ଲାଗିଲା କଟକଣା, ପର୍ଯ୍ୟଟନସ୍ଥଳୀ ଶୂନଶାନ୍
ଭୋଗରାଇ, ୨୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରେ କରୋନା ଭୂତାଣୁ ସଂକ୍ରମଣ ଭୟକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ପର୍ଯ୍ୟଟନସ୍ଥଳୀ, ମନ୍ଦିର ଓ ହାଟବଜାର ଉପରେ କଟକଣା ଲାଗୁ କରିଛନ୍ତି। ଓଡ଼ିଶାର ଅନ୍ୟତମ ଶୈବପୀଠ ଚନ୍ଦନେଶ୍ୱର, ଏସିଆର ସର୍ବବୃହତ୍ ଶିବଲିଙ୍ଗ ଭୂଷଣ୍ଡେଶ୍ୱର,…
‘କରୋନା’ ସଚେତନତା କାର୍ଯ୍ୟକ୍ରମରେ ଯାତ୍ରା କଳାକାର ଦୈତାରୀ, ଦାମ
ଔପଦା,୧୯।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ବଜାର ଓ ଗଡ଼ସାହି ହାଟରେ ଗୁରୁବାର ଅପରାହ୍ନରେ କରୋନା ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା। ଜନହିତ ଯୁବକ ସଂଘ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ବିଶିଷ୍ଟ ଯାତ୍ରା କଳାକାର ଦୈତାରୀ ପଣ୍ଡା ଓ ଦାମୋଦର ପଣ୍ଡା ସାମିଲ…
ମାର୍ଚ୍ଚ ୫ରେ ଥାଇଲାଣ୍ଡରୁ ଫେରିଥିଲେ ଯୁବକ, ୧୩ ଦିନ ପରେ ଅସୁସ୍ଥ ହେବା ନେଇ ଆତଙ୍କିତ ଗ୍ରାମବାସୀ
ଖଇରା,୧୯।୩(ଡି.ଏନ୍.ଏ): ବାଲେଶ୍ବର ଜିଲା ଔପଦା ବ୍ଲକ ଅଧୀନ ଜାନିକାପାଳ ଗ୍ରାମର ଜଣେ ଯୁବକ ଥାଇଲାଣ୍ଡରୁ ଫେରିବାର ୧୩ ଦିନ ପରେ ଅସୁସ୍ଥ ହୋଇଛନ୍ତି। ତାଙ୍କୁ ଥଣ୍ଡା,କାଶ ହେଉଛି। ଗୁରୁବାର ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ସଞ୍ଜିବ ବିଶ୍ବାଳ ତାଙ୍କୁ କଟକ…
ମାସ୍କ ଅଭାବ ଦୂରେଇବେ ମହିଳା ଉତ୍ପାଦକ ଗୋଷ୍ଠୀ
ବାଲେଶ୍ୱର ଅଫିସ,୧୯।୩- ସାରା ବିଶ୍ୱରେ କରୋନା ଭୂତାଣୁ ସଂକ୍ରମଣ ଭୟକୁ ଦୃଷ୍ଟିରେ ରଖି ବାପକ ସତର୍କତା ଅବଲମ୍ବନ କରାଯାଉଛି। କେନ୍ଦ୍ର ଓ ରାଜ୍ୟସରକାର ଏ ଦିଗରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରି ସଚେତନତା ସୃଷ୍ଟି କରୁଛନ୍ତି। ସାନିଟାଇଜର ଏବଂ ମାସ୍କ ବ୍ୟବହାର…
କଳାକାର ଦେଲେ ଲୋକଙ୍କୁ ବାର୍ତ୍ତା
ବାଲେଶ୍ୱର ଅଫିସ,୧୯।୩- ବାଲେଶ୍ୱର ଜିଲା ୧୬ ନଂ. ଜାତୀୟ ରାଜପଥ ନିକଟସ୍ଥ କାଠସଙ୍ଗଡ଼ା ନିକଟରେ ଗତ ଦୋଳ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା ପିତୃତର୍ପଣ ଓ ପିଣ୍ଡଦାନ ମହାଯଜ୍ଞ କାର୍ଯ୍ୟକ୍ରମର ଦଶମ ଦିନ ବୁଧବାର କଳାକାରମାନେ ଯୋଗଦେଇ କରୋନା ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ…
୧୧୦ ବର୍ଷର ଶିକ୍ଷାନୁଷ୍ଠାନ ଆଜି ଅବହେଳିତ
ଜଳେଶ୍ୱର, ୧୯।୩-ସଂସ୍କୃତ ଶିକ୍ଷାର ପ୍ରସାର ଲାଗି ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ବାଲେଶ୍ୱର ଜିଲା ଅଧୀନ ଜଳେଶ୍ୱର ବ୍ଲକର ଶାଳିକୋଠା ଗ୍ରାମରେ ୧୯୧୦ ମସିହାରୁ ପ୍ରତିଷ୍ଠା ହୋଇଥିବା ଶିକ୍ଷାନୁଷ୍ଠାନ ଆଜି ଅବହେଳିତ ଅବସ୍ଥାରେ ରହିଛି। ଉପାନ୍ତ ତଥା ଅନଗ୍ରସର ଇଲାକରେ ଥିବା ଏହି ଅନୁଷ୍ଠାନ…
୨.୮୦ କୋଟିର ବ୍ରାଉନ୍ସୁଗାର ଜବତ: ୨ ଗିରଫ
ସଜନାଗଡ଼/ଜଳେଶ୍ୱର,୧୯।୩(ଡି.ଏନ.ଏ./ସ୍ବ.ପ୍ର.)-ବାରମ୍ବାର ଧରପଗଡ ସତ୍ତ୍ୱେ ବାଲେଶ୍ୱର ଜିଲାରେ ବ୍ରାଉନ ସୁଗାର ଚୋରା କାରବାର ଥମିବାର ନାଁ ଧରୁ ନାହିଁ । ଭୁବନେଶ୍ୱରରୁ ଆସିଥିବା ସ୍ବତନ୍ତ୍ର ଟାସ୍କ ଫୋର୍ସ (ଏସଟିଏଫ୍) ବୁଧବାର ପ୍ରତ୍ୟୁଷରେ ନୀଳଗିରି ଥାନା ମିତ୍ରପୁର ଅଞ୍ଚଳରେ ଚଢାଉ କରି ଅଢେଇ କେଜିରୁ…
କରୋନା କଟକଣା: ନିରାଡମ୍ବର ଭାବେ ପାଳନ ହେବ ପାଣ୍ଡବଘାଟ ବାରୁଣୀ ଯାତ୍ରା
ବାହାନଗା,୧୮।୩(ଡି.ଏନ୍.ଏ.): ବାଲେଶ୍ୱର ଜିଲାରେ କରୋନା ଭାଇରସ୍କୁ ଦୃଷ୍ଟିରେ ରଖି କଟକଣା ଜାରି କରାଯାଇଛି। ଫଳରେ ଚଳିତ ବର୍ଷ ହେବାକୁ ଥିବା ପାଣ୍ଡବ ଘାଟ ବାରୁଣୀ ଯାତ୍ରା ନିରାଡମ୍ବର ଭାବେ ପାଳନ ହେବ ବୋଲି ଜଣାପଡ଼ିଛି। ବାଲେଶ୍ୱର ଜିଲା ସୋର ଥାନା ପୋଲିସ…
ବାଲେଶ୍ୱରର ୩ ପର୍ଯ୍ୟଟନ ସ୍ଥଳୀରେ ୧୪୪ ଧାରା ଜାରି
ସଜନାଗଡ଼,୧୮।୩(ଡି.ଏନ୍.ଏ.): ରାଜ୍ୟରେ କରୋନା ରୋଗୀ ଚିହ୍ନଟ ପରେ ସଚେତନତା ନେଇ ପ୍ରଶାସନ ପକ୍ଷରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ବାଲେଶ୍ୱର ଜିଲାର ୩ ପର୍ଯ୍ୟଟନ ସ୍ଥଳୀରେ ୧୪୪ ଧାରା ଜାରି ହୋଇଛି। ପଞ୍ଚଲିଙ୍ଗେଶ୍ୱର ଶୈବପୀଠ,…
ବିଜେତା ମୁକୁଟ ପିନ୍ଧିଲେ ହଂସିନୀ
ବାଲେଶ୍ୱର ଅଫିସ, ୧୮।୩-ବାଲେଶ୍ୱର କଚେରି ବଜାର ସ୍ଥିତ ପ୍ରଶାନ୍ତ ପ୍ରଧାନ ଓ ଭବାନୀ ପ୍ରଧାନଙ୍କ କନିଷ୍ଠକନ୍ୟା ହଂସିନୀ (୬) ବମ୍ବେରେ ଅନୁଷ୍ଠିତ ସର୍ବଭାରତୀୟ ଶୋ ଷ୍ଟପର ମଡ଼େଲିଂ ପ୍ରତିଯୋଗିତାରେ ଭାଗନେଇ ମିସ୍ ଶୋ ଷ୍ଟପର ଜୁନିୟର କ୍ରାଉନ ବିଜେତା ହେବାର ଗୌରବ…
ଦୃଢ ଇଛାଶକ୍ତି ଦେଇଛି ବଞ୍ଚିବାର ରାହା
ଖଇରା, ୧୮।୩(ଡି.ଏନ.ଏ.)-ଦୃଢ ଇଛାଶକ୍ତି ଥିଲେ ସବୁ କିଛି ସମ୍ଭବ। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଖଇରା ବ୍ଲକ ନନ୍ଦୁର ପଞ୍ଚାୟତ ବ୍ରହ୍ମଚାରୀ ଗ୍ରାମର ଦିବ୍ୟାଙ୍ଗ ଅକ୍ଷୟ କୁମାର ମହାନ୍ତି। ବୟସ ୫୪ ହେଲାଣି। ତଥାପି ସେ ଥକିନାହାନ୍ତି। ବାଲେଶ୍ୱର ଜିଲା ଖଇରା…
ଦୁର୍ଦ୍ଦିନରେ ୧୨ କୁମ୍ଭକାର ପରିବାର
ସୋର, ୧୮।୩(ଜନ୍ମେଜୟ ମିଶ୍ର)-ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ପାହାଡିଆ ଗଁ। ରଙ୍ଗାମାଟିଆ। ଗଁ। ଠାରୁ ପଞ୍ଚାୟତ ଶ୍ୟାମସୁନ୍ଦରପୁରର ଦୂରତା ୨୦ରୁ ୨୫ କି.ମି. ହୋଇଥିବାବେଳେ ଔପଦା ବ୍ଲକ ହେଡକ୍ୱାର୍ଟର ଦୂରତା ୩୦ରୁ ୩୫ କି.ମି.। ଭୌଗୋଳିକ ଦୃଷ୍ଟିକୋଣରୁ ଏହି ଗଁ।…
Archives


