ବାଲେଶ୍ୱର

ଜିଲାରେ ଗାଡ଼ି ଚେକିଂ କଡ଼ାକଡ଼ି

ବାରିପଦା ଅଫିସ, ୧ା୩- ନୂଆ ମୋଟର ଯାନ ଆଇନ ରବିବାରଠାରୁ ରାଜ୍ୟରେ କଡ଼ାକଡ଼ି ଲାଗୁ ହୋଇଛି। ଏହି ପରିପ୍ରେକ୍ଷୀରେ ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ ପୋଲିସ ଓ ଆରଟିଓ ବିଭାଗ ପକ୍ଷରୁ ଗାଡ଼ି ଚେକିଂ କରାଯାଇଥିଲା। ସହରର ପାଲବଣି ଗୋଲେଇ ଛକଠାରେ…

ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ବାରିପଦା ଅଫିସ, ୧ା୩- ବାରିପଦା ମଣ୍ଡଳ କାରାଗାରରେ ରବିବାର ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସମ୍ବଲପୁର ଜିଲା ସିକମପୁର ଅଞ୍ଚଳର ସୁରଜ ନାଥ (୪୫)। ସୂଚନା ଅନଯାୟୀ, କିଛି ବର୍ଷ ତଳେ ସୁରଜ ମୟୂରଭଞ୍ଜ ଜିଲା ମୋରଡ଼ା…

କବାଟ ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର, ବାହାରେ ଫିଙ୍ଗିଲେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର

ବାହାନଗା,୧।୩(ଡି.ଏନ୍‌.ଏ.): ଶନିବାର ବିଳମ୍ବିତ ରାତିରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଷଷ୍ଠୀ ଗ୍ରାମସ୍ଥିତ ଉଡମ୍ବର ସାହିରେ ଜଣେ ବ୍ୟକ୍ତିଙ୍କ ଘର କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ଏନେଇ ରବିବାର ସକାଳେ…

୪୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ୩ ଗିରଫ

ଜଳେଶ୍ୱର,୧।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ଜଳେଶ୍ବରରେ ବ୍ରାଉନସୁଗାର କାୟା ବିସ୍ତାର କରିଥିବା ବେଳେ ପୋଲିସ ଏହାର ମାଷ୍ଟରମାଇଣ୍ଡ ଶେଖ୍‌ ସାଦିକ୍‌ ଓରଫ ଚୁଇଁଙ୍କ ସମେତ ୩ ଜଣଙ୍କୁ ରବିବାର ଗିରଫ କରିଛି। ବିଶେଷ ସୂତ୍ରରୁ ଖବର ପାଇ ଜଳେଶ୍ବର ଆଇଆଇସି ଧନେଶ୍ୱର ସାହୁଙ୍କ…

ଭାରସାମ୍ୟ ହରାଇ ଓଲଟିଲା ବସ୍‌, ୪୦ ଆହତ

ସିମୁଳିଆ,୧।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ପ୍ରାୟ ୩ କିଲୋମିଟର ଦୂର ୧୬ନଂ. ଜାତୀୟ ରାଜପଥ ମଞ୍ଜୁରୀପୁର ନିକଟରେ ରବିବାର ଭୋର୍‌ ସମୟରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିବାରୁ ୪୦ ଜଣ ଆହତ ହୋଇଛନ୍ତି। ଓଡି ୧୧ ଜେ ୯୯୯୦…

ମଧ୍ୟାହ୍ନଭୋଜନ ଭାତରେ ପୋକ

ରୂପ୍‌ସା, ୧।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଲଛମନଖୁଣ୍ଟା ୟୁଜିଏମ୍‌ଇ ସ୍କୁଲରେ ଶନିବାର ଉତ୍ତେଜନା ଦେଖାଦେଇଛି। ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନରେ ଦିଆଯାଇଥିବା ଭାତରେ ପୋକ ଥିବାରୁ ଅଭିଭାବକମାନେ ସ୍କୁଲରେ ପହଞ୍ଚତ୍ ହୋହଲ୍ଲା କରିଛନ୍ତି। ପ୍ରଧାନଶିକ୍ଷକଙ୍କ ଦାୟିତ୍ୱହୀନତାକୁ ବିରୋଧ କରି ତାଙ୍କୁ…

ଆଇକାର୍ଡ଼ା ପକ୍ଷରୁ କ୍ଷେତ୍ର ପରିଦର୍ଶନ

ବାଲେଶ୍ୱର ଅଫିସ,୨୯।୨- ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା, କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ଏବଂ ଅନ୍ତରାଷ୍ଟ୍ରୀୟ ଶୁଷ୍କାଞ୍ଚଳ କୃଷି ଗବେଷଣା ସଂସ୍ଥା(ଆଇକାର୍ଡ଼ା) ନୂଆଦିଲ୍ଲୀ ଦ୍ୱାରା ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପରୀକ୍ଷାମୂଳକ ଭାବେ କରାଯାଉଥିବା କଣ୍ଟାବିହୀନ ନାଗଫେଣୀ ଏବଂ ଡାଲି…

ବନ ବିଭାଗର କରତକଳ ଉପରେ ଚଢାଉ: ଯନ୍ତ୍ରାଂଶ, କାଠକୁ ଛଡାଇ ନେଲେ ଲୋକେ

ସିମୁଳିଆ, ୨୮ା୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ମାର୍କୋଣା ଷ୍ଟେଶନ ବଜାର ନିକଟରେ ଥିବା ଏକ କରତକଳ ଉପରେ ବନବିଭାଗ ପକ୍ଷରୁ ଚଢାଉ କରାଯାଇଛି। ମାଜିଷ୍ଟ୍ରେଟ ରୂପେ ସଦର ବ୍ଲକ ଅତିରିକ୍ତ ତହସିଲଦାର ଶତ୍ରୁଘ୍ନ ସେଠୀଙ୍କ, ବନ ବିଭାଗୀୟ ଅଧିକାରୀ ସମୀର କୁମାର…

ମାଟ୍ରିକ୍‌ ନୋଡାଲ ସେଣ୍ଟରରେ ଅଗ୍ନିକାଣ୍ଡ: ପ୍ରଶ୍ନପତ୍ର ଥିବା ଷ୍ଟ୍ରଙ୍ଗ୍‌ରୁମ ପାର୍ଶ୍ୱ କିରାଣି କକ୍ଷରେ ଲାଗିଲା ନିଆଁ

ସଜନାଗଡ଼,୨୮।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବଜାରସ୍ଥିତ କୈଳାସ ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଗୁରୁବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମାଟ୍ରିକ ପରୀକ୍ଷା ଲାଗି ଉକ୍ତ ବିଦ୍ୟାଳୟକୁ ନୋଡାଲ ସେଣ୍ଟର କରାଯାଇଥିବା ବେଳେ ୧୧ଟି କେନ୍ଦ୍ର ଯଥା ନୀଳଗିରି ବ୍ଲକର ୯ ଏବଂ…

୭ ଡାକ୍ତରଖାନାକୁ ୬ ଡାକ୍ତର

ବାଲିଆପାଳ,୨୮।୨(ସ୍ବ.ପ୍ର.)- ବାଲେଶ୍ୱର ଜିଲା ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବାଲିଆପାଳ ବ୍ଲକର ୩ଲକ୍ଷରୁ ଉର୍ଦ୍ଧ୍ୱ ଜନସାଧାରଣ ନିର୍ଭର କରୁଥିବାବେଳେ ପଡ଼ୋଶୀ ଜଳେଶ୍ୱର ଏବଂ ବସ୍ତା ବ୍ଲକର କେତେକ ଲୋକ ମଧ୍ୟ ଏହା ଉପରେ ନିର୍ଭର କରିଆସୁଛନ୍ତି। ବାଲିଆପାଳ ବ୍ଲକରେ ଥିବା ୭ଟି…

ହୋଟେଲରେ ନକଲି ବିଦେଶୀ ମଦ କାରଖାନା

ସୋର,୨୮।୨(ଡି.ଏନ.ଏ.)- ଅବକାରୀ କମିଶନର ଅଞ୍ଜନ କୁମାର ମାଣିକଙ୍କ ନିର୍ଦ୍ଦେଶକ୍ରମେ ବାଲେଶ୍ୱର ଜିଲା ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକ ଓ ଗୁଇନ୍ଦା ବିଭାଗର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଦିଲ୍ଲୀପ କୁମାର ପଲେଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସୋର ଅବକାରୀ ଥାନା ଓ ଜିଲା ଅବକାରୀ ବିଭାଗ…

କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଚଢ଼ାଉ: ଜଣେ ଗିରଫ

ସୋର,୨୮।୨(ଡି.ଏନ.ଏ.)- ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ କଲେଜ ଛକ ନିକଟରେ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ୟୁନିଟ୍‌-୨ ତରଫରୁ କୌଣସି ସୂତ୍ରରୁ ଖବର ପାଇ ଏକ କାର୍‌ ମଧ୍ୟରେ ଯାଉଥିବା ୪୦୦ ଲିଟରରୁ ଅଧିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri