ବାଲେଶ୍ୱର

ସ୍ବପ୍ନ ପୂରଣ କଲା ହୁଇଲଚେୟାର

ଖଇରା, ୧୭।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ରଟିଣା ପଞ୍ଚାୟତ ତୁମ୍ବାପଦୀ ଗ୍ରାମର ଭାଗିରଥି ଦାସ ଅଜଣା ରୋଗରେ ଆକ୍ରାନ୍ତ ହୋଇ ଚାଲିବାକୁ ଅକ୍ଷମ ହୋଇପଡିଥିଲେ। ଆଉ ବିଛଣାରୁ ଉଠି ରାସ୍ତାରେ ଚାଲିବା ଆଶା ତାଙ୍କର ଧୂଳିସାତ ହୋଇ ସାରିଥିଲା। ଚିକିତ୍ସାରେ ତାଙ୍କର…

କ୍ଷତି ସହୁଛନ୍ତି ଦୁଗ୍ଧ ଚାଷୀ

ବାହାନଗା, ୧୭ା୫(ଡି.ଏନ.ଏ.)-ଲକ୍‌ଡାଉନ ଯୋଗୁ ପୂର୍ବଭଳି ଦୁଗ୍ଧ ବିକ୍ରି ହେଉ ନ ଥିବାରୁ ବାଲେଶ୍ୱର ଜିଲା ବାହାନଗା ବ୍ଲକର ଦୁଗ୍ଧ ଚାଷୀମାନେ କ୍ଷତି ସହୁଛନ୍ତି। ସାମାଜିକ ଦୂରତ୍ୱ ରକ୍ଷା କରୁ ନ ଥିବା, ହାତ ସାନିଟାଇଜେଶନ କରୁ ନ ଥିବା ଓ ମାସ୍କ…

ସରପଞ୍ଚଙ୍କୁ କରୋନା

ବାଲେଶ୍ୱର ଅଫିସ,୧୭ା୫: ରବିବାର ବାଲେଶ୍ୱର ଜିଲାରେ ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସିମୁଳିଆ ବ୍ଲକର ଜଣେ ସରପଞ୍ଚ ପଜିଟିଭ୍‌ ଚିହ୍ନଟ ହେବାସହ ଉକ୍ତ ପଞ୍ଚାୟତର ଅନ୍ୟ ୨ ଜଣ ମଧ୍ୟ ଚିହ୍ନଟ ହୋଇଛନ୍ତି। ସେହିପରି ଭୋଗରାଇ ବ୍ଲକର ୯,…

ବାଲେଶ୍ୱରରେ ପୁଣି ୧୭ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଲା, ୨୨ ସୁସ୍ଥ

ବାଲେଶ୍ୱର ଅଫିସ,୧୭ା୫: ବାଲେଶ୍ୱର ଜିଲାରେ ରବିବାର ୧୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ ଛୁଇଁଛି। ଚିହ୍ନଟ ଆକ୍ରାନ୍ତମାନେ ଭୋଗରାଇ ଓ ଜଳେଶ୍ୱର ବ୍ଲକର ବୋଲି ଜଣାପଡ଼ିଛି।…

ଦବିଲା ଫୁଲାଡ଼ି ଲୁହାପୋଲ : ଯାତାୟାତ ବିଚ୍ଛିନ୍ନ

ବାଲେଶ୍ୱର ଅଫିସ,୧୭।୫- ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଫୁଲାଡ଼ି ଛକ ନିକଟରେ ଥିବା ବ୍ରିଟିଶ୍‌ ଅମଳର ଲୁହାପୋଲ ଶନିବାର ସନ୍ଧ୍ୟାରେ ହଠାତ୍‌ ଦବିଯାଇଛି। ଘଟଣା ଜଣାପଡ଼ିବା ପରେ ଜିଲାପ୍ରଶାସନ ପକ୍ଷରୁ ଉକ୍ତ ପୋଲର ଦୁଇ ପାର୍ଶ୍ୱରେ ବାଡ଼ ବନ୍ଧାଯିବା ଓ…

ଜଳେଶ୍ୱର ଉପକାରାଗାରରୁ ବିଚାରାଧୀନ ବନ୍ଦୀ ଚମ୍ପଟ

ଜଳେଶ୍ୱର, ୧୭ା୫(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଧୀନ ଜଳେଶ୍ୱର ଉପକାରାଗାରରୁ ଶନିବାର ଅପରାହ୍ନ ୨ଟା ବେଳେ ଏକ ବିଚାରାଧୀନ ବନ୍ଦୀ ଚମ୍ପଟ ମାରିଥିବା ଚର୍ଚ୍ଚା ହେଉଛି। ସେ ଏକ ଲାପଟପ୍‌ ଚୋରି ମାମଲା (ନଂ. ୧୬୩/୨୦)ରେ ୨ଦିନ ତଳେ କାରାଗାରକୁ ଆସିଥିଲେ…

‘ବାଲେଶ୍ୱରରେ ଲଗାଯାଉ କରୋନା ଟେଷ୍ଟିଂ ମେଶିନ’

ବାଲେଶ୍ୱର ଅଫିସ, ୧୬।୫-ବାଲେଶ୍ୱରରେ କରୋନା ପରୀକ୍ଷଣ ପାଇଁ ଅତ୍ୟାଧୁନିକ ଟେଷ୍ଟିଂ ମେଶିନର ପ୍ରତିଷ୍ଠା କରାଯାଉ ବୋଲି ବାଲେଶ୍ୱର ଜିଲା ସଦର ବିଧାୟକ ମଦନ ମୋହନ ଦତ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ଦାବି କରିଛନ୍ତି। ପଶ୍ଚିମବଙ୍ଗ ପଡୋଶୀ ବାଲେଶ୍ୱର ହୋଇଥିବାରୁ…

‘ସପ୍ତାହରେ କିଛି ଦିନ ଖୋଲାଯାଉ ଲୁଗା ଦୋକାନ’

ବାଲେଶ୍ୱର ଅଫିସ, ୧୬।୫-ବାଲେଶ୍ୱର ଟେକ୍ସଟାଇଲ୍‌ ଆଣ୍ଡ ରେଡ଼ିମେଡ ମର୍ଚ୍ଚାଣ୍ଟ ଆସୋସିଏଶନ୍‌ ତରଫରୁ ଜିଲାରେ ଦୀର୍ଘ ୫୫ଦିନ ଧରି ବନ୍ଦ ରହିଥିବା ରେଡ଼ିମେଡ ଡ୍ରେସ୍‌ ଏବଂ ଲୁଗା ଦୋକାନ ସପ୍ତାହରେ କିଛି ଦିନ ଖୋଲିବାକୁ ଜିଲାପାଳଙ୍କ ନିକଟରେ ଲିଖିତ ଦାବି କରାଯାଇଥିଲା। ଏଥିପ୍ରତି…

ସୁରଟ ଫେରନ୍ତାଙ୍କ ସଙ୍ଗରୋଧ ନିୟମ ଊଲ୍ଲଂଘନ: ରାସ୍ତାରେ ବସି ପ୍ରତିବାଦ ଜଣାଇଲେ ଗ୍ରାମବାସୀ

ଖଇରା, ୧୬।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ବଡନୂଆଗାଁ ପଞ୍ଚାୟତ ଅଧୀନ ପିହାଣଗଡିଆ ଗ୍ରାମରେ ଏକ ସୁରଟ ଫେରନ୍ତା ଦମ୍ପତି ନିୟମ ଊଲ୍ଲଂଘନ କରୁଥିବା ଅଭିଯୋଗ ହୋଇଛି। ଉକ୍ତ ଦମ୍ପତିଙ୍କୁ ଘରୁ ସ୍ଥାନାନ୍ତର କରି ସଙ୍ଗରୋଧ କେନ୍ଦ୍ରରେ ରଖିବା ଦାବିରେ ଶତାଧିକ ଗ୍ରାମବାସୀ…

ବହିଷ୍କୃତ ହେଲେ କଣ୍ଟ୍ରୋଲ ଡିଲର

ବାହାନଗା, ୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଥରପେଣ୍ଠ ଗ୍ରାମର ପିଡିଏସ ସାମଗ୍ରୀ ବିକ୍ରି କରୁଥିବା କଣ୍ଟ୍ରୋଲ ଡିଲରଙ୍କୁ ବାଲେଶ୍ୱର ଉପଜିଲାପାଳ ନିଲୁ ମହାପାତ୍ର ବହିଷ୍କୃତ କରିଛନ୍ତି ା ପଥରପେଣ୍ଠ ଗ୍ରାମର କଣ୍ଟ୍ରୋଲ ଡିଲର ଅଜିତ୍‌ ମଳ୍ଲିକ ପିଡିଏସ ଚାଉଳ ଦେବାରେ ହେରଫେର…

ବିଦ୍ୟୁତ୍‌ ଆଘାତରେ ଅସ୍ଥାୟୀ ଲାଇନ୍‌ ମ୍ୟାନ ଗୁରୁତର:  ନେସ୍କୋ କାର୍ଯ୍ୟାଳୟ ଘେରାଉ

ବାହାନଗା, ୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲମ ତାଳପଦା ଗ୍ରାମରେ ବିଦ୍ୟୁତ ଆଘାତରେ ଜଣେ ଅସ୍ଥାୟୀ ଲାଇନମ୍ୟାନ୍‌ ଗୁରୁତର ହେବା ଘଟଣାକୁ ନେଇ ୨ଦିନ ପରେ ଗ୍ରାମବାସୀ ଶ୍ରୀଜଙ୍ଗ ନେସ୍କୋ ସେକ୍ସନ୍‌ କାର୍ଯ୍ୟାଳୟକୁ ଶୁକ୍ରବାର ଘେରାଉ କରିଥିଲେ। ବିଭାଗୀୟ ଯନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ…

ଉଦାହରଣ ପାଲଟିଲେ ସରପଞ୍ଚ

ଖଇରା, ୧୫।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ନହଙ୍ଗ ପଞ୍ଚାୟତର ସରପଞ୍ଚ ରାଜଶ୍ରୀ ଦାସ ନିଜ ପଞ୍ଚାୟତବାସୀଙ୍କ ସୁରକ୍ଷା ପାଇଁ ନିଜେ ଅଣ୍ଟା ଭିଡି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ା ନିଜ ପଞ୍ଚାୟତକୁ ସୁରଟ, କୋଲକାତା, ଦିଲ୍ଲୀ, ମୁମ୍ବାଇ ଫେରନ୍ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri