ଉଜୁଡ଼ି ଯାଉଛି ଉପକୂଳ ବନାଞ୍ଚଳ
ଭୋଗରାଇ, ୨୬।୨(ପ୍ରଦୀପ ଦାସ)-ପ୍ରକୃତିର ଅମୂଲ୍ୟ ସମ୍ପଦ ଜଙ୍ଗଲ। ପ୍ରକୃତିକୁ ସୁରକ୍ଷିତ ରଖିଲେ ଆମେ ସୁରକ୍ଷିତ ରହିପାରିବା। ସମୁଦ୍ର ଉପକୂଳବର୍ତ୍ତୀ ଜଙ୍ଗଲ ଦିନକୁ ଦିନ ଧ୍ୱଂସ ହୋଇଯାଉଥିବାରୁ ତାପମାତ୍ରା ବୃଦ୍ଧି ପାଇବା ସହିତ ପରିବେଶ ଉପରେ ଗଭୀର ପ୍ରଭାବ ପଡୁଛି। ଓଡ଼ିଶାରେ ୪୭.୦୩…
ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା: ନିର୍ବାହୀ ଅଧିକାରୀଙ୍କୁ ଘେରିଲେ
ବାଲେଶ୍ୱର ଅଫିସ, ୨୬।୨-ବାଲେଶ୍ୱର ସହର ରାସ୍ତାଗୁଡ଼ିକୁ ପ୍ରଶସ୍ତ କରିବା ଲାଗି ଜିଲା ପ୍ରଶାସନ ଓ ପୌରପାଳିକା କର୍ତ୍ତୃପକ୍ଷ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ପୌରପାଳିକା କର୍ତ୍ତୃପକ୍ଷଙ୍କ ପାତରଅନ୍ତର ନୀତି ଯୋଗୁ ବିଭିନ୍ନ ବସ୍ତିରେ ଉତ୍ତେଜନା ସୃଷ୍ଟି ହେଉଛି। ଘଟଣାସ୍ଥଳରେ ଉପସ୍ଥିତ…
ନେସ୍କୋ ଆଦାୟ କଲା ୮କୋଟି ୮୪ଲକ୍ଷ ୩୮ହଜାର
ବାଲେଶ୍ୱର ଅଫିସ, ୨୫।୨-ବାଲେଶ୍ୱର ନେସ୍କୋ ୟୁଟିଲିଟି ପକ୍ଷରୁ ଗତ ୧୬ ତାରିଖଠାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଜିଲାର ୧୨୦ଟି ସ୍ବତନ୍ତ୍ର ସ୍କ୍ବାଡ୍ ଦ୍ୱାରା ବକେୟା ବିଦ୍ୟୁତ୍ ବିଲ ଆଦାୟ ଓ ସଂଯୋଗ ବିଚ୍ଛିନ୍ନ ଅଭିଯାନ ଆରମ୍ଭ କରାଯାଇଛି। ରବିବାର…
ଶାରୀଶୂଆ ପାହାଡରେ ସାଇଣ୍ଟଫିକ ଟିମ
ଖଇରା, ୨୫।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ୭୭ ନମ୍ବର ତଥା ଅନ୍ୟାନ୍ୟ ଖଣି ଉପରେ କଟକ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ର ଚଢାଉର ୧୨ ଘଣ୍ଟା ନ ପୂରୁଣୁ ଆରଏଫଏସଏଲ(ବାଲେଶ୍ୱର ରିଜିଓନାଲ ଫରେନସିକ ସାଇନ୍ସ ଲାବୋରେଟୋରୀ) ଟିମ୍ ପୁନଶ୍ଚ ସୋମବାର…
ପିଠା ପ୍ରତିଯୋଗିତା, ପ୍ରଦର୍ଶନୀ
ବାଲେଶ୍ୱର ଅଫିସ, ୨୫।୨-ବାଲେଶ୍ୱର ସହର ସ୍ଥାନୀୟ ଟାଉନହଲ୍ଠାରେ ବାଲେଶ୍ୱର ‘ଇନ୍ଟାକ୍’ ଚାପ୍ଟରର ତୃତୀୟ ଆକର୍ଷଣୀୟ ପୀଠା ପ୍ରତିଯୋଗିତା ଓ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫୨ଜଣ ପ୍ରତିଯୋଗୀ ଯୋଗଦାନ କରିଥିଲେ। ଏହି ପ୍ରତିଯୋଗିତାରେ ବୀଣା ନନ୍ଦୀ ପ୍ରଥମ, ରଶ୍ମି ସାହୁ ଦ୍ୱିତୀୟ…
ବିର୍ଲା ଟାୟାର୍ସ ୱାର୍କର୍ସ ୟୁନିଅନ୍ ପକ୍ଷରୁ ଧାରଣା
ବାଲେଶ୍ୱର ଅଫିସ, ୨୪।୨-ବିର୍ଲା ଟାୟାର୍ସ କାରଖାନାରେ ବିଭିନ୍ନ ଅନିୟମିତତାର ସିବିଆଇ ତଦନ୍ତ ଦାବି କରି ସୋମବାର ୱାର୍କର୍ସ ୟୁନିଅନ୍ ପକ୍ଷରୁ ଶତାଧିକ କର୍ମଚାରୀ ବାଲେଶ୍ୱର ସହର ଏଡ଼ିଏମ୍ ଛକସ୍ଥିତ ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ୟୁନିଅନ ପକ୍ଷରୁ…
ଶାରୀଶୂଆ ପାହାଡରେ ସାଇଣ୍ଟଫିକ ଟିମ
ଖଇରା, ୨୪।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ୭୭ ନମ୍ବର ତଥା ଅନ୍ୟାନ୍ୟ ଖଣି ଉପରେ କଟକ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ର ଚଢାଉର ୧୨ ଘଣ୍ଟା ନ ପୂରୁଣୁ ଆରଏଫଏସଏଲ(ବାଲେଶ୍ୱର ରିଜିଓନାଲ ଫରେନସିକ ସାଇନ୍ସ ଲାବୋରେଟୋରୀ) ଟିମ୍ ପୁନଶ୍ଚ ସୋମବାର…
ଥଇଥାନ ପରେ ଉଚ୍ଛେଦ କରାଯାଉ
ବାଲେଶ୍ୱର ଅଫିସ,୨୪।୨- ବାଲେଶ୍ୱର ସହର ଫାଣ୍ଡିଛକସ୍ଥିତ ଓଭରବ୍ରିଜ୍ ତଳେ ଦୋକାନ କରିଥିବା ବ୍ୟବସାୟୀମାନଙ୍କୁ ୧୫ଦିନ ମଧ୍ୟରେ ଉଚ୍ଛେଦ ପାଇଁ ବ୍ରିଟ୍ ପକ୍ଷରୁ ନୋଟିସ୍ ଦିଆଯାଇଛି। ଏହାର ପ୍ରତିବାଦରେ ବ୍ୟବସାୟୀ ସଂଘ ପକ୍ଷରୁ ଶନିବାର ସନ୍ଧ୍ୟାରେ ମିଳିତ ବୈଠକ କରି ଥଇଥାନ ପରେ…
ଧାାନ କିଣାରେ ଅନିୟମିତତା ନେଇ ସମିତି ସିଲ୍
ସୋର,୨୩।୨(ଡି.ଏନ.ଏ.): ସୋର ଉତ୍ତରେଶ୍ୱର ସେବା ସମିତିକୁ ରବିବାର ମଧ୍ୟାହ୍ନରେ ସିଲ୍ କରାଯାଇଛି। ଧାନକିଣାରେ ଅନିୟମିତତା ନେଇ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଠାରେ ଅଭିଯୋଗ ହୋଇଥିଲା। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସୋର ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ରାକେଶ ପଣ୍ଡା, ମ୍ୟୁନିସିପାଲିଟିର ବରିଷ୍ଠ…
ଶାରୀଶୁଆ ଖଣିରେ କ୍ରାଇମ୍ବ୍ରାଞ୍ଚ ଟିମ୍: ୫ ଖଣି ମାଫିଆଙ୍କୁ ବାନ୍ଧିଲା; ଟ୍ରକ୍, ଟ୍ରାକ୍ଟର ଜବତ
ଖଇରା,୨୩।୨(ଡି.ଏନ୍.ଏ.): କଟକ କ୍ରାଇମ ବ୍ରାଞ୍ଚର ଏକ ଟିମ୍ ରବିବାର ବାଲେଶ୍ବର ଜିଲା ଖଇରା ତହସିଲର ଶାରୀଶୁଆ ପାହାଡରେ ୧୪୪ ଧାରା ଥିବା ବିଭିନ୍ନ ଖଣିରେ ଚଢାଉ କରି ୫ ଖଣି ମାଫିଆଙ୍କୁ ଗିରଫ କରିଛିି ା ଏଥିସହ ଗୋଟିଏ ଟ୍ରକ୍ ସମେତ…
ସୁଧୁରିନ ପୌରାଞ୍ଚଳ ରାସ୍ତା: ଆନ୍ଦୋଳନ ଚେତାବନୀ
ବାଲେଶ୍ୱର ଅଫିସ, ୨୩।୨-ବାଲେଶ୍ୱର ପୌରାଞ୍ଚଳର ବିଭିନ୍ନ ୱାର୍ଡ଼ରେ ମୁଖ୍ୟ ରାସ୍ତାଗୁଡ଼ିକର ଦୁରବସ୍ଥା ପାଇଁ ସହରବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ରାସ୍ତାଗୁଡ଼ିକର ମରାମତି ଏବଂ ନବୀକରଣ କରାଯିବା ପାଇଁ ଗୁରୁବାର ନଗର ଭାଜପା ପକ୍ଷରୁ ପୌରପାଳ ନିର୍ବାହୀ…
ଆରମ୍ଭ ହେଲା ଆକ୍ୱା ଏକ୍ସପୋ ଓଡ଼ିଶା: ବୈଜ୍ଞାନିକ ପ୍ରଣାଳୀରେ ଉଦ୍ୟୋଗ ସ୍ଥାପନ ଉପରେ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୨୩।୨-ବାଲେଶ୍ୱର ସହର ଆଇଟିଆଇ ପଡ଼ିଆରେ ଓଡ଼ିଶା ଆକ୍ୱାଟିକ୍ ଫିଡ୍ ଡିଲର୍ସ ଆସୋସିଏଶନ୍, ସି ଫୁଡ୍ ଏକ୍ସପୋର୍ଟସ ଆସୋସିଏଶନ୍ ଅଫ୍ ଇଣ୍ଡିଆ ରାଜ୍ୟ ଶାଖା ଓ ଓଡ଼ିଶା ସ୍ରିମ୍ପ ଫାର୍ମର୍ସ ଆସୋସିଏଶନ୍ ଦ୍ୱାରା ବାଲେଶ୍ୱର ଚ୍ୟାମ୍ବର ଅଫ୍ ଇଣ୍ଡଷ୍ଟ୍ରି ଆଣ୍ଡ…
Archives


