ବାଲେଶ୍ୱର

ସ୍ବାବ ପରୀକ୍ଷା ଲାଗି ଦାବି କଲେ ଗ୍ରାମବାସୀ

ଖଇରା, ୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡାଲଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରର ଜଣେ ଅନ୍ତେବାସୀ କରୋନାରେ ସଂକ୍ରମିତ ହେବା ପରେ ବାକି ସେଠାରେ ଥିବା ଅନ୍ତେବାସୀଙ୍କ ଚିନ୍ତା ବଢିଯାଇଛି। ଗୋଟିଏ କେନ୍ଦ୍ରରେ ୧୨ଜଣ ପ୍ରବାସୀ ରହୁଥିବା ବେଳେ…

‘ମହାଭାରତ : ବିଜ୍ଞାନ ଓ ମନୋବିଜ୍ଞାନ’ ଉନ୍ମୋଚିତ

ବାଲେଶ୍ୱର ଅଫିସ, ୫।୬: ଡା. ଚୌଧୁରୀ ସତ୍ୟବ୍ରତ ନନ୍ଦଙ୍କ ‘ମହାଭାରତ: ବିଜ୍ଞାନ ଓ ମନୋବିଜ୍ଞାନ’ଗ୍ରନ୍ଥ ବାଲେଶ୍ୱର ଗୋପାଳଗାଁ ସ୍ଥିତ ତାଙ୍କ ବାସଭବନରେ ଲୋକାର୍ପିତ ହୋଇଯାଇଛି। ସାମାଜିକ ଦୂରତା ବଜାୟ ସହ ଏକ ନିରାଡ଼ମ୍ବର ପରିବେଶରେ ପାଳିିତ ଏହି ଉତ୍ସବରେ ଲୋକାର୍ପଣ ଉତ୍ସବରେ…

ଆମ୍ବ ତୋଳିବା କାଳ ହେଲା: ପାଣିରେ ବୁଡି ଦୁଇ ଭଉଣୀଙ୍କ ମୃତ୍ୟୁ

ବାହାନଗା, ୫ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବ ତୋଳିବାକୁ ଯାଇ ଦୁଇ ଭଉଣୀ ପୋଖରୀରେ ବୁଡି ପ୍ରାଣ ହରାଇବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ସାହାସପୁରା…

ଇମାମୀନଗର ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ସ୍ନାନଯାତ୍ରା

ରେମୁଣା, ୫।୬(ଡି.ଏନ.ଏ.): କରୋନା କଟକଣା ପାଇଁ ଶୁକ୍ରବାର ମହାପ୍ରଭୁଙ୍କ ପ୍ରସିଦ୍ଧ ସ୍ନାନଯାତ୍ରା ନିରାଡ଼ମ୍ବର ଭାବେ ସମ୍ପନ୍ନ ହୋଇଛି। ଇମାମୀ ନଗର ଜଗନ୍ନାଥଙ୍କ ମନ୍ଦିରରେ ଅନୁଷ୍ଠିତ ସ୍ନାନଯାତ୍ରା ଭକ୍ତଙ୍କ ବିନା ସମ୍ପନ୍ନ ହୋଇଛି। ପୂର୍ବାହ୍ନ ୬ଟାରେ ମଙ୍ଗଳାର୍ପଣ, ପୂର୍ବାହ୍ନ ୮ଟାରେ ଜୀଉମାନଙ୍କୁ ଧାଡ଼ି…

ଗଛ ଲଗାଇ ପାଳିଲେ ବିଶ୍ୱ ପରିବେଶ ଦିବସ

ବାଲେଶ୍ୱର ଅଫିସ, ୫।୬: ବାଲେଶ୍ୱର ଜିଲାରେ ବିଭିନ୍ନ ବ୍ଲକରେ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ଯୁବଗୋଷ୍ଠୀମାନେ ଗଛ ଲଗାଇ ବିଶ୍ୱ ପରିବେଶ ଦିବସ ପାଳିଛନ୍ତି। ଅନ୍ୟପକ୍ଷରେ ଅନ୍ୟ ଯୁବଗୋଷ୍ଠୀଙ୍କୁ ପରିବେଶ ସୁରକ୍ଷା ଦାୟିତ୍ୱ ଗ୍ରହଣ କରିବା ପାଇଁ ନିବେଦନ କରିବା ପରମ୍ପରା ସୃଷ୍ଟି…

୨ ଭାଲୁ ଆକ୍ରମଣରେ ୬ ଗୁରୁତର

ସଜନାଗଡ଼, ୫।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ବାଉଁଶବଣିଆ ଏବଂ ଟଣକା ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ୨ଟି ଭାଲୁ ଆକ୍ରମଣରେ ୬ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଚିକିତ୍ସା ପାଇଁ ନୀଳଗିରି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କୁଲଡ଼ିହା ଅଭୟାରଣ୍ୟରୁ…

ବାଲେଶ୍ୱର ସହରରେ ଲାଗିଲା ୬ ସାନିଟାଇଜ ମେଶିନ

ବାଲେଶ୍ୱର ଅଫିସ, ୫।୬: ମହାମାରୀ କରୋନା ଯୋଗୁ ସବୁବର୍ଗର ଲୋକେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ହାତପାଣ୍ଠିରୁ ୧୦ଲକ୍ଷ ଟଙ୍କା ବ୍ୟୟବରାଦରେ ସହରରେ ୬ଟି ଅତ୍ୟାଧୁନିକ ସାନିଟାଇଜ ମେଶିନ ଲଗାଯାଇଛି। ପୌରପାଳ ଅଧିକାରୀ ପ୍ରଣୟ…

ବିନା ଭକ୍ତରେ ଚାଲିଛି ଶ୍ରୀଜିଉଙ୍କ ସ୍ନାନ ପୂର୍ଣ୍ଣିମା

ସଜନାଗଡ଼, ୫।୬(ଡି.ଏନ୍‌.ଏ.): ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାଲେଶ୍ୱର ଜିଲା ନୀଳଗିରି ଜଗନ୍ନାଥ ମନ୍ଦିରରେ ଠାକୁରଙ୍କ ନୀତି ଶୁକ୍ରବାର ଭୋରରୁ ଯଥା ରୀତିନୀତି ଅନୁସାରେ ଚାଲିଛି। ନୀଳଗିରି ରାଜା ଜୟନ୍ତ ମର୍ଦ୍ଦରାଜ ହରିଚନ୍ଦନ ଛେରା…

ବାଲେଶ୍ୱରରେ ଯୁବତୀ ଚାଲାଣ ର଼୍ୟାକେଟ୍‌ ସକ୍ରିୟ: ଟେର୍‌ ପାଉନି ପୋଲିସ

ବାଲେଶ୍ୱର ଅଫିସ, ୫।୬-ବାଲେଶ୍ୱର ଜିଲାରେ ଯୁବତୀ ଚାଲାଣ ର଼୍ୟାକେଟ୍‌ ସକ୍ରିୟ ହୋଇପଡ଼ିଛି। ପୋଲିସର କୋହଳ ତଦନ୍ତ ଯୋଗୁ ବିଭିନ୍ନ ଆଳ ଦେଖାଇ ଅଭିଯୁକ୍ତମାନେ ଖସି ପଳାଇବାରେ ସଫଳ ହେଉଛନ୍ତି। ଗୁରୁବାର ଏନେଇ ଜିଲା ନାରୀସଂଘ ସଭାପତି ଗୋପାମୁଦ୍ରା ମହାପାତ୍ର ଅଭିଯୋଗ କରିଛନ୍ତି।…

ସହରରେ କେନ୍ଦ୍ରମନ୍ତ୍ରୀଙ୍କ ନିଖୋଜ ପୋଷ୍ଟର ଲାଗିବା ଘଟଣା: ଯୁବନେତାଙ୍କ ଗିରଫକୁ କଂଗ୍ରେସର ବିରୋଧ

ବାଲେଶ୍ୱର ଅଫିସ, ୪।୬-ବାଲେଶ୍ୱର ସହରରେ ଗତ ରବିବାର କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ନିଖୋଜ ପୋଷ୍ଟର ଲାଗିଥିଲା। ଉକ୍ତ ପୋଷ୍ଟରକୁ ଫଟୋ ଉଠାଇ ଫେସବୁକ୍‌ରେ…

ଛତ୍ରପତି ଶିବାଜୀଙ୍କ ଜୀବନୀ ଉପରେ ଆଲୋଚନା

ସଜନାଗଡ଼, ୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଭାଜପା ପକ୍ଷରୁ ଗୁରୁବାର ନୀଳଗିରି ଭାଜପା କାର୍ଯ୍ୟାଳୟରେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏବଂ ସ୍ଥାନୀୟ ବିଧାୟକ ଇଂ.…

ଗ୍ରାମ ଜମିକୁ ନେଇ ବିବାଦ: ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ ବନ୍ଦ କଲେ ତହସିଲଦାର

ଜଳେଶ୍ୱର, ୪।୬(ସ୍ବ.ପ୍ର.)-ବହୁ ବର୍ଷ ପୂର୍ବରୁ ସୁବର୍ଣ୍ଣରେଖା ନଦୀ କେଶପୁରା ଗ୍ରାମ ଦେଇ ବହିଯାଇଥିଲା। ନଦୀ ଗତିପଥ ବଦଳାଇ ଥିବାରୁ ପୁରୁଣା ସ୍ଥାନରେ ପାଇକସିଦା ଓ କେଶପୁରା ଗ୍ରାମ୍ୟ କମିଟି ପକ୍ଷରୁ ଖନନ ହେଉଥିବା ୨ଟି ପୋଖରୀକୁ ନେଇ ବିବାଦ ଦେଖାଦେଇଛି। ନଦୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?