ବାଲେଶ୍ୱର

ପୋଲିସ ବାରାକରୁ ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲେଶ୍ବର,୮।୪: ବାଲେଶ୍ବର ଜିଲାରେ ଥିବା ରିଜର୍ଭ ପୋଲିସ ବାରାକରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାମ ଯଶୋଦା ଦାସ। ରିପୋର୍ଟ ଅନୁଯାୟୀ, ମଙ୍ଗଳାବର ସକାଳେ ମହିଳା କନଷ୍ଟେବଳଙ୍କୁ ବାରାକ ଭିତରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା।…

ଭକ୍ତମୟ ହେଉଛି ଚନ୍ଦନେଶ୍ୱର ଶୈବପୀଠ, ସମୀକ୍ଷାକଲେ ବିଧାୟକ

ଭୋଗରାଇ, ୭ା୪(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କମେଳା ମାର୍ଚ୍ଚ ୩୧ରୁ ଧ୍ୱଜ ପୋଡାବାଉଁଶରୁ ଶୁଭାରମ୍ଭ ହୋଇଛି। ଏଥିନିମନ୍ତେ ଚନ୍ଦନେଶ୍ୱର ଶୈବପୀଠରେ ସୋମବାର ୭ ଅର୍ଘ୍ୟରୁ ଓଡ଼ିଶା ସମେତ…

ଓଡ଼ିଶା ଭିତରେ ପଶି ପଶ୍ଚିମବଙ୍ଗ ରାସ୍ତା ନିର୍ମାଣକୁ ବନ୍ଦ କଲେ ବିଧାୟକ ଗୌତମ ବୁଦ୍ଧ

ଭୋଗରାଇ, ୭।୪(ପ୍ରଦୀପ ଦାସ): ଆମେ ଓଡ଼ିଆ। ମା, ମାଟି ମାତୃଭାଷା ବିପନ୍ନ ହେଲେ ସୁରକ୍ଷା ପାଇଁ ଲଢ଼େଇକରି ବଞ୍ଚିବା ଶିଖିଛୁ। ଯୋଗ୍ୟ ସନ୍ତାନ ଭାବେ ଆମ ମାକୁ ମାଉସୀହାତରେ ଟେକିଦେବୁ ନାହିଁ କି ତାଙ୍କ ଗୋଡ଼ତଳେ ପଡି ଶରଣ ପଶିବୁ ନାହିଁ।…

ବାଲେଶ୍ବରରେ ରାମନବମୀ ଶୋଭାଯାତ୍ରାରେ ନିଆରା ଦୃଶ୍ୟ

ବାଲେଶ୍ବର,୬।୪: ଆଜି ପବିତ୍ର ରାମନବମୀ। ସବୁଠି ଉତ୍ସବମୁଖର। ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼। ପ୍ରଭୁ ମର୍ଯ୍ୟାଦା ପୁରୁଷୋତ୍ତମ ରାମଚନ୍ଦ୍ରଙ୍କୁ ପୂଜାର୍ଚ୍ଚନା କରି ଆଶିଷ ଭିକ୍ଷା କରୁଛନ୍ତି ଶ୍ରଦ୍ଧାଳୁ। ଏହି ପରିପ୍ରେକ୍ଷୀରେ ବାଲେଶ୍ବରରେ ଶାନ୍ତି ଶୃଙ୍ଖଳାର ସହ ଶ୍ରୀରାମନବମୀ ଉପଲକ୍ଷେ ବାଇକ୍‌ ଶୋଭାଯାତ୍ରା ବାହାରିଛି।…

ସୀମା ଟପିଲା ଯୌତୁକ ନିର୍ଯାତନା: ବୋହୂକୁ ନିର୍ଧୂମ ପିଟିଲେ ଶାଶୁ-ଶ୍ୱଶୁର

ବାଲେଶ୍ୱର,୬ା୪(ବାଞ୍ଛାନିଧି ଦେ): ଅଧିକ ଯୌତୁକ ଦାବି କରି ବୋହୂକୁ ଶାଶୁଘର ଲୋକଙ୍କ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଶାଶୁଘର ଲୋକଙ୍କ ମାଡ଼ରେ ବୋହୂ ଗୁରୁତର ହୋଇ ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ବୋହୂଙ୍କ ବାପଘର ଲୋକେ ବାଲିଆପାଳ ଥାନାରେ କଲେ…

ବସ୍ କୁ ପିଟିଲା ଟ୍ରକ୍: ୧୩ ଯାତ୍ରୀ ଆହାତ, ଦୁଇ ଗୁରୁତର

ନୀଳଗିରି, ୨।୪(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବରରୁ ଉଦଳା ପୋଢାଡ଼ିହା ଯାଉଥିବା ମାମା ନାମକ ଘରେଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାର ସାମ୍ନା କରିଛି। ନୀଳଗିରି ସେରଗଡ ଝରଣାଘାଟି ୧୯ ନଂ ରାଜ୍ୟ ରାଜପଥର ନୀଳଗିରି ଭାଲୁକାଶୁଣି ଛକ ଠାରୁ ଅଳ୍ପଦୂର ଦେବଯାନୀ ଛକ…

ବକେୟା ଅର୍ଥ ମାଗିବାକୁ କେନ୍ଦ୍ର କରି ହଣାକଟା,୧୨ ଗୁରୁତର

ବାଲେଶ୍ୱର,୨ା୪ (ବାଞ୍ଛାନିଧି ଦେ): ବକେୟା ଅର୍ଥକୁ ନେଇ ବାଲେଶ୍ୱର ଜିଲା ବସ୍ତା ଥାନା ବାହାର୍ଦ୍ଦା ବସ୍ତିରେ ୨ ଗୋଷ୍ଠୀ ମଧ୍ୟରେ ହଣାକଟା ହୋଇଛି। ୪ମହିଳାଙ୍କ ସମେତ ୧୨ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ପ୍ରଥମେ ବସ୍ତା ପରେ ବାଲେଶ୍ୱର ଜିଲା…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅର୍ଥ ଆତ୍ମସାତ୍‌: ଗିରଫ ହେଲେ ଭାରପ୍ରାପ୍ତ ସମବାୟ ସମିତି ସମ୍ପାଦକ

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): କ୍ଷତିଗ୍ରସ୍ତ ଚାଷୀଙ୍କ ଉଦ୍ଦେଶ୍ୟରେ ଆସିଥିବା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କ୍ଷତିପୂରଣ ଅର୍ଥ ଆତ୍ମସାତ ଅଭିଯୋଗରେ ସମବାୟ ସମିତିର ଜନୈକ ଭାରପ୍ରାପ୍ତ ସମ୍ପାଦକକୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ପ୍ରାପ୍ତ ସୂଚନାନୁସାରେ, ଗିରଫ ଅଭିଯୁକ୍ତ ହେଲେ ବାଲେଶ୍ୱର ଜିଲା…

ବାରୁଣି ମେଳା: ଯାତ୍ରା ଆୟୋଜନକୁ ନେଇ ଗଣ୍ଡଗୋଳ

ସୋର,୧।୪: ସୋର ସାଜନପୁର ପଞ୍ଚାୟତରେ ଚାଲିଛି ବାରୁଣି ମେଳା। ବାରୁଣି ମେଳାରେ ଯାତ୍ରା ଆୟୋଜନକୁ ନେଇ ବିବାଦ ଦେଖା ଦେଇଛି ଦୁଇ ଗୋଷ୍ଠୀ ମଧ୍ୟରେ ଯାତ୍ରା ଆୟୋଜନକୁ ନେଇ ଗଣ୍ଡଗୋଳ ହୋଇଛି। ଉତ୍ତେଜନା ପରେ ଘଟଣାସ୍ଥଳରେ ପୋଲିସ ମୁତୟନ ହୋଇଛନ୍ତି। ପୋଲିସ…

ମାମୁଁ ଘରକୁ ବୁଳିବାକୁ ଆସିଥିଲେ: ପୋଖରୀରେ ବୁଡି ଗଲା ଜୀବନ

ବାଲେଶ୍ବର,୩୧।୩: ବାଲେଶ୍ବର ଜିଲା ବ୍ରହ୍ମପୁର ଥାନା ଭୋଗଦିଆ ଗାଁରେ ସୋମବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲେଶ୍ବର ସିନ୍ଧିଆର ବନ୍ଦିତା ମହାନ୍ତି। ମିଳିଥିବା ସୂଚନା ମୁତାବକ, ବନ୍ଦିତା ମାମୁଁ ଘରକୁ ବୁଳିବା…

ତଳେ ବସି ରହିଛି ମୃତଦେହ, ବେକରେ ଲାଗିଛି ରଶି; ହତ୍ୟା ଅଭିଯୋଗ ଆଣିଲେ ପରିବାର

ନୀଳଗିରି,୩୧।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ ହସ୍ପିଟାଲ ନିକଟସ୍ଥ ତିନିକୋଶିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଜାମୁଡିହା ପଞ୍ଚାୟତ ବେଢାସାହି ଗ୍ରାମର ଦାସ ମାଝୀ (୫୬)।…

୧୯ ପଦବୀ ପାଇଁ ମଇଦାନରେ ୩୬ ପ୍ରାର୍ଥୀ

ବାଲେଶ୍ୱର,୨୯ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ପୂର୍ବାହ୍ନ ୭ଟା ୩୦ରୁ ଆରମ୍ଭ ହୋଇଛି। ଚଳିତ ନିର୍ବାଚନରେ ୧୯ ପଦବୀ ପାଇଁ ୩୬ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ ପାଇଁ କେଶବ କୁମାର ଆଚାର୍ଯ୍ୟ, ମନୋଜ କୁମାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri