ବାଲେଶ୍ୱର

ଆଶ୍ରମ, ମଠକୁ ସହଯୋଗର ହାତ ବଢାଇଲେ ରାମଚନ୍ଦ୍ର

ଖଇରା,୨୪।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ମଠ ଓ ଆଶ୍ରମଗୁଡିକ ଅବସ୍ଥା ଏବେ ଧୀରେ ଧୀରେ ବିଗିଡିବାରେ ଲାଗିଛି ା ସେଠାରେ ରହୁଥିବା ସାଧୁସନ୍ଥ ଓ ଅନ୍ତେବାସୀଙ୍କ ମଧ୍ୟରେ ଖାଦ୍ୟ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ା ଖବର ପାଇ…

ମଦ ଧରି ପୋଲିସ ଜିମା ଦେଲେ ଗ୍ରାମବାସୀ

ଖଇରା,୨୪।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ କଇଥଗଡିଆ ଗ୍ରାମରେ ଦେଶୀମଦ କାରବାର ଦିନକୁ ଦିନ ବଢି ଚାଲିଛି। ସରପଞ୍ଚ ଗୋବର୍ଦ୍ଧନ ପାଇକରାୟ, ପୂର୍ବତନ ସରପଞ୍ଚ ବଳରାମ ନାଇକ, ନାଗା ଜେନା ଓ ସୁଶାନ୍ତ ବାରିକଙ୍କ ନେତୃତ୍ୱରେ ଗ୍ରାମବାସୀ ଏହାକୁ କିଭଳି ରୋକାଯାଇପାରିବ…

ଗୋପାଳପୁର ଅନୁକୂଳଚନ୍ଦ୍ର ସଂଘ ପକ୍ଷରୁ ସହାୟତା

ବାହାନଗା, ୨୩ା୪(ଡି.ଏନ.ଏ.)-କରୋନା ମୁକାବିଲା ନିମନ୍ତେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଅନୁକୂଳଚନ୍ଦ୍ର ସତ୍‌ସଙ୍ଗ କେନ୍ଦ୍ର ତରଫରୁ ରାଜ୍ୟ ସରକାରଙ୍କ ରିଲିଫ୍‌ ଫଣ୍ଡକୁ ୨୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ବାହାନଗା ତହସିଲଦାର ରାଜେନ୍ଦ୍ର କୁମାର କରଙ୍କ ମାଧ୍ୟମରେ…

ସାନିଟାଇଜ ହେଲା ଗୋପାଳପୁର ବଜାର

ବାହାନଗା, ୨୩ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ବଜାରକୁ ଗୁରୁବାର ସାନିଟାଇଜ୍‌ କରାଯାଇଛି। ଏହାସହ ପାଇକାସ୍ତା ତହସିଲ କାର୍ଯ୍ୟାଳୟ, ଗୋପାଳପୁର ପଞ୍ଚାୟତ କାର୍ଯ୍ୟାଳୟ, ପୋଷ୍ଟାଲ କାର୍ଯ୍ୟାଳୟ ଆଦି ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ କରାଯାଇଛି ା

ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଛୁଇଁଲା

ଭୁବନେଶ୍ୱର, ୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ଅପରାହ୍ନରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଏହି ୨ ଜଣ ହେଲେ ବାଲେଶ୍ୱର ଜିଲାର। ତେବେ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୫୫ ବର୍ଷର ମହିଳା ଓ ୩୬ ବର୍ଷର ପୁରୁଷ…

ବାଲେଶ୍ୱରରେ ଆଉ ୨ କରୋନା ପଜିଟିଭ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ ଛୁଇଁଲା

ଭୁବନେଶ୍ୱର, ୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ୨ ଜଣ ବାଲେଶ୍ୱରର ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ଟ୍ରକ୍‌କୁ ପିଟିଲା ଟ୍ରକ: ଜଣେ ମୃତ, ୨ ଆହତ

ସୋର, ୨୩।୪(ଡି.ଏନ.ଏ.)-ସୋର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ତଳନଗର ଠାରେ ଏକ ଟ୍ରକରେ ମାଲବୋଝେଇ ସମୟରେ ଅନ୍ୟ ଏକ ଟ୍ରକ ଧକ୍କା ଦେଇଛି। ଘଟଣାସ୍ଥଳରେ ତପନ ବେହେରା ନାମକ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୨ ଜଣ…

ପୁନେରେ ଫସିଛନ୍ତି ସ୍କିଲ ଓଡ଼ିଶା ଛାତ୍ର

ବାଲେଶ୍ୱର ଅଫିସ,୨୩।୪-ବାଲେଶ୍ୱର ସଦର ବ୍ଲକ, ବସ୍ତା ଓ ଜଳେଶ୍ୱର ବ୍ଲକର ୧୩ଜଣ ଛାତ୍ର ସରକାରୀ ନିଯୁକ୍ତି ଭିତ୍ତିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ (ସ୍କିଲ ଓଡ଼ିଶା)ରେ କୃତକାର୍ଯ୍ୟ ହୋଇ ଗତ ୫ତାରିଖରେ ପୁନେର ଏକ ଅଟୋମୋବାଇଲ୍‌ କମ୍ପାନୀରେ ଯୋଗଦେଇଥିଲେ। କିଛିଦିନ ପରେ ଲକ୍‌ଡାଉନ୍‌ ହେବା…

କ୍ୱାରାଣ୍ଟାଇନକୁ ଗଲେ ପଶ୍ଚିମବଙ୍ଗ ଫେରନ୍ତା

ରସାଳପୁର, ୨୩।୪(ଡି.ଏନ୍‌.ଏ.)-ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ଏବେ ଓଡ଼ିଶା ସରକାରଙ୍କ ଚିନ୍ତା ବଢିଯାଇଛି। ବାଲେଶ୍ୱର, ଭଦ୍ରଖ, ଯାଜପୁରରେ ୩ଦିନ ଧରି ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସଂକ୍ରମଣରୁ କିଭଳି ରକ୍ଷା କରାଯିବ ସେନେଇ ରାଜ୍ୟ ସରକାର ସମସ୍ତ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା…

ବୋହୂଙ୍କୁ ଆକ୍ରମଣ: ଶ୍ୱଶୁର, ଶାଶୁଙ୍କ ନାମରେ ମାମଲା

ଖଇରା,୨୩।୪(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ବର୍ତ୍ତନା ପଞ୍ଚାୟତ ଅଧୀନ ଧଳିଗଡିଆ ଗ୍ରାମର ତିଳୋତ୍ତମା ରାଉତ ନାମ୍ନୀ ମହିଳାଙ୍କୁ ଆକ୍ରମଣ ଅଭିଯୋଗରେ ଖଇରା ପୋଲିସ ତାଙ୍କ ଶ୍ୱଶୁର, ଶାଶୁଙ୍କ ସମେତ ୬ଜଣଙ୍କ ନାମରେ ମାମଲା (୮୦/୨୦)ରୁଜୁ କରିଛି ା ଅଭିଯୋଗ ଅନୁଯାୟୀ, ତିଳୋତ୍ତମାଙ୍କ…

ମୁକୁଳା ପଡ଼ିଛି ବାଲେଶ୍ୱର-ବାସୁଦେବପୁର ସଲ୍ଟ ରୋଡ୍‌: ଫାଇଦା ନେଉଛନ୍ତି ପଶ୍ଚିମବଙ୍ଗ ଫେରନ୍ତା

ବାହାନଗା, ୨୩ା୪(ଡି.ଏନ୍‌.ଏ.)-କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଲକଡାଉନ୍‌ ଘୋଷଣା କରିଛନ୍ତି। ସମସ୍ତ ସୀମାନ୍ତକୁ ସିଲ୍‌ କରାଯାଇଛି। ଏବେ ରାଜ୍ୟ ବାହାରେ କାମ କରୁଥିବା ଓଡିଆ ଲୋକମାନେ ଚାଲି ଚାଲି , ସାଇକେଲ ଓ କାର ଭଡା…

ନଡିଆଗଛ ଉପୁଡ଼ି ଘର ଭାଙ୍ଗିଲା

ଖଇରା, ୨୩।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଚ୍ୟୁତପୁର ପଞ୍ଚାୟତ ଅଧୀନ ଓହଡ ଗ୍ରାମର ଜମ୍ବୁବତୀ ସାହୁଙ୍କ ଝାଟିମାଟି ଘର ଉପରେ ଏକ ନଡିଆ ଗଛ ଉପୁଡି ପଡିବାରୁ ତାଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ବୁଧବାର ଗଣ୍ଡିବେଡ ରାଜସ୍ବ ନିରୀକ୍ଷକ ମିନାରାଣୀ ଶିଅଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri