ବାଲେଶ୍ୱର ପାଲଟିଛି ନକଲି ବିଦେଶୀ ମଦ ହବ୍
ବାଲେଶ୍ୱର ଅଫିସ,୨୮।୨- ବାଲେଶ୍ୱର ସହର ଏବଂ ତାର ଆଖପାଖ ଅଞ୍ଚଳରେ ଦିନକୁ ଦିନ ନକଲି ବିଦେଶୀ ମଦର ବ୍ୟାପକ କାରବାର ବଢ଼ି ଚାଲିଥିବାରୁ ଯେକୌଣସି ସମୟରେ ମଦମୃତ୍ୟୁ ଭଳି ଅଘଟଣ ଘଟିବାର ସମ୍ଭାବନା ସୃଷ୍ଟି ହୋଇଛି। ଏପରିକି ସ୍ପିରିଟ୍ ଏବଂ ଅନ୍ୟାନ୍ୟ…
ବେଆଇନ ପାଥୋଲାବ୍ରେ ଚଢ଼ାଉ: ୭ ଦିନ ମଧ୍ୟରେ କାଗଜପତ୍ର ଦାଖଲ କରିବାକୁ ନିର୍ଦ୍ଦେଶ
ବାଲେଶ୍ୱର ଅଫିସ,୨୭।୨: ଜିଲାପାଳଙ୍କ ନିର୍ଦ୍ଦେଶରେ ଗଠିତ ସ୍ବତନ୍ତ୍ର ଟିମ୍ ପକ୍ଷରୁ ଗୁରୁବାର ବିଭିନ୍ନ ପାଥୋଲାବ୍ରେ ଚଢ଼ାଉ କରାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖ ଶ୍ରୀଗଣେଶ, ପ୍ରଶାନ୍ତି, ବନଦୁର୍ଗା, ଗାୟତ୍ରୀ, ନିୟୁ ଲାଇଫ୍, ବିଜୟା ଆଦି ୨୦ରୁ ଊର୍ଦ୍ଧ୍ୱ ପାଥୋଲାବ୍ରେ ଚଢ଼ାଉ କରାଯାଇ…
ଭିକ୍ଷା ମାଗି ପରିବାର ଚଳାଉଛନ୍ତି ଦିବ୍ୟାଙ୍ଗ
ବାଲେଶ୍ୱର ଅଫିସ, ୨୭।୨-ଦିବ୍ୟାଙ୍ଗମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ କେତେକ ଯୋଜନା କାର୍ଯ୍ୟକାରୀ ହେଉଥିବା ବେଳେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଜଙ୍ଘରାଇ ପଞ୍ଚାୟତ ୨ନଂ. ୱାର୍ଡ଼ର ଦିବ୍ୟାଙ୍ଗ ସଞ୍ଜୟ ବୋର (୨୭) ଏଥିରୁ ବାଦ୍ ପଡ଼ିଛନ୍ତି।…
ଋଣ ଦେବା ନାମରେ ୨୩ଲକ୍ଷ ଠକେଇ: ଧାରଣା ଦେଲେ ସଂଯୋଜକ
ଖଇରା, ୨୬।୨(ଡି.ଏନ.ଏ.): ଋଣ ଯୋଗାଇ ଦେବାର ପ୍ରଲୋଭନ ଦେଖାଇ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ଅଞ୍ଚଳର ଲୋକଙ୍କଠାରୁ ୨୩ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଲୋକଙ୍କ ପାଖରୁ ସିଧାସଳଖ ଅର୍ଥ…
ଉଜୁଡ଼ି ଯାଉଛି ଉପକୂଳ ବନାଞ୍ଚଳ
ଭୋଗରାଇ, ୨୬।୨(ପ୍ରଦୀପ ଦାସ)-ପ୍ରକୃତିର ଅମୂଲ୍ୟ ସମ୍ପଦ ଜଙ୍ଗଲ। ପ୍ରକୃତିକୁ ସୁରକ୍ଷିତ ରଖିଲେ ଆମେ ସୁରକ୍ଷିତ ରହିପାରିବା। ସମୁଦ୍ର ଉପକୂଳବର୍ତ୍ତୀ ଜଙ୍ଗଲ ଦିନକୁ ଦିନ ଧ୍ୱଂସ ହୋଇଯାଉଥିବାରୁ ତାପମାତ୍ରା ବୃଦ୍ଧି ପାଇବା ସହିତ ପରିବେଶ ଉପରେ ଗଭୀର ପ୍ରଭାବ ପଡୁଛି। ଓଡ଼ିଶାରେ ୪୭.୦୩…
ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା: ନିର୍ବାହୀ ଅଧିକାରୀଙ୍କୁ ଘେରିଲେ
ବାଲେଶ୍ୱର ଅଫିସ, ୨୬।୨-ବାଲେଶ୍ୱର ସହର ରାସ୍ତାଗୁଡ଼ିକୁ ପ୍ରଶସ୍ତ କରିବା ଲାଗି ଜିଲା ପ୍ରଶାସନ ଓ ପୌରପାଳିକା କର୍ତ୍ତୃପକ୍ଷ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ପୌରପାଳିକା କର୍ତ୍ତୃପକ୍ଷଙ୍କ ପାତରଅନ୍ତର ନୀତି ଯୋଗୁ ବିଭିନ୍ନ ବସ୍ତିରେ ଉତ୍ତେଜନା ସୃଷ୍ଟି ହେଉଛି। ଘଟଣାସ୍ଥଳରେ ଉପସ୍ଥିତ…
ନେସ୍କୋ ଆଦାୟ କଲା ୮କୋଟି ୮୪ଲକ୍ଷ ୩୮ହଜାର
ବାଲେଶ୍ୱର ଅଫିସ, ୨୫।୨-ବାଲେଶ୍ୱର ନେସ୍କୋ ୟୁଟିଲିଟି ପକ୍ଷରୁ ଗତ ୧୬ ତାରିଖଠାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଜିଲାର ୧୨୦ଟି ସ୍ବତନ୍ତ୍ର ସ୍କ୍ବାଡ୍ ଦ୍ୱାରା ବକେୟା ବିଦ୍ୟୁତ୍ ବିଲ ଆଦାୟ ଓ ସଂଯୋଗ ବିଚ୍ଛିନ୍ନ ଅଭିଯାନ ଆରମ୍ଭ କରାଯାଇଛି। ରବିବାର…
ଶାରୀଶୂଆ ପାହାଡରେ ସାଇଣ୍ଟଫିକ ଟିମ
ଖଇରା, ୨୫।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ୭୭ ନମ୍ବର ତଥା ଅନ୍ୟାନ୍ୟ ଖଣି ଉପରେ କଟକ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ର ଚଢାଉର ୧୨ ଘଣ୍ଟା ନ ପୂରୁଣୁ ଆରଏଫଏସଏଲ(ବାଲେଶ୍ୱର ରିଜିଓନାଲ ଫରେନସିକ ସାଇନ୍ସ ଲାବୋରେଟୋରୀ) ଟିମ୍ ପୁନଶ୍ଚ ସୋମବାର…
ପିଠା ପ୍ରତିଯୋଗିତା, ପ୍ରଦର୍ଶନୀ
ବାଲେଶ୍ୱର ଅଫିସ, ୨୫।୨-ବାଲେଶ୍ୱର ସହର ସ୍ଥାନୀୟ ଟାଉନହଲ୍ଠାରେ ବାଲେଶ୍ୱର ‘ଇନ୍ଟାକ୍’ ଚାପ୍ଟରର ତୃତୀୟ ଆକର୍ଷଣୀୟ ପୀଠା ପ୍ରତିଯୋଗିତା ଓ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫୨ଜଣ ପ୍ରତିଯୋଗୀ ଯୋଗଦାନ କରିଥିଲେ। ଏହି ପ୍ରତିଯୋଗିତାରେ ବୀଣା ନନ୍ଦୀ ପ୍ରଥମ, ରଶ୍ମି ସାହୁ ଦ୍ୱିତୀୟ…
ବିର୍ଲା ଟାୟାର୍ସ ୱାର୍କର୍ସ ୟୁନିଅନ୍ ପକ୍ଷରୁ ଧାରଣା
ବାଲେଶ୍ୱର ଅଫିସ, ୨୪।୨-ବିର୍ଲା ଟାୟାର୍ସ କାରଖାନାରେ ବିଭିନ୍ନ ଅନିୟମିତତାର ସିବିଆଇ ତଦନ୍ତ ଦାବି କରି ସୋମବାର ୱାର୍କର୍ସ ୟୁନିଅନ୍ ପକ୍ଷରୁ ଶତାଧିକ କର୍ମଚାରୀ ବାଲେଶ୍ୱର ସହର ଏଡ଼ିଏମ୍ ଛକସ୍ଥିତ ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ୟୁନିଅନ ପକ୍ଷରୁ…
ଶାରୀଶୂଆ ପାହାଡରେ ସାଇଣ୍ଟଫିକ ଟିମ
ଖଇରା, ୨୪।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ୭୭ ନମ୍ବର ତଥା ଅନ୍ୟାନ୍ୟ ଖଣି ଉପରେ କଟକ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ର ଚଢାଉର ୧୨ ଘଣ୍ଟା ନ ପୂରୁଣୁ ଆରଏଫଏସଏଲ(ବାଲେଶ୍ୱର ରିଜିଓନାଲ ଫରେନସିକ ସାଇନ୍ସ ଲାବୋରେଟୋରୀ) ଟିମ୍ ପୁନଶ୍ଚ ସୋମବାର…
ଥଇଥାନ ପରେ ଉଚ୍ଛେଦ କରାଯାଉ
ବାଲେଶ୍ୱର ଅଫିସ,୨୪।୨- ବାଲେଶ୍ୱର ସହର ଫାଣ୍ଡିଛକସ୍ଥିତ ଓଭରବ୍ରିଜ୍ ତଳେ ଦୋକାନ କରିଥିବା ବ୍ୟବସାୟୀମାନଙ୍କୁ ୧୫ଦିନ ମଧ୍ୟରେ ଉଚ୍ଛେଦ ପାଇଁ ବ୍ରିଟ୍ ପକ୍ଷରୁ ନୋଟିସ୍ ଦିଆଯାଇଛି। ଏହାର ପ୍ରତିବାଦରେ ବ୍ୟବସାୟୀ ସଂଘ ପକ୍ଷରୁ ଶନିବାର ସନ୍ଧ୍ୟାରେ ମିଳିତ ବୈଠକ କରି ଥଇଥାନ ପରେ…
Archives


