ବାଲେଶ୍ୱର

ଆବଦ୍ଧାଞ୍ଚଳରେ ଦିଆଗଲା ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ

ଖଇରା,୯।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ପଞ୍ଚାୟତର କୁରୁଣ୍ଟା ପଞ୍ଚାୟତ ବାରିଙ୍ଗିଆ ଗ୍ରାମରୁ ଜଣେ କଲିକତା ଫେରନ୍ତା କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ବାରିଙ୍ଗିଆ ସମେତ ଚକାପଦା, ମହିଁସାମୁଣ୍ଡା ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ଗ୍ରାମବାସୀଙ୍କ ଘରୁ…

ମାଛ ଗାଲିସି ତଳୁ ବାହାରିଲା ୩୦ଗ୍ରାମ ବ୍ରାଉନ୍‌ସୁଗାର: ଯୁବକ ଅଟକ

ଜଳେଶ୍ୱର, ୮।୫(ସ୍ବ.ପ୍ର.)-ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବାରେ ପ୍ରଶାସନ ବ୍ୟସ୍ତ ଥିବା ବେଳେ ନିଶା ବ୍ୟବସାୟୀମାନେ ଏହାର ସୁଯୋଗ ନେଇ କାରବାର ଚଳାଇଛନ୍ତି। ସେମାନେ ପରିବା ଓ ମାଛ ବିକ୍ରି କରିବା ଆଳରେ ପୁଡିଆ କରି ବ୍ରାଉନ୍‌ସୁଗାର କାରବାର ନଜରକୁ ଆସିଛି।…

କରୋନା ସାଙ୍ଗକୁ ବର୍ଷା ମାଡ଼: ମଉଳିଗଲା ଚାଷୀଙ୍କ ଆଶା

ଖଇରା, ୮।୫(ଡି.ଏନ.ଏ.)-କରୋନା ସାଙ୍ଗକୁ ଏବେ ଦାଉ ସାଧୁଛି ବର୍ଷା। ଏଥିରେ ଅଧିକ କ୍ଷତିଗ୍ରସ୍ତ ହେଉଛନ୍ତି ଚାଷୀ। ବାଲେଶ୍ୱର ଜିଲା ଖଇରା ବ୍ଲକର ଗଗନଧୂଳି, ଡାଲଙ୍ଗ, ପଳସା ଓ ଅଚ୍ୟୁତପୁର ପଞ୍ଚାୟତରେ ଏହାର ପ୍ରଭାବ ପଡିଛି। ସରକାର କ୍ଷତିପୂରଣ ବ୍ୟବସ୍ଥା ନ କଲେ…

ଜଳେଶ୍ୱର ଷ୍ଟାଡ଼ିୟମ ପୂର୍ଣ୍ଣାଙ୍ଗୀକରଣ ପାଇଁ ୨୦ ଲକ୍ଷ ମଞ୍ଜୁର

ଜଳେଶ୍ୱର, ୮ା୫(ସ୍ବ.ପ୍ର.)-ଦୀର୍ଘ ୧୦ବର୍ଷ ଧରି ଅଧାପନ୍ତରିଆ ଭାବେ ରହିଥିବା ବାଲେଶ୍ୱର ଜିଲା ଜଳେଶ୍ୱର ଷ୍ଟାଡ଼ିୟମକୁ ପୂର୍ଣ୍ଣାଙ୍ଗୀକରଣ କରିବା ଲାଗି ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟରେ ୨୦ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ା ବୁଧବାର ସନ୍ଧ୍ୟାରେ ଜଳେଶ୍ୱର ବିଧାୟକ ଏକ ପ୍ରେସ୍‌ନୋଟ୍‌ ଜରିଆରେ ଜଳେଶ୍ୱର…

କୁରୁଣ୍ଟା, ସାରୁଗାଁ, ସୁଣ୍ଢିରାରୁ ସ୍ବାବ ସଂଗ୍ରହ

ଖଇରା, ୭।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ ୩ଜଣ କରୋନା ସଂକ୍ରମିତ ଚିହ୍ନଟ ହେବା ବାଲେଶ୍ୱର ଓ ଖଇରା ମେଡିକାଲ ଟିମ୍‌ ତରଫରୁ ସ୍ବାବ ସଂଗ୍ରହ କାର୍ଯ୍ୟକୁ ଅଧିକ ତ୍ୱରାନ୍ବିତ କରାଯାଇଛି। କରୁଣ୍ଟା ପଞ୍ଚାୟତର ବାରିଙ୍ଗିଆ ଗ୍ରାମରୁ ବୁଧବାର ଜଣେ ସଂକ୍ରମିତ ଚିହ୍ନଟ…

ଦୁର୍ବଳ ନଦୀବନ୍ଧ ମରାମତି ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୭।୫-ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତ୍ତିକ ବିପର୍ଯ୍ୟୟ କମିଟି ଓ ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିବା ବେଳେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜିଲାପାଳ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ଅନୁଦାନ

ବାଲେଶ୍ୱର ଅଫିସ, ୭।୫-ବାଲେଶ୍ୱର ଜିଲା ଗାୟତ୍ରୀ ଶକ୍ତିପୀଠ ତରଫରୁ ମହାମାରୀ କରୋନା ପୀଡ଼ିତଙ୍କ ସହାୟତା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୨୫ହଜାର ଟଙ୍କାର ଚେକ୍‌ ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକଙ୍କୁ ପ୍ରଦାନ କରାଯାଇଛି। ଅଙ୍ଗାରଗଡ଼ିଆସ୍ଥିତ ଉକ୍ତ ଶକ୍ତିପୀଠର ଯୁବାବର୍ଗ ଲକ୍‌ଡାଉନ୍‌…

ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ରଙ୍କ ପରଲୋକ

ବାଲେଶ୍ୱର ଅଫିସ/ସୋର.୬ା୫(ଡି.ଏନ୍‌.ଏ): ବାଲେଶ୍ୱରର ଅନ୍ୟତମ ବିଶିଷ୍ଟ ବ୍ୟକ୍ତି ତଥା ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ର(୯୭)ଙ୍କର ବୁଧବାର ସହଦେବଖୁଣ୍ଟାସ୍ଥିତ ବାସଭବନରେ ପରଲୋକ ଘଟିଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ଆକ୍ରାନ୍ତ ହୋଇ ସେ ଚିକିତ୍ସାଧୀନ ଥିଲେ। ତେବେ ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା…

ନନ୍ଦୁର ପଞ୍ଚାୟତରେ ମାସ୍କ ବଣ୍ଟନ

ଖଇରା,୬।୫(ଡି.ଏନ.ଏ)-ବିଜେଡି ଜିଲା ମହିଳା ମୋର୍ଚ୍ଚା ସଦସ୍ୟା ତଥା ନନ୍ଦୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୟନ୍ତୀ ପତି ଓ ବିଜେଡି ସାଧାରଣ ସମ୍ପାଦକ ପ୍ରହଲ୍ଲାଦ ପତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଭିନ୍ନ ଗ୍ରାମରେ ବୁଧବାର ମାସ୍କ ବଣ୍ଟନ କରାଯାଇଛି। ପ୍ରଥମେ ସୁଙ୍ଗୁଡା ପରେ ଗୋଆଲ୍ଡି…

ବାଲେଶ୍ୱରରେ ୨୫ରେ ପହଞ୍ଚିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ନୂଆ ଆକ୍ରାନ୍ତ ୪୮ ବର୍ଷୀୟ ବ୍ୟକ୍ତି

ଭୁବନେଶ୍ୱର(ବ୍ୟୁରୋ),୬।୫: ବାଲେଶ୍ୱରରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ବ୍ୟକ୍ତି ୪୮ ବର୍ଷୀୟ ବ୍ୟକ୍ତି। ସେ ପଶ୍ଚିମବଙ୍ଗର କୋଲକାତାରୁ ଫେରି କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ବୁଧବାର ଅପରାହ୍ନରେ ସେ ପଜିଟିଭ୍‌ ଜଣାପଡ଼ିବା ପରେ ତାଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ଏବଂ କଣ୍ଟ୍ରାକ୍ଟ ଟ୍ରେସିଂ ଆଦି ଆରମ୍ଭ…

ଆଞ୍ଚଳିକ ବାରିକ ସମିତି ପକ୍ଷରୁ ଦାବିପତ୍ର

ବାହାନଗା,୬ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଳକ ଗୋପାଳପୁର ଆଞ୍ଚଳିକ ବାରିକ ସମିତି ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବାହାନଗା ତହସିଲଦାର ଓ ସୋର ବିଧାୟକଙ୍କୁ ସରକାର ଲକଡାଉନ୍‌ରେ ସହାୟତା ପ୍ରଦାନ ନିମନ୍ତେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ା ଗୋପାଳପୁର ଆଞ୍ଚଳିକ ବାରିକ୍‌ ସମିତି…

ହୃଦରୋଗରେ ଡାକ୍ତରଙ୍କ ପରଲୋକ

ଖଇରା, ୫।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଅନ୍ତରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ସରୋଜ କୁମାର ମହାପାତ୍ର(୪୩) ହୃଦ୍‌ରୋଗରେ ପ୍ରାଣ ହରାଇଛନ୍ତି। ନୀଳଗିରି ମିତ୍ରପୁର ଅଞ୍ଚଳର ଏହି ଡାକ୍ତର ଜଣକ ଅନ୍ତରା ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଆୟୁଷ ଡାକ୍ତର ଭାବେ ୮ବର୍ଷ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?