ବାଲେଶ୍ୱର

ଭୋକ ଓପାସରେ ବାହାର ରାଜ୍ୟର ୯ ଶ୍ରମିକ

ଖଇରା, ୬।୪(ଡି.ଏନ.ଏ.): ବାହାର ରାଜ୍ୟର ୯ଜଣ ଶ୍ରମିକ ୨ଦିନ ହେଲା ଭୋକଓପାସରେ ରହିଛନ୍ତି। ସେମାନେ ବାଲେଶ୍ୱର ଜିଲା ଖଇରା ବ୍ଲକ ଝିଙ୍କିରିଆ ପଞ୍ଚାୟତ ଅଧୀନ ସିଂହିପୁର ଗ୍ରାମରେ ଆଶ୍ରୟ ନେଇଛନ୍ତି। ତୁରନ୍ତ ଖାଦ୍ୟ ବ୍ୟବସ୍ଥା କରିବାକୁ ସେମାନେ ପ୍ରଶାସନ ନିକଟରେ ଗୁହାରି…

୫ ଶିକାରୀ ଗିରଫ, ବନ୍ଧୁକ ଜବତ

ସଜନାଗଡ଼,୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟରେ ଦିନକୁ ଦିନ ଶିକାରୀଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରୁ ବନ୍ୟଜନ୍ତୁଙ୍କ ସୁରକ୍ଷା ପ୍ରତି ବିପଦ ସୃଷ୍ଟି ହେଉଛି। କୁଲଡ଼ିହା ବନବିଭାଗ ପକ୍ଷରୁ ରବିବାର ରାତିରେ ପାଟ୍ରୋଲିଂ ସମୟରେ ୫ ଜଣ ଶିକାରୀଙ୍କୁ ଗିରଫ କରିବା…

ପ୍ରବାସୀ ବାଲେଶ୍ୱରବାସୀଙ୍କୁ ସହାୟତା

ବାଲେଶ୍ୱର ଅଫିସ, ୬।୪-କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ଘୋଷଣା କରାଯାଇଛି। ସମସ୍ତ ପ୍ରକାର ବାଣିଜି୍ୟକ କାରବାର ସହ ଗମନାଗମନ ବ୍ୟବସ୍ଥା ଠପ୍‌ ହୋଇଯିବାରୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି। ହଜାର ହଜାର କର୍ମଚାରୀ ଓ ଶ୍ରମିକ କାମଧନ୍ଦା…

ଲିଭିଲା ବିଜୁଳି, ଜଳିଲା ଦୀପ

ବାଲେଶ୍ୱର ଅଫିସ, ୫ା୪- କରୋନା ମହାମାରୀର ମୁକାବିଲା କରି ବିଜୟୀ ହେବା ଉଦ୍ଦେଶ୍ୟରେ ରବିବାର ରାତି ୯ଟାରୁ ୯ ମିନିଟ୍‌ ଯାଏ ଦେଶବାସୀଙ୍କୁ ବିଜୁଳି ବନ୍ଦ କରି ଦୀପ, ମହମବତୀ, ଟର୍ଚ୍ଚଲାଇଟ ଲଗାଇବା ପାଇଁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଥିଲେ। ବାଲେଶ୍ୱର ଜିଲାବାସୀ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ଖଇରା,୫।୪(ଡି.ଏନ.ଏ):ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ପତିରାଜପୁର ଦୋଳ ମେଳା କମିଟି ଓ ଗୋଳିହା ପଞ୍ଚାୟତ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରାଯାଇଛି। ଶୁକ୍ରବାର ଅପରାହ୍ନରେ ପତିରାଜପୁର ମେଳା କମିଟି ତରଫରୁ ସାଧାରଣ ସମ୍ପାଦକ ଭରତ ଚନ୍ଦ୍ର ରାଉତ…

ଏକ୍ସପ।ଏରୀ ସାଲାଇନ ଦିଆଯିବାକୁ ନେଇ ଉତ୍ତେଜନା

ସଜନା ଗଡ-୪/୪(ଡି .ଏନ୍.ଏ.)- ବାଲେଶ୍ଵର ଜିଲ୍ଲା ନୀଳଗିରି ମୁଖ୍ୟ ଚିକିତ୍ସାଳୟରେ କେନ୍ଦ୍ରମନ୍ତ୍ରୀଙ୍କ ବ୍ୟକ୍ତିଗତ ପ୍ରତିନିଧିଙ୍କୁ ଏକ୍ସପ।ଏରୀ ସାଲାଇନ ଦିଆଯିବାକୁ ନେଇ ଉତ୍ତେଜନା ଦେଖାଦେଇଛି । ତଦନ୍ତ ପାଇଁ ଘଟଣାସ୍ଥଳରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପହଞ୍ଚିଥିଲେ। ପରିବାର ପକ୍ଷରୁ ଚିକିତ୍ସା ଅବହେଳା ନେଇ…

ସାମାଜିକ ଦୂରତା ରକ୍ଷା କରି ରକ୍ତ ସଂଗ୍ରହ କଲେ ବ୍ଲଡ଼ ବ୍ୟାଙ୍କ କର୍ମଚାରୀ

ବାଲେଶ୍ୱର ଅଫିସ ୪।୪: ବିଶ୍ୱ ମହାମାରୀ କରୋନା ପାଇଁ ସମଗ୍ର ଦେଶରେ ଚାଲିଥିବା ଲକ ଡାଉନ ସମୟରେ ରକ୍ତଦାନ ଶିବିର ପାଇଁ ଅନୁମତି ନ ଥିବା ବେଳେ ସମଗ୍ର ରକ୍ତ ଭଣ୍ଡାରରେ ରକ୍ତର ଅଭାବ ଦେଖାଦେଇଛି । ଏପରି ପରିସ୍ଥିତିରେ ବାଲେଶ୍ଵରର…

ଲକ୍‌ଡାଉନ ନାମରେ ଚାଲିଛି ଭୋଜିଭାତ

ଖଇରା, ୩।୪(ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ ଘୋଷଣା କରାଯାଇଛି। କେତେକ ଗ୍ରାମବାସୀ ଗ୍ରାମର ୨ ପାର୍ଶ୍ୱରେ ବାଉଁଶ ବାନ୍ଧି ବାହାର ଲୋକଙ୍କ ଯାତାୟାତ ଉପରେ କଟକଣା ଲଗାଇଛନ୍ତି। ହେଲେ ଏବେ କେତେକ ଗ୍ରାମରେ ପୋଲିସ ଆଖିରେ ଧୂଳି…

କରଞ୍ଜାବିନ୍ଧା ଯୁବକ ସଂଘ ତରଫରୁ ସହାୟତା ପ୍ରଦାନ

ବାହାନଗା, ୩ା୪(ଡି.ଏନ.ଏ.)-କରୋନା ଭାଇରସର ସଫଳ ମୁକାବିଲା ପାଇଁ ସରକାରଙ୍କୁ ସହଯୋଗ ନିମନ୍ତେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତସ୍ଥିତ ଉପର କରଞ୍ଜାବିନ୍ଧା ଗ୍ରାମର ଥିବା ଯୁବକ ସଂଘ ଆଗକୁ ବାହାରିଛନ୍ତି ା ସେମାନେ ନିଜ ତରଫରୁ କିଛି କିଛି ଅର୍ଥ…

ସୀମାନ୍ତ ସିଲ୍‌ ପରେ ଉତ୍ତେଜନା: ୩୭ ବଙ୍ଗୀୟ ଶ୍ରମିକଙ୍କୁ ଫେରାଇ ଦେଲା ପଶ୍ଚିମବଙ୍ଗ

ଭୋଗରାଇ, ୩।୪(ଡି.ଏନ.ଏ.)-ମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶ ଲକ୍‌ଡାଉନ୍‌ ଥିବା ବେଳେ ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତକୁ ଗତ ୨୩ତାରିଖରୁ ପ୍ରଶାସନ ପକ୍ଷରୁ ସିଲ୍‌ କରିଦିଆଯାଇଛି। ବାଲେଶ୍ୱର ଜିଲା ଭୋଗରାଇ ଓ ଜଳେଶ୍ୱରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ଉଭୟ…

ଭୋକିଲା ପେଟକୁ ଦାନା

ବାଲେଶ୍ୱର ଅଫିସ,୩।୪- ଲକ୍‌ଡାଉନ୍‌ ଯୋଗୁ ବାଲେଶ୍ୱର ଜିଲାର ସମସ୍ତ ଦୋକାନବଜାର, ହୋଟେଲ ବନ୍ଦ ରହିଥିବାରୁ ଅସହାୟ, ଭିକାରୀ, ଗୋରୁ,ବୁଲାକୁକୁର ଓ ଅନ୍ୟ ପ୍ରାଣୀମାନେ ଭୋକିଲା ରହୁଛନ୍ତି। ସହରର ‘ଦି ନ୍ୟୁ ହୋପ’ ସ୍ବେଚ୍ଛାସେବୀ ଅନୁଷ୍ଠାନ ସେମାନଙ୍କୁ ଖାଦ୍ୟ ଯୋଗାଇବାରେ ସହାୟକ ହୋଇପାରିଛି।…

କୋଭିଡ-୧୯ ମୁକାବିଲା: ନିଜର ଏକ ମାସର ଦରମା ପ୍ରଦାନ କଲେ ନୀଳଗିରି ବିଧାୟକ

ସଜନାଗଡ଼,୩।୪(ଡି.ଏନ୍‌.ଏ.): କରୋନା ମହାମାରୀ ସହ ମୁକାବିଲା ଲାଗି କେନ୍ଦ୍ର ତଥା ରାଜ୍ୟ ସରକାରଙ୍କୁ ସହାୟତାର ସୁଅ ଛୁଟୁଛି। ଏହି କ୍ରମରେ ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ଇଂ ସୁକାନ୍ତ କୁମାର ନାୟକ କୋଭିଡ-୧୯ ମହାମାରୀ ପାଣ୍ଠିକୁ ନିଜର ଏକ ମାସର ଦରମା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri