ବାତ୍ୟା ‘ଅମ୍ଫନ’ ପ୍ରଭାବରେ ବାଲେଶ୍ୱରରେ ବ୍ୟାପକ କ୍ଷତି
ବାଲେଶ୍ୱର ଅଫିସ, ୨୧।୫-ବାତ୍ୟା ‘ଅମ୍ଫନ’ ପ୍ରଭାବରେ ବାଲେଶ୍ୱର ଜିଲାର ବିଭିନ୍ନ ବ୍ଲକରେ ସର୍ବାଧିକ ଚାଷଜମି ନଷ୍ଟ ହୋଇଛି। ଏହାସହ ବହୁତଗୁଡିଏ କଚ୍ଚାଘର ଭାଙ୍ଗିଯିବା, ବିଦ୍ୟୁତ୍ ଭିତ୍ତିଭୂମି ନଷ୍ଟ ଓ ବଡ ବଡ ଗଛ ଉପୁଡି ପଡିଥିବା ପ୍ରାଥମିକ ଆକଳନରୁ ଜଣାପଡ଼ିଛି। ଭୋଗରାଇ,…
ବିଦ୍ୟୁତ୍ତାର ଲାଗି ୨ ଗୋରୁଙ୍କ ଜୀବନ ଗଲା, ଅଳ୍ପକେ ବର୍ତ୍ତିଲେ ଚାଷୀ, ଘଟଣାସ୍ଥଳରେ ଉତ୍ତେଜନା
ବାଲେଶ୍ୱର ଅଫିସ,୨୧ା୫: ବାଲେଶ୍ୱର ଜିଲା ନୀଳଗିରି ବିଦ୍ୟୁତ୍ ଷ୍ଟ୍ରକ୍ଚରକୁ ଶେରଗଡ଼ ଆଡୁ ଆସିଥିବା ୩୩ କେଭି ବିଦ୍ୟୁତ୍ତାର ବୁଧବାର ବାତ୍ୟାରେ ଓହଳି ପଡ଼ିଥିଲା। ଗୁରୁବାର ବିଦ୍ୟୁତ୍ ବିଭାଗ ଯାଞ୍ଚ ନ କରି ବିଦ୍ୟୁତ୍ ସଂଯୋଗ ଦେଇଥିଲା। ଫଳରେ ନୀଳଗିରି ସୀମାନ୍ତ ସିମୁଳିଆରେ…
ଓଲଟି ପଡ଼ିଲା ପ୍ରବାସୀ ଶ୍ରମିକଙ୍କ ବସ୍: ୪ ଗୁରୁତର
ବାଲେଶ୍ୱର ଅଫିସ,୨୧ା୫: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧିନସ୍ଥ ୫୬ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଗେଟ୍ ନିକଟରେ କେରଳରୁ ପଶ୍ଚିମବଙ୍ଗକୁ ୫୦ ପ୍ରବାସୀ ଶ୍ରମିକଙ୍କୁ ନେଇ ଆସୁଥିବା ବେଳେ ଏକ ବସ୍ ଗୁରୁବାର ପୂର୍ବାହ୍ନରେ ଓଲଟି ପଡ଼ିଛି। ଏଥିରେ ୪…
ଉପକୂଳ ଅଞ୍ଚଳ ଛାରଖାର
ଭୋଗରାଇ, ୨୧।୫(ଡି.ଏନ.ଏ.)-ବାତ୍ୟା ଅମ୍ଫନ ପ୍ରଭାବରେ ଓଡ଼ିଶା ସୀମାନ୍ତ ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱରରେ ବ୍ୟାପକ କ୍ଷତି ହୋଇଛି। ଏହି ସାମୁଦ୍ରିକ ଝଡ଼ ବୁଧବାର ଅପରାହ୍ନରେ ବାଲେଶ୍ୱର ଅତିକ୍ରମ କଲାବେଳେ ଭୋଗରାଇ ତଥା ଏହାର ଆଖପାଖ ଅଞ୍ଚଳରେ ଘଣ୍ଟାକୁ ୧୦୦ କି.ମି. ଊର୍ଦ୍ଧ୍ୱ…
ବାତ୍ୟା ପରେ ସହାୟତା ପାଇଁ ପ୍ରୟାସ
ବାଲେଶର ଅଫିସ, ୨୦ା୫-ବିଜେଡିର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ରାଜ୍ୟ ବିଜେଡି ସଙ୍ଗଠନ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ ଓ ବାଲେଶ୍ୱର ଜିଲା ସଭାପତି ତଥା ପୂର୍ବତନ ଏମ୍ପି ରବୀନ୍ଦ୍ର ଜେନା ଜିଲାର ବାତ୍ୟା…
ସଙ୍ଗରୋଧ କେନ୍ଦ୍ରରୁ ଲୁଚି ପଳାଉଥିବା ଯୁବକ ଅଟକ
ଖଇରା,୨୦।୫(ଡି.ଏନ.ଏ): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ବଡ ଜୟିପୁର ହାଇସ୍କୁଲର ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର ବା ସଙ୍ଗରୋଧ କେନ୍ଦ୍ରରୁ ଲୁଚି ଘରକୁ ପଳାଇ ଯାଉଥିବା ଜଣେ ପ୍ରବାସୀଙ୍କୁ ଗ୍ରାମବାସୀ କାବୁକରି ପୁଣି କେନ୍ଦ୍ରକୁ ଫେରାଇ ନେଇଛନ୍ତି । ଉକ୍ତ ଯୁବକ…
ବାଲେଶ୍ୱରରେ ‘ଅମ୍ଫନ୍’ର ତାଣ୍ଡବ: ଅପରାହ୍ନରୁ ୧୧୦ କିମି ବେଗରେ ବହୁଛି ପବନ, ଭାଙ୍ଗିଲା କଚ୍ଚାଘର; ବିଦ୍ୟୁତ୍ ଖୁଣ୍ଟ ପଡ଼ି ମହିଳା ମୃତ
ବାଲେଶ୍ୱର ଅଫିସ,୨୦।୫: ବାଲେଶ୍ୱର ଉପକୂଳ ଅତିକ୍ରମ କରୁଛି ବାତ୍ୟା ‘ଅମ୍ଫନ୍’। ଫଳରେ ଜିଲାରେ ବୁଧବାର ଅପରାହ୍ନରୁ ପବନର ବେଗ ବଢ଼ିବାରେ ଲାଗିଛି। ଖବର ଲେଖାଯିବା ବେଳେ ଘଣ୍ଟାପ୍ରତି ୧୦୦-୧୧୦ କିମି ବେଗରେ ପବନ ବହୁଛି। ସେହିଭଳି ବର୍ଷାର ପରିମାଣ ୨୯. ୪…
ବାତ୍ୟା ‘ଅମ୍ଫନ’ର ପ୍ରଭାବ: ଖଇରାରେ ଶତାଧିକ କଚ୍ଚାଘର ଭାଙ୍ଗିଲା
ଖଇରା,୨୦।୫(ଡି.ଏନ୍.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ’ର ପ୍ରଭାବରେ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ବହୁ କ୍ଷତିଗ୍ରସ୍ତ ହୋଇଛି। ଝଡ଼ବର୍ଷା ସହ ପବନରେ ବେଗ ବଢ଼ିବାରେ ଲାଗିଛି। ବହୁ ଚାଳଛପର ଓ ଆଜବେଷ୍ଟସ୍ ଘର ଭାଙ୍ଗିପଡ଼ିଛି। ସେହିପରି ବହୁ ଗଛ…
ବାତ୍ୟା ଆଶ୍ରୟସ୍ଥଳକୁ ୪ଶହ ଲୋକ ସ୍ଥାନାନ୍ତର
ଖଇରା, ୨୦।୫(ଡି.ଏନ.ଏ.)-ସମ୍ଭାବ୍ୟ ବାତ୍ୟା ଅମ୍ଫନକୁ ଦୃଷ୍ଟିରେ ରଖି ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ୩୭ ପଞ୍ଚାୟତରେ ୩୭ଟି ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯାଇଛି। ଝାଟିମାଟି ଓ ଅସୁରକ୍ଷିତ ଘରେ ରହୁଥିବା ୪ଶହ ଲୋକଙ୍କୁ ଉକ୍ତ ଆଶ୍ରୟସ୍ଥଳୀକୁ ମଙ୍ଗଳବାର ସ୍ଥାନାନ୍ତର କରାଯାଇଛି…
ଶ୍ରୀନିବାସ ଭାଜପାର ନୂତନ ଜିଲା ମିଡିଆ ସଂଯୋଜକ
ବାଲେଶର ଅଫିସ, ୨୦ା୫-ଭାଜପାର ବାଲେଶର ଜିଲା ନୂତନ ମିଡିଆ ସଂଯୋଜକ ଓ ମୁଖପାତ୍ର ଭାବେ ଶ୍ରୀନିବାସ ପ୍ରଧାନଙ୍କୁ ଜିଲା ସଭାପତି ଉମାକାନ୍ତ ମହାପାତ୍ର ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି। ପ୍ରଧାନ ଜଣେ ଦକ୍ଷ ଯୁବସଙ୍ଗଠକ ତଥା ସମାଜସେବୀ ରୂପେ ପରିଚିତ। ଏଥିପାଇଁ…
ଦୋକାନ ବଜାର ଖୋଲିବାକୁ ଜିଲାପାଳଙ୍କୁ ଦାବିପତ୍ର
ବାଲେଶର ଅଫିସ, ୨୦ା୫-ଚତୁର୍ଥ ପର୍ଯ୍ୟାୟ ଲକଡାଉନ ପରଠାରୁ ବ୍ୟବସାୟିକ କ୍ଷେତ୍ରରେ କେତେକ କୋହଳ କରାଯାଇଥିଲେ ମଧ୍ୟ ମଧ୍ୟ କାହା ପାଖରେ କୌଣସି ସ୍ପଷ୍ଟ ସୂଚନା ନ ଥିବାରୁ ବ୍ୟବସାୟୀଙ୍କ ମହଲରେ ଅନିଶ୍ଚିତତା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର…
ବାଲେଶ୍ୱରରେ ଅମ୍ଫନ: ୬୦-୭୦ କିମିରେ ପବନ ସାଙ୍ଗକୁ ପ୍ରବଳ ବର୍ଷା
ବାଲେଶ୍ଵର ଅଫିସ ୨୦।୫ – ବାଲେଶ୍ୱର ଜିଲାରେ ଅମ୍ଫନ ପ୍ରଭାବ ଅନୁଭୂତ ହୋଇଛି । ୬୦-୭୦ କିମିରେ ପବନ ସାଙ୍ଗକୁ ପ୍ରବଳ ବର୍ଷା ହେଉଛି। ସମୁଦ୍ର କୂଳରେ ବଡ ବଡ ଜୁଆର ଉଠୁଛି। ବାତ୍ୟା ଅମ୍ଫାନ ଯୋଗୁଁ ତାଳସାରିରେ ସମୁଦ୍ର ଅଶାନ୍ତ…
Archives


