ସାହସିକତା ଦେଖାଇଲେ ସକୁଲୁ
ସିମୁଳିଆ, ୧୭।୩(ଡି.ଏନ.ଏ.)-ଟିକେ ଡେରି ହୋଇଥିଲେ ଜଣେ ୩ବର୍ଷର ଶିଶୁଙ୍କୁ ଜୀବନ ଚାଲିଯାଇଥାନ୍ତି। ହେଲେ ସକୁଲୁ ସିଂ ନାମକ ଜଣେ ୨୬ବର୍ଷୀୟ ଯୁବକ ନିଜ ଜୀବନକୁ ବାଜି ଲଗାଇ ଜଳନ୍ତା ଘର ମଧ୍ୟରୁ ଉକ୍ତ ଶିଶୁକୁ ଉଦ୍ଧାର କରି ସାହସିକତାର ପରିଚୟ ଦେଇଛନ୍ତି।…
ରାପିଡ ରେସ୍ପନ୍ସ ଟିମ୍ ଗଠିତ
ବାଲେଶ୍ୱର ଅଫିସ,୧୭।୩-କରୋନା ଭୂତାଣୁ (କୋଭିଡ଼ି-୧୯) ସଂକ୍ରମଣକୁ ରୋକିବା ଏବଂ ଏଦିଗରେ ବ୍ୟାପକ ସଚେତନତା ସୃଷ୍ଟି ଉପରେ ବାଲେଶ୍ୱର ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟବିଭାଗ ଗୁରୁତ୍ୱ ଦେଇଛି। ଆକ୍ରାନ୍ତ ରୋଗୀଙ୍କ ସମ୍ପର୍କରେ ସୂଚନା ଦେବା ପାଇଁ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ବ୍ୟବସ୍ଥା ସହ…
ଆଦିବାସୀ ସଂସ୍କୃତିର ନିଆରା ଝଲକ ‘ଚଇତି ବଡ଼ାମ ପୂଜା’
ଔପଦା, ୧୭।୩(ଡି.ଏନ.ଏ.)-ଚଇତି ବଡାମ ପୂଜା ଲାଗି ବାଲେଶ୍ୱର ଜିଲା ଔପଦା ବ୍ଲକର ଆଦିବାସୀ ଅଧ୍ୟ୍ୟୁଷିତ ଗଡ଼ସାହି ଗ୍ରାମ ଉତ୍ସବମୁଖର ହୋଇପଡିଛି। ଏହି ଗ୍ରାମରେ ପାରମ୍ପରିକ ଭାବେ ଗତ ୧୪ ଅପରାହ୍ନରେ ବନଦେବତାଙ୍କୁ ପୂଜା କରାଯାଇ ବଡ଼ାମଙ୍କ ପାଇଁ ଶାଳଗଛର ଡାଳ ଛେଦନ…
‘କରତାଳି ଦିଏ ପ୍ରେରଣା’
ସିମୁଳିଆ, ୧୭ା୩(ସନ୍ତୋଷ କୁମାର ନାୟକ)-ପିଲାଦିନେ ସୁଲଳିତ କଣ୍ଠରେ ଗୀତ ବୋଲି ପାରୁଥିଲେ ପୂଜାରାଣୀ । ସ୍କୁଲରେ ପଢିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମରେ ଗୀତ ବୋଲି ପ୍ରଶଂସା ପାଇଥିଲେ। ଏହା ତାଙ୍କୁ ପରେ କଳା ଜଗତ ମଧ୍ୟକୁ ଟାଣି ନେଇଥିଲା। ସେ ଏବେ…
ଚଡ଼କମେଳା ହେବା ନେଇ ଅନିଶ୍ଚିତତା
ଭୋଗରାଇ, ୧୬।୩(ଡି.ଏନ.ଏ.)-ଚୈତ୍ର ମାସ ହେଉଛି ଶିବଙ୍କ ବିବାହ ମାସ। ଏହି ମାସରେ ଶିବଙ୍କୁ ଆରାଧନା କଲେ ମହାପୁଣ୍ୟ ମିଳିଥାଏ ବୋଲି କୁହାଯାଏ। ଏଥିନିମନ୍ତେ ବାଲେଶ୍ୱର ଜିଲା ଭୋଗରାଇର ବିଭିନ୍ନ ଶିବ ମନ୍ଦିରରେ ସୋମବାର ମହିଳାଙ୍କ ପ୍ରବଳ ଭିଡ଼ ହୋଇଥିଲା। ହେଲେ ମନ୍ଦିରଗୁଡିକରେ…
ଗାଁ ମଶାଣିରେ ଶବକୁ ଜାଗା ନ ମିଳିବା ଘଟଣା: ଶୁଦ୍ଧିକ୍ରିୟାରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ
ସଜନାଗଡ଼, ୧୬।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଡାହିସାହି ଗ୍ରାମର ଜଗନ୍ନାଥ ରଣା ନାମକ ଯୁବକ ଥଣ୍ଡାଜ୍ୱରରେ ପୀଡ଼ିତ ହୋଇ ଗତ ୫ ତାରିଖରେ ମୃତ୍ୟୁବରଣ କରିଥିଲେ। ଏକମାତ୍ର ପୁଅକୁ ହରାଇ ତାଙ୍କ ମା’ କମଳିନୀ ଏବେ ବେସାହାର ହୋଇପଡ଼ିଛନ୍ତି। ପୁଅ ଶବ…
ପୁଅର ମୃତ୍ୟୁ ଖବର ଶୁଣି ଆରପାରିକୁ ଚାଲିଗଲେ ମା’
ବାଲେଶ୍ୱର ଅଫିସ, ୧୬।୩-ଚିକିତ୍ସା ଅବହେଳାରୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଡାକ୍ତରଖାନା ପରିସରରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା। ରୋଗୀଙ୍କ ସମ୍ପର୍କୀୟମାନେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.…
ପୂରଣ ହେଲାନି ସହରବାସୀଙ୍କ ସ୍ବପ୍ନ
ବାଲେଶ୍ୱର ଅଫିସ, ୧୬।୩(ମାନସ ବିଶ୍ୱାଳ)-ସଂସ୍କୃତିସମ୍ପନ୍ନ ବାଲେଶ୍ୱର ସହରରେ ଜନସଂଖ୍ୟା ଓ ପରିସୀମା ବୃଦ୍ଧି ପାଉଥିବାବେଳେ ଆଧୁନିକ ଜୀବନଧାରା ସହ ତାଳ ଦେଇ ଚାଲିବା ପାଇଁ ଭିତ୍ତିଭୂମି ବିକଶିତ ହୋଇପାରୁନାହିଁ। ସହରବାସୀଙ୍କ ଚିତ୍ତବିନୋଦନ ପାଇଁ ନା ଅଛି ଅତ୍ୟାଧୁନିକ ପାର୍କ, ନା ଅନ୍ୟ…
କରୋନା ଭାଇରସ୍ ଆତଙ୍କ: ପତିରାଜପୁର ମେଳା ବନ୍ଦ କରିବାକୁ ନିର୍ଦ୍ଦେଶ
ଖଇରା,୧୫।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ଐତିହାସିକ ପତିରାଜପୁର ମେଳା ଚାଲିବାର ମାତ୍ର ୫ଦିନ ଅତିକ୍ରାନ୍ତ ହୋଇଛି। କରୋନା ଭାଇରସ୍ ଆତଙ୍କ ଲାଗି ପ୍ରଶାସନ ପକ୍ଷରୁ ମେଳା ବନ୍ଦ କରିବା ଲାଗି ନିର୍ଦ୍ଦେଶ ହୋଇଛି। ଫଳରେ ଏଠାକୁ ଆସିଥିବା ୫ଶହ ବ୍ୟବସାୟୀଙ୍କ ମଧ୍ୟରେ…
ସ୍ଥିତି ହରାଇଛି ଐତିହାସିକ କୋଷ୍ଟ କେନାଲ
ବାଲିଆପାଳ, ୧୫।୩(ସୁକାନ୍ତ କୁମାର ଗିରି)-ବ୍ରିଟିଶ ଅମଳରେ ଜଳପଥରେ ଗମନାଗମନ, ନୈାବାଣିଜ୍ୟ ଲାଗି ଖୋଳାଯାଇଥିବା ଓଡ଼ିଶା କୋଷ୍ଟ କେନାଲ ଏବେ ସ୍ଥିତି ହରାଇ ବସିଛି। ଦେଶ ସ୍ବାଧୀନ ହେବା ପରେ ସ୍ଥାନୀୟ ଚାଷୀ ଜଳସେଚନ କାର୍ଯ୍ୟରେ ଏହି କେନାଲକୁ ବ୍ୟବହାର କରୁଥିଲେ। କ୍ରମେ…
ବୁଢ଼ାବଳଙ୍ଗରେ ବୁଡ଼ି ଜଣେ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି
ବାଲେଶ୍ୱର ଅଫିସ,୧୪।୩: ବାଲେଶ୍ୱର ଜିଲା ବୁଢ଼ାବଳଙ୍ଗ ନଦୀର କସମିଳା ପାଖ ଘାଟରେ ଶନିବାର ଜଣେ ବ୍ୟକ୍ତି ଗାଧୋଇବାକୁ ଯାଇ ବୁଡି ଯାଇଛନ୍ତି। ସେ ହେଲେ କସ୍ମିରା ଗ୍ରାମର ଅରୁଣ ଜେନା (୪୦)। ଅରୁଣ ମଧ୍ୟାହ୍ନରେ ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଯାଇଥିଲେ। ଖବରପାଇ…
ଦୁଇ ରାଜ୍ୟ ମଧ୍ୟରେ ସମ୍ପର୍କ ଯୋଡ଼ୁଛି ଦେଉଳା ହାଟ
ଭୋଗରାଇ,୧୪।୩(ପ୍ରଦୀପ ଦାସ)- ପଶ୍ଚିମବଙ୍ଗ ସୀମାକୁ ଲାଗି ଥିବା ବାଲେଶ୍ୱର ଜିଲାର ଉପାନ୍ତ ଭୋଗରାଇ ବ୍ଲକ ଅଧୀନ ଦେଉଳା ହାଟ ଦୁଇ ରାଜ୍ୟ ମଧ୍ୟରେ ସମ୍ପର୍କ ଯୋଡ଼ିଆସିଛି। ଦୁଇଶହ ବର୍ଷର ଏହି ପୁରୁଣା ହାଟ ଉପରେ ଉପାନ୍ତ ଅଞ୍ଚଳବାସୀ ଘରକରଣା ଓ କୃଷି…
Archives


