ଝଲସିଲାଣି ପତିରାଜପୁର ମେଳା ମଣ୍ଡପ: ବିରାଜିବେ ଦୋଳଗୋବିନ୍ଦ
ଖଇରା, ୯।୩-କଳା, ସଂସ୍କୃତି, ଆଧ୍ୟାତ୍ମିକତା ଓ ଐତିହ୍ୟର ପ୍ରତୀକ ଭାବେ ବାଲେଶ୍ୱର ଜିଲାର ପତିରାଜପୁର ମେଳା ପ୍ରସିଦ୍ଧ। ସୋମବାର ରାତିରୁ ମେଳା ପଡିଆରେ ଦୋଳମେଳନ ଆରମ୍ଭ ହେଉଥିବାରୁ ସମଗ୍ର ଖଇରା ଅଞ୍ଚଳ ଚଳଚଞ୍ଚଳ ହୋଇଉଠିଛି। ସୁସଜ୍ଜିତ ଆଲୋକ ସାଜସଜ୍ଜା, ଠାକୁରଙ୍କ ବିମାନ…
ସଚେତନତାର ବାର୍ତ୍ତା ନେଇ ଶୋଭାଯାତ୍ରା : ପାଳିଲେ ‘ବିଶ୍ୱ ମହିଳା ଦିବସ’
ସିମୁଳିଆ, ୮।୩(ଡି.ଏନ.ଏ.)-ନାରୀମାନଙ୍କୁ ସମ୍ମାନ ଓ ସଶକ୍ତୀକରଣର ବାର୍ତ୍ତା ଦେଇ ରବିବାର ପୂର୍ବାହ୍ନରେ ‘ବିଶ୍ୱ ମହିଳା ଦିବସ’ ପାଳିତ ଅବସରରେ ସଚେତନତା ଶୋଭାଯାତ୍ରା କରାଯାଇଥିଲା। ପ୍ରୟାସ ଅନୁଷ୍ଠାନର ଜିଲା ସଭାପତି ତଥା ଅବସରପ୍ରାପ୍ତ ବାୟୁସେନା ଅଧିକାରୀ ରାଜେନ୍ଦ୍ର କୁମାର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ସିମୁଳିଆ…
ରାସ୍ତା ତିଆରି କଲେ ଗ୍ରାମବାସୀ
ଭଣ୍ଡାରିପୋଖରୀ, ୮।୩(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ କୁରିଗଁା ପଞ୍ଚାୟତ ଅଧୀନ ୧୨ ନଂ. ୱାର୍ଡ ସୁନିଗ୍ରାମ ରାସ୍ତା ଅବସ୍ଥା ଶୋଚନୀୟ। ୧୦ ବର୍ଷ ତଳେ ଏହି ରାସ୍ତାରେ ମୋରମ ବିଛାଯାଇଥିଲା। ଏବେ ଶୋଚନୀୟ ହୋଇପଡ଼ିଥିବାରୁ ଗ୍ରାମବାସୀ ଯାତାୟାତରେ ହଇରାଣ ହେଉଛନ୍ତି। ଏ ସମ୍ପର୍କରେ ସେମାନେ…
ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଲିଭିଗଲା ୩ ଜଣଙ୍କ ଜୀବନଦୀପ
ବାଲିଆପାଳ,୮।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଖାଳମୁହାଣି ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ତିନି ଜଣଙ୍କ ଜୀବନଦୀପ ଲିଭିଯାଇଛି। ମୃତକମାନେ ହେଲେ ଜଳେଶ୍ୱର ଥାନା ଅନ୍ତର୍ଗତ ଶାଳୀକୋଠା ଗାଁର…
ଆନ୍ତର୍ଜାତିକ ମହିଳା ଦିବସ ଆଜି: ସୁପର ମଡେଲ ଆଶାରେ ସ୍ବୀକୃତି
ଖଇରା, ୮।୩(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ଅଞ୍ଚଳର ଗଁ। ମାଟିର ଝିଅ ସ୍ବୀକୃତି ମଡେଲିଂ ଦୁନିଆର ଆକର୍ଷଣରେ ଏବେ ବାନ୍ଧି ହୋଇପଡିଛନ୍ତି। ର଼୍ୟାମ୍ପ ଓ୍ବାକ ଓ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ସେ ସୃଷ୍ଟି କରୁଛନ୍ତି କିଛି ଭିନ୍ନ ଚମକ। ମିସ୍…
ନର୍ସିଂହୋମ, କ୍ଲିନିକ ଉପରେ ଲଗାମ ନାହିଁ
ବାଲେଶ୍ୱର ଅଫିସ, ୮।୩(ମାନସ ବିଶ୍ୱାଳ)-ବାଲେଶ୍ୱର ସହର ସମେତ ଜଳେଶ୍ୱର, ଭୋଗରାଇ, ସୋର, ସିମୁଳିଆ, ନୀଳଗିରି, ରେମୁଣା ଆଦି ବ୍ଲକରେ ଅନେକ ବେଆଇନ ନର୍ସିଂହୋମ ଓ ଘରୋଇ କ୍ଲିନିକ୍ ରହିଛି। ପ୍ରଶାସନ ପକ୍ଷରୁ ଏହା ଉପରେ କୌଣସି ଲଗାମ ନ ଥିବା ଅଭିଯୋଗ…
ସହକାରୀ ଆର୍ଆଇଙ୍କୁ ମରଣାନ୍ତକ ଆକ୍ରମଣ: ୪ ଗିରଫ
ସଜନାଗଡ଼, ୮।୩(ଡି.ଏନ.ଏ.)-ନୀଳଗିରି ତହସିଲ ବେଗୁନିଆ ପଞ୍ଚାୟତ ଅଧୀନ ଡୁମଗଣ୍ଡିରା ଗ୍ରାମରୁ ଦିନରାତି ହଜାର ହଜାର ଟ୍ରିପ ବାଲି ଚୋରାରେ ଚାଲାଣ କରାଯାଉଥିବା ଅଭିଯୋଗ ହୋଇଥିଲା। ଗତ ୬ ତାରିଖ ଅପରାହ୍ନ ୧ଟା ୪୦ ମିନିଟ୍ରେ ମିତ୍ରପୁର ସହକାରୀ ରାଜସ୍ବ ନିରୀକ୍ଷକ ମୁକ୍ତିକାନ୍ତ…
ଥଇଥାନ ପୂର୍ବରୁ ଉଚ୍ଛେଦକୁ ବିରୋଧ
ବାଲେଶ୍ୱର ଅଫିସ, ୮।୩-ବାଲେଶ୍ୱର ସହର ସରକାରୀ ଆଇଟିଆଇ କ୍ୟାମ୍ପସ୍ ପଛକୁ ୨୩ଟି ଗରିବ ଆଦିବାସୀ ଓ ହରିଜନ ପରିବାର ସରକାରୀ ଜାଗାରେ ଘର କରି ବହୁ ବର୍ଷ ଧରି ବାସ କରିଆସୁଛନ୍ତି। ସେମାନଙ୍କୁ ଥଇଥାନ ନ କରି ସଦର ତହସିଲଦାର ଉଚ୍ଛେଦ…
ରୋଡ୍ ଟ୍ୟାକ୍ସ ଫାଙ୍କିଥିବା ବସ୍କୁ ୧୩ ଲକ୍ଷ ଜରିମାନା
ବାଲେଶ୍ୱର ଅଫିସ୍, ୭ା୩(ଡି.ଏନ୍.ଏ.): ବାଲେଶ୍ୱର ପୋଲିସ ଲାଇନ ଛକରେ ଶନିବାର ପୂର୍ବାହ୍ନରେ ଏକ ଘରୋଇ ବସ୍କୁ ସିଜ୍ କରାଯିବା ସହିତ ଲକ୍ଷାଧିକ ଟଙ୍କାର ଜରିମାନା କରାଯାଇଛି। ପୋଲିସ ସହାୟତାରେ ବାଲେଶ୍ୱର ଆଞ୍ଚଳିକ ପରିବହନ ବିଭାଗ ଅଧିକାରୀମାନେ ଶ୍ରୀଲୋକନାଥ ନାମକ ଏକ ଘରୋଇ…
ଚାଇନା ଫେରନ୍ତା ବ୍ୟକ୍ତି ଅସୁସ୍ଥ: ଖଇରାରେ କରୋନା ଆତଙ୍କ
ଖଇରା,୭।୩(ଡି.ଏନ୍.ଏ.): ବାଲେଶ୍ବର ଜିଲା ଖଇରା ଥାନା ସାରକୋଣା ପଞ୍ଚାୟତ ସୋଜାଗଡ଼ ଗ୍ରାମରେ କରୋନା ଆତଙ୍କ ଦେଖାଦେଇଛି। ଚାଇନା ଫେରନ୍ତା ଯୁବକ ଜଗନ୍ନାଥ ଜେନାଙ୍କୁ କରୋନା ସଂକ୍ରମିତ ଥିବା ସନ୍ଦେହ କରାଯାଉଛି। ଖଇରା ମେଡିକାଲର ଏକ ଟିମ୍ ଶୁକ୍ରବାର ଜଗନ୍ନାଥଙ୍କ ଘରକୁ ଯାଇ…
୪୦ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ: ୨ ଗିରଫ
ବାଲେଶ୍ୱର ଅଫିସ,୭।୩- କ୍ରାଇମବ୍ରାଞ୍ଚ ଏସଟିଏଫର ଏକ ଟିମ୍ ଶୁକ୍ରବାର ବାଲେଶ୍ୱର ସହରର ଅରଡ ବଜାରରେ ଚଢାଉ କରି ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ କରିବା ସହ ୨ ବେପାରୀଙ୍କୁ ଗିରଫ କରିଛି। ଧରାପଡ଼ିଥିବା ୨ ବେପାରୀ କୁଖ୍ୟାତ ନିଶା ମାଫିଆ…
ରାସ୍ତା କାମ ବିଳମ୍ବ ନେଇ ଅସନ୍ତୋଷ
ବାଲେଶ୍ୱର ଅଫିସ, ୭।୩-ବାଲେଶ୍ୱର ପୌରପାଳିକା ଅଧୀନ ୪୦ ରାସ୍ତା କାର୍ଯ୍ୟ ଆରମ୍ଭରେ ଅହେତୁକ ବିଳମ୍ବ କରାଯାଉଛି। ଏନେଇ ଶୁକ୍ରବାର ଜିଲା ଭାଜପା କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରି ସଦର ବିଧାୟକ ମଦନମୋହନ ଦତ୍ତ ଉଦ୍ବେଗ ପ୍ରକାଶ କରିଛନ୍ତି। ୭…
Archives


