ବାଲେଶ୍ୱର

ରକ୍ତଦାନରେ ସାମିଲ ହେଲେ ପୋଲିସ ଅଧିକାରୀ

ବାଲେଶ୍ୱର ଅଫିସ,୧୭।୪-ବାଲେଶ୍ୱର ସଦର ବ୍ଲକ ଅଧୀନ ଗେଙ୍ଗୁଟି ପଞ୍ଚାୟତର ପଳାସପୁର ୟୂଜିଏମି ସ୍କୁଲଠାରେ ଆଚ୍ଛା ସଙ୍ଗଠନ ସହାୟତାରେ ଶୁକ୍ରବାର ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଅଭ୍ୟୁଦମ୍‌ ଏବଂ ଆଚ୍ଛା ସଙ୍ଗଠନର ମେଡ଼ିକାଲ କୋଡିନେଟର୍‌ ଉଦୟଭାନୁ ନାୟକଙ୍କ ତତ୍ତ୍ୱାବଧାନ ଓ ଗେଙ୍ଗୁଟି…

ପ୍ରବାଦ ପୁରୁଷ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି

ସଜନାଗଡ଼, ୧୭।୪(ଡି.ଏନ.ଏ.)-ବିଶିଷ୍ଟ ଜନନାୟକ ବିଜୁ ପଟ୍ଟନାୟକଙ୍କ ୨୩ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶୁକ୍ରବାର ସାମାଜିକ ଦୂରତ୍ୱକୁ ରକ୍ଷା କରି ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ ଏବଂ ତାଙ୍କର ସହଯୋଗୀ, ସମର୍ଥକ ନୀଳଗିରି ବସ୍‌ଷ୍ଟାଣ୍ଡ ବାଇପାସ୍‌ ଛକଠାରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ…

ଭାଜପା ପକ୍ଷରୁ ଖାଦ୍ୟ, ସାବୁନ ଓ ମାସ୍କ ବଣ୍ଟନ

ବାଲେଶ୍ୱର ଅଫିସ, ୧୭।୪-ବାଲେଶ୍ୱର ଭାଜପା ପକ୍ଷରୁ ପ୍ରତ୍ୟହ ସହରର ଗରିବ ଓ ଅସହାୟ ଲୋକମାନଙ୍କୁ ରନ୍ଧା ଓ ଶୁଖିଲା ଖାଦ୍ୟ, ସାବୁନ ଓ ମାସ୍କ ବଣ୍ଟନ କରାଯାଉଛି। ସହର ଅନତି ଦୂରରେ ଅବସ୍ଥିତ ମୁକୁନ୍ଦପୁର କୁଷ୍ଠ ବସ୍ତିର ବାସିନ୍ଦାଙ୍କ ଭିକ୍ଷା ବୃତ୍ତି…

ମାସ୍କ, ସାବୁନ ବାଣ୍ଟିଲା ଜନଜାଗରଣ ମଞ୍ଚ

ଖଇରା,୧୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକରେ ୧୦ବର୍ଷରୁ ଊର୍ଦ୍ଧ୍ୱ ହେବ ଜନକଲ୍ୟାଣ ସେବାକୁ ବ୍ରତ ଭାବେ ଗ୍ରହଣ କରି ଆସିଥିବା ଜନଜାଗରଣ ମଞ୍ଚ ପୁଣିଥରେ ଅସହାୟଙ୍କୁ ସହାୟତା କରି ଉଦାହରଣ ପାଲଟିଛି। ୧୨ତାରିଖରୁ ମଞ୍ଚର ସଭାପତି ଉମେଶ ଚନ୍ଦ୍ର ନାୟକ ଓ…

ଓଡ଼ିଶା ସୀମା ପାରି ହେଉଥିବା ୧୧ ବଙ୍ଗୀୟ ଶ୍ରମିକ ଧରାପଡିଲେ

ଭୋଗରାଇ, ୧୭।୪(ଡି.ଏନ.ଏ.)-କରୋନା ଲାଗି ସମଗ୍ର ଦେଶ ଲକ୍‌ଡାଉନ୍‌ ଥିବାବେଳେ ଗତ ଗୁରୁବାର ରାତିରେ ଏକ ବୋଲେରୋରେ ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପାରି ହେଉଥିବା ୧୧ଜଣ ବଙ୍ଗୀୟ ଶ୍ରମିକ ପୋଲିସ ହାତରେ ଧରାପଡିଛନ୍ତି। ବୋଲେରୋକୁ ଜବତ କରାଯାଇ ସମସ୍ତଙ୍କୁ କମର୍ଦ୍ଦା ଜଗନ୍ନାଥ…

ପ୍ରବାଦ ପୁରୁଷ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି

ସଜନାଗଡ଼,୧୭ା୪(ଡି.ଏନ୍‌.ଏ.): ଆଜି ଅର୍ଥାତ୍‌ ଶୁକ୍ରବାର ପ୍ରବାଦ ପୁରୁଷ ତଥା ବରିଷ୍ଠ ଜନନାୟକ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ସାମାଜିକ ଦୂରତ୍ୱ ରକ୍ଷାକରି ନୀଳଗିରିର ବିଧାୟକ ଇଂ ସୁକାନ୍ତ କୁମାର ନାୟକ ଓ ତାଙ୍କର ସହଯୋଗୀମାନେ ନୀଳଗିରି…

ଚିକିତ୍ସା ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ

ସୋର, ୧୭ା୪(ଡି.ଏନ.ଏ.):-ସୋର ମ୍ୟୁନିସିପାଲିଟି ଅଧୀନ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସା ଅବହେଳାରୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏସ୍‌ଆଇ ସଚ୍ଚିଦାନନ୍ଦ ଗିରି ସୋର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ତଦନ୍ତ କରିବା ପରେ ମାମଲା (ନଂ.୧୨୭/୨୦) ରୁଜୁ କରି ଶବ…

ସହାୟତା ଲାଗି ଆଗେଇ ଆସିଲା ଯୁବ ସ୍ବାଭିମାନ ମଞ୍ଚ

ଖଇରା, ୧୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡରେ ସମାଜକଲ୍ୟାଣ ତଥା ସଂସ୍କୃତିର ସୁରକ୍ଷା ପାଇଁ କାର୍ଯ୍ୟ କରିଆସୁଥିବା ଯୁବ ସ୍ବାଭିମାନ ମଞ୍ଚ ମହାମାରୀ କରୋନା ସମୟରେ ଅସହାୟ ଲୋକଙ୍କ ସହାୟତା ପାଇଁ ଅଣ୍ଟା ଭିଡିଛି। ପ୍ରଥମ ପଦକ୍ଷେପସ୍ବରୂପ ଶ୍ୟାମସୁନ୍ଦରପୁର ପଞ୍ଚାୟତ…

ବୃଦ୍ଧାଶ୍ରମ ଅନ୍ତେବାସୀଙ୍କୁ ସହାୟତା

ବାଲେଶ୍ୱର ଅଫିସ,୧୭।୪- ବାଲେଶ୍ୱର ଜିଲା ସହଦେବଖୁଣ୍ଟାର ଚାନ୍ଦମାରିପଡ଼ିଆ ସ୍ଥିତ ‘ଅମୃତଧାରା’ ବୃଦ୍ଧାଶ୍ରମର ଅନ୍ତେବାସୀଙ୍କୁ ନିଖିଳ ଉତ୍କଳ ୪ର୍ଥଶ୍ରେଣୀ ସରକାରୀ କର୍ମଚାରୀ ସଂଘ ତରଫରୁ ସାମ୍ପ୍ରତିକ ଲକ୍‌ଡାଉନ୍‌ ସମୟରେ ଦୈନନ୍ଦିନ ଖାଦ୍ୟବାବଦକୁ ପନ୍ଦର ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ବୁଧବାର ସଂଘର…

ଭୁବନେଶ୍ୱର ଫେରନ୍ତା ଭଡାଟିଆଙ୍କୁ ଘରେ ପୂରାଇଲେନି ମାଲିକ

ବାଲେଶ୍ୱର ଅଫିସ,୧୭।୪-ଭୁବନେଶ୍ୱରରୁ ଫେରିଥିବାରୁ ଜଣେ ଭଡାଟିଆଙ୍କୁ ତାଙ୍କ ଘର ମାଲିକ ଘରେ ନ ପୂରାଇବା ଘଟଣା ବାଲେଶ୍ୱର ଅଡ଼ରବଜାର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଶେଷରେ ସେ ଅନ୍ୟ ଉପାୟ ନ ପାଇ ଗୁରୁବାର ସହଦେବଖୁଣ୍ଟା ମଡ଼େଲ ଥାନାରେ ଅଭିଯୋଗ କରିଛନ୍ତି।…

ଲକ୍‌ଡାଉନରେ ସହାୟତା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ପରାମର୍ଶ

ବାଲେଶ୍ୱର ଅଫିସ,୧୭।୪-କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗୁରୁବାର ପ୍ରଶାସନିକ ଅଧିକାରୀ ଏବଂ ଦଳୀୟ ନେତାଙ୍କ ସହ ଭିଡ଼ିଓ କନ୍‌ଫରେନ୍ସଂରେ ସହାୟତା ସମ୍ପର୍କରେ ଆଲୋଚନା କରିଛନ୍ତି।…

ମନ୍ତ୍ରୀଙ୍କ ସାମାଜିକ ଦୂରତା ପରାମର୍ଶ ମାନିଲେନି

ଖଇରା, ୧୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ତଥା ବିଭିନ୍ନ ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ରରେ ଗୁରୁବାର ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ଦ୍ୱାରା ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଥିଲା। ତେବେ ମନ୍ତ୍ରୀ ପାଣିଗ୍ରାହୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?