ବାଲେଶ୍ୱର

ସଙ୍ଗରୋଧ କେନ୍ଦ୍ରରେ ଯୋଗଶିକ୍ଷା

ଖଇରା, ୨୪ା୫ (ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁରୁଣ୍ଟା, ମାଟିଆଳପଦା ଓ ଗଣ୍ଡିବେଡଠାରେ ବିଭିନ୍ନ ସ୍କୁଲରେ ଚାଲିଥିବା ସଙ୍ଗରୋଧ କେନ୍ଦ୍ରରେ ୩ଦିନ ଯୋଗଶିକ୍ଷା ଦିଆଯାଉଛି। ଖଇରା ବିଡିଓ ଦେବେନ୍ଦ୍ର ବଳଙ୍କ ଅନୁମତି କ୍ରମେ ଜିଲା ପତଞ୍ଜଳୀ ଯୋଗ ସମିତିର ବିଶିଷ୍ଟ…

ଅମ୍ଫନ ଉଜାଡିଛି ଧାନ କ୍ଷେତ

ରେମୁଣା, ୨୩।୩(ଡି.ଏନ.ଏ.)-ବାତ୍ୟା ପ୍ରଭାବରେ ରେମୁଣା ବ୍ଲକ ତୁଣ୍ଡୁରା ପଞ୍ଚାୟତର ୩୦ଏକର ଚାଷ ଜମି ଉଜୁଡ଼ିଯାଇଛି। ଶନିବାର କୃଷି ଅଧିକାରିଣୀ କ୍ଷମାମୟୀ ଦାସ, ଆର୍‌ଆଇ ମଦନମୋହନ ଲେଙ୍କା, ସହକାରୀ ଆର୍‌ଆଇ ସୋମନାଥ ସିଂ ଏବଂ ତୁଣ୍ଡୁରା ସରପଞ୍ଚ ଅଜୟ କୁମାର ବାରିକ ଚାଷଜମି…

ବାଲିଆପାଳ ଅଞ୍ଚଳରେ ବ୍ୟାପକ କ୍ଷତି

ବାଲିଆପାଳ, ୨୩।୫(ସ୍ବ.ପ୍ର.)-ବାତ୍ୟା ଅମ୍ଫନ ପ୍ରଭାବରେ ବାଲିଆପାଳ ବ୍ଲକରେ ବ୍ୟାପକ କ୍ଷତି ହୋଇଛି। ବାତ୍ୟା ଛାଡ଼ିଯାଇଛି ମାତ୍ର ତାର ପ୍ରଭାବରେ ଚାଷୀ ଏବଂ ଗରିବ ଲୋକଙ୍କ ମେରୁଦଣ୍ଡ ଭାଙ୍ଗିଯାଇଛି। ଶହ ଶହ ଏକରରେ ହୋଇଥିବା ରବିଧାନ ପାଣିରେ ଭାସୁଛି। ସେହିପରି ସମୁଦ୍ରକୂଳିଆ ଗାଁଗୁଡ଼ିକରେ…

ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ବାଲେଶ୍ୱର ଅଫିସ,୨୩।୫- ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ଗଣେଶ୍ୱରପୁର ଅଞ୍ଚଳର ଜଣେ ଯୁବକ ଶୁକ୍ରବାର ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ହେଲେ ନାମସ ଲେଙ୍କା। ପୂର୍ବାହ୍ନ ୧୧ଟା ସମୟରେ ନିକଟସ୍ଥ ଗ୍ରାମ ଅଚ୍ଚ୍ୟୁତପୁର ବାଲିଆ ପୋଖରୀକୁ ଗାଧୋଇବା ପାଇଁ ଦୁଇଜଣ…

ସାରକୋଣା ଗ୍ରାମକୁ ଆବଦ୍ଧାଞ୍ଚଳ ଘୋଷଣା

ଖଇରା,୨୨ା୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକର ସାରକୋଣା ଗ୍ରାମରେ ଜଣେ ୮୪ ବର୍ଷୀୟ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିବା ପରେ ଗୁରୁବାର ଉକ୍ତ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି ା ଉପଜିଲାପାଳ ନିଲୁ ମହାପାତ୍ରଙ୍କ ନିର୍ଦ୍ଦେଶ…

ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫ ଛୁଇଁଲା

ବାଲେଶ୍ୱର ଅଫିସ,୨୨ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯିବା ପରେ ଜିଲାରେ ମୋଟ୍‌ କରୋନା ଆକ୍ରାନ୍ତ ସଂଖ୍ୟା ୧୨୫ରେ ପହଞ୍ଚିଛି ।…

କ୍ୱାରାଣ୍ଟାଇନ କେନ୍ଦ୍ରରେ ସ୍ବାବ୍‌ ସଂଗ୍ରହ ବନ୍ଦ ନେଇ ଅସନ୍ତୋଷ

ସୋର, ୨୨ା୫(ଡି.ଏନ.ଏ.)-ସୋରର ବିଭିନ୍ନ କ୍ୱାରାଣ୍ଟାଇନ କେନ୍ଦ୍ରରେ ସ୍ବାବ ସଂଗ୍ରହ ବନ୍ଦ ନେଇ ପ୍ରବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସୋର ବ୍ଲକ ଓ ମ୍ୟୁନିସିପାଲିଟିକୁ ଫେରିବାକୁ ୧୧ହଜାର ୨୯୦ଜଣ ପଞ୍ଜିକୃତ କରିଥିବା ବେଳେ ଅଦ୍ୟାବଧି ଫେରିଛନ୍ତି ୨୨୪୦। ସେମାନଙ୍କ ମଧ୍ୟରୁ ୧୨୩୨ ପ୍ରବାସୀ…

‘ଅମ୍ଫନ’ ଦେଇଗଲା ଦୁଃଖ: ଧରାଶାୟୀ ପାନବରଜ

ଭୋଗରାଇ,୨୨।୫(ଡି.ଏନ.ଏ.)-ବାତ୍ୟା ‘ଅମ୍ଫନ’ ପ୍ରଭାବରେ ବାଲେଶ୍ୱର ଜିଲାରେ ବ୍ୟାପକ କ୍ଷତି ହୋଇଛି। ବିଶେଷ କରି ଭୋଗରାଇ, ବାଲିଆପାଳ ବ୍ଲକରେ ଚାଷଜମିକୁ ଉଜାଡିଦେବା ସହ ପାନବରଜକୁ ଧରାଶାୟୀ କରିଛି। ପାଚିଲା ଧାନ ପାଣିରେ ଭାସୁଥିବା ଦେଖି ଚାଷୀକୁଳ ଦୁଃଖରେ ଭାଙ୍ଗି ପଡିଛନ୍ତି। କରୋନା ଭୂତାଣୁ…

ବାତ୍ୟା ପ୍ରଭାବରେ ସୋରରେ କ୍ଷତି

ସୋର, ୨୨ା୫(ଡି.ଏନ.ଏ.)-ବାତ୍ୟା ଅମ୍ଫନ୍‌ ପ୍ରଭାବରେ ସୋରରେ ବ୍ୟାପକ କ୍ଷତି ଘଟିଛି। ସୋର ବ୍ଲକ ମାଣିପୁର ପଞ୍ଚାୟତ ଖୁଣ୍ଟାପାଟଣା ଗ୍ରାମରେ ଥିବା ସଂରକ୍ଷିତ ଜଙ୍ଗଲରେ ବଡ଼ ବଡ଼ ଗଛସବୁ ଉପୁଡ଼ି ପଡ଼ିଛି। ଶିଙ୍ଗାଖୁଣ୍ଟା, ମାଣତ୍ରୀ, ମହୁମୁହାଣ, ଗୋପୀନାଥପୁର, ଆଟପୁର, ଦହିସଡ଼ା, ନଦୀଗାଁ, ସରଶଂଖ,…

ଝଡ଼ ଆଳରେ ଶତାଧିକ ଗଛ କାଟିନେଲେ ଗ୍ରାମବାସୀ

ଖଇରା,୨୨।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଅର୍ଜୁନପୁର ଗ୍ରାମ ନିଟଟସ୍ଥ ଗୋରୁହାଟ ଚାଲୁଥିବା ଗ୍ରାମ୍ୟ ଜଙ୍ଗଲରୁ ନିକଟସ୍ଥ ଗ୍ରାମବାସୀମାନେ ବୁଧବାର ରାତିରେ ଶହ ଶହ ସଂଖ୍ୟାର ଗଛ କାଟି ନେଇଛନ୍ତି। ଯାହାର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି କୁହାଯାଉଛି। ଗୁରୁବାର…

ବୁଢାବଳଙ୍ଗରେ ନିର୍ମାଣାଧୀନ ପୋଲର ସେଣ୍ଟ୍ରିଂ ଭୁଶୁଡ଼ିଲା

ବାଲେଶ୍ୱର ଅଫିସ, ୨୧।୫-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଫୁଲାଡ଼ି ଛକ ନିକଟରେ ବୁଢ଼ାବଳଙ୍ଗ ନଦୀ ଉପରେ ନୂତନ ଭାବେ ନିର୍ମାଣ ଚାଲିଥିବା ପୋଲର ସେଣ୍ଟ୍ରିଂ ଗୁରୁବାର ଅପରାହ୍ନ ସମୟରେ ଭୁଶୁଡ଼ି ପଡିଛି। ଏଥିରେ କୌଣସି ପ୍ରକାରେ କ୍ଷତି ନ ହୋଇଥିବା…

ଅନ୍ଧାରରେ ଖଇରାର ୩ଶହ ଗ୍ରାମ

ଖଇରା,୨୨।୫(ଡି.ଏନ.ଏ.)-ବାତ୍ୟା ଅମ୍ପନ ବାଲେଶ୍ୱର ଜିଲା ଖଇରା ଉପଖଣ୍ଡ ଅଧୀନରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି।ବିଦ୍ୟୁତ ଉପଖଣ୍ଡ ଅଧୀନରେ ଖଇରା ବ୍ଲକ ଓ ଔପଦା ବ୍ଲକ ୬ ପଞ୍ଚାୟତ ରହିଥିବାବେଳେ ଖଇରା ଔପଦା ଗଣ୍ଡିବେଡ ଭଳି କିଛି ବଜାରକୁ ଛାଡି ଦେଲେ ୩ଶହରୁ ଊର୍ଦ୍ଧ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?