କାର୍ତ୍ତିକ ପୂର୍ଣ୍ଣିମାରେ ଭାସିଲା ୧୬୦ ଫୁଟର ଡ଼ଙ୍ଗା
ସୋର,୧୫।୧୧: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ଓଡ଼ିଶା ନୌବାଣିଜ୍ୟ ପରମ୍ପରାପକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ନଦୀ, ପୋଖରୀ, ମହୋଦଧିରେ ଡଙ୍ଗା ଭସାଇଛନ୍ତି। ଠିକ୍ ସେହିପରି ବାଲେଶ୍ୱର ଜିଲା ସୋର ବ୍ଲକ...
ଧରାପଡ଼ିଲେ ବଣ୍ଟି-ବବ୍ଲି ଯୋଡ଼ି:ସେଲିବ୍ରିଟିଙ୍କ ଫେକ୍ ଆଇଡିରେ ପ୍ରେମ ସମ୍ପର୍କ
ବାଲେଶ୍ୱର, ୧୫।୧୧(ବାଞ୍ଛାନିଧି ଦେ):ବାଲେଶ୍ୱର ସାଇବର ଥାନା ପୋଲିସ ହାତରେ ବଣ୍ଟି-ବବ୍ଲି ଯୋଡ଼ି ଓ ସେମାନଙ୍କ ଗ୍ୟାଙ୍ଗ ଧରାପଡ଼ିଛନ୍ତି। ଏହି ଗ୍ୟାଙ୍ଗ ସେଲିବ୍ରିଟିଙ୍କ ଫେକ୍ ଆଇଡି ଦ୍ୱାରା ପ୍ରଥମେ ପ୍ରେମ ସମ୍ପର୍କ ଗଢୁଥିଲେ। ପରେ ବିଭିନ୍ନ ବାହାନା କରି ଲୁଟୁ ଥିଲେ...
ଓଡ଼ିଶାର ୨୪ ଉପକୂଳ ଗ୍ରାମକୁ ମିଳିଲା ସୁନାମି ପ୍ରସ୍ତୁତ ଟ୍ୟାଗ୍
ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନର ଅନ୍ତଃରାଜ୍ୟ ମହାସାଗରୀୟ ଆୟୋଗ ଦ୍ୱାରା ସୁନାମି...
ଖଟ ଉପରେ ଶୋଇଥିଲେ ବୃଦ୍ଧା, ଘରେ ପଶି ଝୁଣି ମାରିଦେଲା କୁକୁର
ଭୋଗରାଇ,୧୪ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜୟରାମପୁର ଗ୍ରାମରେ ଗୁରୁବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ୬୫ ବର୍ଷୀୟା ରୋଗାଗ୍ରସ୍ତା ବୃଦ୍ଧା ଏକୁଟିଆ ଖଟ ଉପରେ ଶୋଇଥିଲାବେଳେ ଏକ ପାଗଳା କୁକୁର କାନ୍ଥ ଡେଇଁ...
ବାତ୍ୟାର ୧୯ ଦିନ ବିତିଲା, ରାସ୍ତା ଉପରୁ ହଟୁନି ଗଛ
ଔପଦା, ୧୩।୧୧(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ବ୍ଲକ ଫତେପୁର ପଞ୍ଚାୟତ ପାଇକପଡା ଗ୍ରାମ ତୁଟାସାହି ମୁଖ୍ୟରାସ୍ତା ଉପରେ ବାତ୍ୟାରେ ଏକ ବିରାଟ ତେନ୍ତୁଳି ଗଛ ଉପୁଡ଼ି ପଡିଥିଲା। ବାତ୍ୟା ଯିବାର ୧୯ ଦିନ ବିତିଯାଇଥିଲେ ମଧ୍ୟ ଗଛ ହଟାଯାଉ...
ବ୍ୟାଙ୍କ ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଜଳେଶ୍ୱର,୧୧ା୧୧(ନବୀନ ସାହୁ): ବାଲେଶ୍ବର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ଖପରାପଦା ଛକରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି। ରବିବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ବ୍ୟାଙ୍କର ଉପର ମହଲାରେ ଥିବା ଝରକାର...
କାର୍କୁ ପଛପଟୁ ଧକ୍କାଦେଲା ଦ୍ରୁତଗାମୀ ଡମ୍ପର, ୨ ଗୁରୁତର
ବାଲିଆପାଳ,୧୦ା୧୧: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୬ ନମ୍ବର ଜାତୀୟ ରାଜପଥର ଭେଲୋରା ଛକ ନିକଟରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଭଦ୍ରକ ଜିଲା ଧାମନଗର ଅଞ୍ଚଳର ୫ ଜଣ ଲୋକ ପଶ୍ଚିମବଙ୍ଗରୁ ଏକ ଓମିନି ଯୋଗେ ଘରକୁ...
କାଉନସିଲରଙ୍କ ଘରୁ ଉଦ୍ଧାର ହେଲା ୪ ମାସର ଶିଶୁ ପୁତ୍ର
ବାଲେଶ୍ୱର,୯।୧୧(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ରେମୁଣା ଏନ୍ଏସି ଅଧୀନ ୧୧ ନଂ ୱାର୍ଡର କାଉନସିଲର ପାନମଣି ମୁର୍ମୁଙ୍କ ଘରୁ ଶନିବାର ଜଣେ ୪ ମାସର ଶିଶୁ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର ଶିଶୁ ପୁତ୍ରର ପରିଚୟ ଜଣାପଡ଼ିନାହିଁ । ଜିଲାପାଳ...
ନାଳରୁ ଧରାପଡ଼ିଲା ୭ ଫୁଟର ବଉଳା କୁମ୍ଭୀର, ଲୋକେ ଆତଙ୍କିତ
ଭୋଗରାଇ,୮ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଚିତ୍ରପୁର ଇକୋ ଟୁରିଜିମ୍ ନିକଟ ସମୁଦ୍ରକୁ ଲାଗିଥିବା ଏକ ନାଳରୁ ୭ ଫୁଟ ୬ ଇଞ୍ଚ ଲମ୍ବର ଏକ ବଉଳା କୁମ୍ଭୀରକୁ ଭିତରକନିକା ଓ ଉଦୟପୁର ବନବିଭାଗ ମିଳିତ ଭାବେ କୌଶଳକ୍ରମେ...
ପଶ୍ଚିମବଙ୍ଗର ନକଲି ଡାକ୍ତରଙ୍କ ଓଡ଼ିଶା ମୁହାଁ,କୁୱାକ ଡାକ୍ତର କରୁଛନ୍ତି ମେଜର ଅପରେଶନ
ଭୋଗରାଇ,୬।୧୧( ପ୍ରଦୀପ ଦାସ ): ରାଜ୍ୟରେ ସରକାରୀ ଚିକିତ୍ସାଳୟ ଗୁଡିକରେ ଦୈନନ୍ଦିନ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ହେଲେ ଚିକିତ୍ସା କେନ୍ଦ୍ରରେ ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କ ପଦବୀ ପୂରଣ ହେଉ ନ ଥିବାରୁ ଚିକିତ୍ସା ସେବା...
କାର-ସ୍କୁଟି ମୁହାଁମୁହିଁ ଧକ୍କା: ଚାଲିଗଲା ଜଣଙ୍କ ଜୀବନ
ଭୋଗରାଇ,୫।୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଜଳେଶର-ଚନ୍ଦନେଶର ୫୭ ନମ୍ବର ରାଜ୍ୟ ରାଜପଥ କମର୍ଦ୍ଦା ଥାନା ଛଣପୋଖରୀଠାରେ ଆଜି ସ୍କୁଟି, କାର ମୁହାଁମୁହିଁ ଧକ୍କା ହେଇଛି। ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଥିବାବେଳେ ପଛରେ ବସିଥିବା ଯୁବକ ଜଣଙ୍କ ଗୁରୁତର ହୋଇଛି।...
ଉଦୟପୁର ବେଳାଭୂମିରେ ଲାଗିଲା ଏଭଳି ଯନ୍ତ୍ର, ଦେଖିଲେ…
ଭୋଗରାଇ,୫ ।୧୧ ( ପ୍ରଦୀପ ଦାସ ): ଓଡ଼ିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଉଦୟପୁର ସମୁଦ୍ରକୂଳରେ ସୋମବାର ଜାହାଜର ଦିଗ ନିର୍ଣ୍ଣୟ ଯନ୍ତ୍ର( ବୟାଁ ) ମତ୍ସ୍ୟଜୀବୀଙ୍କ ଦ୍ୱାରା ଠାବ କରାଯାଇଛି ।ସମ୍ଭବତଃ ଏହି ନିର୍ଣ୍ଣୟ ଯନ୍ତ୍ର...
Archives


