ବାଲେଶ୍ୱର

ସମନ୍ବିତ ଆୟୁଷ ହସ୍ପିଟାଲ ପ୍ରକଳ୍ପକୁ ଅପେକ୍ଷା

ବାଲେଶ୍ୱର ଅଫିସ,୧୪।୭-ଆଧୁନିକ ଔଷଧ ଓ ବ୍ୟୟବହୁଳ ଚିକିତ୍ସା ପଦ୍ଧତିରେ ପାର୍ଶ୍ୱ ପ୍ରତିକ୍ରିୟା ଥିବାରୁ ଏକ ସୁସ୍ଥ ଜୀବନ ପାଇଁ ଜନସାଧାରଣ ଆୟୁର୍ବେଦ ଚିକିତ୍ସା ପଦ୍ଧତିକୁ ଆପଣାଉଛନ୍ତି। ଆୟୁର୍ବେଦ ଏକ ପୁରାତନ, ପାର୍ଶ୍ୱ ପ୍ରତିକ୍ରିୟାବିହୀନ ତଥା ନିରାପଦ ଚିକିତ୍ସା ପଦ୍ଧତି। ପ୍ରାଚୀନ କାଳରୁ…

‘ଲକ୍‌ଡାଉନ ନିୟମରେ ପରିବର୍ତ୍ତନ ହୋଇନି’ ସ୍ପଷ୍ଟ କଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ, ୧୪।୭-ବାଲେଶ୍ୱର ଜିଲାରେ ଲକ୍‌ଡାଉନ ନିୟମରେ ପରିବର୍ତ୍ତନ ହୋଇଥିବା ନେଇ ରବିବାରଠାରୁ ବିଭିନ୍ନ ସୋସିଆଲ ମିଡିଆରେ ଗୁଜବ ପ୍ରଚାରିତ ହୋଇଛି। ଏହାକୁ ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଖଣ୍ଡନ କରାଯାଇଛି। ବିଶେଷକରି ହ୍ବାଟ୍ସଆପ୍‌ ଗ୍ରୁପ୍‌ ମାଧ୍ୟମରେ ଗୁଜବ ପ୍ରଚାରିତ ହେଉଛି…

ବାଲେଶ୍ୱରରେ ଆତ୍ମହତ୍ୟାର ଲାଇଭ ଭିଡିଓ

ଖଇରା,୧୧।୭(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ଥାନା ସାରୁଗାଁ ପଞ୍ଚାୟତ ଅଧୀନ ମିଟୁଆଣି ଗ୍ରାମର ପିତାମ୍ବର ଲେଙ୍କା(୩୮)ନିଜର ଲାଇଭ ଭିଡିଓ ମାଧ୍ୟମରେ ଆତ୍ମହତ୍ୟା କରିବା ଘଟଣା ନେଇ ଏକ ଭିଡିଓ ଭାଇରାଲ ହୋଇଛି ା ଶନିବାର ସାରେ ଖଇରା ଥାନା ଏସ୍‌ଆଇ ଅଶ୍ବିନୀ ବେହେରା…

ମୁକେଶ ଜୈନ ଗିରଫ

ବାଲେଶ୍ୱର ଅଫିସ,୧୧।୭: ପୁରୀ ରଥଯାତ୍ରା ପ୍ରସଙ୍ଗରେ ରାୟ ଦେଇଥିବା ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏସ୍‌.ଏ. ବୋବଡେଙ୍କ ବିରୋଧରେ ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ଦାରାସେନାର ରାଷ୍ଟ୍ରୀୟ ଅଧ୍ୟକ୍ଷ ମୁକେଶ ଜୈନଙ୍କୁ ଗିରଫ କରାଯାଇଛି। କଟକ କ୍ରାଇମବ୍ରାଞ୍ଚ ମୁକେଶଙ୍କୁ ଦିଲ୍ଲୀରୁ…

ପ୍ରେମ ଆଗରେ ହାର ମାନିଲା ସୀମା ବିବାଦ:  ବିଦେଶିନୀଙ୍କ ହାତ ଧରିଲେ କ୍ଷୀରୋଦ

ଖଇରା, ୧୧ା୭(ଡି.ଏନ.ଏ.)-ଭାରତ-ନେପାଳ ସୀମା ବିବାଦ ହେଉ କି କରୋନା ଲକଡାଉନ କଟକଣା ସବୁ ସମସ୍ୟା ପ୍ରେମ ଆଗରେ ହାର ମାନିଛି। ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ବାଲେଶ୍ବର ଜିଲା ଖଇରା ବ୍ଲକ ଗୋଳିହା ଗ୍ରାମର କ୍ଷିରୋଦ ସିଅ ନାମକ ଯୁବକ ତାଙ୍କ ପ୍ରେମିକା…

ସ୍ବାବ୍‌ ଟେଷ୍ଟ ପାଇଁ ଡରୁଛନ୍ତି ଲୋକେ୍‌

ସିମୁଳିଆ,୧୧।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ଲକର ସଦର ମହକୁମା ମାର୍କୋଣା ପଞ୍ଚାୟତର ୬ନଂ. ୱାର୍ଡକୁ କଣ୍ଟେନମେଣ୍ଟ ଜୋନ୍‌ ରୂପେ ଘୋଷଣା କରାଯାଇ ରାସ୍ତା ସିଲ୍‌ କରାଯାଇଛି।…

କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ସ୍ବାବ୍‌ ରିପୋର୍ଟ ନେଗେଟିଭ୍‌

ବାଲେଶ୍ୱର ଅଫିସ, ୧୦।୭: ବାଲେଶର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିଛି। ଗତ ୬ତାରିଖରେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ସେ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।…

୩ ପିଲାର ବାପା ସହିତ ୨ ପିଲାର ମା’ ଫେରାର

ବାହାନଗା, ୯ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡା ଥାନା ଅଞ୍ଚଳର ଜଣେ ୨ ସନ୍ତାନର ମା’ ଜଣେ ୩ ସନ୍ତାନଙ୍କ ବାପା ସହ ଫେରାର ହୋଇଯିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଉଭୟେ ଫେରାର ହୋଇଯାଉଥିବା ବେଳେ…

ଶଟ୍‌ଡାଉନ୍‌ ପ୍ରଭାବରେ ରାସ୍ତାଘାଟ ଶୂନଶାନ: ସ୍ବାବ ନମୁନା ନେଗେଟିଭ୍‌ ଆସିବା ପରେ ଲୋକେ ଆଶ୍ୱସ୍ତ

ସଜନାଗଡ଼, ୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ସଜନାଗଡ଼ ଏବଂ ଜଡ଼ିଦା ପଞ୍ଚାୟତରେ ଗୁରୁବାର ଉଭୟ ପଞ୍ଚାୟତର ସରପଞ୍ଚ ଜିଲାପାଳ କ୍ଷମତା ପ୍ରୟୋଗ କରି ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏହାର ପ୍ରଭାବରେ ରାସ୍ତାଘାଟ ଶୂନଶାନ୍‌ ହୋଇପଡିଛି। ନୀଳଗିରିରେ ରାଜ୍ୟର ପ୍ରଥମଥର ପାଇଁ ସ୍ଥାନୀୟ…

ଜବରଦଖଲ ଉଚ୍ଛେଦ କଲା ପ୍ରଶାସନ

ବାଲିଆପାଳ,୮।୭(ସ୍ବ.ପ୍ର)- ବାଲେଶ୍ୱର ଜିଲାପାଳଙ୍କ ନିର୍ଦ୍ଦେଶରେ ମଙ୍ଗଳବାର ବାଲିଆପଳ-ବସ୍ତା ମୁଖ୍ୟ ପୂର୍ତ୍ତରାସ୍ତା ପାର୍ଶ୍ୱ ନୟନଯୋଡ଼ିରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ରାସ୍ତାର ଉଭୟ ପାର୍ଶ୍ୱ ନୟନଯୋଡ଼ି ବିଭିନ୍ନ ଲୋକଙ୍କ ଦ୍ୱାରା ଜବରଦଖଲ କରାଯାଇଛି ା ନୟନଯୋଡ଼ିରେ ମାଟି ପକାଇ ବନ୍ଦ…

ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ନ ଦେଲେ ଆନ୍ଦୋଳନ: ଚେତାବନୀ ଦେଲା କ୍ରିୟାନୁଷ୍ଠାନ କମିଟି

ବାଲେଶ୍ୱର ଅଫିସ, ୮।୭-ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ବାଲେଶ୍ୱର ଫକୀରମୋହନ ମେଡ଼ିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ତରଫରୁ ଦାବି କରାଯାଇଛି। ଏ ଦିଗରେ ଧ୍ୟାନ ଦିଆ ନ ଗଲେ ଜିଲାବାସୀଙ୍କ ସହଯୋଗରେ ଆନ୍ଦୋଳନକୁ ଓହ୍ଲାଇବ ବୋଲି ମଙ୍ଗଳବାର କମିଟି ଜିଲାପାଳଙ୍କ…

ବଢୁଛି ଆନ୍ତଃ ରାଜ୍ୟ ଡକାୟତି ପୋଲିସ ପାଇଁ ଚ୍ୟାଲେଞ୍ଜ

ବସ୍ତା, ୭।୭(ଡି.ଏନ.ଏ.)-ଓଡ଼ିଶାର ସୀମାନ୍ତ ବାଲେଶ୍ୱର ଜିଲା ଅଧୀନ ବସ୍ତା, ବାଲିଆପାଳ, ଜଳେଶ୍ୱର ଅଞ୍ଚଳରେ ଦିନକୁ ଦିନ ଚୋରି ଓ ଡକାୟତି ବଢ଼ିବାରେ ଲାଗିଛି। ଅପରାଧୀମାନେ ଯୋଜନାବଦ୍ଧ ଭାବେ ଅପରାଧ ଘଟାଇ ପଶ୍ଚିମବଙ୍ଗ, ଝାଡଖଣ୍ଡରେ ଆଶ୍ରୟ ନେଉଛନ୍ତି। ବାରମ୍ବାର ଧରାପଡ଼ିଲେ ମଧ୍ୟ ସେମାନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?