ବାଲେଶ୍ୱର

ଅସହାୟଙ୍କୁ ପରିବା, ମାସ୍କ ବାଣ୍ଟିଲା ବ୍ରହ୍ମାନନ୍ଦ ଟ୍ରଷ୍ଟ

ଖଇରା,୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ପଳସା ଗ୍ରାମର ବ୍ରହ୍ନାନନ୍ଦ ହସ୍ତଶିଳ୍ପ ଓ ସମାଜକଲ୍ୟାଣ ଟ୍ରଷ୍ଟ ପୂର୍ବରୁ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଅସହାୟମାନଙ୍କୁ ସହାୟତାର ହାତ ବଢେଇ ସଙ୍ଗଠନର ମହତ ଉଦ୍ଦେଶ୍ୟକୁ ପ୍ରତିପାଦିତ କରିଆସିଛନ୍ତି। ପୁଣି ଥରେ କରୋନା ମହାମାରୀ ସମୟରେ…

ପୂଜ୍ୟପୂଜା ସଂସଦ ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

ସଜନାଗଡ,୧୯ା୪(ଡି.ଏନ.ଏ.)-ବାଲେଶର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ ପରିସରରେ ଶନିବାର ପୂଜ୍ୟପୂଜା ସଂସଦ ଓ ନୀଳଗିରିର ବିଧାୟକ ଇଂ. ସୁକାନ୍ତ କୁମାର ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସାମ୍ପ୍ରତିକ ପରିସ୍ଥିତିରେ ରକ୍ତର ଅଭାବ ପୂରଣ କରିବା…

ଲକ୍‌ଡାଉନ ଉଲ୍ଲଂଘନ: ୪ଜଣଙ୍କ ନାମରେ ମାମଲା

ସିମୁଳିଆ, ୧୯ା୪(ଡି.ଏନ.ଏ.)-କରୋନାକୁ ଖାତର ନ କରି ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ କେଳାପଲି ଛକ ନିକଟରେ ଖଟି କରୁଥିବା ୪ଜଣ ଯୁବକଙ୍କ ନାମରେ ପୋଲିସ ମାମଲା (ନଂ.୯୪/୨୦) ରୁଜୁ କରିଛି। ଶୁକ୍ରବାର କେଳାପଲି ଛକ ନିକଟରେ ଅଶୋକ ବେହେରା, ଶଶୀକାନ୍ତ…

ଦ୍ୱିତୀୟ ପର୍ଯ୍ୟାୟରେ ୭୨ହଜାର ୪୭ଟଙ୍କା ସହାୟତା ରାଶି ପ୍ରଦାନ

ସିମୁଳିଆ,୧୯ା୪(ଡି.ଏନ.ଏ.)-କରୋନା ସହାୟତା ପାଇଁ ବାଲେଶ୍ୱର ଜିଲା ସିମୁଳିଆବାସୀ ପ୍ରୟାସ ଜାରି ରଖିଛନ୍ତି। ଶନିବାର ସିମୁଳିଆ ବ୍ଲକର ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୨୨ହଜାର ୫ଶହ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ପ୍ରଦାନ କରାଯାଇଛି । ବରିଷ୍ଠ ମଞ୍ଚର ସଭାପତି ଚତୁର୍ଭୂଜ ପାଣିଗ୍ରାହୀ,…

ବଜ୍ରପାତ ନେଲା ୨ ଜୀବନ

ବସ୍ତା,୧୮।୪(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଆଳୁମେଦା ଗ୍ରାମରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। ପ୍ରବଳ ଝଡ଼ ବର୍ଷା ସାଙ୍ଗକୁ ବଜ୍ରପାତ ଯୋଗୁ ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ବିମଳ ପ୍ରଧାନଙ୍କ ପୁଅ ଜଗନ୍ନାଥ (୨୨)…

ଶିକାରୀଙ୍କୁ ସୁହାଉଛି ଲକ୍‌ଡାଉନ

ସଜନାଗଡ, ୧୮ା୪(ଡି.ଏନ.ଏ.)- କରୋନା ସଂକ୍ରମଣକୁ ରୋକିବା ଲାଗି ଲକଡାଉନ ଜାରି ରହିଥିବା ବେଳେ ଏହାର ଅବଧିକୁ ସରକାର ବୃଦ୍ଧି କରିଛନ୍ତି। ଏହି ଲକ୍‌ଡାଉନ ଏବେ ବନ୍ୟଜନ୍ତୁ ଶିକାରୀଙ୍କ ପାଇଁ ଅନୁକୂଳ ସମୟ ପାଲଟିଛି। ଏହାର ଉଦାହରଣ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା…

ଓଡ଼ିଶାର ଆଉ ଏକ ଜିଲାକୁ ଡେଇଁଲା କରୋନା: ୬୧ ନଂ ଆକ୍ରାନ୍ତ ବାଲେଶ୍ୱରର

ଭୁବନେଶ୍ୱର,୧୮ା୪(ବ୍ୟୁରୋ) : ଶନିବାର ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ବାଲେଶ୍ୱର ଜିଲାର। ତାଙ୍କର ବୟସ ୫୮ ବର୍ଷ ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶଯୋଗ୍ୟ, ଶନିବାର ରାଜ୍ୟରେ ୩ କରୋନା ଆକ୍ରାନ୍ତ…

ବାଲେଶ୍ୱରରେ ଗ୍ରୋସରୀ ଦୋକାନୀଙ୍କ ଅଭିନବ ପଦକ୍ଷେପ: ଲଗାଇଲେ ‘ମାସ୍କ ନାହିଁ ତ ଜିନିଷ ନାହିଁ’ ପୋଷ୍ଟର

ବାଲେଶ୍ବର ଅଫିସ, ୧୮।୪-ରାଜ୍ୟରେ କରୋନା ମୁକାବିଲା ନେଇ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। କରୋନାଠାରୁ ସୁରକ୍ଷା ଲାଗି ବିଭିନ୍ନ ଉପାୟରେ ଲୋକଙ୍କୁ ସଚେତନ କରାଯାଉଛି। ମାସ୍କ ନାହିଁ ତ ଜିନିଷ ନାହିଁ ବୋଲି କେତେକ ଗ୍ରୋସରୀ ( ସଉଦା)…

ଭୋକ ଉପାସରେ ୯ ଦିନ: ଧାରଣା ଦେଲେ ଆଦିବାସୀ ପରିବାର

ଖଇରା, ୧୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଝାଟିଆ ଗ୍ରାମର କେତେକ ଦିନମଜୁରିଆ ଆଦିବାସୀ ପରିବାର ୯ଦିନ ଭୋକ ଉପାସରେ ରହିବା ପରେ ଶୁକ୍ରବାର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ପରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ…

କଂସ ରୂପରେ ସଚେତନତା

ଖଇରା, ୧୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡଗରପଡା ଗ୍ରାମର ଗୟାଧର ବିଶ୍ୱାଳ ନିଆରା ଢଙ୍ଗରେ କରୋନା ସଚେତନତା କରିଛନ୍ତି। ଲକଡାଉନ ଲାଗୁ ହେବା ଦିନଠାରୁ ସେ କଂସ ପୋଷାକ ପରିଧାନ କରି କରୋନା ସଚେତନତା ଲାଗି ସାଇକେଲରେ ପ୍ଲା କାର୍ଡ…

ବ୍ୟାଙ୍କ ଆଗରେ ଲମ୍ବା ଲାଇନ୍‌: ସାମାଜିକ ଦୂରତା ନିୟମକୁ ଅବମାନନା

ବାଲେଶ୍ୱର ଅଫିସ,୧୮।୪-ବାଲେଶ୍ୱର ଜିଲାର ବିଭିନ୍ନ ବ୍ୟାଙ୍କ ସମ୍ମୁଖରେ ପ୍ରତିଦିନ ଲମ୍ବା ଲାଇନ୍‌ ଦେଖିବାକୁ ମିଳୁଛି। କୋଭିଡ-୧୯ ସଂକ୍ରମଣ ରୋକିବା ପାଇଁ ସମଗ୍ର ଭାରତବର୍ଷରେ ଲକ୍‌ଡାଉନ୍‌ ଓ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଉଥିବା ବେଳେ ସୁବିଧା ଓ ସହାୟତା ନେବା ପାଇଁ ଲୋକମାନେ…

ପୋଡ଼ିଗଲା ୩ ବଖରା

ସୋର,୧୭ା୪(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ସୋର ବ୍ଲକ ଅନ୍ତର୍ଗତ ବାଳଙ୍ଗ ଗ୍ରାମର ଜୟନ୍ତ ବିଶ୍ୱାଳଙ୍କ ଘରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୩ ବଖରା ଜଳି ଯାଇଛି। ବିଦ୍ୟୁତ ସଟସର୍କିଟ ଯୋଗୁଁ ହୋଇଥିବା ଏହି ଅଗ୍ନିକାଣ୍ଡରେ ଘରର ସମସ୍ତ ଆସବାବପତ୍ର ସହିତ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?