ବାଲେଶ୍ୱର

ମହିଳା ଗୋଷ୍ଠୀ ଖୋଲିଲେ ଖୁଚୁରା ବିକ୍ରୟ କେନ୍ଦ୍ର

ଖଇରା, ୩୧ା୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବଜାରରେ ଖାଉଟିମାନଙ୍କୁ ସୁଲଭ ମୂଲ୍ୟରେ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଯୋଗାଇ ଦେବାକୁ ମହିଳା ଗୋଷ୍ଠୀ ଅଣ୍ଟା ଭିଡିଛି। ଖଇରାର ସଞ୍ଚୟିକା ପଞ୍ଚାୟତସ୍ତରୀୟ ମହିଳା ମହାସଂଘ ଅଧୀନ ଭାଗବତ ଗୋସେଇଁ ମହିଳା ମଣ୍ଡଳର ସଦସ୍ୟାମାନେ ସୋମବାର…

୨୧ ଦିନିଆ ଅନ୍‌ଲାଇନ୍‌ ପାଠପଢ଼ା କ୍ୟାମ୍ପ

ବାଲେଶ୍ୱର ଅଫିସ,୩୦।୩- ମହାମାରୀ କରୋନାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଘୋଷଣା ହେବା ପରେ ଛାତ୍ରୀଛାତ୍ରଙ୍କ ପାଠ ପଢ଼ା ଆପାତତଃ ଠପ୍‌ ହୋଇଯାଇଛି। ଲକ୍‌ଡାଉନ୍‌ ବେଳେ ଘରେ ବସି ଦିନ ବିତାଉଥିବା ଛାତ୍ରୀଛାତ୍ରଙ୍କୁ ଶିକ୍ଷାରେ ମନୋନିବେଶ ପାଇଁ କଳାସଂସ୍କୃତି ଅନୁଷ୍ଠାନ ‘ନାଚ୍‌’ ପକ୍ଷରୁ…

କରୋନା କଟକଣା: ଗାଁ ମୁଣ୍ଡରେ ଲକ୍ଷ୍ମଣରେଖା ଟାଣିଲେ ଗ୍ରାମବାସୀ

ବଲାଙ୍ଗୀର ଅଫିସ,୩୦।୩: ବଲାଙ୍ଗୀର ସହର ଶୂନ୍‌ଶାନ ଥିବା ବେଳେ ଧୀରେ ଧୀରେ ଗ୍ରାମାଞ୍ଚଳର ଲୋକେ ସଚେତନ ହେବାରେ ଲାଗିଛନ୍ତି। ବାହାର ଲୋକଙ୍କୁ ଗାଁ ଭିତରକୁ ପ୍ରବେଶ ନ କରାଇ ଦେବା ପାଇଁ ଗାଁ ମୁଣ୍ଡରେ ଲକ୍ଷ୍ମଣରେଖା ଟାଣିଛନ୍ତି। ଏପରିକି ଜରୁରୀ ଥିଲେ…

ହାଟ ବନ୍ଦ କଲେ ବିଡିଓ

ଖଇରା, ୩୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଲୋକଙ୍କ ଗହଳି ହେଉଥିବା ଅଭିଯୋଗ ହେବା ପରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ଏହାକୁ ନିୟନ୍ତ୍ରଣ କରିବା ଲାଗି ରାସ୍ତାକୁ ଓହ୍ଲାଇଛନ୍ତି। ସେ ଖଇରା ବ୍ଲକର ଖଇରା, ଡୁଙ୍ଗୁରା, ଗଣ୍ଡିବେଡ,…

ବିବାହର ୪ ମାସ ପରେ ନବବଧୂଙ୍କୁ ହତ୍ୟା

ବାହାନଗା, ୩୦ା୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ସଦର ବ୍ଲକ ରସାଳପୁର ପଞ୍ଚାୟତ ଶାସଙ୍ଗ ଗ୍ରାମରେ ବିବାହର ୪ ମାସ ପରେ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ହେବା ପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ କରାଯାଇ ନ ଥିବାରୁ…

ରାଜପଥ ପାର୍ଶ୍ୱରେ ଖୋଲିବ ଢାବା, ଗ୍ୟାରେଜ: ନିର୍ଦ୍ଦେଶ ଦେଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ, ୨୯।୩-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲକଡାଉନ ଘୋଷଣା କରାଯାଇଛି। ଏହାକୁ ନଜରରେ ରଖି ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କ ସୁବିଧା ନିମନ୍ତେ ବିଭିନ୍ନ ପଦକ୍ଷେପ ନିଆଯାଇଛି । ରାଜ୍ୟ ବାହାରୁ ଆସୁଥିବା ମାଲବାହୀ ଗାଡିଗୁଡ଼ିକର…

କରୋନା କଟକଣା ବେଳେ ଚାଲିଛି ଜୁଆଖେଳ: ଧରାପଡିଲେ ୪

ରୂପ୍‌ସା, ୨୯।୩(ଡି.ଏନ.ଏ.)-କରୋନା କଟକଣା ସତ୍ତ୍ୱେ ବାଲେଶ୍ୱର ଜିଲା ରୂପ୍‌ସା ଥାନା ଲଛମନଖୁଣ୍ଟା ଅଞ୍ଚଳରେ ଗାଁ ପୋଖରୀ ହୁଡ଼ାରେ ଅବାଧରେ ଜୁଆ ଖେଳ ଚାଲିଥିବା ଅଭିଯୋଗ ହୋଇଥିଲା। ଶନିବାର ରାତିରେ ପୋଲିସ ଚଢ଼ାଉ କରି ଜୁଆ ଆଡ୍ଡାରୁ ୪ଜଣଙ୍କୁ ଗିରଫ କରିବା ସହ…

ମାସକର ଦରମା ଦେଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ/ଖଇରା/ଭଦ୍ରକ ଅଫିସ, ୨୯।୩(ଡି.ଏନ.ଏ.)-କରୋନା ମୁକାବିଲା ଲାଗି ଆର୍ଥତ୍କ ସହାୟତା ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିବେଦନ କରାଯାଉଛି। ଏହି ପରିପ୍ରେକ୍ଷୀରେ ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ…

ବଡ଼ବଡିଆଙ୍କୁ ଛାଡ଼,ଛୋଟ ବ୍ୟବସାୟୀଙ୍କୁ ମାଡ଼

ଖଇରା, ୨୯।୩(ଡି.ଏନ.ଏ.)-ଏବେ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି । ଖଇରା ସମେତ ବିଭିନ୍ନ ବଜାରରେ ଦୋକାନ ବଜାର ବନ୍ଦ ଥିବା ନେଇ ବାହାରୁ ଦୃଷ୍ଟି ଗୋଚର ହେଉଥିଲେ ହେଁ ଭିତର ପରିସ୍ଥିତି କିନ୍ତୁ ସମ୍ପୂର୍ଣ୍ଣ ଭିନ୍ନ…

ଜାତୀୟ ରାଜପଥ ସମ୍ପ୍ରସାରଣ କର୍ମଚାରୀଙ୍କ ବିକ୍ଷୋଭ

ସୋର, ୨୯।୩(ଡି.ଏନ୍‌.ଏ)-୧୬ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ କର୍ମଚାରୀ ଓ ଶ୍ରମିକମାନେ ଶନିବାର ସୋର ଜାତୀୟ ରାଜପଥ ବିଦୁଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶ୍ରମିକ ଓ କର୍ମଚାରୀମାନେ ବାହାର ରାଜ୍ୟର ହୋଇଥିବାରୁ ସେମାନେ ଘରକୁ ଯାଇପାରୁ ନାହାନ୍ତି। ତିନିମାସର…

ଅସହାୟଙ୍କୁ ରାଶନ ସାମଗ୍ରୀ ଦେଲେ ସରପଞ୍ଚ

ରୂପ୍‌ସା, ୨୯।୩(ଡି.ଏନ.ଏ.)-ଦେଶବ୍ୟାପୀ କରୋନା କଟକଣା ଯୋଗୁ ଜନସାଧାରଣ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ଭିକ୍ଷା ବୃତ୍ତି କରି ଚଳୁଥିବା ଅସହାୟମାନଙ୍କ ଜନଜୀବନ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ବାଲେଶ୍ୱର ସଦର ବ୍ଲକ ରସଲପୁର ସରପଞ୍ଚ ସୁବେଶ କୁମାର ନାୟକ ଶନିବାର ଅସହାୟ ବାସନ୍ତୀ ମାଝି ଓ…

ଡ୍ରାଇଭରଙ୍କୁ ଆକ୍ରମଣ କରି ଲୁଟି ନେଲେ ଆଳୁ ବସ୍ତା

ରୂପ୍‌ସା, ୨୯।୩(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଗହୀରସିମୁଳିଆଠାରେ ୫ଜଣ ଡକାୟତ ଜଣେ ଟ୍ରକ୍‌ ଡ୍ରାଇଭରଙ୍କୁ ଛୁରିରେ ଆକ୍ରମଣ କରି ତାଙ୍କଠାରୁ ୭ହଜାର ଟଙ୍କା, ମୋବାଇଲ ସହ ଆଳୁ ବସ୍ତା ଲୁଟି ନେଇଛନ୍ତି। ଏ ସଂକ୍ରାନ୍ତରେ ଶନିବାର ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri