ଜିଲା ମୁଖ୍ୟ ଚିକିତ୍ସାଳୟ ଶିଶୁ ବିଭାଗରେ ଅଗ୍ନିକାଣ୍ଡ
ବାଲେଶ୍ୱର ଅଫିସ,୧୦।୪-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ଶିଶୁ ବିଭାଗର ଦ୍ୱିତୀୟ ମହଲାରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଅଗ୍ନିକାଣ୍ଡ ହୋଇଥିଲା। ସର୍ଟସର୍କିଟ୍ରୁ ଏହି ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଛି। ପ୍ରଥମ ଓ ଦ୍ୱିତୀୟ ମହଲାରେ ଥିବା ରୋଗୀଙ୍କୁ ତୁରନ୍ତ…
ନିର୍ମାଣ ଶ୍ରମିକଙ୍କୁ ମାସ୍କ, ସହାୟତା ରାଶି ବଣ୍ଟନ
ଖଇରା, ୧୦।୪(ଡି.ଏନ.ଏ.)-ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାରକୋଣା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଲୋକମାନଙ୍କୁ ମାସ୍କ ବଣ୍ଟନ କରିଛନ୍ତି ା ପ୍ରଥମେ ମନ୍ତ୍ରୀ ଅନ୍ଧାରୀ ଗ୍ରାମକୁ ଯାଇ ରବୀନ୍ଦ୍ର କୁମାର ବିଶ୍ୱାଳଙ୍କ…
ବାଜିଲାନି ସାହାନାଇ: ଫିକା ପଡ଼ିଲା ଚନ୍ଦନେଶ୍ୱରଙ୍କ କାମିନୀ ବିବାହ
ଭୋଗରାଇ, ୧୦।୪(ଡି.ଏନ.ଏ.)-କରୋନା ପାଇଁ ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ବିଶ୍ୱପ୍ରସିଦ୍ଧ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କ ମେଳା ଚଳିତବର୍ଷ ଫିକା ପଡ଼ିଛି। ଚନ୍ଦନେଶ୍ୱର ଟ୍ରଷ୍ଟ ବୋର୍ଡ଼ ତଥା ଜିଲା ପ୍ରଶାସନର କଡ଼ା କଟକଣା ଯୋଗୁ ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା ସମିତି…
ଖଇରାରେ ଆରମ୍ଭ ହେଲା ବିଶୋଧନ
ଖଇରା, ୧୦।୪(ଡି.ଏନ.ଏ.)-ଖଇରା ଅଗ୍ନିଶମ ବିଭାଗ ତରଫରୁ ଖଇରା ବଜାର ତଥା ଅନ୍ୟାନ୍ୟ କାର୍ଯ୍ୟାଳୟରେ ବିଶୋଧନ କାର୍ଯ୍ୟ ଆରମ୍ଭ ହୋଇଛି। ଗୁରୁବାର ଅଗ୍ନିଶମ ବିଭାଗର ଭାରପ୍ରାପ୍ତ ଅଧିକାରୀ ହାଡିବନ୍ଧୁ ସିଂଙ୍କ ନେତୃତ୍ୱରେ ପ୍ରଥମେ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବିଶୋଧନ କରାଯାଇଥିଲା। ପରେ ଖଇରା…
ଏସ୍ଇଏମ୍ଙ୍କୁ ବାନ୍ଧିଲେ ଗ୍ରାମବାସୀ
ସଜନାଗଡ଼, ୧୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ କେସିପୁର ପଞ୍ଚାୟତର ଭାଲିଆପୁଷି ଗ୍ରାମରେ ଅଚଳ ନଳକୂପକୁ ତୁରନ୍ତ ମରାମତି କରାଯାଉ ନ ଥିବାରୁ ସ୍ଥାନୀୟ ବାସିନ୍ଦାଙ୍କ ଅସନ୍ତୋଷ ଉଗ୍ରରୂପ ଧାରଣ କରିଛି। ଗୁରୁବାର ଏହାକୁ ମରାମତି କରିବାକୁ ଯାଇଥିବା ପଞ୍ଚାୟତସ୍ତରୀୟ ସ୍ବାବଲମ୍ବୀ…
ଓଡ଼ିଆ ଅକ୍ଷରରେ କାର୍ଟୁନ ଶିକ୍ଷା
ବାଲେଶ୍ୱର ଅଫିସ, ୧୦।୪-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସାରା ଦେଶ ଏବେ ଲକ୍ଡାଉନ ରହିଛି। ଏହି ସମୟକୁ କିପରି ସଦୁପଯୋଗ କରାଯାଇପାରିବ ତାହାକୁ ନେଇ ବିଶିଷ୍ଟ ଶିଳ୍ପୀ କେଶୁ ଦାସ ଏକ ଅଭିନବ ପ୍ରୟାସ ଆରମ୍ଭ କରିଛନ୍ତି। ଓଡ଼ିଆ ବର୍ଣ୍ଣମାଳାଗୁଡ଼ିକୁ…
୨୦ରୁ ଊର୍ଦ୍ଧ୍ୱ ମଦଭାଟି ଭାଙ୍ଗିଲେ ଏସ୍ଏଚ୍ଜି
ଔପଦା, ୧୦ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡସାହି ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ଶୀତବଣ ପାହାଡଘେରା ବେତେଇ ଗ୍ରାମ ଜଙ୍ଗଲରେ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ବେଆଇନ ମହୁଲି ମଦଭାଟିକୁ ସ୍ଥାନୀୟ ସ୍ବୟଂ ସହାୟିକା ମହିଳା ଗୋଷ୍ଠୀ ଓ ଗ୍ରାମବାସୀ ମିଳିତ ଭାବେ ସମ୍ପୂର୍ଣ୍ଣ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା
ବାଲେଶ୍ୱର ଅଫିସ, ୯।୪-ବାଲେଶ୍ୱରସ୍ଥିତ ବାଲିଆ ରାମେଶ୍ୱର ମନ୍ଦିର ସମ୍ମୁଖରେ ଥିବା ମେସି ଫର୍ଗୁସନ ଟ୍ରାକ୍ଟର କମ୍ପାନୀର ଜିଲା ଡିଲର ‘ମେସର୍ସ ଲକ୍ଷ୍ମୀରେଖା ଅଟୋମୋବାଇଲ୍ସ’ର ଦୁଇ ବିଜିନେସ୍ ପାର୍ଟନର ମନୋଜ କୁମାର ଜେନା ଏବଂ ଅମିତ ଅମିତାଭ ମହାକୁଡ଼ ଗୁରୁବାର ଓଡ଼ିଶା ମୁଖ୍ୟମନ୍ତ୍ରୀ…
ଗ୍ରାମାଞ୍ଚଳରେ ୩୬୦, ସହରାଞ୍ଚଳରେ ୯ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର
ବାଲେଶ୍ୱର ଅଫିସ, ୯।୪-ବାଲେଶ୍ୱର ଜିଲାରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସୁଦ୍ଧା ଜିଲାର ୩୬୦ଟି ପଞ୍ଚାୟତରେ ୩୬୦ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇ ୯୬୬୩ ଏବଂ ୪ଟି ସହରାଞ୍ଚଳରେ ୯ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇ ୩୩୭ଟି ଶଯ୍ୟା…
ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା
ଖଇରା, ୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ସିମୁଳିଆ ଓ ଖଇରା ବ୍ଲକର ବିଭିନ୍ନ ପଞ୍ଚାୟତର ଅଙ୍ଗନୱାଡି କେନ୍ଦ୍ରକୁ ଛତୁଆ ଯୋଗାଇ ଆସୁଥିବା ମା’ ରାଉତରାଉତାଣୀ ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି ା ମଙ୍ଗଳବାର…
ରିଲିଫ ପାଣ୍ଠିକୁ ଦାନ କଲେ ଏସ୍ଏଚଜି
ବାଲେଶ୍ୱର ଅଫିସ, ୮।୪: କରୋନା ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରାଯାଇଛି। ବାଲେଶ୍ୱର ପୌରାଞ୍ଚଳ ସିଆଡ଼ି ମଙ୍ଗଳା ଏସ୍ଏଚ୍ଜି ତରଫରୁ ୧୦ହଜାର, ମଠବାଡ଼ି ଅଞ୍ଚଳର ମା’ ତାରିଣୀ…
ରାଶନକାର୍ଡଧାରୀଙ୍କୁ ଅର୍ଥ ବାଣ୍ଟିଲେ ମନ୍ତ୍ରୀ
ଖଇରା,୮।୪(ଡି.ଏନ୍.ଏ.)- ଖାଉଟି ସୁରକ୍ଷା ଯୋଜନାରେ ସାମିଲ ସମସ୍ତ ହିତାଧିକାରୀଙ୍କ ପାଇଁ ସରକାର ଅଗ୍ରୀମ ୩ମାସର ରାଶନ ସାମଗ୍ରୀ ସହିତ ଅତିରିକ୍ତ ୧ହଜାର ଟଙ୍କା ଲେଖାଏଁ ଅର୍ଥ ବ୍ୟବସ୍ଥା କରିଛନ୍ତି। ମଙ୍ଗଳବାର ଖଇରା ବ୍ଲକରେ ହିତାଧିକାରୀମାନଙ୍କୁ ଏହି ଅର୍ଥ ପ୍ରଦାନ ପ୍ରକ୍ରିୟା ଆରମ୍ଭ…
Archives


