ଭୂଲିଗଲେ ସାମାଜିକ ଦୂରତା
ଖଇରା,୨୭।୪(ଡି.ଏନ.ଏ.)- ୩ଦିନର ଶଟଡାଉନ ପରେ ପ୍ରଶାସନର ନିର୍ଦ୍ଦେଶକ୍ରମେ ରବିବାର ୧୦ଟା ପରଠାରୁ ଏଥିରେ ସାମାନ୍ୟ କୋହଳ କରାଯାଇ କିଛି ନିର୍ଦ୍ଦିଷ୍ଟ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି। ରବିବାର ପୂର୍ବାହ୍ନ ୧୦ଟା ବାଜିବା ପୂର୍ବରୁ ଆହୁରି କିଛି ସମୟ ବାକିଥିବା ବେଳେ ପୂର୍ବରୁ…
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା
ଖଇରା,୨୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଅଗ୍ନିପୁର ଗ୍ରାମବାସୀ ଓ ମହିଳା ଗୋଷ୍ଠୀଙ୍କ ତରଫରୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି ା ଗ୍ରାମବାସୀ ନିଜ ସାମର୍ଥ୍ୟ ଅନୁଯାୟୀ ୬ହଜାର ୮୦ଟଙ୍କା ଆଦାୟ କରିବା ପରେ ୱାର୍ଡସଭ୍ୟ…
ଗୁଣିଆ ପାଖକୁ ଯାଇ ରୋଗୀ ହଟହଟା
ସଜନାଗଡ଼, ୨୬।୪(ଡି.ଏନ.ଏ.)-କରୋନା ଏବେ ସାରା ବିଶ୍ୱରେ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଥିବା ବେଳେ ଏହାର ମୁକାବିଲା ଲାଗି ଲୋକେ ସଚେତନ ହେବାକୁ ଲାଗିଲେଣି। ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧିନ ବାଉଁଶବଣିଆ ପଞ୍ଚାୟତର ଜୁଣିଆ ଗ୍ରାମକୁ ପଶି ଆସିଥିବା ଏକ ଅଜଣା…
ଯୌତୁକ ପାଇଁ ବଧୂହତ୍ୟା: ସ୍ବାମୀ ଗିରଫ
ରେମୁଣା, ୨୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ନୀଳକଣ୍ଠପୁର ଗ୍ରାମରେ ଜଣେ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ତାଙ୍କ ବାପା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ…
ଶଟ୍ଡାଉନ ପ୍ରତ୍ୟାହାର ପରେ ଲକ୍ଡାଉନ କଡାକଡି: ୬୭ ଗାଡି ଜବତ, ୭୩ ହଜାର ଜରିମାନା ଆଦାୟ
ବାଲେଶ୍ୱର ଅଫିସ,୨୬।୪-ମହାମାରୀ କରୋନା ସାରା ବିଶ୍ୱରେ ଭୟାବହ ପରିସ୍ଥିତି ସୃଷ୍ଟି କରିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ନଜରରେ ରଖି ଗତ ୨୩ ତାରିଖ ରାତି୧୦ଟାରୁ ରବିବାର ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଦୀର୍ଘ ୬୦ଘଣ୍ଟା…
ନେଳିଆବାଗରେ କଣ୍ଟେନମେଣ୍ଟ ଅବଧି ଆଉ ୭ଦିନ ବଢିଲା
ବାଲେଶ୍ୱର ଅଫିସ,୨୬।୪-ବାଲେଶ୍ୱର ପୌରାଞ୍ଚଳର ନେଳିଆବାଗ ଅଞ୍ଚଳରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ଜିଲା ପ୍ରଶାସନ ତରଫରୁ ସଂକ୍ରମଣ ପ୍ରତିରୋଧ ଅଞ୍ଚଳ (କଣ୍ଟେନମେଣ୍ଟ ଜୋନ) ଭାବେ ଘୋଷଣା କରାଯାଇଥିଲା। ସେହି ଅଞ୍ଚଳରେ ଲୋକମାନଙ୍କ ଯିବା ଓ ଆସିବା…
ଗ୍ରସେରି ଦୋକାନ ସିଲ୍ କଲେ ତହସିଲଦାର
ବାହାନଗା, ୨୬ା୪(ଡି.ଏନ.ଏ.)-ଶଟଡାଉନ ନିୟମ ଉଲ୍ଲଂଘନ ଅଭିଯୋଗରେ ବାଲେଶ୍ୱର ଜିଲା ବାହାନଗା ତହସିଲଦାର ଜିତେନ୍ଦ୍ର କର କଲ୍ୟାଣୀ ଗ୍ରାମରେ ଖୋଲାଯାଇଥିବା ଏକ ଗ୍ରସେରି ଦୋକାନକୁ ସିଲ୍ କରିଛନ୍ତି। ସରକାର ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲାକୁ ୬୦ଘଣ୍ଟା ପାଇଁ ଶଟ୍ଡାଉନ୍ କରିଥିବା ବେଳେ…
ଶଟଡାଉନରେ କଟକଣା କଡାକଡି: ବାଲେଶ୍ୱରରୁ ୫ଶହରୁ ଊର୍ଦ୍ଧ୍ୱ ସ୍ବାବ ସଂଗ୍ରହ
ବାଲେଶ୍ୱର ଅଫିସ, ୨୬।୪-ବାଲେଶ୍ୱର ଜିଲାରେ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ୨୬ତାରିଖ ରାତି ୧୦ଟାରୁ ରବିବାର ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଶଟଡାଉନ୍ ଘୋଷଣା କରାଯାଇଛି। ଶନିବାର କିଛି ଜରୁରୀ ସେବା ବ୍ୟତୀତ ଜିଲାର ସମସ୍ତ ଅଫିସ, ଦୋକାନ ଏବଂ ବ୍ୟବସାୟିକ…
ବର୍ଜ୍ୟବସ୍ତୁରେ କରୋନା ଯୋଦ୍ଧା ଶହୀଦ ସ୍ମୃତିସ୍ତମ୍ଭ
ରୂପ୍ସା, ୨୬।୪(ଡି.ଏନ.ଏ.)-ସାରା ଦେଶ ଏବେ କରୋନା ପାଇଁ ଲକ୍ଡାଉନରେ ରହିଛି। ସମସ୍ତେ ସରକାରଙ୍କ ନିୟମ ମାନି ନିଜ ନିଜ ଘରେ ରହୁଥିବା ବେଳେ ସୁରକ୍ଷା ଦେବା ପାଇଁ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ, ପ୍ରଶାସନିକ ଅଧିକାରୀ ଓ ସମାଜସେବୀ ଆଗେଇ ଆସିଛନ୍ତି। ବହୁ…
ଡାକ୍ତରଙ୍କୁ ଅସମ୍ମାନ, ୩ ଗିରଫ
ଖଇରା,୨୫ା୪(ଡି.ଏନ୍.ଏ.)-ବାଲେଶ୍ବର ଜିଲା ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତରଙ୍କ ବିରୋଧରେ ଅସମ୍ମାନସୂଚକ ମନ୍ତବ୍ୟ ଦେବା ଅଭିଯୋଗରେ ଖଇରା ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ପୁରୁଷୋତ୍ତମପୁର ଗ୍ରାମର ଶଙ୍କର୍ଷଣ ସାହୁ ଓ ତାଙ୍କର ଦୁଇ ପୁଅ ଶ୍ରୀକାନ୍ତ ଏବଂ…
୩୭ ସୀମାନ୍ତ ରାସ୍ତା ଉପରେ କଡ଼ା ନଜର
ଭୋଗରାଇ,୨୫।୪(ଡି.ଏନ.ଏ.)- ଓଡ଼ିଶାର କରୋନା ସଂକ୍ରମିତ ସଂଖ୍ୟା ଏକ ତୃତୀୟାଂଶ ପଶ୍ଚିମବଙ୍ଗରୁ ଲିଙ୍କ ହୋଇଥିବାର ପ୍ରକାଶ ପରେ ଗତ ଗୁରୁବାର ରାତି ୧୦ଟାରୁ ବାଲେଶ୍ୱର ଜିଲାକୁ ସଟ୍ଡାଉନ୍ ଘୋଷଣା କରାଯାଇଛି। ଜିଲାରେ ଅଦ୍ୟାବଧି ୧୦ ଜଣଙ୍କୁ କରୋନା ପଜିଟିଭ୍ ବାହାରି ଥିବାରୁ ପଶ୍ଚିମବଙ୍ଗ…
ବଜ୍ରପାତରେ ଗଲା ୬ ଜୀବନ
ଖୁଣ୍ଟା/କୁଆମରା/କେନ୍ଦୁଝର/ରୂପ୍ସା,୨୪।୪(ଡି.ଏନ୍.ଏ./ସ୍ବ.ପ୍ର)-ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲାରେ ଶୁକ୍ରବାର କାଳବୈଶାଖୀ ତାଣ୍ଡବ ରଚିଛି। ପ୍ରବଳ ଝଡ଼ତୋଫାନ ସାଙ୍ଗକୁ ବଜ୍ରପାତରେ ୬ ଜଣଙ୍କ ଜୀବନ ଯାଇଛି। ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି। ମୃତକମାନେ ହେଲେ ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ବଡ଼ପଥରା…
Archives


