ବାଲେଶ୍ୱର

ବ୍ଲକ କାର୍ଯ୍ୟାଳୟ ଆଗରେ ଏସ୍‌ୟୁସିଆଇର ବିକ୍ଷୋଭ ପ୍ରଦର୍ଶନ

ଭୋଗରାଇ,୨୮।୨(ପ୍ରଦୀପ ଦାସ): ୧୪ ଦଫା ଦାବି ନେଇ ବାଲେଶ୍ୱର ଜିଲା ଭୋଗରାଇ ନିର୍ବାଚନ ମଣ୍ଡଳୀର ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ଶାଖା ପକ୍ଷରୁ ଶୁକ୍ରବାର ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏସ୍‌ୟୁସିଆଇ କର୍ମକର୍ତ୍ତା ଏକାଠି ହୋଇ ଭୋଗରାଇ ଥାନା ଛକ ବସ୍‌ଷ୍ଟାଣ୍ଡରୁ ଏକ…

ବିଦ୍ୟୁତ୍‌ ନେଲା ଜୀବନ, ବିଲରେ ଟଳିପଡ଼ିଲେ ଚାଷୀ

ବାଲେଶ୍ୱର,୨୮ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସିଂଲା ଥାନା କୁଣ୍ଡଳୀ ପଞ୍ଚାୟତ ଅନ୍ତର୍ଗତ ଦାଣ୍ଡିପଦାଠାରେ ଶୁକ୍ରବାର ସକାଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୁଣ୍ଡଳୀ ଗ୍ରାମର ହୃଦାନନ୍ଦ ମଲ୍ଲିକ (୬୦)। ହୃଦାନନ୍ଦ ବିଲକୁ ଚାଷକାର୍ଯ୍ୟ ପାଇଁ…

ମନ୍ଦିର ସାମ୍ନାରେ ହଣାକଟା: ଯାତ୍ରା କଳାକାର ବାପି ପଣ୍ଡାଙ୍କ ଦୁଇ ଭାଇଙ୍କୁ ହାଣି ଦେଲେ ଦୁର୍ବୃତ୍ତ

ବାଲେଶ୍ୱର,୨୭ା୨(ବାଞ୍ଛାନିଧି ଦେ): ମହାଶିବରାତ୍ରିରେ ଘଟିଛି ଅଭାବନୀୟ ଘଟଣା। ବାଲେଶ୍ୱର ଜିଲା ଟାଉନ ଥାନା ଅନ୍ତର୍ଗତ ନାଥପାଣି ଛକରେ ବୁଧବାର ଜାଗର ରାତିରେ ଦୁର୍ବୃତ୍ତମାନେ କରିଛନ୍ତି ହଣାକଟା। ମନ୍ଦିର ସାମ୍ନାରେ ଦୁର୍ବୃତ୍ତମାନେ ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରି ଚମ୍ପଟ ମାରିଛନ୍ତି। ଯାତ୍ରା…

ଯୁବତୀଙ୍କ ଗଳାକାଟି ହତ୍ୟା ଘଟଣା: ପୋଲିସ ଭୟରେ ବିଷ ପିଇଦେଲେ

ବାସୁଦେବପୁର/ସୋର,୨୭ା୨(ନାରାୟଣ ପ୍ରସାଦ ବାରିକ/ ଜନ୍ମେଜୟ ମିଶ୍ର):ବିବାହ ଲାଗି ମନା କରିବାରୁ ବାଲେଶ୍ୱର ଜିଲା ସୋର ଥାନା ଲିଙ୍ଗପଡ଼ା ଗ୍ରାମର ଜ୍ୟୋତିର୍ମୟୀ ରଣା ନାମ୍ନୀ ଯୁବତୀଙ୍କୁ ୩ଦିନ ତଳେ ଗଳାକାଟି ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ପ୍ରେମିକ ବିଶ୍ୱରଞ୍ଜନ ପୁହାଣ ଫେରାର…

ଭୂଷଣ୍ଡେଶ୍ୱର-ଚନ୍ଦନେଶ୍ୱରଙ୍କଠାରେ ଜାଗର ଜାଳିଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ଭୋଗରାଇ,୨୬ା୨(ପ୍ରଦୀପ ଦାସ): ମହାଶିବରାତ୍ରିରେ ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମହାଦେବ ମନ୍ଦିର। ଏଭଳି ସ୍ଥିତିରେ ପୂର୍ବ ଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ଓ ଏସିଆର ସର୍ବବୃହତ ଶିବଲିଙ୍ଗ ଭୂଷଣ୍ଡେଶ୍ୱର ମନ୍ଦିର ସମେତ ବାଲେଶ୍ୱର…

ମହାଶିବରାତ୍ରିରେ ଅଘଟଣ: ଯୁବକଙ୍କୁ ମାରି ଫିଙ୍ଗିଦେଲେ

ବାଲେଶ୍ବର, ୨୬।୨(ବାଞ୍ଛାନିଧି ଦେ): ମହାଶିବରାତ୍ରିରେ ଘଟିଛି ଏକ ଅଭାବନୀୟ ଘଟଣା l ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅମର୍ଦ୍ଦାରୋଡ଼ ଫାଣ୍ଡି ଅନ୍ତର୍ଗତ ଇନ୍ଦିରା ଛକ ନିକଟରୁ ବୁଧବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଜବତ କରିଛି…

ହଠାତ୍‌ ଥରିଲା ଘରର ଝରକା-କବାଟ, ଆଉ ତା’ ପରେ…

ବାଲେଶ୍ୱର,୨୫ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସିମୁଳିଆ, ଔପଦା, ସୋର, ଖଇରା, ବାହାନଗା, ରେମୁଣା, ନୀଳଗିରି ସମେତ ବାଲେଶ୍ୱର ସହରର କିଛି ଅଞ୍ଚଳରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୬ଟାରୁ ୬.୧୫…

ବ୍ୟାଗ୍‌ରେ ଭର୍ତ୍ତି କରି ନବଜାତ ଶିଶୁକୁ ଫିଙ୍ଗିଦେଲେ, କାନ୍ଦ ଶୁଭିବାରୁ…

ବାଲେଶ୍ୱର,୨୫ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଦେଇ ଯାଇଥିବା ୬୦ ନଂ ଜାତୀୟ ରାଜପଥର ରୂପ୍‌ସା ଥାନା ଅନ୍ତର୍ଗତ ଧାରି ପୋଲ ନିକଟରୁ ମଙ୍ଗଳବାର ଏକ ବ୍ୟାଗ୍‌ ଭିତରୁ ନବଜାତ ଶିଶୁକୁ ପୋଲିସ ଉଦ୍ଧାର କରିଛି। ରାଜପଥ ପାଶର୍‌ବରେ ବ୍ୟାଗ ଭିତରୁ ପିଲାଟିର…

ଏକତରଫା ପ୍ରେମରେ ବିଫଳ ପିଶାଚ ପ୍ରେମିକର ବର୍ବର କାଣ୍ଡ

ସୋର, ୨୪ା୨(ଜନ୍ମେଜୟ ମିଶ୍ର): ଏକତରଫା ପ୍ରେମରୁ ବୀଭତ୍ସ ହତ୍ୟା। ସୋର ଥାନା ଲିଙ୍ଗାପଡ଼ା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି।ଯୁବତୀ ଜଣଙ୍କ ନାମ ହେଉଛି ଜ୍ୟୋତିର୍ମୟୀ ରଣା (୨୫)। ଜ୍ୟୋତିର୍ମୟୀ ଭୁବନେଶ୍ୱରରେ ଏକ ଘରୋଇ ସଂସ୍ଥାରେ କାମ କରୁଥିବା ବେଳେ ଦୁଇମାସ ତଳେ…

ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତ ଫେରାର

ଜଳେଶ୍ୱର,୨୩ା୨(ରବିନାରାୟଣ ପାତ୍ର): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ସନ୍ଧ୍ୟାରେ ନାବାଳିକା ଜଣକ ଘରକୁ ଫେରୁଥିବା ବେଳେ ଶିଖରପୁର ପଞ୍ଚାୟତ ଅନ୍ତର୍ଗତ ଚକହରି ଗଁାର ଜଣେ ଯୁବକ ତାଙ୍କୁ ଟେକିନେଇ…

ପୁଣି ଟ୍ରେନ୍‌ ଦୁର୍ଘଟଣା: ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍‌ ଟ୍ରେନରୁ ଖସିପଡ଼ିଲା ବ୍ୟାଟେରି

ସୋର,୨୨।୨(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଷ୍ଟେଶନ ନିକଟ ସର୍ବରା ଷ୍ଟେଶନର କିଛି ଦୂରରେ ଶନିବାର ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍‌ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ଟି ପଶ୍ଚିମବଙ୍ଗର ନ୍ୟୁଜଲପାଇଗୁଡିରୁ ଚେନ୍ନାଇ ସେଣ୍ଟ୍ରାଲ ଅଭିମୁଖେ ଯାଉଥିବା ବେଳେ ବ୍ୟାଟେରି ସହିତ ଅନ୍ୟ…

ଧାନ ଉଠାଣ ବିଳମ୍ବ ନେଇ ରାସ୍ତାରେ ବସିଲେ ଚାଷୀ, ଯାନବାହନ ଚଳାଚଳ ବ୍ୟାହତ

ନୀଳଗିରି,୨୨ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ବ୍ଲକ ମାଟିଆଳି ବହୁମୁଖୀ ସମବାୟ ସମିତି ଲିଃ ଅନ୍ତର୍ଗତ ଛତ୍ରପୁର ଶାଖାରେ ଧାନକିଣାରେ ପ୍ରିୟାପ୍ରୀତି ପୋଷଣ ସହ ସିରିଏଲରେ ଆଗ ପଛ କରିବା, ନିଧାର୍ଯ୍ୟ ସମୟରେ ଧାନ ନେଉ ନ ଥିବା ଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri