ବାଲେଶ୍ୱର

ଖବରକାଗଜ ହକରଙ୍କୁ ସହାୟତା ଦେଲେ ପୂର୍ବତନ ଏମ୍‌ପି

ବାଲେଶ୍ୱର ଅଫିସ,୨୮।୪- କରୋନା ପାଇଁ ସମଗ୍ର ବିଶ୍ୱ ଏକ ଅଭାବନୀୟ ପରିସ୍ଥିତି ଦେଇ ଗତି କରୁଥିବାବେଳେ ରାଜ୍ୟରେ ମଧ୍ୟ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏହି ସମୟରେ ଲୋକମାନଙ୍କୁ ଘରେ ରହିବା ପାଇଁ ପ୍ରଶାସନ ପକ୍ଷରୁ ନିବେଦନ…

ନିରାଡ଼ମ୍ବର ଭାବେ ମଧୁବାବୁଙ୍କ ଜୟନ୍ତୀ ପାଳିତ

ବାଲେଶ୍ୱର ଅଫିସ,୨୮।୪- ବାଲେଶ୍ୱରର ଅନ୍ୟତମ ଅଗ୍ରଣୀ ଅନୁଷ୍ଠାନ ‘ଉତ୍କଳ ଗୌରବ ମଧୁସୂଦନ ସାଂସ୍କୃତିକ ପରିଷଦ’ ତରଫରୁ ମଧୁସୂଦନ ଦାସଙ୍କ ୧୭୩ତମ ଜୟନ୍ତୀ ଉତ୍ସବ ନିରାଡ଼ମ୍ବର ଭାବରେ ପାଳିତ ହୋଇଯାଇଛି। ସାରା ବିଶ୍ୱରେ ଉପୁଜିଥିବା ମହାମାରୀକୁ ଆଖି ଆଗରେ ରଖି ସାମାଜିକ ଦୂରତା…

ଅସହାୟଙ୍କୁ ଶୁଖିଲା ଖାଦ୍ୟ ପ୍ରଦାନ

ବାଲେଶ୍ୱର ଅଫିସ,୨୮।୪- ସମଗ୍ର ବିଶ୍ୱ କରୋନା ମହାମାରୀରେ କବଳିତ ହୋଇଥିବାବେଳେ ବାଲେଶ୍ୱର ଜିଲାର ପୂର୍ବତନ ଏମ୍‌ପି ତଥା ବିଜୁ ଜନତା ଦଳର ଜିଲାସଭାପତି ଇଂ. ରବୀନ୍ଦ୍ର କୁମାର ଜେନାଙ୍କ ନିର୍ଦ୍ଦେଶରେ ଜିଲା ଛାତ୍ର ସଭାପତି ସିମନ ଦାସମହାପାତ୍ରଙ୍କ ନେତୃତ୍ୱରେ ସମଗ୍ର ଜିଲାରେ…

ବାଲେଶ୍ୱର ବିଷ୍ଣୁପୁର ଗ୍ରାମର ୧୨ ପ୍ରବେଶ ପଥ ସିଲ୍‌

ବାହାନାଗା,୨୮।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ବିଷ୍ଣୁପୁର ଗ୍ରାମର ୧୨ଟି ପ୍ରବେଶ ପଥକୁ ମଙ୍ଗଳବାର ସିଲ୍‌ କରାଯାଇଛି। ବାହାନଗା ବ୍ଳକରେ ୧୬ନଂ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବିଷ୍ଣୁପୁର ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଥିସହ ଗଁାର ୧୨ଟି…

କଂଗ୍ରେସ ପକ୍ଷରୁ ମାସ୍କ, ଖାଦ୍ୟ ବଣ୍ଟନ

ବାଲେଶ୍ୱର ଅଫିସ, ୨୮।୪-ବାଲେଶ୍ୱର ଜିଲାରେ କୋଭିଡ଼-୧୯ ଭୂତାଣୁ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଫଳରେ ଲୋକଙ୍କ ମଧ୍ୟରେ ଏକପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପରାମର୍ଶକ୍ରମେ ବାଲେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀର କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକଙ୍କ ଆହ୍ବାନକ୍ରମେ…

ଧରମପୁରରେ କଣ୍ଟେନମେଣ୍ଟ ଅବଧି ବଢିଲା

ସଜନାଗଡ଼, ୨୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବରହମପୁର ଥାନା ଅଧୀନ ଧରମପୁର ପଞ୍ଚାୟତରେ ଗତ ୨୦ ତାରିଖରେ ଜଣେ ୨ବର୍ଷର ଶିଶୁକନ୍ୟା କରୋନାରେ ଆକ୍ରାନ୍ତ ହୋଇଥିବା ଚିହ୍ନଟ ହୋଇଥିଲେ। ଫଳରେ ଉକ୍ତ ଅଞ୍ଚଳର ୩ଟି ୱାର୍ଡ଼ ନଂ. ୯, ୧୦ ଓ ୧୧କୁ…

ଖାଦ୍ୟ କିଟ୍‌ ବଣ୍ଟନ

ଖଇରା, ୨୮।୪(ଡି.ଏନ.ଏ.)-ନୂଆଦିଲ୍ଲୀରେ ଆୟକର ବିଭାଗରେ ଡେପୁଟି କମିଶନର ଭାବେ କାର୍ଯ୍ୟରତ ବାଲେଶ୍ୱର ଜିଲା ଖଇରା ବ୍ଲକ ନୂଆଗାଁ ବଡ ଗ୍ରାମର ଆଶିଷ କୁମାର ପଣ୍ଡା ନିଜ ଅଞ୍ଚଳରେ ଅସହାୟମାନଙ୍କ ପାଇଁ ସହଯୋଗ ଅବ୍ୟାହତ ରଖିଛନ୍ତି ା ଖଇରା ଓ ସିମୁଳିଆ ବ୍ଲକରେ…

ବିଭିନ୍ନ ଗ୍ରାମରେ ମାସ୍କ, ପରିବା ବଣ୍ଟନ

ଖଇରା, ୨୮।୪(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାରୁଗାଁ ପଞ୍ଚାୟତ ଯୁବ ବିଜେଡି ଆନୁକୂଲ୍ୟରେ ସୋମବାର ଏହି ପଞ୍ଚାୟତର ବିଭିନ୍ନ ଗ୍ରାମରେ ମାସ୍କ ଓ ପରିବା ବଣ୍ଟନ କରାଯାଇଛି। ବିଜୁ ଛାତ୍ର ଜନତା ଦଳର ଉତ୍ତର ଓଡିଶା ଉପସଭାପତି ଗୌତମ ରାଉତଙ୍କ…

ଦିଲ୍ଲୀରେ ଓଡ଼ିଆ ସମାଜ ପକ୍ଷରୁ ରାଶନ ସାମଗ୍ରୀ ବଣ୍ଟନ

ରୂପ୍‌ସା, ୨୭।୪(ଡି.ଏନ.ଏ.): ସାରା ଦେଶ ଏବେ କରୋନା ପାଇଁ ଲକ୍‌ଡାଉନ୍‌ରେ ରହିଛି। ସମସ୍ତେ ସରକାରଙ୍କ ନିୟମ ମାନି ନିଜ ନିଜ ଘରେ ରହୁଛନ୍ତି। ସହରଠାରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ପୋଲିସ ପ୍ରଶାସନ ପକ୍ଷରୁ ସାମାଜିକ ଦୂରତା ରକ୍ଷା ଦିଗରେ ରାତିଦିନ ପାଟ୍ରୋଲିଂ ବ୍ୟବସ୍ଥା…

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗଲେ ୨୩ ଶ୍ରମିକ: ଚାଲି ଚାଲି ଯାଉଥିଲେ ପଶ୍ଚିମବଙ୍ଗ

ରସାଳପୁର,୨୭।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ଥାନା ପୋଲିସ ସୋମବାର ପୂର୍ବାହ୍ନରେ ପଶ୍ଚିମବଙ୍ଗର ୨୩ଜଣ ଶ୍ରମିକଙ୍କୁ ସ୍ଥାନୀୟ ପଞ୍ଚାୟତର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖିଛି। ସେମାନଙ୍କର ଖାଇବା ପିଇବା ସହିତ ସମସ୍ତ ସୁବିଧା ପଞ୍ଚାୟତ ପକ୍ଷରୁ ଯୋଗାଇ ଦିଆଯିବ ବୋଲି କେନ୍ଦ୍ର ଦାୟିତ୍ୱରେ ଥିବା…

ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୬

ବାଲେଶ୍ୱର ଅଫିସ,୨୭ା୪ : ଜିଲାରେ ସୋମବାର ଅପରାହ୍ନରେ ଆଉଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ବୟସ ୩୨ ବର୍ଷ ଏବଂ ସେ କଲିକତା ଫେରନ୍ତା ବୋଲି ରାଜ୍ୟ…

ଆଖି ସାମ୍ନାରେ ପୁଅର ମୃତ୍ୟୁ ଦେଖି ଚାଲିଗଲା ମା’ଙ୍କ ଜୀବନ

ସଜନାଗଡ଼,୨୭ା୪(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ନୀଳଗିରି ବରହମପୁର ଥାନା ଅଧୀନ ଗରଡିହି ପଞ୍ଚାୟତର ବାଲିଚୁଆ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ୰ ଶ୍ୟାମସୁନ୍ଦର ସିଂଙ୍କ ପୁଅ ରବୀନ୍ଦ୍ର ସିଂ ଦୀର୍ଘଦିନ ଧରି କିଡ୍‌ନୀ ରୋଗରେ ପୀଡ଼ିତ ଥାଇ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?