ବାଲେଶ୍ୱର

ବରିଷ୍ଠ ନାଗରିକ ମଞ୍ଚର ଆର୍ଥିକ ସହାୟତା

ଖଇରା, ୩।୪(ଡି.ଏନ.ଏ.)-ଖଇରା ବରିଷ୍ଠ ନାଗରିକ ମଞ୍ଚ ଓ କୁପାରୀ ଗଡଚଣ୍ଡୀ ସାଂସ୍କୃତିକ ପରିଷଦ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଢିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି। ଗୁରୁବାର ପୂର୍ବାହ୍ନରେ ବରିଷ୍ଠ ନାଗରିକ ମଞ୍ଚର ସଭାପତି ଶରତ କୁମାର ବିଶ୍ୱାଳ, ସମ୍ପାଦକ ମୁକ୍ତିକାନ୍ତ ଶତପଥୀ,…

ଖାଦ୍ୟ ବାଣ୍ଟିଲେ ଖଇରା ଥାନା ଆଇଆଇସି

ଖଇରା, ୩।୪(ଡି.ଏନ.ଏ.)-ଖଇରା ଥାନା ଆଇଆଇସି ସୁବ୍ରତ ବେହେରା ଗୁରୁବାର ବିଭିନ୍ନ ଗ୍ରାମକୁ ଯାଇ ଅସହାୟ ଲୋକଙ୍କୁ ଖାଦ୍ୟ ବଣ୍ଟନ କରିଛନ୍ତି ା ନନ୍ଦୁର ଗ୍ରମ ଆଦିବାସୀ ସାହି ଓ ଗୋଳିହା ମାଧବ ଆଦିବାସୀ ସାହିକୁ ଯାଇ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ…

ମୁଖ୍ୟ ଡାକ୍ତରଖାନାରୁ ଆରମ୍ଭ ହେଲା ବିଶୋଧନ

ବାଲେଶ୍ୱର ଅଫିସ, ୨।୪-କରୋନା ଭୂତାଣୁ ସହ ମୁକାବିଲା କରିବା ପାଇଁ ପୋଲିସ ପ୍ରଶାସନ ଅଗ୍ନିଶମ ବିଭାଗ ସହ ମିଶି ବାଲେଶ୍ୱର ଜିଲାର ସହରଗୁଡ଼ିକୁ ବିଶୋଧନ କରିବା ପାଇଁ ଯୋଜନା କରାଯାଇଛି। ସହରରେ ଥିବା ଡାକ୍ତରଖାନା, ବ୍ୟାଙ୍କ, ଦୈନଦିନ ବଜାର, ମୁଖ୍ୟରାସ୍ତା ଏପରିକି…

ମଦ ଜବତ କଲେ ଖଇରା ତହସିଲଦାର

ଖଇରା, ୨।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ଅଞ୍ଚଳରେ ଲକ୍‌ଡାଉନ କଟକଣା ଯେତେ ବଢୁଛି ସମାନ୍ତରାଳ ଭାବେ ମଦ ବିକ୍ରି ମଧ୍ୟ ସେହିଭଳି ଭାବେ ବଢି ଚାଲିଛି। ମଙ୍ଗଳବାର ସନ୍ଧ୍ୟାରେ ଖଇରା ତହସିଲଦାର ପ୍ରଦୀପ କୁମାର ସାହୁ ଗଣ୍ଡିବେଡ ମାଛ ହାଟ ହାଟରେ…

ନୀଳଗିରି ଏନ୍‌ଏସି ତରଫରୁ ବିଶୋଧନ ହେଲା

ସଜନାଗଡ଼, ୨।୪(ଡି.ଏନ.ଏ.)-ମହାମାରୀ କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇଁ ନୀଳଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ବିଶୋଧନ ଓ ସ୍ବଚ୍ଛତା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏହି ପରିପ୍ରେକ୍ଷୀରେ ବୁଧବାର ମଧ୍ୟାହ୍ନରୁ ନୀଳଗିରି ଜଗନ୍ନାଥ ମନ୍ଦିର ବଡ଼ଦାଣ୍ଡରୁ ଆରମ୍ଭ ହୋଇଥିଲା ଅଗ୍ନିସେବା ସଂସ୍ଥା…

ସଚେତନତା ବାର୍ତ୍ତା ମାଧ୍ୟମରେ ପାଳନ ହେଲା ଓଡ଼ିଶା ଦିବସ

ଖଇରା,୨।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ବଣିକ ସଂଘ ଓ ଏସଆର୍‌ ଗ୍ରୁପ ସମ୍ଭାବନାର ମିଳିତ ଆନୁକୂଲ୍ୟରେ ଓଡ଼ିଶା ଦିବସ କରୋନା ସଚେତନତା କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇଯାଇଛି ା ସକାଳ ୭ଟାରେ ବଣିକ ସଂଘ ସଭାପତି ତଥା ଏସ୍‌ଆର…

ଚାକିରି ପାଇଁ ରୋଗକୁ ଖାତିର ନାହିଁ

ବାଲେଶ୍ୱର ଅଫିସ, ୧।୪: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା କରିବା ଲାଗି ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ବାରମ୍ବାର ଗଣମାଧ୍ୟମରେ ସୂଚନା ଦିଆଯାଉଛି। ସାମାଜିକ ଦୂରତ୍ୱ ହିଁ ସଂକ୍ରମଣଠାରୁ ଦୂରେଇ ରହିବାର ଉପଯୁକ୍ତ ମାଧ୍ୟମ ବୋଲି କୁହାଯାଉଛି। ଏହାସତ୍ତ୍ୱେ ବି…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ସୋର ବିଧାୟକ

ବାହାନଗା,୧ା୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ବିଧାନସଭା ନିିର୍ବାଚନ ମଣ୍ଡଳୀର ବିଧାୟକ ପର୍ଶୁରାମ ଧଡ଼ା ବିଶ୍ୱ ମହାମାରୀ କରୋନା ଭାଇରସର ସଫଳ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୩ମାସର ଦରମା ୧ ଲକ୍ଷ ୫ ହଜାର ଟଙ୍କା ପ୍ରଦାନ କରିଛନ୍ତି। ସେହିପରି…

ମାସ୍କ ବାଣ୍ଟିଲେ ପୂର୍ବତନ ବିଧାୟକ

ସଜନାଗଡ଼, ୧।୪(ଡି.ଏନ.ଏ.)-ଧର୍ମଠାରୁ ବଡ଼ ମାନବ ସେବା। ନୀଳଗିରି ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ନିଜ ପେନସନ ଅର୍ଥରେ ୨ହଜାରରୁ ଊର୍ଦ୍ଧ୍ୱ ମାସ୍କ କିଣି ବଣ୍ଟନ କରିଛନ୍ତି। ମଙ୍ଗଳବାର ସେ ପ୍ରଥମେ ସାପ୍ତାହିକ ହାଟକୁ ଯାଇ ସେଠାକୁ ଆସୁଥିବା ସାଧାରଣ ଗରିବ ଲୋକ…

ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ

ରୂପ୍‌ସା, ୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ମଙ୍ଗଳବାର ଅଚାନକ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ପ୍ରଦାନ ସମ୍ପର୍କରେ ବୁଝିବା ସହ ନୂତନ ଓପିଡ଼ି ଗୃହ ବୁଲି ତଦାରଖ କରିଛନ୍ତି। ସମ୍ପ୍ରତି ଦେଶବ୍ୟାପୀ କରୋନା ମୁକାବିଲାକୁ ଦୃଷ୍ଟିରେ…

ଦୁର୍ଘଟଣାରେ ଡ୍ରାଇଭରଙ୍କ ଜୀବନ ଗଲା

ରୂପ୍‌ସା, ୩୧।୩(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ସହ କାର୍‌ର ଧକ୍କା ହେବା ଫଳରେ କାର ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତ ଡ୍ରାଇଭର ହେଲେ…

ଚାଲୁ ହେଲା ରୂପ୍‌ସା ଝୋଟ କାରଖାନା

ରୂପ୍‌ସା, ୩୧।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ରୂପ୍‌ସାସ୍ଥିତ ଜୟକିଶନ ଦାସ ସହ ଝୋଟ କାରଖାନା ମଙ୍ଗଳବାରଠାରୁ ଚାଲୁ କରାଯାଇଛି। କରୋନା କଟକଣା ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶାନୁଯାୟୀ ଗତ ୨୪ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ କର୍ତ୍ତୃପକ୍ଷ କାରଖାନା ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?