ବାଲେଶ୍ୱର

ବହୁମୂଖୀ ବାତ୍ୟା ଆଶ୍ରୟ ସ୍ଥଳୀ ତଦାରଖ କଲେ ସଚିବ: ସମୂଦ୍ର ଉପକୂଳ ବର୍ତ୍ତୀ ୩୫୦୦ ଲୋକଙ୍କୁ କରାଗଲା ସ୍ଥାନାନ୍ତର

ବାହାନଗା,୧୯ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଟାସପୁର ବହୂମୁଖି ବାତ୍ୟା ଆଶ୍ରୟ ସ୍ଥଳୀକୁ ମଙ୍ଗଳବାର ବାଲେଶ୍ୱର ଦାୟିତ୍ୱରେ ଥିବା ପରିବହନ ବିଭାଗର ପ୍ରମୁଖ ସଚିବ ମଧୁସୂଦନ ପାଢୀ ପରିଦର୍ଶନ କରିଛନ୍ତି। ଏହି ଅବସରରେ ବାତ୍ୟା ଆଶ୍ରୟ ସ୍ଥଳୀରେ ଥିବା ଲୋକମାନେ ପାଣିର ଅଭାବ…

ସ୍ଥଳଭାଗ ମୁହାଁ ‘ଅମ୍ଫନ୍‌’: ଭୋଗରାଇରେ ଆରମ୍ଭ ହେଲା ବର୍ଷା, ସମୁଦ୍ରକୂଳବାସୀ ଭୟଭୀତ

ଭୋଗରାଇ, ୧୯।୫(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଅମ୍ଫନ୍‌’ ଧିରେ ଧିରେ ସ୍ଥଳଭାଗ ମୁହାଁ ହେଉଛି। ଏହା ପଶ୍ଚିମବଙ୍ଗର ସୁନ୍ଦରବନରେ ଲ୍ୟାଣ୍ଡଫଲ କରିବ ବୋଲି ଆକଳନ କରାଯାଇଛି। ହେଲେ ଏହା ଗତି କରିବା ସମୟରେ ଉପକୂଳ ଓଡ଼ିଶାରେ ବିଶେଷ ପ୍ରଭାବ ପକାଇବ।…

ବାହାନଗା ବ୍ଲକ ୧୬ ନଂ. ଜାତୀୟ ରାଜପଥରେ ପୃଥକ ଦୁର୍ଘଟଣା: ୨ ଜଣଙ୍କ ଜୀବନ ଗଲା

ବାହାନଗା, ୧୯।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନଂ. ଜାତୀୟ ରାଜପଥର ମଙ୍ଗଳବାର ପୃଥକ ଦୁଇଟି ଦୃର୍ଘଟଣା ଘଟି ୨ଜଣଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ବରରେ ପ୍ରବାସୀ ଓଡିଆଙ୍କୁ ଛାଡ଼ି ବସ୍‌ (ଓଡି୦୨ ବିଏଚ୍‌-୬୬୧୧) କୋଲକାତା ଫେରୁଥିବା ବେଳେ ଏକ ଟ୍ରକ୍‌(ଓଡି୦୧-କ୍ୟୁ…

ବିଦ୍ୟୁତ ଆଘାତରେ ଶଶୁର ବୋହୂଙ୍କ ମୃତ୍ୟୁ

ବାଲେଶର ଅଫିସ,୧୯।୫: ବାଲେଶର ଜିଲା ସଦର ଥାନା ରସାଳପୁର ଅଞ୍ଚଳର ନଦୀଗାଁ ଗାଁରେ ବିଦ୍ୟୁତ ଆଘାତରେ ଶଶୁର ବୋହୂଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ପୂର୍ବାହ୍ନ ୮ଟାରେ ନଦୀଗାଁ ଗାଁର ରମାନାଥ ଦାସ (୬୫) ଓ ତାଙ୍କ ପୁତ୍ରବଧୁ ପୁଷ୍ପଲତା(୪୦)ଙ୍କ ବିଦ୍ୟୁତ ଆଘାତରେ…

କ୍ବାରାଣ୍ଟାଇନ କେନ୍ଦ୍ରରେ ଯୁବକଙ୍କୁ ସାପ କାମୁଡିଲା

ସଜନାଗଡ, ୧୮ା୫(ଡି.ଏନ.ଏ.)-ବାଲେଶର ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ ତେଲିପାଳ ସେବାଶ୍ରମ କ୍ବାରାଣ୍ଟାଇନ କେନ୍ଦ୍ରରେ ରହୁଥିବା ତେଲିପାଳ ପଞ୍ଚାୟତ ବାସିନ୍ଦା ତେଲେଙ୍ଗାନା ଫେରନ୍ତା କୃଷ୍ଣ ରାଉତ (୨୨) ସୋମବାର ସାରେ ସାପ କାମୁଡାରେ ଗୁରୁତର ହୋଇପଡିଛନ୍ତି। ତାଙ୍କର ଚିକିତ୍ସା ପାଇଁ ପ୍ରଥମେ ବରହମପୁର…

ନିର୍ମାଣାଧୀନ ରାସ୍ତାକୁ ହାଣି ଖେଳାଇବା ନେଇ ଉତ୍ତେଜନା

ବାହାନଗା, ୧୮ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତ ଅଠିଲାବାଜ ଗ୍ରାମରେ ଏମଜିଏନଆର୍‌ଇଜିଏସ୍‌ରେ ନିର୍ମାଣାଧୀନ ରାସ୍ତାକୁ ହାଣି ଜମି ସହିତ ମିଶାଇ ଦିଆଯାଇଥିବା ଅଭିଯୋଗ ହୋଇଛି। ଏନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ଗ୍ରାମବାସୀ ଏ ସମ୍ପର୍କରେ ବାହାନଗା ବିଡିଓ, ତହସିଲଦାର, ସୋର…

ମୁକାବିଲା ପାଇଁ ପୋଲିସ ସଜାଗ-ଡିଜିପି

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୧୮।୫-ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ’ର ମୁକାବିଲା ଲାଗି ହୋଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା ପାଇଁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଅଭୟ ସୋମବାର ବାଲେଶ୍ୱର ଓ ଭଦ୍ରକ ଜିଲା ଗସ୍ତ କରିଥିଲେ। ସେ ପ୍ରଥମେ ପୂର୍ବାହ୍ନ ୧୧ଟା ୨୦ମିନିଟ୍‌ରେ ବାଲେଶ୍ୱର…

ଚୋରା ମଦ ବେପାରୀ ଗିରଫ

ବାଲେଶ୍ୱର ଅଫିସ,୧୮।୫- ଲକ୍‌ଡାଉନ୍‌ ସମୟରେ ବାଲେଶ୍ୱର ସହର ଏବଂ ଗ୍ରାମାଞ୍ଚଳରେ ଦେଶୀ ମଦର ଚୋରା ବ୍ୟବସାୟ ବଢ଼ି ଚାଲୁଥିବା ବେଳେ ଅବକାରୀ କର୍ମଚାରୀମାନଙ୍କ ମୁଣ୍ଡ ବ୍ୟଥାର କାରଣ ହୋଇଛି। ଅବକାରୀ ବିଭାଗ ଏସ୍‌ପି ବିବେକାନନ୍ଦ ନାୟକଙ୍କ ନିର୍ଦ୍ଦେଶରେ ଭ୍ରାମ୍ୟମାଣ ଆଇନ୍‌ ଆଇଆଇସି…

ଅମ୍ଫନ୍‌ ମୁକାବିଲା ଲାଗି ଅଣ୍ଟା ଭିଡ଼ିଲା ଜିଲା ପ୍ରଶାସନ, ପ୍ରସ୍ତୁତି ସମୀକ୍ଷା କଲେ ଡିଜିପି

ବାଲେଶ୍ୱର ଅଫିସ,୧୮ା୫: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ସୋମବାର ପୂର୍ବାହ୍ନରେ ବାଲେଶ୍ୱର ଆଇଜିଙ୍କ ଅଫିସରେ ପହଞ୍ଚି ସମ୍ଭାବ୍ୟ ବାତ୍ୟା ଅମ୍ଫନ୍‌ର ମୁକାବିଲା ପାଇଁ ହୋଇଥିବା ପ୍ରସ୍ତୁତି ସମୀକ୍ଷା କରିଥିଲେ। ପରେ ପ୍ରସ୍ତୁତ ଥିବା ଓଡ୍ରାଫ୍‌ର ଜିଲା କେନ୍ଦ୍ର ପରିଦର୍ଶନ କରିଥିଲେ। ପୋଲିସ…

୩ ସ୍ବତନ୍ତ୍ର ଟ୍ରେନରେ ପହଞ୍ଚିଲେ ୬୬୨ ପ୍ରବାସୀ

ବାଲେଶ୍ୱର ଅଫିସ, ୧୮।୫: ତାମିଲନାଡୁ, ଆନ୍ଧ୍ରପ୍ରଦେଶ ଓ ଅହମ୍ମଦାବାଦରୁ ୩ ସ୍ବତନ୍ତ୍ର ଟ୍ରେନ ଯୋଗେ ୬୬୨ ପ୍ରବାସୀ ବାଲେଶ୍ୱର ରେଳଷ୍ଟେଶନରେ ପହଞ୍ଚିଛନ୍ତି। ସମସ୍ତ ପ୍ରବାସୀ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର। ପ୍ରଥମ ଟ୍ରେନ ତାମିଲନାଡୁର କୋଏମ୍ବଟୁର ଷ୍ଟେଶନରୁ ବାହାରି ବାଲେଶ୍ୱର ରେଳ…

ସ୍ବପ୍ନ ପୂରଣ କଲା ହୁଇଲଚେୟାର

ଖଇରା, ୧୭।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ରଟିଣା ପଞ୍ଚାୟତ ତୁମ୍ବାପଦୀ ଗ୍ରାମର ଭାଗିରଥି ଦାସ ଅଜଣା ରୋଗରେ ଆକ୍ରାନ୍ତ ହୋଇ ଚାଲିବାକୁ ଅକ୍ଷମ ହୋଇପଡିଥିଲେ। ଆଉ ବିଛଣାରୁ ଉଠି ରାସ୍ତାରେ ଚାଲିବା ଆଶା ତାଙ୍କର ଧୂଳିସାତ ହୋଇ ସାରିଥିଲା। ଚିକିତ୍ସାରେ ତାଙ୍କର…

କ୍ଷତି ସହୁଛନ୍ତି ଦୁଗ୍ଧ ଚାଷୀ

ବାହାନଗା, ୧୭ା୫(ଡି.ଏନ.ଏ.)-ଲକ୍‌ଡାଉନ ଯୋଗୁ ପୂର୍ବଭଳି ଦୁଗ୍ଧ ବିକ୍ରି ହେଉ ନ ଥିବାରୁ ବାଲେଶ୍ୱର ଜିଲା ବାହାନଗା ବ୍ଲକର ଦୁଗ୍ଧ ଚାଷୀମାନେ କ୍ଷତି ସହୁଛନ୍ତି। ସାମାଜିକ ଦୂରତ୍ୱ ରକ୍ଷା କରୁ ନ ଥିବା, ହାତ ସାନିଟାଇଜେଶନ କରୁ ନ ଥିବା ଓ ମାସ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?