ବାଲେଶ୍ୱର

ବେଆଇନ ବିଲ୍‌ ଆଦାୟ ବିରୋଧରେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ,୨୮।୫- ବାଲେଶ୍ୱର ଜିଲାର ବିଦ୍ୟୁତ୍‌ ସରବରାହ ପରିଚାଳନା ଦାୟିତ୍ୱରେ ଥିବା ନେସ୍କୋ ବିଦ୍ୟୁତ୍‌ ବିତରଣ ସଂସ୍ଥା ଉପଭୋକ୍ତାଙ୍କ ଠାରୁ ବିଦ୍ୟୁତ୍‌ ଶକ୍ତି ବ୍ୟବହାର ବାବଦରେ ଶୁଳ୍କ ବ୍ୟତୀତ ବିଭିନ୍ନ ଆଳରେ ଆଦାୟ କରି ଉପଭୋକ୍ତାମାନଙ୍କୁ ଦୀର୍ଘଦିନ ଧରି ଠକି ଆସିବାର…

ବଜ୍ରପାତରେ ଦୁଇଜଣଙ୍କ ଜୀବନଗଲା

ବାଲେଶ୍ୱର ଅଫିସ,୨୮ା୫: ବାଲେଶ୍ୱର ଜିଲାରେ ବଜ୍ରପାତ ଘଟି ଦୁଇଜଣଙ୍କ ଜୀବନ ଯାଇଛି। ଗୁରୁବାର ପୂର୍ବାହ୍ନରେ ଜିଲାରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସହ ବଜ୍ରପାତ ହୋଇଥିଲା। ଫଳରେ ବାଲିଆପାଳର କେନ୍ଦୁଡିହା ଗ୍ରାମରେ ଏକ ଚିଙ୍ଗୁଡ଼ି ଘେରିରେ କାମ କରୁଥିବା ସମୟରେ ଜଣେ…

କୃଷକଙ୍କ ସମସ୍ୟା ନେଇ ଦାବିପତ୍ର

ରେମୁଣା,୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ତହସିଲଦାରଙ୍କ ଜରିଆରେ ବୁଧବାର ଓଡ଼ିଶା କ୍ଷେତ ମଜଦୁର ୟୁନିୟନ୍‌ ପକ୍ଷରୁ ବିଭିନ୍ନ ପ୍ରକାରର ସମସ୍ୟାର ସମାଧାନ ତଥା ଦାବି ନେଇ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଦାବିପତ୍ର ପ୍ରଦାନ କରାଯାଇଛି। ଦାବିଗୁଡ଼ିକ ହେଲା କୃଷକ ସମସ୍ୟା ପ୍ରତି ଅବହେଳା ଓ…

ଆୟୁଷ ଡାକ୍ତରଙ୍କୁ ଅବହେଳା ଅଭିଯୋଗ: ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଦାବିପତ୍ର

ବାଲେଶ୍ୱର ଅଫିସ,୨୮।୫- ବାଲେଶ୍ୱର ଜିଲାରେ କାର୍ଯ୍ୟରତ ୪୨ ଆୟୁଷ ଡାକ୍ତରଙ୍କୁ ରାଜ୍ୟସରକାର ଅବହେଳା ପ୍ରଦର୍ଶନ କରିଥିବା ନେଇ ବୁଧବାର ପୂର୍ବାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କୁ ଆୟୁଷ ଡାକ୍ତର ସଂଘ ପକ୍ଷରୁ ଅଭିଯୋଗ ପତ୍ର ପ୍ରଦାନ କରାଯାଇଛି।…

କୃଷିଋଣ ଛାଡ, ପ୍ରବାସୀଙ୍କୁ ସହାୟତା ଦାବି

ଖଇରା,୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକ ସିପିଏମ ଆଞ୍ଚଳିକ କମିଟି ତରଫରୁ କରୋନା ଓ ବାତ୍ୟା ଅମ୍ପନରେ କ୍ଷତିଗ୍ରସ୍ତ ପାଇଁ ୭ଦଫା ଦାବି ନେଇ ଏକ ସ୍ମାରକ ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କୁ ପ୍ରଦାନ…

ଅମ୍ଫନ୍‌ରେ ୩୨୪ ହେକ୍ଟର ଜମି କ୍ଷତିଗ୍ରସ୍ତ : ରିପୋର୍ଟ ଦେଲା ପ୍ରଶାସନ

ଜଳେଶ୍ୱର,୨୭।୫(ସ୍ବ.ପ୍ର.)-ବାତ୍ୟା ଅମ୍ଫନ୍‌ ପ୍ରଭାବରେ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ମୋଟ ଚାଷ ହୋଇଥିବା ୮ହଜାର ହେକ୍ଟର ଜମି ମଧ୍ୟରୁ ୩୨୪ ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛି ବୋଲି ପ୍ରଶାସନ ପକ୍ଷରୁ ରିପୋର୍ଟ ଦିଆଯାଇଛି ା ଏହି ଆକଳନ ତ୍ରୁଟିପୂର୍ଣ୍ଣ ବୋଲି ଜଳେଶ୍ୱର…

୪ ଜିଲାରେ ଅମ୍ଫନ ପ୍ରଭାବ: ବିଦ୍ୟୁତ୍‌ ବିଭାଗର ୬୨କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କ୍ଷତି

ବାଲେଶ୍ୱର ଅଫିସ,୨୭।୫-ମହାବାତ୍ୟା ଅମ୍ଫନ ଉତ୍ତରଓଡ଼ିଶାରେ ତାଣ୍ଡବ ରଚିଥିଲା। ଏଥିରେ ବିଦ୍ୟୁତ୍‌ ବିଭାଗର ବ୍ୟାପକ କ୍ଷୟକ୍ଷତି ହୋଇଛି। ଗାଁଠାରୁ ସହର ପର୍ଯ୍ୟନ୍ତ ୩୩କେଭି, ୧୧କେଭି ଏବଂ ଏଲ୍‌ଟି ଲାଇନ୍‌ ଖୁଣ୍ଟି ଭାଙ୍ଗି ଯାଇଥିବା ବେଳେ ତାର ଛିଣ୍ଡି ତଳେ ପଡ଼ିଥିଲା। ଏଥିରେ ବାଲେଶ୍ୱର,…

ପ୍ରବାସୀଙ୍କୁ ବିଡିଓଙ୍କ ଦୁର୍ବ୍ୟବହାର ପ୍ରସଙ୍ଗ: ବିଡିଓଙ୍କ ନିଲମ୍ବନ ଦାବିରେ ବ୍ଲକ ସମ୍ମୁଖରେ ବିକ୍ଷୋଭ

ଲଙ୍ଗଳେଶ୍ୱର, ୨୭।୫(ଡି.ଏନ.ଏ.)-ପ୍ରବାସୀ ଶ୍ରମିକଙ୍କୁ ବାଲିଆପାଳ ବିଡିଓଙ୍କ ଦୁର୍ବ୍ୟବହାର ଘଟଣା ଇତିମଧ୍ୟରେ ୧୩ ଦିନ ପୂରିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ଏହାର ପ୍ରତିବାଦ କରି ମଙ୍ଗଳବାର ବାଲିଆପାଳ ସୂଚନା ଅଧିକାର ସଂଘ ନେତୃତ୍ୱରେ ବିଭିନ୍ନ ସାମାଜିକ ସଙ୍ଗଠନ ପକ୍ଷରୁ ବ୍ଲକ…

‘ଅମ୍ଫନ’ କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପାଇଁ ଦାବିପତ୍ର

ବାଲିଆପାଳ,୨୭।୫(ସ୍ବ.ପ୍ର.)- ଅମ୍ଫନ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ ସହାୟତା ପ୍ରଦାନ ପାଇଁ ଚାଷୀ ଏକତା ମଞ୍ଚ ଓ ଉପକୂଳ ଭିଟାମାଟି ସୁରକ୍ଷା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବାଲିଆପାଳ ତହସିଲଦାର ଦୀପକ କୁମାର ଦାସଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।…

ସଙ୍ଗରୋଧ କେନ୍ଦ୍ରରେ ଶିକ୍ଷକଙ୍କୁ ମାଡ଼ ଘଟଣା : କାର୍ଯ୍ୟାନୁଷ୍ଠାନ ଦାବି କଲା ଓଷ୍ଟା

ବାଲେଶ୍ୱର ଅଫିସ, ୨୬।୫-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ଥିବା ତୋଟାପଡ଼ା ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଶିକ୍ଷକ ଲକ୍ଷ୍ମୀଧର ପରିଡ଼ାଙ୍କୁ ଗତ ୨୪ ତାରିଖରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ସେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି। ଏହି ଖବର ପ୍ରଚାରିତ…

‘ପଥ ବିକ୍ରେତାଙ୍କୁ ଦିଆଯାଉ ସହାୟତା’

ବାଲେଶ୍ୱର ଅଫିସ, ୨୬।୫-ବାଲେଶ୍ୱର ଷ୍ଟେଶନ ଛକଠାରେ ନ୍ୟାଶନାଲ ହକର ଫେଡ଼େରେଶନ ସଂଯୁକ୍ତ ଓଡ଼ିଶା ପଥ ବିକ୍ରେତା ସଂଘ ପକ୍ଷରୁ ମଙ୍ଗଳବାର ଆନ୍ତର୍ଜାତିକ ପଥ ବିକ୍ରେତା ଦିବସ ପାଳିତ ହୋଇଛି। ସଂଘର ରାଜ୍ୟ ସଭାପତି ତଥା ଫେଡ଼େରେଶନର ଅତିରିକ୍ତ ସାଧାରଣ ସମ୍ପାଦକ ଜୟନ୍ତ…

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ

ସଜନାଗଡ଼,୨୬।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ତେଲିପାଳ ଆଶ୍ରମ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିବା ଜଣେ ପ୍ରବାସୀ ଯୁବତୀଙ୍କୁ ଗାଧୁଆ ଘରେ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ରତ୍ନାକର ଜେନା ନାମକ ଯୁବକଙ୍କୁ ପୋାଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?