ବାଲେଶ୍ୱର

ଆଳୁ ରପ୍ତାନି ଉପରେ ରୋକ୍‌ ଲଗାଇଲେ ଦିଦି: ସୀମାନ୍ତରୁ ଫେରିଗଲା ଶତାଧିକ ଆଳୁ ଟ୍ରକ୍‌

ଭୋଗରାଇ,୨୮ା୧୧(ପ୍ରଦୀପ ଦାସ): ଓଡ଼ିଶା ସମେତ ଭିନ୍ନ ରାଜ୍ୟକୁ ଆଳୁ ରପ୍ତାନି ଉପରେ ପୁଣି ଅଙ୍କୁଶ ଲଗାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ନିଜ ରାଜ୍ୟରେ ଆଳୁ ଓ ପିଆଜର ମୂଲ୍ୟ ବୃଦ୍ଧି ଯୋଗୁ ଖାଉଟିଙ୍କ ଉପରେ ସିଧାସଳଖ ପ୍ରଭାବ ପଡ଼ିବାରୁ...

ପୁଣି ଆଳୁ ଅଟକାଇଲେ ଦିଦି, ଟେନଶନରେ ସରକାର

ଜଳେଶ୍ୱର,୨୮।୧୧: ଓଡ଼ିଶାକୁ ପଶ୍ଚିମବଙ୍ଗ ସୀମାରେ ପୁଣି ଆଳୁ ଗାଡ଼ି ଅଟକାଇଛନ୍ତି। କିଛିଦିନ ପୂର୍ବରୁ ଆଳୁ ରାଜନୀତି ତେଜିଥିବାବେଳେ ଆଜି ପୁଣି ମମତାଙ୍କ ଗାଡି ଅଟକାଇଦେବା ମୋହନ ସରକାରଙ୍କ ମୁଣ୍ଡବିନ୍ଧାର କାରଣ ସାଜିଛି। ହୁ ହୁ ହୋଇ ବଢୁଥିବା ପରିବା ଦରକୁ...

ଶହୀଦଙ୍କ ଦୁଇ ପୁଅକୁ ପଢୁଆଁ କଲେ ପୂର୍ବତନ ବିଧାୟକ

ବାହାନଗା, ୨୭।୧୧(ଅରୂପ କୁମାର ଦାସ): ପ୍ରଥମାଷ୍ଟମୀରେ ମାମୁଘର କିମ୍ବା ମା’ବାପା ନିଜର ବଡ଼ ପୁଅକୁ ନୂଆ ବସ୍ତ୍ର ଦେଇ ପ୍ରଥମାଷ୍ଟମୀ ପାଳନ କରିଥାନ୍ତି। ସେହି ଅନୁଯାୟୀ ସୋର ନିର୍ବାଚନମଣ୍ଡଳୀର ବାହାନଗା ବ୍ଲକ ଗୋପାଳପୁର ଗ୍ରାମର ଶହୀଦ ପ୍ରକାଶ କୁମାର ଶିଅଳିଙ୍କ...

ସୀମା ଟପିଲା ବୋହୂ, ପୁଅଙ୍କ ନିର୍ଯାତନା : ପଡ଼ୋଶୀଙ୍କ ଗୁହାଳରେ ଝୁଲି ପଡ଼ିଲେ ବାପା

ଭୋଗରାଇ, ୨୭l୧୧( ପ୍ରଦୀପ ଦାସ):ବହୁ ଦୁଃଖ କଷ୍ଟ ସହି ଦୁଇ ପୁଅଙ୍କୁ ବଡ଼ କରିଥିଲେ। ଭାବିଥିଲେ ପରିଣତ ବୟସରେ ସାହାରା ହେବେ। ହେଲେ ସେ ଅଲୋଡ଼ା ହୋଇଗଲେ। ବୋହୂ, ପୁଅଙ୍କ ନିର୍ଯାତନା ସହି ନ ପାରି ଶେଷରେ ୭୨ବର୍ଷୀୟ ବୃଦ୍ଧ...

ମୋବାଇଲ ଲୁଟ ବେଳେ ଚାଲିଗଲା ଜୀବନ

ସୋର,୨୬ା୧୧(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ୧୬ନଂ. ଜାତୀୟ ରାଜପଥର ଦହିସଢ଼ାଠାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍କୁଟିରେ ଯାଉଥିବା ମା’ ଓ ପୁଅଙ୍କଠାରୁ ମୋବାଇଲ ଛଡ଼ାଇ ନେଇ ଦ୍ରୁତଗତିରେ ବାଇକ୍‌ ଚଳାଇ ପଳାଇ ଯାଉଥିବା ବେଳେ...

‘ଦାନା’ କ୍ଷୟକ୍ଷତିର ସମୀକ୍ଷା କଲା କେନ୍ଦ୍ରୀୟ ଟିମ୍‌ 

ବାଲେଶ୍ୱର(ବାଞ୍ଛାନିଧି ଦେ)/ ସୋର,(ଜନ୍ମେଜୟ ମିଶ୍ର),୨୬।୧୧: ଆନ୍ତଃମନ୍ତ୍ରଣାଳୟ କେନ୍ଦ୍ରୀୟ ଟିମ୍‌ ସୋମବାର ବାଲେଶ୍ୱର ଜିଲାକୁ ଦିନିକିଆ ଗସ୍ତରେ ଆସିଥିଲା। ବାତ୍ୟା ‘ଦାନା’ରେ ବିଶେଷ ଭାବେ ପ୍ରଭାବିତ ସଦର ବ୍ଲକର ବର୍ଦ୍ଧନପୁର, ସୋର ବ୍ଲକର ସୁନାରି ଓ ସିମୂଳିଆ ବ୍ଲକର କ୍ଷୀରକୋଣା ଓ...

ଟୋଲଗେଟକୁ ଧକ୍କାଦେଇ ହୁହୁ ହୋଇ ଜଳିଲା କଣ୍ଟେନର: ଡ୍ରାଇଭର ଜୀବନ୍ତ ଦଗ୍ଧ, ହେଲ୍ପର ବି…

ବାଲେଶ୍ୱର,୨୪।୧୧: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲଗେଟ ନିକଟରେ ଶନିବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଟୋଲଗେଟକୁ ଧକ୍କାଦେଇ କଣ୍ଟେନର ହଠାତ୍‌ ହୁତୁହୁତୁ ହୋଇ ଜଳିଲା। ଏଥିରେ କଣ୍ଟେନର...

ହୁତୁହୁତୁ ହୋଇ ଜଳିଗଲା ୭ ବଖରା

ସୋର,୨୨।୧୧: ବାଲେଶ୍ୱର ଜିଲା ନଟାପଡ଼ା ପଞ୍ଚାୟତ ଚହଳିମା ଗାଁରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୭ ବଖରା ଚାଳ ଘର ପୋଡି ନଷ୍ଟ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଶର୍ଟ...

ପ୍ରଥମ ଲଙ୍ଗ୍‌ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର,୧୮ା୧୧(ବାଞ୍ଛାନିଧି ଦେ): ଭାରତକୁ ମିଳିଛି ଐତିହାସିକ ସଫଳତା। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ଦେଶର ପ୍ରଥମ ଲଙ୍ଗ୍‌ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆର୍‌ଡିଓ ଅଧୀନ ଧାମରାସ୍ଥିତ ଡ....

ଡିଭାଇଡରରେ ପିଟିହେଲା ବସ୍‌

ଜଳେଶ୍ୱର,୧୮ା୧୧: ବାଲେଶ୍ୱର ଜିଲା ଜଳେଶ୍ୱରର ଲକ୍ଷ୍ମଣନାଥ ଟୋଲ୍‌ଗେଟ୍‌ ନିକଟରେ ସୋମବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍‌ରେ ୫୦ ଜଣ ଯାତ୍ରୀ ଥିବାବେଳେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ବସ୍‌ଟି କୋଲକାତାରୁ ଆସୁଥିବାବେଳେ ୧୬ ନଂ...

ଚାଲି ଚାଲି ଯାଉଥିଲେ, ଯୁବକଙ୍କୁ ପିଟି ଦେଇ ଚାଲିଗଲା ଅଜଣା ଗାଡ଼ି

ବସ୍ତା,୧୭।୧୧(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅର୍ନ୍ତଗତ ୬୦ ନଂ ଜାତୀୟ ରାଜପଥର ଇନ୍ଦିରା ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅମର୍ଦ୍ଦା ରୋଡ ଅଞ୍ଚଳର କାହ୍ନୁ ପ୍ରଧାନ। ମିଳିଥିବା...

ଖତଗଦାରେ ଲୁଚାଇ ରଖିଥିଲେ ଲକ୍ଷାଧିକ ଚୋରି ଟଙ୍କା, ମାଡ଼ି ବସିଲା ହାଇଦ୍ରାବାଦ ପୋଲିସ

ଭୋଗରାଇ,୧୬ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅନ୍ତର୍ଗତ ହାଇଦ୍ରାବାଦ ଅଞ୍ଚଳରୁ ଲୁଟ୍‌ ହୋଇଥିବା ଲକ୍ଷାଧିକ ଟଙ୍କା ବଡ଼ମନ୍ଦାରୁଣୀ ଗ୍ରାମରୁ ଉଦ୍ଧାର ହୋଇଛି। ସୂଚନା ଅନୁସାରେ, ବଡ଼ମନ୍ଦାରୁଣୀ ଗ୍ରାମର ଉମାକାନ୍ତ ବେହେରା ଜ୍ୱାଇଁ ଗୋପାଳ ବେହେରା ହାଇଦ୍ରାବାଦଠାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri