ବାଲେଶ୍ୱର

ବାଲେଶ୍ୱରରେ ୨ ବର୍ଷର ଶିଶୁକନ୍ୟା କରୋନା ଆକ୍ରାନ୍ତ ଚିହ୍ନଟ: ଆରମ୍ଭ ହେଲା ସ୍ବତନ୍ତ୍ର ନମୁନା ପରୀକ୍ଷା ଶିବିର, ବିଶୁଦ୍ଧୀକରଣ

ସଜନାଗଡ଼, ୨୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଞ୍ଚଳରେ ସୋମବାର ଏକ ୨ ବର୍ଷର ଶିଶୁକନ୍ୟା କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିବା ପରେ ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଚିହ୍ନଟ ହୋଇଥିବା ଶିଶୁକନ୍ୟାଙ୍କ ସଂସ୍ପର୍ଶରେ ଆସିଥିବା ଲୋକ ଏବଂ…

ବାଲେଶ୍ୱର: ପଶ୍ଚିମବଙ୍ଗ ଫେରନ୍ତାଙ୍କ ତଥ୍ୟ ଯାଞ୍ଚ ଉପରେ କେନ୍ଦ୍ରାଞ୍ଚଳ ଆରଡିସିଙ୍କ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ଜିଲାରେ କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍‌ଡ଼ିସି) ଅନୀଲ କୁମାର ସାମଲ ସମୀକ୍ଷା କରିଛନ୍ତି। ସୋମବାର ସ୍ଥାନୀୟ ସର୍କିଟ ହାଉସଠାରେ…

ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି

ବାଲେଶ୍ୱର ଅଫିସ୍‌:୨୧।୪: ବାଲେଶର ସହରରେ କୋଭିଡ-୧୯ ଆକ୍ରାନ୍ତ ଚିହ୍ନଟ ହେବାପରେ ଏକ ପ୍ରକାର ଆତଙ୍କ ଦେଖାଦେଇଛି। ଗତ ଶନିବାର ବାଲେଶ୍ୱରର ନେଳିବାବାଗ ଅଞ୍ଚଳର ଜଣେ ୫୮ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସୋମବାର ନୀଳଗିରି ବ୍ଲକର ୨…

ରାଷ୍ଟ୍ରୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ମାଣବସା ଗୁରୁବାର

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ବିଶ୍ୱ ଐତିହ୍ୟ ଦିବସ ଅବସରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଇନଟାଞ୍ଜିବଲ୍‌ କଲଚରାଲ୍‌ ହେରିଟେଜ ତାଲିକା ବା ରାଷ୍ଟ୍ରୀୟ ସାଂସ୍କୃତିକ ଐତିହ୍ୟ ତାଲିକା ଘୋଷଣା କରାଯାଇଛି। ଏହି ତାଲିକାରେ ଓଡ଼ିଶାର ୩ଟି ଲୋକପ୍ରିୟ ପର୍ବ ଓ ଲୋକନୃତ୍ୟ ସାମିଲ…

ନଁ।କୁ ସୀମା ସିଲ୍‌: ପଶ୍ଚିମବଙ୍ଗରୁ ଫେରିଆସୁଛନ୍ତି ଓଡ଼ିଆ

ବାଲେଶ୍ୱର ଅଫିସ/ ବାରିପଦା ଅଫିସ, ୨୧।୪-ରାଜ୍ୟ ପ୍ରବେଶପଥଗୁଡ଼ିକ ସିଲ୍‌ ଥିବା ବେଳେ ପଶ୍ଚିମବଙ୍ଗରେ ଥିବା ଓଡ଼ିଶାର ଲୋକମାନେ ବିଭିନ୍ନ ୪ଚକିଆ ଯାନରେ ନିଜ ରାଜ୍ୟକୁ ଫେରିଆସୁଛନ୍ତି। ପଶ୍ଚିମବଙ୍ଗ ଫେରନ୍ତାଙ୍କ ଲାଗି କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଥିବାରୁ ଏହା ରାଜ୍ୟ ସରକାରଙ୍କ…

ଆକାଂକ୍ଷା ପକ୍ଷରୁ ସହାୟତା

ଖଇରା, ୨୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ସବଡିଭିଜନରେ ବିଦ୍ୟୁତ ପରିଚାଳନା ଦାୟିତ୍ୱରେ ଥିବା ଆକାଂକ୍ଷା ପାୱାର ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଅର୍ଥଦାନ କରାଯାଇଛି ା ଆକାଂକ୍ଷାର ପରିଚାଳନା ନିର୍ଦ୍ଦେଶକ ବିପିନ ଦାସ ମହାପାତ୍ରଙ୍କ ନିର୍ଦ୍ଦେଶକ୍ରମେ କୋଭିଡ୍‌-୧୯ରେ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପ୍ରକଳ୍ପ…

ସ୍କର୍ପିଓରେ ଦେଶୀ ମଦ ଚାଲାଣ, ଜଣେ ଗିରଫ

ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ଜିଲା ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକଙ୍କ ନିର୍ଦ୍ଦେଶରେ ଭ୍ରାମ୍ୟମାଣ ଥାନା ଆଇଆଇସି ଉଦେଲାଲ ନାୟକ ରବିବାର ରାତି ୧୦ଟାରେ ସଦର ଥାନା ତାମୁଳିଆ ଓଭରବ୍ରିଜ୍‌ ନିକଟରେ ଚଢ଼ାଉ କରିଥିଲେ। ଏକ ସ୍କର୍ପିଓ ୧ହଜାର ଲିଟର ମଦ ନେଇଯାଉଥିବା…

ମାସ୍କ, ସାବୁନ ବାଣ୍ଟିଲେ ପୂର୍ବତନ ମନ୍ତ୍ରୀ

ଖଇରା,୨୧।୪(ଡି.ଏନ.ଏ.)-ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ପଦ୍ମଲୋଚନ ପଣ୍ଡା ଓ ତାଙ୍କ ପୁତ୍ର ତଥା ସତ୍ୟସାଇ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନର ନିର୍ଦ୍ଦେଶକ ଡ ବେଣୁମାଧବ ପଣ୍ଡା ଶନିବାର ଖଇରା ବ୍ଲକର ସୁଣ୍ଢିରା, ମହତୀପୁର, ଗୋବିନ୍ଦପୁର, ସାରୁଗାଁ ,ପଳସା ତଥା ନହଙ୍ଗ…

ରିଲିଫ୍‌ ଫଣ୍ଡକୁ ସହାୟତା

ରେମୁଣା, ୨୧।୪(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ବରୁଣସିଂ ପଞ୍ଚାୟତ ଅଧୀନ ମାଳ ଗ୍ରାମ ନିକଟସ୍ଥ ରସିକପୁର ଗ୍ରାମର କେତେକ ଅନୁଷ୍ଠାନପ୍ରେମୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ କରୋନା ମୁକାବିଲା ପାଇଁ ସାହାଯ୍ୟର ହାତ ବଢ଼ାଇଛନ୍ତି। ସେମାନେ ମିଳିମିଶି ୨୧୦୦ ଟଙ୍କା ତହସିଲଦାରଙ୍କ ଦ୍ୱାରା…

ଅସହାୟ ଅବସ୍ଥାରେ ୯ ପରିବାର

ଖଇରା,୨୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଶ୍ରୀରାମପୁର ଅଙ୍ଗନୱାଡି କେନ୍ଦ୍ର ଅଧୀନରେ ୯ ପରିବାର ଖାଦ୍ୟ ନ ପାଇ ଅସହାୟ ଅବସ୍ଥାରେ ରହିଛନ୍ତି। ସେମାନଙ୍କ ପାଖରେ ପ୍ରଶାସନ ପହଞ୍ଚିନାହିଁ। ସେମାନଙ୍କ ପାଇଁ ରନ୍ଧାଖାଦ୍ୟ ବ୍ୟବସ୍ଥା କରିବାକୁ ଗ୍ରାମବାସୀ ଦାବି…

ଜୀବନବିନ୍ଦୁରେ ୭୦ୟୁନିଟ୍‌ ରକ୍ତ ସଂଗ୍ରହ

ଖଇରା,୨୧।୪(ଡି.ଏନ.ଏ.)-ବିଜେଡି ପକ୍ଷରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାରୁଗାଁ ହାଇସ୍କୁଲ ପରିସରରେ ସୋମବାର ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏହାକୁ ଉଦ୍‌ଘାଟନ କରିଥିଲେ। ରକ୍ତ ଭଣ୍ଡାରରେ ରକ୍ତ ଅଭାବ ପୂରଣ…

ଉଦାସ ଆଶ୍ରମ ପକ୍ଷରୁ ରନ୍ଧା ଖାଦ୍ୟ ପ୍ରଦାନ

ବାଲେଶ୍ୱର ଅଫିସ, ୨୦।୪: ଲକ୍‌ଡାଉନ ସମୟରେ ବାଲେଶ୍ୱରସ୍ଥିତ ହଳଦୀପଦା ଏବଂ ରୂପସାର ବିଭିନ୍ନ ସ୍ଥାନରେ ଯାଜପୁର ଜିଲା ସୋଲର ଛତିଆସ୍ଥିତ ଉଦାମ ଆଶ୍ରମ ପକ୍ଷରୁ ରବିବାର ରନ୍ଧା ଖାଦ୍ୟ ପ୍ରଦାନ କରାଯାଇଛି। ଉଦାସ ଆଶ୍ରମ ଅଧ୍ୟକ୍ଷ ବ୍ରହ୍ମଚାରୀ ରବୀନ୍ଦ୍ର ନାଥ ଦାସଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri