ଟ୍ରକ୍କୁ ପିଟିଲା ଟ୍ରକ: ଜଣେ ମୃତ, ୨ ଆହତ
ସୋର, ୨୩।୪(ଡି.ଏନ.ଏ.)-ସୋର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ତଳନଗର ଠାରେ ଏକ ଟ୍ରକରେ ମାଲବୋଝେଇ ସମୟରେ ଅନ୍ୟ ଏକ ଟ୍ରକ ଧକ୍କା ଦେଇଛି। ଘଟଣାସ୍ଥଳରେ ତପନ ବେହେରା ନାମକ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୨ ଜଣ…
ପୁନେରେ ଫସିଛନ୍ତି ସ୍କିଲ ଓଡ଼ିଶା ଛାତ୍ର
ବାଲେଶ୍ୱର ଅଫିସ,୨୩।୪-ବାଲେଶ୍ୱର ସଦର ବ୍ଲକ, ବସ୍ତା ଓ ଜଳେଶ୍ୱର ବ୍ଲକର ୧୩ଜଣ ଛାତ୍ର ସରକାରୀ ନିଯୁକ୍ତି ଭିତ୍ତିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ (ସ୍କିଲ ଓଡ଼ିଶା)ରେ କୃତକାର୍ଯ୍ୟ ହୋଇ ଗତ ୫ତାରିଖରେ ପୁନେର ଏକ ଅଟୋମୋବାଇଲ୍ କମ୍ପାନୀରେ ଯୋଗଦେଇଥିଲେ। କିଛିଦିନ ପରେ ଲକ୍ଡାଉନ୍ ହେବା…
କ୍ୱାରାଣ୍ଟାଇନକୁ ଗଲେ ପଶ୍ଚିମବଙ୍ଗ ଫେରନ୍ତା
ରସାଳପୁର, ୨୩।୪(ଡି.ଏନ୍.ଏ.)-ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ଏବେ ଓଡ଼ିଶା ସରକାରଙ୍କ ଚିନ୍ତା ବଢିଯାଇଛି। ବାଲେଶ୍ୱର, ଭଦ୍ରଖ, ଯାଜପୁରରେ ୩ଦିନ ଧରି ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସଂକ୍ରମଣରୁ କିଭଳି ରକ୍ଷା କରାଯିବ ସେନେଇ ରାଜ୍ୟ ସରକାର ସମସ୍ତ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା…
ବୋହୂଙ୍କୁ ଆକ୍ରମଣ: ଶ୍ୱଶୁର, ଶାଶୁଙ୍କ ନାମରେ ମାମଲା
ଖଇରା,୨୩।୪(ଡି.ଏନ୍.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ବର୍ତ୍ତନା ପଞ୍ଚାୟତ ଅଧୀନ ଧଳିଗଡିଆ ଗ୍ରାମର ତିଳୋତ୍ତମା ରାଉତ ନାମ୍ନୀ ମହିଳାଙ୍କୁ ଆକ୍ରମଣ ଅଭିଯୋଗରେ ଖଇରା ପୋଲିସ ତାଙ୍କ ଶ୍ୱଶୁର, ଶାଶୁଙ୍କ ସମେତ ୬ଜଣଙ୍କ ନାମରେ ମାମଲା (୮୦/୨୦)ରୁଜୁ କରିଛି ା ଅଭିଯୋଗ ଅନୁଯାୟୀ, ତିଳୋତ୍ତମାଙ୍କ…
ମୁକୁଳା ପଡ଼ିଛି ବାଲେଶ୍ୱର-ବାସୁଦେବପୁର ସଲ୍ଟ ରୋଡ୍: ଫାଇଦା ନେଉଛନ୍ତି ପଶ୍ଚିମବଙ୍ଗ ଫେରନ୍ତା
ବାହାନଗା, ୨୩ା୪(ଡି.ଏନ୍.ଏ.)-କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଲକଡାଉନ୍ ଘୋଷଣା କରିଛନ୍ତି। ସମସ୍ତ ସୀମାନ୍ତକୁ ସିଲ୍ କରାଯାଇଛି। ଏବେ ରାଜ୍ୟ ବାହାରେ କାମ କରୁଥିବା ଓଡିଆ ଲୋକମାନେ ଚାଲି ଚାଲି , ସାଇକେଲ ଓ କାର ଭଡା…
ନଡିଆଗଛ ଉପୁଡ଼ି ଘର ଭାଙ୍ଗିଲା
ଖଇରା, ୨୩।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଚ୍ୟୁତପୁର ପଞ୍ଚାୟତ ଅଧୀନ ଓହଡ ଗ୍ରାମର ଜମ୍ବୁବତୀ ସାହୁଙ୍କ ଝାଟିମାଟି ଘର ଉପରେ ଏକ ନଡିଆ ଗଛ ଉପୁଡି ପଡିବାରୁ ତାଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ବୁଧବାର ଗଣ୍ଡିବେଡ ରାଜସ୍ବ ନିରୀକ୍ଷକ ମିନାରାଣୀ ଶିଅଳ…
ରିଲିଫ ପାଣ୍ଠିକୁ ସହାୟତା କଲେ ବିଜେଡି କର୍ମୀ
ଖଇରା, ୨୩।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ୩୭ପଞ୍ଚାୟତର ବିଜେଡି କର୍ମୀଙ୍କ ପକ୍ଷରୁ ୫ଲକ୍ଷ ୬୩୦ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି ା ବୁଧବାର ଖଇରା ଦଳୀୟ କାର୍ଯ୍ୟାଳୟରେ କର୍ମୀ ମାନେ ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ଜରିଆରେ…
ସାନିଟାଇଜ୍ ହେଲା ଡାକ୍ତରଖାନା
ବାହାନଗା, ୨୨ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକର ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ କିଛି ଅଞ୍ଚଳକୁ ଅଗ୍ନିଶମ ବିଭାଗ ଦ୍ୱାରା ସାନିଟାଇଜ୍ କରାଯାଇଛି। ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତ୍ୟେକ ଦିନ ଶହ ଶହ ରୋଗୀ ଚାଲିଆସୁଥିବାରୁ ଏହାକୁ ଆଖିଆଗରେ ରଖି ପ୍ରଶାସନ ପକ୍ଷରୁ…
ସିପିଏମ୍ ପକ୍ଷରୁ ପ୍ରତିବାଦ ସଭା
ଖଇରା,୨୨।୪(ଡି.ଏନ.ଏ.)-ସିପିଏମ ଆଞ୍ଚଳିକ କମିଟି ଖଇରା ଶାଖା ପକ୍ଷରୁ ବାଲେଶ୍ୱର ଜିଲା ଖଇରା ବଜାରରେ ମଙ୍ଗଳବାର ପଥପ୍ରାନ୍ତ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି। ସନ୍ତୋଷ କୁମାର ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ପାର୍ବତୀ ସାହୁ, ସୁଭଦ୍ରା ସାହୁ, ଗୀତାଞ୍ଜଳି ସାହୁ, ଭଗବାନ ଦାସ,…
ବିଭିନ୍ନ ସଙ୍ଗଠନ ପକ୍ଷରୁ ରିଲିଫ ପାଣ୍ଠିକୁ ସହାୟତା
ଖଇରା, ୨୨।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକର ବିଭିନ୍ନ ସଙ୍ଗଠନ ପକ୍ଷରୁ ଖଇରା ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଅର୍ଥଦାନ କରାଯାଇଛି ା ଖଇରାସ୍ଥିତ ପ୍ରତିଭା ପରିବାର ଓ ଖଇରା ସାହିତ୍ୟ ସଂସଦ ତରଫରୁ ପ୍ରଫେସର…
ସୀମା ସିଲ୍ ଅଞ୍ଚଳ ପରିଦର୍ଶନ କଲେ ଡିଜିପି
ବାଲେଶ୍ୱର ଅଫିସ/ଜଳେଶ୍ୱର/ବାରିପଦା ଅଫିସ, ୨୧ା୪(ସ୍ବ.ପ୍ର.)-ଓଡ଼ିଶାରେ ଚିହ୍ନଟ ହୋଇଥିବା ସର୍ବାଧିକ କରୋନା ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ୍ ରହିଥିବା ଜଣାପଡିବା ପରେ ରାଜ୍ୟ ସରକାର ସୀମାନ୍ତ ଅଞ୍ଚଳରେ ସୁରକ୍ଷା କଡାକଡି ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ସୀମା ସିଲ୍ ଅଞ୍ଚଳର ବାସ୍ତବ ସ୍ଥିତି ପରିଖିବା…
ବାଲେଶ୍ୱରରେ ୨ ବର୍ଷର ଶିଶୁକନ୍ୟା କରୋନା ଆକ୍ରାନ୍ତ ଚିହ୍ନଟ: ଆରମ୍ଭ ହେଲା ସ୍ବତନ୍ତ୍ର ନମୁନା ପରୀକ୍ଷା ଶିବିର, ବିଶୁଦ୍ଧୀକରଣ
ସଜନାଗଡ଼, ୨୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍ପୁର ଥାନା ଅଞ୍ଚଳରେ ସୋମବାର ଏକ ୨ ବର୍ଷର ଶିଶୁକନ୍ୟା କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିବା ପରେ ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଚିହ୍ନଟ ହୋଇଥିବା ଶିଶୁକନ୍ୟାଙ୍କ ସଂସ୍ପର୍ଶରେ ଆସିଥିବା ଲୋକ ଏବଂ…
Archives


