ବାଲେଶ୍ୱର

ସାମାଜିକ ଦୂରତା, ସ୍ବଚ୍ଛତା ଅବଲମ୍ବନ ଜରୁରୀ

ବାଲେଶ୍ୱର ଅଫିସ, ୨୦।୪: ବାଲେଶ୍ୱର ଜିଲା କଂଗ୍ରେସ ପକ୍ଷରୁ ନଗର କଂଗ୍ରେସ କମିଟି ସଭାପତି ପଦ୍ମଲୋଚନ ଲେଙ୍କାଙ୍କ ନେତୃତ୍ୱରେ ଶନିବାର ମିର୍ଜାପୋଖରୀ ନିକଟବର୍ତ୍ତୀ ସାଇ ମନ୍ଦିର, ଗୋପାଳଗାଁ ଓ ମାଣିଖମ୍ବ, ସୁଏଲପୁର ଅନ୍ୟାନ୍ୟ ବସ୍ତିରେ ଶୁଖିଲା ଖାଦ୍ୟ ଓ ରାଶନ ଆକାରରେ…

ଆରକେସିଏଟି ପକ୍ଷରୁ ରାଶନ ସାମଗ୍ରୀ ପ୍ରଦାନ

ବାଲେଶ୍ୱର ଅଫିସ, ୨୦।୪: ଲକ୍‌ଡାଉନ୍‌ ପାଇଁ ଗରିବ ଦିନମଜୁରିଆ ପ୍ରଭାବିତ ହୋଇଛନ୍ତି। ଏଭଳି ଘଡ଼ିସନ୍ଧି ସମୟରେ ସହାୟତାର ହାତ ବଢ଼ାଇଛି ନୀଳଗିିରିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଆରକେସିଏଟି। ଶିକ୍ଷାନୁଷ୍ଠାନର ନିର୍ଦ୍ଦେଶକ ସୁଶୀଲ କୁମାର ସିଂ ନୀଳଗିରି ଅଞ୍ଚଳର ୩୦ଜଣ ଗରିବ ପରିବାରକୁ ଆଳୁ,…

ବିଭିନ୍ନ ଶିକ୍ଷକ ସଂଘ ପକ୍ଷରୁ ୩ଲକ୍ଷ ୩୦ହଜାର ଟଙ୍କା ସହାୟତା

ସିମୁଳିଆ, ୨୦।୪(ଡି. ଏନ.ଏ.): କରୋନା ସହାୟତା ପାଇଁ ବାଲେଶର ଜିଲା ସିମୁଳିଆ ବ୍ଲକର ବିଭିନ୍ନ ଶିକ୍ଷକ ସଂଘ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩ଲକ୍ଷ ୩୦ହଜାର ଟଙ୍କାର ଚେକ୍‌ ପର୍ଯ୍ୟଟନମନ୍ତ୍ରୀ ତଥା ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ ପ୍ରଦାନ କରାଯାଇଛି।…

କରୋନା ଆକ୍ରାନ୍ତ ଚିହ୍ନଟ ଅଞ୍ଚଳରେ ପହଞ୍ଚିଲେ ଉପଜିଲାପାଳ

ବାଲେଶ୍ୱର ଅଫିସ,୨୦ା୪ : ବାଲେଶ୍ୱର ଜିଲାରେ ସୋମବାର ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ଶିଶୁକନ୍ୟା ଏବଂ ଜଣେ ଯୁବକ ଥିବା ଜିଲା ପ୍ରଶାସନ ସୂତ୍ରରୁ ପ୍ରକାଶ। ନୀଳଗିରି ବ୍ଲକ ଧରମପୁର ପଞ୍ଚାୟତ ରିଗିଡ଼ି ଗ୍ରାମର…

ବାଲେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ,୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୨୦ା୪ : ବାଲେଶ୍ୱର ଜିଲାରେ ସୋମବାର ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କର ଟ୍ରାଭେଲ୍‌ ହିଷ୍ଟ୍ରି ଏବଂ କଣ୍ଟାକ୍ଟ ଲିଷ୍ଟ ଜାଣିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଶନିବାର…

ପଲ୍ଲିଶ୍ରୀ କେଶବ କବି କଳାକାର ସଂଘ ପକ୍ଷରୁ ୨୦ ହଜାର ଟଙ୍କା ସହାୟତା

ବାହାନଗା, ୨୦ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ଅଞ୍ଚଳର ପଲ୍ଲିଶ୍ରୀ କେଶବ କବି କଳାକାର ସଂଘ ପକ୍ଷରୁ କରୋନା ସଂକ୍ରମଣର ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫି୍‌ ଫଣ୍ଡକୁ ୨୦ହଜାର ଟଙ୍କା ସହାୟତା ଦିଆଯାଇଛି। ଏହି ସଂଘର ଖରାସାହାପୁର ଓ ଅଭଣା ଅଞ୍ଚଳରେ…

ସହଯୋଗର ହାତ ବଢାଇଲେ ଅଧିକାରୀ

ଖଇରା, ୨୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ଅଧୀନ ନୂଆଗାଁବଡ ଗ୍ରାମର ଭାରତୀୟ ଆୟକର ବିଭାଗର ଡେପୁଟି କମିଶନର ଆଶିଷ କୁମାର ପଣ୍ଡା ବର୍ତ୍ତମାନ ଦିଲ୍ଲୀରେ ଅବସ୍ଥାପିତ ଥିବା ବେଳେ କରୋନା ସମୟରେ ନିଜ ଅଞ୍ଚଳର ଅସହାୟଙ୍କ ପାଇଁ ସହଯୋଗର…

ପରପାରିରେ ଶତାୟୁ ପଣ୍ଡିତ

ଖଇରା, ୨୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ମହତୀପୁର ପଞ୍ଚାୟତ ଅଧୀନ ଫଗୁଣା ଗ୍ରାମର ଦିନବନ୍ଧୁ ଶତପଥୀ (୧୧୦)ଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ସେ ଜଣେ ଏକେଶ୍ୱରବାଦୀ ତଥା ଜଗନ୍ନାଥଙ୍କର ପରମଭକ୍ତ ଥିଲେ। ଜଣେ ବିଦ୍ୱାନ ପଣ୍ଡିତ ଭାବେ ମଧ୍ୟ ଘରେ…

ସୁଣ୍ଢିରା, ପୂର୍ବପଡା ଗ୍ରାମରେ ମାସ୍କ ବଣ୍ଟନ

ଖଇରା, ୨୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ସୁଣ୍ଢିରା ପଞ୍ଚାୟତ ବାରପଡାସ୍ଥିତ ବାବା ଆଳଣ୍ଡଳେଶ୍ୱର ବୋଲବମ କମିଟି ପକ୍ଷରୁ ରବିବାର ସଚେତନତା କାର୍ଯ୍ୟକ୍ରମ ସହିତ ମାସ୍କ ଓ ସାବୁନ ବଣ୍ଟନ କରାଯାଇଛି। ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ଓ ସରପଞ୍ଚ ସଞ୍ଜୟ କୁମାର ସେଠୀ…

୨ ବଖରା ଜଳିଗଲା

ବାହାନଗା, ୨୦ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ପଞ୍ଚାୟତର ୮ନମ୍ବର ୱାର୍ଡରେ ଅଗ୍ନିକାଣ୍ଡ ଘଟି ନନ୍ଦକିଶୋର ପ୍ରଧାନଙ୍କର ୨ବଖରା ସମେତ ତାଙ୍କର ଏକ ଦୋକାନ ଘର ପୋଡିପାଉଁଶ ହୋଇଯାଇଛି। ନନ୍ଦକିଶୋରଙ୍କ ଘର ଉପର ଦେଇ ବିଦ୍ୟୁତ ତାର ଯାଇଥିବା ବେଳେ ପବନ…

ରିଲିଫ ଫଣ୍ଡକୁ ଶିଳ୍ପପତି ଦେଲେ ୨ଲକ୍ଷ

ରୂପ୍‌ସା, ୨୦।୪(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶ ଓ ରାଜ୍ୟରେ ବିଭିନ୍ନ ପ୍ରଶାସନିକ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ ଓ ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡକୁ ବିଭିନ୍ନ ବର୍ଗର ଲୋକେ ସହାୟତାର ହାତ ବଢ଼ାଇଛନ୍ତି। ବାଲେଶ୍ୱର ଜିଲା…

ସହାୟତା ଦେଲା ବରିଷ୍ଠ ନାଗରିକ ମଞ୍ଚ

ବାଲିଆପାଳ, ୨୦।୪(ସ୍ବ.ପ୍ର)-କରୋନା ମୁକାବିଲା ପାଇଁ ଲଙ୍ଗଳେଶ୍ୱର ଉତ୍କଳମଣି ବରିଷ୍ଠ ନାଗରିକ ମଞ୍ଚ ଲଙ୍ଗଳେଶ୍ୱର ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ପରିଷଦର ଉପସଭାପତି ସୁଶାନ୍ତ ବେହେରା, ସମ୍ପାଦକ ପୁରୁଷୋତ୍ତମ ସାହୁ, ସହସମ୍ପାଦକ ବିନୋଦ କୁମାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri