକ ମହତୀପୁର ପଞ୍ଚାୟତ ସରପଞ୍ଚ…
ସ୍ବତନ୍ତ୍ର ପ୍ୟାକେଜ୍ ଘୋଷଣା ନ ହେଲେ ଚକାବନ୍ଦ ଆନ୍ଦୋଳନ ଚେତାବନୀ
ବାଲେଶ୍ୱର ଅଫିସ, ୩୧।୫-ବାଲେଶ୍ୱର ବସ୍ଷ୍ଟାଣ୍ଡରେ ରାଜ୍ୟ ସରକାରଙ୍କ ପରିବହନ ଶ୍ରମିକଙ୍କ ପ୍ରତି ବୈମାତୃକ ମନୋଭାବକୁ ବିରୋଧ କରି ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ୱାର୍କର୍ସ ୟୁନିୟନ ପକ୍ଷରୁ ରବିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ରାଜ୍ୟସରକାରଙ୍କ ନିଷ୍ପତ୍ତିକ୍ରମେ ଓଡ଼ିଶା ବସ୍ ମାଲିକ ସଂଘ ସହିତ…
Archives


