‘ଜିଲାରେ ହେଉ କୋଭିଡ୍ ପରୀକ୍ଷଣ କେନ୍ଦ୍ର’
ବାଲେଶ୍ୱର ଅଫିସ, ୪।୫: ରାଜ୍ୟର ୩ ଜିଲା ବାଲେଶ୍ୱର, ଭଦ୍ରକ ଓ ଯାଜପୁରକୁ କରୋନା ହଟ୍ସ୍ପଟ ଘୋଷଣା କରାଯାଇଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁ ଥିବା ବେଳେ ପ୍ରବାସୀ ଓଡ଼ିଆଙ୍କ ଆଗମନ ସ୍ଥିତିକୁ ଆହୁରି ସଙ୍ଗୀନ କରିପାରେ ବୋଲି ଆଶଙ୍କା…
ନେଳିଆବାଗରେ ଆବଦ୍ଧାଞ୍ଚଳ ଅବଧି ବଢ଼ିଲା
ବାଲେଶ୍ୱର ଅଫିସ, ୪ା୫-ବାଲେଶ୍ୱର ଜିଲାର ପ୍ରଥମ କରୋନା ସଂକ୍ରମିତ ନେଳିଆବାଗର ଜଣେ ୫୮ ବର୍ଷୀୟ ବୟସ୍କ ଚିହ୍ନଟ ହେବା ପରେ ଉକ୍ତ ଅଞ୍ଚଳକୁ ଗତ ଏପ୍ରିଲ ୧୯ରୁ ୨୬ତାରିଖ ପର୍ଯ୍ୟନ୍ତ ଆବଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଥିଲା। ପରେ ଉକ୍ତ ଅଞ୍ଚଳରେ ଲଗାତାର…
ଖନ୍ତାପଡାରେ ଦେଶୀ ମଦର ଅବାଧ କାରବାର
ବାହାନଗା, ୪ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡା ଅଞ୍ଚଳରେ ଚୋରା ଦେଶୀମଦ କାରବାର ବଢିଚାଲିଛି। ଚିତ୍ତାପଦା ଛକରେ ଏକ ପରିତ୍ୟକ୍ତ ଘରୁ ସୋର ଅବକାରୀ ବିଭାଗ ଅଧିକାରୀ ଚଢାଉ କରି ୧ହଜାର ୮ଶହ ଲିଟର ଚୋରା ଦେଶୀମଦ ଜବତ କରିଛି ା…
ସଂଘବଦ୍ଧ ଆକ୍ରମଣରେ ୬ ଗୁରୁତର
ଭୋଗରାଇ,୪।୫(ଡି.ଏନ୍.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ମନ୍ଦାରସାହିପାଟଣା ୭ନଂ. ୱାର୍ଡ଼ରେ ରବିବାର ପଡ଼ୋଶୀଙ୍କ ସଂଘବଦ୍ଧ ଆକ୍ରମଣରେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨ ମହିଳା ଅଛନ୍ତି। ସେମାନଙ୍କୁ ଗାଁଲୋକେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଜଳେଶ୍ୱରପୁର ଗୋଷ୍ଠୀ…
ସହାୟତା ଦେଲେ କେନ୍ଦ୍ରମନ୍ତ୍ରୀ
ସୋର,୪ା୫(ଡି.ଏନ.ଏ.)-କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ଲକ୍ଡାଉନ୍ ସମୟରେ ଅସହାୟ, ଗରିବ ଲୋକଙ୍କୁ ସହାୟତା ପ୍ରଦାନ କରିଛନ୍ତି। ସେ ୫୬ ବସ୍ତା ଚାଉଳ, ୪୦୦ ପ୍ୟାକେଟ୍ ଶୁଖିଲା ଖାଦ୍ୟ, ରାଶନ, ୧୫୦୦ ସାବୁନ ଓ ଏକ ପେଟି ମାସ୍କ ପ୍ରଦାନ କରିଛନ୍ତି। ସୋର…
ସ’ ମିଲ୍ରେ ଅଗ୍ନିକାଣ୍ଡ
ବାଲେଶ୍ୱର ଅଫିସ, ୩।୫-ବାଲେଶ୍ୱର ଜିଲା ଗଡ଼ଗଡ଼ିଆ ଛକ ନିକଟରେ ଥିବା ବଟେଶ୍ୱର ସ’ ମିଲ୍ରେ ରବିବାର ପୂର୍ବାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। ଜିଲା ଅଗ୍ନିଶମ ବାହିନୀର ୩ଟି ଗାଡ଼ି ପହଞ୍ଚତ୍ ନିଆଁକୁ…
କୋଟାରୁ ଫେରିଲେ ୫୪ ଛାତ୍ରୀଛାତ୍ର
ବାଲେଶ୍ୱର ଅଫିସ,୩।୫-କରୋନା ଲାଗି ସମଗ୍ର ଦେଶରେ ଲକ୍ଡାଉନ ଅବଧି ବୃଦ୍ଧି କରାଯାଇଛି। ଏହି ସମୟରେ ବାହାରେ ରହିଯାଇଥିବା ଶ୍ରମିକ, ଛାତ୍ରୀଛାତ୍ର ଓ ତୀର୍ଥଯାତ୍ରୀମାନଙ୍କୁ ନିଜ ନିଜ ରାଜ୍ୟକୁ ଫେରିବାକୁ କେନ୍ଦ୍ରସରକାର ଅନୁମତି ପ୍ରଦାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜସ୍ଥାନ କୋଟା ସହରରେ…
କୁକୁର ଭୟରେ ପୋଖରୀକୁ ଡେଇଁ ହରିଣର ପ୍ରାଣ ଗଲା
ଖଇରା, ୩।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଚାନ୍ଦଗୋଛି ଗ୍ରାମରେ ଥିବା ପୋଖରୀକୁ ଏକ ହରିଣ ଡେଇଁପଡିବାରୁ ତାର ମୃତ୍ୟୁ ଘଟିଛି। ରେଞ୍ଜର ବବିତା ସୋରେନଙ୍କ ନିର୍ଦ୍ଦେଶକ୍ରମେ ଔପଦା ଫରେଷ୍ଟର ସୁମତୀ ଦାସ, ଗାର୍ଡ ଭାରତୀ ସିଂ ପ୍ରମୁଖ…
ବାଲେଶ୍ୱରରୁ ପୁଣି ଜଣେ ପଜିଟିଭ୍ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୧୬୧
ଭୁବନେଶ୍ୱର,୩।୫(ବ୍ୟୁରୋ): ବାଲେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧ରେ ପହଞ୍ଚିଛି। ଏନେଇ ରବିବାର ଅପରାହ୍ନରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆକ୍ରାନ୍ତଜଣଙ୍କ ୩୪…
ଚଣ୍ଡିମାତା ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ରନ୍ଧାଖାଦ୍ୟ ବଣ୍ଟନ
ଖଇରା, ୩।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡାଲଙ୍ଗ ଗ୍ରାମର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଚଣ୍ଡିମାତା ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ବିଶ୍ୱ ଶ୍ରମିକ ଦିବସରେ ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ ବଣ୍ଟନ କରାଯାଇଛି। ସଭାପତି ମୁକ୍ତିକାନ୍ତ ପଣ୍ଡା, ସମ୍ପାଦକ ହରେକୃଷ୍ଣ ଓଝାଙ୍କ ନେତୃତ୍ୱରେ…
ହାତପାଣ୍ଠିରୁ ସଦର ବିଧାୟକ ଦେଲେ ୫୦ ଲକ୍ଷ
ବାଲେଶ୍ୱର ଅଫିସ, ୩।୫-ମହାମାରୀ କରୋନାକୁ ମୁକାବିଲା କରିବା ଲାଗି ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତ ହାତପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ବିଧାୟକ ଏହି ଅନୁଦାନ ଜିଲାପାଳଙ୍କ ମାଧ୍ୟମରେ ପ୍ରଦାନ କରିଛନ୍ତି। ବିଧାୟକ ଦତ୍ତ ଏହା ପୂର୍ବରୁ ୩…
କଣ୍ଟେନ୍ମେଣ୍ଟ ଜୋନ୍ରେ ଏମସ୍ର କେନ୍ଦ୍ରୀୟ ଟିମ୍: ୧୬୫ ସ୍ବାବ୍ ରିପୋର୍ଟ ନେଗେଟିଭ୍
ବାହାନଗା,୩ା୫(ଡି.ଏନ୍.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ବିଷ୍ଣୁପୁର ଗ୍ରାମର ହୋଇଥିବା କଣ୍ଟେନମେଣ୍ଟ ଜୋନରେ ଭୁବନେଶ୍ୱରସ୍ଥିତ ଏମସ୍ର କେନ୍ଦ୍ରୀୟ ଟିମ୍ ତଦନ୍ତ ପାଇଁ ପହଞ୍ଚିଥିଲେ। ଏହି ୩ଜଣିଆ କେନ୍ଦ୍ରୀୟ ଟିମ୍ ସହିତ ବିଡିଓ ରଘୁନାଥ ମହାପାତ୍ର ଉପସ୍ଥିତ ରହି କରୋନା ସଂକ୍ରମିତଙ୍କ ଘରକୁ ଯାଇ…

