ବାଲେଶ୍ୱର

ନିୟମ ଉଲ୍ଲଘଂନ କରିଥିବା ୪ଜଣଙ୍କ ନାମରେ ମାମଲା

ବାଲେଶ୍ୱର ଅଫିସ, ୨୭।୩-ବାଲେଶ୍ୱର ଜିଲାରେ ହୋମ କ୍ୱାରାଣ୍ଟାଇନରେ ରହିଥିବା ଲୋକଙ୍କ ଘର ବାହାରେ ନିର୍ଦ୍ଧାରିତ ଫର୍ମ ଓ ପୋଷ୍ଟର ଲଗାଇବାକୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ଘର ବାହାରେ ଚଳପ୍ରଚଳ ନ କରିବାକୁ ସ୍ପଷ୍ଟ ଭାବେ କୁହାଯାଇଛି।…

କେରଳରେ ଫଶିଛନ୍ତି ୬୫ ଓଡ଼ିଆ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୨୭।୩-କେରଳ ରାଜ୍ୟ ତ୍ରିଶୁର ଜିଲା ପୁରୁନାଟୁକୁରା ଅଞ୍ଚଳର ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନରେ ବିଏଡ୍‌ କରୁଥିବା ବାଲେଶ୍ୱର, ଭଦ୍ରକ, ନୟାଗଡ଼, ଯାଜପୁର, ଜଗତ୍‌ସିଂହପୁର ଜିଲାର ୬୫ଜଣ ଛାତ୍ରୀଛାତ୍ର ଫଶି ରହିଛନ୍ତି। ସେମାନେ ରହିଥିବା ମେସ୍‌ରେ ପିଇବା ପାଣି, ଖାଦ୍ୟ ଏବଂ…

କରୋନାରୁ ରକ୍ଷା ପାଇଁ ପୂଜାର୍ଚ୍ଚନା

ଖଇରା, ୨୬ା୩(ଡି.ଏନ.ଏ.)-ଏବେ କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ଲୋକେ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ଅନ୍ୟପଟେ ଏଥିରୁ ରକ୍ଷା ପାଇବା ଲାଗି ବିଭିନ୍ନ ସ୍ଥାନରେ ପୂଜାର୍ଚ୍ଚନା ଆରମ୍ଭ କରିଦେଇଛନ୍ତି। ବାଲେଶ୍ବର ଜିଲା ଖଇରା…

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏକ ମାସର ଦରମା ଦେଲେ ବସ୍ତା ବିଧାୟକ

ବସ୍ତା,୨୬।୩ (ଡି.ଏନ୍‌.ଏ): କରୋନା ମୁକାବିଲା ପାଇଁ ବାଲେଶ୍ୱର ଜିଲା ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ ତାଙ୍କର ଏକ ମାସର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି। ସେ ସଚେତନ ବାର୍ତ୍ତା ଦେଇ କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବା ସହ…

ଲକ୍‌ଡାଉନକୁ ନେଇ ବସ୍ତା ପ୍ରଶାସନର ବୈଠକ: ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ବସ୍ତା,୨୬।୩(ଡି.ଏନ୍‌.ଏ): କରୋନା ମୁକାବିଲା ଲାଗି ଲକ୍‌ଡାଉନ୍‌ ଘୋଷଣା ପରେ ଏହାକୁ କଡ଼ାକଡି ଭାବେ କାର୍ଯ୍ୟକାରୀ କରାଯାଉଛି। ଏ ନେଇ ବୁଧବାର ଅପରାହ୍ନରେ ବାଲେଶ୍ୱର ଜିଲା ବସ୍ତା ପ୍ରଶାସନର ଜରୁରୀ ବୈଠକ ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଡିଓ କୁକୁମୀନା ଦାସ,…

ଲକ୍‌ଡାଉନ୍‌ କଟକଣାକୁ ନେଇ ଚାଷୀ ଆତଙ୍କିତ: ପରିବା ବିକ୍ରି ନ ହେବା ଭୟ ଦେଖାଇ ଶସ୍ତା ଦରରେ କିଣୁଛନ୍ତି ଦଲାଲ

ବାଲେଶ୍ୱର ଅଫିସ,୨୬।୩: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ବାଇଗଣବାଡ଼ିଆର ଚାଷୀମାନେ କରୋନା କଟକଣା ଲାଗି ଚିନ୍ତାରେ। ସେମାନଙ୍କ କହିବା ଅନୁଯାୟୀ, ସେମାନେ ଚାଷ କରୁଥିବା ପନିପରିବା । ଭୁବନେଶ୍ୱର, କଟକ, ପୁରୀ, ବାଲେଶ୍ୱର ସମେତ ପଶ୍ଚିମବଙ୍ଗର ବିଭିନ୍ନ ଅଞ୍ଚଳକୁ ଯାଇଥାଏ। ତେବେ…

ନାସିକରେ ଫଶିିଛନ୍ତି ୨୮ ଓଡ଼ିଆ ତୀର୍ଥଯାତ୍ରୀ

ଜଳେଶ୍ୱର,୨୬।୩(ସ୍ବ.ପ୍ର)- ତୀର୍ଥଯାତ୍ରା କରିବାକୁ ଯାଇଥିବା ବାଲେଶ୍ୱର ଜିଲାର ୨୮ଜଣ ଯାତ୍ରୀ ୪ ଦିନ ଧରି ମହାରାଷ୍ଟ୍ରର ନାସିକ ସହରରେ ଫଶି ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବାପାଇଁ ପରିବାରବର୍ଗ ବୁଧବାର ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ଓ ବାଲେଶ୍ୱର ଜିଲାପାଳଙ୍କ ଦୃଷ୍ଟି…

ସରକାରୀ ନିର୍ଦ୍ଦେଶ ଉଲ୍ଲଙ୍ଘନ: କଟକଣା ସତ୍ତ୍ୱେ ବଜାରରେ ଲୋକଙ୍କ ଭିଡ଼

ବସ୍ତା,୨୫।୩(ଡି.ଏନ୍‌.ଏନ୍‌.): ମହାମାରୀ କରୋନା ସଂକ୍ରମଣ ଭୟକୁ ରୋକିବାକୁ ନେଇ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି ଲୋକେ। ଏହି ଭୂତାଣୁ ନ ବ୍ୟାପିବା ନେଇ ରାଜ୍ୟ ସରକାରଙ୍କ କଟକଣାକୁ କିଛି ଲୋକ ହେୟ ମନେ…

କରୋନା ପ୍ରତିହତ ଲାଗି ସଫେଇ କାର୍ଯ୍ୟ ଜାରି

ବସ୍ତା,୨୫।୩(ଡି.ଏନ୍‌.ଏ.): ବିଶ୍ୱବ୍ୟାପୀ ମହାମାରୀ ରୂପ ନେଇଥିବା କରୋନା ଭାଇରସ୍‌କୁ ନେଇ ଲୋକେ ଆତଙ୍କିତ ଅବସ୍ଥାରେ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ୨୧ଦିନ ଲାଗି କଟକଣା ଜାରି କରାଯାଇଛି। ଫଳରେ ଲୋକେ ଘରୁ ବାହାରୁ ନାହାନ୍ତି। ଏହି ଭାଇରସ୍‌କୁ କିପରି ପ୍ରତିରୋଧ…

ଅହମ୍ମଦାବାଦ୍‌ରେ ଫସି ରହିଛନ୍ତି ୬୧ ଓଡିଆ ତୀର୍ଥଯାତ୍ରୀ: ଫେରାଇ ଆଣିବାକୁ ନିବେଦନ

ଖଇରା, ୨୪।୩(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଖଇରା ତଥା ପଡୋଶୀ ଆଗରପଡା, ସୋର, ବାହାନଗା ଏବଂ ଔପଦା ଅଞ୍ଚଳରୁ ତୀର୍ଥଯାତ୍ରାରେ ଯାଇଥିବା ୬୧ଯାତ୍ରୀ ଗୁଜୁରାଟର ଅହମ୍ମଦାବାଦରେ ଫସି ରହିଛନ୍ତି । ପ୍ରଶାସନିକ ସ୍ତରରେ ଉଦ୍ୟମ କରାଯାଇ ସେମାନଙ୍କୁ ଘରକୁ ଫେରାଇ ଆଣିବାକୁ ପରିବାର ତରଫରୁ…

କରୋନା କଟକଣା: ରୂପ୍‌ସା ଝୋଟ କାରଖାନା ବନ୍ଦ

ରୂପ୍‌ସା, ୨୪।୩(ଡି.ଏନ.ଏ.)-କରୋନା କଟକଣା ପରିପ୍ରେକ୍ଷୀରେ ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ରୂପସାସ୍ଥିତ ଜୟକିଶନ ଦାସ ମଲ ଝୋଟ କାରଖାନାକୁ ମଙ୍ଗଳବାରଠାରୁ ବନ୍ଦ ରଖାଯାଇଛି। କାରଖାନା ଜେନେରାଲ ମ୍ୟାନେଜର ମୁଖ୍ୟ ଫାଟକରେ ଏ ନେଇ ଏକ ନୋଟିସ୍‌ ଝୁଲାଇଛନ୍ତି। ରାଜ୍ୟ ସରକାରଙ୍କ…

ବାଲେଶ୍ୱରରେ ଲକ୍‌ଡାଉନ ନିୟମ ଉଲ୍ଲଂଘନ: ୨ ଗିରଫ

ବାଲେଶ୍ୱର ଅଫିସ, ୨୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଥିବା ବେଳେ ସାରା ରାଜ୍ୟକୁ ଲକ୍‌ଡାଉନ୍‌ କରାଯାଇଛି। ତେବେ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରାଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?