ବାଲେଶ୍ୱର

୫ଶହ ପରିବାରକୁ ଖାଦ୍ୟ, ମାସ୍କ ବଣ୍ଟନ

ରୂପ୍‌ସା, ୨।୫(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ସମଗ୍ର ଦେଶ ଜଟିଳ ପରିସ୍ଥିତି ଦେଇ ଗତି କରୁଛି। ଜନସାଧାରଣଙ୍କୁ ସୁରକ୍ଷା ଦେବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ଏଥିପାଇଁ ବିଭିନ୍ନ ବର୍ଗର ଲୋକଙ୍କ ସମେତ ବହୁ…

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ମହିଳା, ଶିଶୁଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା ଦାବି

ବାଲେଶ୍ୱର ଅଫିସ,୨।୫: ଅନ୍ୟ ରାଜ୍ୟରୁ ବାଲେଶ୍ୱର ଜିଲାକୁ ଆସୁଥିବା ବହିରାଗତଙ୍କ ପାଇଁ କ୍ୱାରଣ୍ଟାଇନ୍‌ ବ୍ୟବସ୍ଥା କରାଯାଇଛି। ଏହି କେନ୍ଦ୍ରରେ ମହିଳା ଓ ଶିଶୁମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବାକୁ ଭାଜପା ମହିଳାମୋର୍ଚ୍ଚା ଜିଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଛି। ଏହି…

ତେଲଙ୍ଗାନାରେ ଫସିଛନ୍ତି ୧୫ରୁ ଊର୍ଦ୍ଧ୍ୱ ଶ୍ରମିକ

ବାଲେଶ୍ୱର ଅଫିସ,୨।୫: ବାଲେଶ୍ୱର ଜିଲା ଗୋପାଳପୁର ଅଞ୍ଚଳର ୧୫ରୁ ଊର୍ଦ୍ଧ୍ୱ ଶ୍ରମିକ ଦୁଇବର୍ଷ ଧରି ତେଲଙ୍ଗାନା ରାଜ୍ୟର ମେଡ଼ିଚାଲ ଜିଲା ଅଲାମ୍ପେଟ ପଞ୍ଚାୟତରେ ଥିବା ଶ୍ରୀରାମ ସ୍ପିନିଂ ମିଲ୍‌ରେ କାମ କରିବା ସହ ନିଜର ପରିବାର ସହ ରହୁଥିଲେ। କରୋନା ଯୋଗୁ…

ବାଲେଶ୍ୱରରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ: ୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୧ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି। ସେ ଜଣେ ପୁରୁଷ ଏବଂ ତାଙ୍କ ବୟସ ୫୮ ବର୍ଷ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ଘରକୁ ଫେରିବେ ଯାଜପୁରର ୬୨ ଶ୍ରମିକ

ଜଳେଶ୍ୱର, ୧ା୫(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର କ୍ୱାରାଣ୍ଟାଇନ ସେଣ୍ଟରରେ ୩୦ଦିନ ଧରି ରହିଥିବା ଯାଜପୁର ଅଞ୍ଚଳର ୬୨ଶ୍ରମିକ ଆଗାମୀ ଦୁଇ ଦିନ ମଧ୍ୟରେ ଘରକୁ ଫେରିଯିବେ। ଏ ସମ୍ପର୍କରେ ଗୁରୁବାର ବାଲେଶ୍ୱର ଜିଲା ଦାୟିତ୍ୱରେ ଥିବା ପ୍ରମୁଖ ସଚିବ ମଧୁସୂଦନ ପାଢ଼ୀ ସୂଚନା…

ସୋର ବ୍ଲକରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ୭ ଗ୍ରାମର ମୁଖ୍ୟ ରାସ୍ତା ସିଲ୍‌

ସୋର, ୩୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ତଳନଗର ପଞ୍ଚାୟତର ବେଲସବିରା ଓ ସୁନାରୀ ଗ୍ରାମରେ ବୁଧବାର ୨ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରଶାସନ ପକ୍ଷରୁ କଟକଣା କଡାକଡି କରାଯାଇଛି। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ବିଡ଼ିଓ…

କରୋନା ପଜିଟିଭ୍‌ ଆସିବା ପରେ ଖଇରା ବ୍ଲକର ୨ ଗ୍ରାମ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଖଇରା,୩୦।୪(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅନ୍ତରା ପଞ୍ଚାୟତର କନ୍ଦଡା ଗ୍ରାମର ଜଣେ କଲିକତା ଫେରନ୍ତାଙ୍କ ସ୍ବାବ ପଜିଟିଭ୍‌ ଜଣାପଡଛି। ଏହା ପରେ ବାଲେଶ୍ବର ଉପଜିଲାପାଳ କନ୍ଦଡା ସମେତ ପଡୋଶୀ ମହତୀପୁର ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯିବା ସହ ଉକ୍ତ…

ଖାଦ୍ୟ, ମାସ୍କ ବଣ୍ଟନ

ଖଇରା,୩୦।୪(ଡି.ଏନ.ଏ.)-ଫାଉଣ୍ଡେଶନ ଟ୍ରଷ୍ଟ ଓ ଆର୍ଯ୍ୟାନ ସଙ୍ଗଠନ ତରଫରୁ ବୁଧବାର ଖଇରା ବ୍ଲକର ଡଗରପଡା ପଞ୍ଚାୟତରେ ଖାଦ୍ୟ ଓ ମାସ୍କ ବଣ୍ଟନ କରାଯାଇଛି। ଟ୍ରଷ୍ଟ ଅଧ୍ୟକ୍ଷ ମହମ୍ମଦ ଆୟୁବଖାନ ଓ ସ୍ଥାନୀୟ ସ୍ବେଚ୍ଛାସେବୀ ରନତ୍ାକର ଦଳେଇ, ବିକ୍ରମ କୁଅଁର, ଲକ୍ଷ୍ମଣ ବେହେରା, କୃତିବାସ…

ଜଳେଶ୍ୱର ଆସିବାକୁ ପଞ୍ଜୀକରଣ କଲେ ୫୬୩୮ ଶ୍ରମିକ

ଜଳେଶ୍ୱର, ୩୦ା୪ (ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ୩୫ ପଞ୍ଚାୟତର ପ୍ରାୟ ୨ଲକ୍ଷ ୧୦ହଜାର ଲୋକ ବସବାସ କରନ୍ତି। ଏଥିରୁ ୨୧ହଜାର ବ୍ୟକ୍ତି ଅନ୍ୟ ରାଜ୍ୟରେ ରହି କାର୍ଯ୍ୟ କରୁଥିବା ବେଳେ ୫ହଜାର ବ୍ୟକ୍ତି ଅନ୍ୟ ଜିଲାରେ ରହି କାର୍ଯ୍ୟ କରି…

ବାହାନଗା ଅଟୋ ଆସୋସିଏଶନ ପକ୍ଷରୁ ସହାୟତା

ବାହାନଗା, ୩୦ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସଦରମହୁକମା ବଜାରରେ ଥିବା ମା’ ବାସୁଳୀ ଅଟୋ ଆସୋସିଏଶନ ପକ୍ଷରୁ କୋଭିଡ-୧୯ ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ୫ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହି ଚେକ୍‌ ବାହାନଗା ବ୍ଲକ ବିଡିଓ…

ବିଭିନ୍ନ ସ୍ଥାନରେ ଫୁଟିଲା ପାରିଜାତ

ବାଲେଶ୍ୱର ଅଫିସ,୩୦।୪- ବାଲେଶ୍ୱର ଜିଲା ଟାଉନ ଥାନା ଅଧୀନ ଗୋପାଳଗାଁସ୍ଥିତ ଲକ୍ଷ୍ମୀ ନାରାୟଣ ମହାନ୍ତିଙ୍କ ପୁଷ୍ପ ଉଦ୍ୟାନରେ ପାରିଜାତ ଫୁଲ ଫୁଟିଛି। ସହଦେବଖୁଣ୍ଟା ମଡ଼େଲ ଥାନା ବାଲିଆ ଅଞ୍ଚଳର ଆଇନଜୀବୀ ଶାନ୍ତନୁ ରାଉତଙ୍କ ବାଡ଼ିରେ ଓ ଇମାମୀ ଜଗନ୍ନାଥ ମନ୍ଦିର ପରିସରରେ…

ଶିକ୍ଷକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଦାନ

ବାହାନଗା, ୩୦ା୪(ଡି.ଏନ.ଏ.)-ବାହାନଗା ବ୍ଲକର ସମସ୍ତ ଶିକ୍ଷକ ସଂଘ ପକ୍ଷରୁ କୋଭିଡି-୧୯ର ସଫଳ ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଅର୍ଥ ଦାନ କରିଛନ୍ତି । ବ୍ଲକର ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଶିକ୍ଷାସହାୟକ ସଂଘର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକମାନେ କିଛି କିଛି ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?