ବାଲେଶ୍ୱର

ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା

ଖଇରା, ୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ସିମୁଳିଆ ଓ ଖଇରା ବ୍ଲକର ବିଭିନ୍ନ ପଞ୍ଚାୟତର ଅଙ୍ଗନୱାଡି କେନ୍ଦ୍ରକୁ ଛତୁଆ ଯୋଗାଇ ଆସୁଥିବା ମା’ ରାଉତରାଉତାଣୀ ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି ା ମଙ୍ଗଳବାର…

ରିଲିଫ ପାଣ୍ଠିକୁ ଦାନ କଲେ ଏସ୍‌ଏଚଜି

ବାଲେଶ୍ୱର ଅଫିସ, ୮।୪: କରୋନା ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରାଯାଇଛି। ବାଲେଶ୍ୱର ପୌରାଞ୍ଚଳ ସିଆଡ଼ି ମଙ୍ଗଳା ଏସ୍‌ଏଚ୍‌ଜି ତରଫରୁ ୧୦ହଜାର, ମଠବାଡ଼ି ଅଞ୍ଚଳର ମା’ ତାରିଣୀ…

ରାଶନକାର୍ଡଧାରୀଙ୍କୁ ଅର୍ଥ ବାଣ୍ଟିଲେ ମନ୍ତ୍ରୀ

ଖଇରା,୮।୪(ଡି.ଏନ୍‌.ଏ.)- ଖାଉଟି ସୁରକ୍ଷା ଯୋଜନାରେ ସାମିଲ ସମସ୍ତ ହିତାଧିକାରୀଙ୍କ ପାଇଁ ସରକାର ଅଗ୍ରୀମ ୩ମାସର ରାଶନ ସାମଗ୍ରୀ ସହିତ ଅତିରିକ୍ତ ୧ହଜାର ଟଙ୍କା ଲେଖାଏଁ ଅର୍ଥ ବ୍ୟବସ୍ଥା କରିଛନ୍ତି। ମଙ୍ଗଳବାର ଖଇରା ବ୍ଲକରେ ହିତାଧିକାରୀମାନଙ୍କୁ ଏହି ଅର୍ଥ ପ୍ରଦାନ ପ୍ରକ୍ରିୟା ଆରମ୍ଭ…

ରୂପ୍‌ସାରେ ରନ୍ଧାଖାଦ୍ୟ ବଣ୍ଟନ

ରୂପ୍‌ସା,୮।୪(ଡି.ଏନ.ଏ.)-ସାରା ଦେଶ ଲକଡାଉନ୍‌ ହେବା ପରେ ସାଧାରଣ ଜନଜୀବନ ଏକପ୍ରକାର ଠପ୍‌ ହୋଇଯାଇଛି। ଦିନମଜୁରିଆ, ଅସହାୟ ବୃଦ୍ଧାବୃଦ୍ଧ, ରୂପ୍‌ସା ରେଳ ଷ୍ଟେଶନରେ ଅଟକି ରହିଥିବା ଯାତ୍ରୀ, ହାଟଚାଳିରେ ରହୁଥିବା ନିରାଶ୍ରୟ ଓ ପିଡବ୍ଲ୍ୟୁଆଇ ଅଫିସ ନିକଟରେ ରହୁଥିବା ଅସହାୟମାନେ ଖାଦ୍ୟ ନ…

ଦୋକାନୀଙ୍କୁ ତାଗିଦ୍‌, ସାମାଜିକ ଦୂରତ୍ୱ ନ ରଖିଲେ କାର୍ଯ୍ୟାନୁଷ୍ଠାନ: ବାଲେଶ୍ୱର ଜିଲାପାଳ

ବାଲେଶ୍ୱର ଅଫିସ, ୭।୪-କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଓ ଜନସାଧାରଣଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାମାଜିକ ଦୂରତ୍ୱ କଟକଣାକୁ କଡ଼ାକଡ଼ି କରାଯାଇଛି। ଅନେକ ସମୟରେ ଏଥିରେ ବ୍ୟତିକ୍ରମ ସହ ଏହାର ଖୋଲାଖୋଲି ଉଲ୍ଲଂଘନ ହେଉଥିବା ଲକ୍ଷ୍ୟ କରାଯାଉଛି। ଏହାକୁ…

କରୋନା ମୁକାବିଲା: ୩ ସ୍ବାସ୍ଥ୍ୟ କେନ୍ଦ୍ରକୁ ୫ ଲକ୍ଷ ଦେଲେ ନୀଳଗିରି ବିଧାୟକ

ସଜନାଗଡ଼, ୭।୪( ଡି.ଏନ୍‌.ଏ): ମହାମାରୀ କରୋନା ମୁକାବିଲା ଲାଗି ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀର ବିଧାୟକ ଇଂ.ସୁକାନ୍ତ କୁମାର ନାୟକ ୩ ସ୍ବାସ୍ଥ୍ୟ କେନ୍ଦ୍ରକୁ ୩ ଲକ୍ଷ ଟଙ୍କା ଦାନ କରିଛନ୍ତି। ନୀଳଗିରି ଉପଖଣ୍ଡ ସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ରକୁ ୨ ଲକ୍ଷ ଟଙ୍କା…

ଭାଜପା ପକ୍ଷରୁ ଅସହାୟଙ୍କୁ ଖାଦ୍ୟ ପ୍ରଦାନ

ବାଲେଶ୍ୱର ଅଫିସ, ୭।୪-ଦେଶ କରୋନା ଭଳି ଭୟଙ୍କର ମହାମାରୀ ସହ ଲଢୁଥିବା ବେଳେ ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ଜିଲା ଭାଜପା ସଭାପତି ଉମାକାନ୍ତ ମହାପାତ୍ରଙ୍କ ପରାମର୍ଶରେ ଭାଜପା ଯୁବମୋର୍ଚ୍ଚା ତରଫରୁ ବାମପଦାରେ ଥିବା କୁଷ୍ଠାଶ୍ରମରେ…

ଗ୍ରାମରେ ବ୍ଲିଚିଂ ପକାଇ ବିଶୋଧନ

ବାହାନଗା, ୭ା୪(ଡି.ଏନ୍‌.ଏ.)-ବିଶ୍ୱ ମହାମାରୀ କରୋନା ଭାଇରସକୁ ରୋକିବା ଲାଗି ସାରା ଭାରତରେ ଲକ୍‌ ଡାଉନ୍‌ ଚାଲିଥିବା ବେଳେ ବିଭିନ୍ନ ଗ୍ରାମରେ ତାର କଡା ମୁକାବିଲା କରିବା ସହିତ ନିଜକୁ କିପରି ସୁରକ୍ଷିତ ରଖିହେବ ଏନେଇ ପଞ୍ଚାୟତ ତରଫରୁ ସରକାରଙ୍କ ନିର୍ଦ୍ଦେଶ ମୂଳେ…

ରିଲିଫ ପାଣ୍ଠିକୁ ହଜାରେ ଟଙ୍କା ଦେଲେ ୫ମ ଶ୍ରେଣୀ ଛାତ୍ର

ସୋର, ୭ା୪(ଡି.ଏନ.ଏ.)-ସମଗ୍ର ବିଶ୍ୱ ଏବେ କରୋନା ଭୂତାଣୁ ବିରୋଧରେ ଲଢୁଛି। କରୋନା ପାଇଁ ବିଭିନ୍ନ ବ୍ୟକ୍ତିବିଶେଷ ଓ ସଙ୍ଗଠନ ପକ୍ଷରୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଉଛି। ଜଣେ ୫ମ ଶ୍ରେଣୀ ଛାତ୍ର ନିଜ ଟିଫିନ୍‌ ଖର୍ଚ୍ଚରୁ ସଞ୍ଚୟ କରିଥିବା ୧ହଜାର ଟଙ୍କା…

ସଚେତନ କଲା ଓଷ୍ଟା ଶିକ୍ଷକ ସଂଘ

ସିମୁଳିଆ, ୬।୪(ଡି.ଏନ.ଏ.): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ସାରା ଦେଶରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଚାଲୁରହିଛି । ସୋମବାର ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ସିମୁଳିଆ ମଣ୍ଡଳ ଦ୍ବାରା ମାର୍କୋଣା ପଞ୍ଚାୟତର ମହିଷିପେଟ ଆଦିବାସୀ ସାହି ଓ ମୁରୁଣା…

ଭୋକ ଓପାସରେ ବାହାର ରାଜ୍ୟର ୯ ଶ୍ରମିକ

ଖଇରା, ୬।୪(ଡି.ଏନ.ଏ.): ବାହାର ରାଜ୍ୟର ୯ଜଣ ଶ୍ରମିକ ୨ଦିନ ହେଲା ଭୋକଓପାସରେ ରହିଛନ୍ତି। ସେମାନେ ବାଲେଶ୍ୱର ଜିଲା ଖଇରା ବ୍ଲକ ଝିଙ୍କିରିଆ ପଞ୍ଚାୟତ ଅଧୀନ ସିଂହିପୁର ଗ୍ରାମରେ ଆଶ୍ରୟ ନେଇଛନ୍ତି। ତୁରନ୍ତ ଖାଦ୍ୟ ବ୍ୟବସ୍ଥା କରିବାକୁ ସେମାନେ ପ୍ରଶାସନ ନିକଟରେ ଗୁହାରି…

୫ ଶିକାରୀ ଗିରଫ, ବନ୍ଧୁକ ଜବତ

ସଜନାଗଡ଼,୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟରେ ଦିନକୁ ଦିନ ଶିକାରୀଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରୁ ବନ୍ୟଜନ୍ତୁଙ୍କ ସୁରକ୍ଷା ପ୍ରତି ବିପଦ ସୃଷ୍ଟି ହେଉଛି। କୁଲଡ଼ିହା ବନବିଭାଗ ପକ୍ଷରୁ ରବିବାର ରାତିରେ ପାଟ୍ରୋଲିଂ ସମୟରେ ୫ ଜଣ ଶିକାରୀଙ୍କୁ ଗିରଫ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri