ବାଲେଶ୍ୱର

‘ଯୋଗ୍ୟ ହିତଧିକାରୀଙ୍କୁ ରାଶନ କାର୍ଡ ମିଳୁନି’

ସଜନାଗଡ଼,୧୬।୪(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ଗୁରୁବାର ପୂର୍ବାହ୍ନ ୧୧ଟା ସମୟରେ ରାଶନକାର୍ଡ଼ ସମ୍ବନ୍ଧୀୟ ଏକ ଦାବିପତ୍ର ନୀଳଗିରିର ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନାଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି। ଘଟଣାରୁ ପ୍ରକାଶ, ନୀଳଗିରି ବ୍ଲକ ଏକ…

ଅସହାୟଙ୍କୁ ଖାଦ୍ୟ ବାଣ୍ଟିଲା ଖବରକାଗଜ ଏଜେଣ୍ଟ ସଂଘ

ବାଲେଶ୍ୱର ଅଫିସ,୧୬।୪- ବର୍ତ୍ତମାନ ସାରା ବିଶ୍ୱ ମହାମାରୀ କରୋନା ପାଇଁ ଆତଙ୍କିତ ହୋଇପଡ଼ିଛି। ଏହି ସମୟରେ ବାଲେଶ୍ୱର ରେଲୱ ଷ୍ଟେସନ ନିକଟରେ ରହିଛନ୍ତି ଶତାଧିକ ଗରିବ ଅସହାୟ। ପ୍ରତିଦିନ ସେମାନଙ୍କୁ ବହୁ ସେଚ୍ଛାସେବୀ ଅନୁଷ୍ଠାନ ସହ ସରକାର ମଧ୍ୟ ଖାଦ୍ୟ ବଣ୍ଟନ…

ଅସହାୟଙ୍କୁ ରନ୍ଧା ଖାଦ୍ୟ, ମାସ୍କ ବଣ୍ଟନ

ବାଲେଶ୍ୱର ଅଫିସ,୧୬।୪- ବର୍ତ୍ତମାନ ସମଗ୍ର ବିଶ୍ୱ କରୋନା ଭୂତାଣୁ କବଳରେ କବଳିତ। ଓଡ଼ିଶାରେ ଏହାର ମୁକାବିଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ର ସମାଜକୁ ଆଗେଇ ଆସିବାକୁ ଆହ୍ବାନ ଦେଇଥିଲେ। ଏହି କ୍ରମରେ ଜିଲା ବିଜୁ ଜନତା ଦଳର ସଭାପତି…

କୋଭିଡ-୧୯ ହସ୍‌ପିଟାଲର ସ୍ଥିତି ସମୀକ୍ଷା

ବାଲେଶ୍ୱର ଅଫିସ,୧୬।୪- ରାଜ୍ୟସରକାରଙ୍କର ବରିଷ୍ଠ ଅଧିକାରୀମାନ କରୋନା ସ୍ଥିତି ଓ ତାର ମୁକାବିଲା ପାଇଁ ପ୍ରସ୍ତୁତ କୋଭିଡ଼-୧୯ ହସ୍‌ପିଟାଲର ଚିକିତ୍ସା ପାଇଁ କରାଯାଇଥିବା ବ୍ୟବସ୍ଥାର ଅନୁଧ୍ୟାନ କରିବା ପାଇଁ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି)…

ଶୁଣିଲାନି ପୋଲିସ: ମଦ ଧରିଲେ ଗ୍ରାମବାସୀ

ଖଇରା,୧୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ନୟାଖଣ୍ଡି ପଞ୍ଚାୟତ ଯୋସିଆଁ(କଡମିଆଁ) ଗ୍ରାମରେ ଚୋରା ଦେଶୀମଦ ବିକ୍ରୀ ଦିନକୁ ଦିନ ବଢିଚାଲୁଛି। ଏଭଳିକି ଲକ୍‌ଡାଉନ ସମୟରେ କଟକଣାକୁ ଖାତିର ନ କରି ଦଳ ଦଳ ହୋଇ ଆସି ମଦ ପିଉଥିବାରୁ ଜନସାଧାରଣ ନାନା ଆଶଙ୍କା…

ବିଜୁ ଯୁବ ଜନତା ପକ୍ଷରୁ ମାସ୍କ, ସାନିଟାଇଜର ବଣ୍ଟନ

ରେମୁଣା, ୧୬।୪(ଡି.ଏନ୍‌.ଏ.)-ରେମୁଣା ବ୍ଲକର ନୂଆପାଢ଼ୀ, ବଡ଼ପାଳ ଓ ହରିପୁର ପଞ୍ଚାୟତର ବିଭିନ୍ନ ଗଁାରେ ବିଜୁ ଯୁବ ଜନତା ପକ୍ଷରୁ ମାସ୍କ, ସାବୁନ ଓ ସାନିଟାଇଜର ବଣ୍ଟନ କରାଯାଇଛି। ଜିଲା ଯୁବ ଜନତା ସଭାପତି ଶୁଭେନ୍ଦୁ ଦାସ ମଙ୍ଗରାଜଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ…

ପୋଲିସ ପରିଚୟ ଦେଇ ଲୋକଙ୍କୁ ପିଟିଲେ: ୩ ଗିରଫ, କାର୍‌ ଜବତ

ରୂପ୍‌ସା, ୧୫।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସରକାର ଦେଶବ୍ୟାପୀ ଲକଡାଉନ୍‌ ଘୋଷଣା କରିଛନ୍ତି। ଅସହାୟ, ନିରାଶ୍ରୟମାନଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଣ ହେଉଛି। ସହରଠାରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ପୋଲିସ ପ୍ରଶାସନ ପକ୍ଷରୁ ସାମାଜିକ ଦୂରତା ରକ୍ଷା କରିବା ଦିଗରେ ରାତିଦିନ…

ଦାଦା ଆକ୍ରମଣରେ ପୁତୁରା ଗୁରୁତର

ରେମୁଣା, ୧୫ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଶେରଗଡ଼ ପଞ୍ଚାୟତ ଖନ୍ତାପଡା ଥାନା ଅଧୀନ ପଞ୍ଚଗଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ପାରିବାରିକ ଓ ଜମିବାଡ଼ି ବିବାଦରୁ ରାଜେନ୍ଦ୍ର କୁମାର ଦାସ ତାଙ୍କ ଦାଦା ରାମଚନ୍ଦ୍ରଙ୍କୁ ଏକ କଟୁରିରେ ହାଣି ଫେରାର…

ରକ୍ତଦାନ ଶିବିର, ୨୨ ୟୁନିଟ୍‌ ସଂଗୃହୀତ

ବାଲେଶ୍ୱର ଅଫିସ,୧୫।୪-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଧୀନ ନୂଆପୁର ପଞ୍ଚାୟତର ବାତ୍ୟା ଅଶ୍ରୟସ୍ଥଳୀଠାରେ ମଙ୍ଗଳବାର ଆଚ୍ଛା ସଙ୍ଗଠନ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସଙ୍ଗଠନର ଆସିଷ୍ଟାଣ୍ଟ ମେଡ଼ିକାଲ କୋଡ଼ିନେଟର ଅନ୍ତର୍ଯ୍ୟାମୀ ବେହେରାଙ୍କ ତତ୍ତ୍ୱାବଧାନ ଓ ନୂଆପୁର ପଞ୍ଚାୟତର ସରପଞ୍ଚ…

କଂଗ୍ରେସ ପକ୍ଷରୁ ଖାଦ୍ୟ ବଣ୍ଟନ

ବାଲେଶ୍ୱର ଅଫିସ, ୧୫।୪-କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାକୁ ନେଇ ସମଗ୍ର ବାଲେଶ୍ୱର ସହରରେ ଜିଲା ପ୍ରଶାସନ ପକ୍ଷରୁ ତାଲା ବନ୍ଦ ଘୋଷଣା କରଯାଇଥିବାରୁ ସହରର ଗରିବ ଲୋକଙ୍କ ଦୁର୍ଦ୍ଦଶା ବଢ଼ିଯାଇଛି। ଗରିବ ଲୋକଙ୍କ ଦୁର୍ଦ୍ଦିନ ସମୟରେ ସେମାନଙ୍କୁ ସାହା ହେବା ପାଇଁ…

୨୧ ଅମାନିଆଙ୍କୁ ଆର୍ଥିକ ଦଣ୍ଡ

ସୋର,୧୫ା୪(ଡି.ଏନ.ଏ.)-ମହାମାରୀ କରୋନା କୋଭିଡ଼-୧୯କୁ ରୋକିବା ପାଇଁ ସମଗ୍ର ଦେଶ ତଥା ରାଜ୍ୟରେ ଲାଗୁ ହୋଇଥିବା ଲକ୍‌ଡାଉନ୍‌ ବେଳେ କେତେକ ଅମାନିଆଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ମଙ୍ଗଳବାର ସୁଦ୍ଧା ୨୧ଜଣଙ୍କଠାରୁ ୪ହଜାର ୨ଶହ ଟଙ୍କା ଆଦାୟ କରାଯାଇଛି। ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ରାକେଶ…

ରନ୍ଧା ଖାଦ୍ୟ, ମାସ୍କ ବଣ୍ଟନ

ବାଲେଶ୍ୱର ଅଫିସ, ୧୫।୪-ବାଲେଶ୍ୱର ଟାଉନ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ସହର ତଥା ବିଭିନ୍ନ ପଞ୍ଚାୟତରେ ଅସହାୟ ଓ ଗରିବ ଲୋକଙ୍କ ପାଇଁ ରନ୍ଧାଖାଦ୍ୟ ବଣ୍ଟନ କରିବା ସହ ବିଭିନ୍ନ ସ୍ଥାନରେ ମାସ୍କ ବଣ୍ଟନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?