ବାଲେଶ୍ୱର

ଡାକ୍ତରଙ୍କୁ ଅସମ୍ମାନ, ୩ ଗିରଫ

ଖଇରା,୨୫ା୪(ଡି.ଏନ୍‌.ଏ.)-ବାଲେଶ୍ବର ଜିଲା ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତରଙ୍କ ବିରୋଧରେ ଅସମ୍ମାନସୂଚକ ମନ୍ତବ୍ୟ ଦେବା ଅଭିଯୋଗରେ ଖଇରା ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ପୁରୁଷୋତ୍ତମପୁର ଗ୍ରାମର ଶଙ୍କର୍ଷଣ ସାହୁ ଓ ତାଙ୍କର ଦୁଇ ପୁଅ ଶ୍ରୀକାନ୍ତ ଏବଂ…

୩୭ ସୀମାନ୍ତ ରାସ୍ତା ଉପରେ କଡ଼ା ନଜର

ଭୋଗରାଇ,୨୫।୪(ଡି.ଏନ.ଏ.)- ଓଡ଼ିଶାର କରୋନା ସଂକ୍ରମିତ ସଂଖ୍ୟା ଏକ ତୃତୀୟାଂଶ ପଶ୍ଚିମବଙ୍ଗରୁ ଲିଙ୍କ ହୋଇଥିବାର ପ୍ରକାଶ ପରେ ଗତ ଗୁରୁବାର ରାତି ୧୦ଟାରୁ ବାଲେଶ୍ୱର ଜିଲାକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଜିଲାରେ ଅଦ୍ୟାବଧି ୧୦ ଜଣଙ୍କୁ କରୋନା ପଜିଟିଭ୍‌ ବାହାରି ଥିବାରୁ ପଶ୍ଚିମବଙ୍ଗ…

ବଜ୍ରପାତରେ ଗଲା ୬ ଜୀବନ

ଖୁଣ୍ଟା/କୁଆମରା/କେନ୍ଦୁଝର/ରୂପ୍‌ସା,୨୪।୪(ଡି.ଏନ୍‌.ଏ./ସ୍ବ.ପ୍ର)-ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲାରେ ଶୁକ୍ରବାର କାଳବୈଶାଖୀ ତାଣ୍ଡବ ରଚିଛି। ପ୍ରବଳ ଝଡ଼ତୋଫାନ ସାଙ୍ଗକୁ ବଜ୍ରପାତରେ ୬ ଜଣଙ୍କ ଜୀବନ ଯାଇଛି। ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି। ମୃତକମାନେ ହେଲେ ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ବଡ଼ପଥରା…

ବାଲେଶ୍ୱରରେ କାଳବୈଶାଖୀ : ଘର ସହ ଭାଙ୍ଗିଲା ମୋବାଇଲ୍‌ ଟାଓ୍ବାର

ବାଲେଶ୍ୱର ଅଫିସ୍‌, ୨୪।୪-ବାଲେଶ୍ୱର ଜିଲାରେ ଗୁରୁବାର ମଧ୍ୟାହ୍ନରେ କାଳବୈଶାଖୀ ପ୍ରଭାବରେ କୁଆପଥର ମାଡ଼ ସହ ପ୍ରବଳ ବର୍ଷା ହୋଇଛି। ବର୍ଷା ପାଇଁ ଗରମରୁ ଆଶ୍ୱସ୍ତି ମିଳିଛି। ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ପବନ ଯୋଗୁ ଘର ଛପର ଉଡାଇ ନେଇଛି। ଚାନ୍ଦବାଲି…

ଆଶାକର୍ମୀଙ୍କୁ ମାଡ଼ମାରି ଜଣେ ଗିରଫ: ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଜିଲାପାଳ

ବାଲେଶ୍ୱର ଅଫିସ, ୨୪।୪: ବାଲେଶ୍ୱର ଜିଲା ବାରବାଟି ଗ୍ରାମର ଆଶାକର୍ମୀ ସୁଭଦ୍ରା ଭଞ୍ଜ ପ୍ରଶାସନ ପକ୍ଷରୁ ନେଳିଆବାଗ୍‌ କଣ୍ଟେନମେଣ୍ଟ ଅଞ୍ଚଳରେ ସର୍ଭେ କାମରେ ନିୟୋଜିତ ଅଛନ୍ତି। ତେବେ ସୁଭଦ୍ରା ଗୁରୁବାର ଡ୍ୟୁଟିସାରି ଘରକୁ ଫେରୁଥିବା ବେଳେ କଣ୍ଟେନମେଣ୍ଟ ଅଞ୍ଚଳରୁ ଆସିଥିବାକୁ ନେଇ…

ବ୍ୟାଙ୍କରେ ଗଣ୍ଡଗୋଳ ନେଇ ଥାନାରେ ମାମଲା

ବାହାନଗା, ୨୪ା୪(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ଡାଉନ୍‌ କରି ଲୋକମାନଙ୍କୁ ଘରେ ରହିବା ପାଇଁ ନିବେଦନ କରୁଛନ୍ତି। ତେବେ ଆବଶ୍ୟକ ନ ଥିଲେ ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଉଛି। ବିଭିନ୍ନ ସରକାରୀ…

ବସ୍ତାରେ ଚାଉଳ କମ୍‌ ରହୁଥିବା ନେଇ ଉଦ୍‌ବେଗ

ଖଇରା, ୨୪।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ ଖାଦ୍ୟ ସୁରକ୍ଷା ଯୋଜନାରେ ଖାଉଟି ସାମଗ୍ରୀ ବଣ୍ଟନ ଦାୟିତ୍ୱରେ ଥିବା ସମସ୍ତ ଡିଲରଙ୍କ ଏକ ବୈଠକ ସୋମବାର ଖଇରା ବ୍ଲକ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ଏଥିରେ ପୌରୋହିତ୍ୟ କରିଥିଲେ…

ରିଲିଫ୍‌ ପାଣ୍ଠିକୁ ସହାୟତା

ସୋର, ୨୪ା୪(ଡି.ଏନ୍‌.ଏ.)-ସୋର ଗୋପୀନାଥପୁରସ୍ଥିତ କଳାକାର ମହାସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୦ ହଜାର ଟଙ୍କାର ଏକ ଡ୍ରାଫ୍ଟ ସୋର ତହସିଲଦାରଙ୍କ ଡ. ଅଶୋକ କୁମାର ଦାସଙ୍କ ଜରିଆରେ ପ୍ରଦାନ କରାଯାଇଛି। ଗୁରୁବାର ମଧ୍ୟାହ୍ନରେ ମହାସଂଘର ସଭାପତି ଉପେନ୍ଦ୍ର ଜେନା, ସମ୍ପାଦକ…

୩୫ ୟୁନିଟ୍‌ ରକ୍ତ ସଂଗୃହୀତ

ସୋର,୨୪ା୪(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ କେଶରୀପୁରସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ଗୁରୁବାର ଏକ ରକ୍ତ ଦାନ ଶିବିର ଚନ୍ଦନେଶ୍ୱର ଆଧ୍ୟାତ୍ମିକ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ହୋଇଯାଇଛି। ବାଲେଶ୍ୱର ରେଡ୍‌କ୍ରସ୍‌ ବ୍ଲଡ୍‌ ବ୍ୟାଙ୍କ ତତ୍ତ୍ୱାବଧାନରେ ୩୫ ୟୁନିଟ୍‌ ରକ୍ତ ସଂଗୃହୀତ ହୋଇଛି।…

ଖବରଦାତାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ବାଲେଶ୍ୱର ଅଫିସ, ୨୪।୪-ବାଲେଶ୍ୱର ଜିଲା ସଦର ମହକୁମା ଠାରେ ଥିବା ଖବରଦାତାମାନଙ୍କ ପକ୍ଷରୁ ଗୁରୁବାର ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଦେଶବାସୀ କରୋନା ଭୂତାଣୁ ପାଇଁ ଭୟଭୀତ ଅବସ୍ଥାରେ ଥିବାବେଳେ ଏବେ ଲକ୍‌ଡାଉନ୍‌ରେ…

ଆଶ୍ରମ, ମଠକୁ ସହଯୋଗର ହାତ ବଢାଇଲେ ରାମଚନ୍ଦ୍ର

ଖଇରା,୨୪।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ମଠ ଓ ଆଶ୍ରମଗୁଡିକ ଅବସ୍ଥା ଏବେ ଧୀରେ ଧୀରେ ବିଗିଡିବାରେ ଲାଗିଛି ା ସେଠାରେ ରହୁଥିବା ସାଧୁସନ୍ଥ ଓ ଅନ୍ତେବାସୀଙ୍କ ମଧ୍ୟରେ ଖାଦ୍ୟ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ା ଖବର ପାଇ…

ମଦ ଧରି ପୋଲିସ ଜିମା ଦେଲେ ଗ୍ରାମବାସୀ

ଖଇରା,୨୪।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ କଇଥଗଡିଆ ଗ୍ରାମରେ ଦେଶୀମଦ କାରବାର ଦିନକୁ ଦିନ ବଢି ଚାଲିଛି। ସରପଞ୍ଚ ଗୋବର୍ଦ୍ଧନ ପାଇକରାୟ, ପୂର୍ବତନ ସରପଞ୍ଚ ବଳରାମ ନାଇକ, ନାଗା ଜେନା ଓ ସୁଶାନ୍ତ ବାରିକଙ୍କ ନେତୃତ୍ୱରେ ଗ୍ରାମବାସୀ ଏହାକୁ କିଭଳି ରୋକାଯାଇପାରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?