ବାଲେଶ୍ୱର

ଏବେ ମୋ ସ୍ବାମୀଙ୍କ ଆତ୍ମାକୁ ଶାନ୍ତି ମିଳିବ: କାହିଁକି ଏମିତି କହିଲେ ପ୍ରିୟଦର୍ଶିନୀ

ବାଲେଶ୍ୱର,୨୯ା୭(ବାଞ୍ଛାନିଧି ଦେ):ଅପରେଶନ୍‌ ‘ସିନ୍ଦୂର’ ମୁଁ ଏବଂ ମୋ ଭଳି ସିନ୍ଦୂର ହରାଇଥିବା ସମସ୍ତ ମହିଳାଙ୍କ ପାଇଁ ଥିଲା ଏକପ୍ରକାର ନ୍ୟାୟ। ଅପରେଶନ୍‌ ‘ସିନ୍ଦୂର’ ପରେ ଭାବିଥିଲି ଆଉ କେହି ଆତଙ୍କବାଦୀ ଧରାପଡ଼ିବେନି। କିନ୍ତୁ ସରକାର ଓ ଭାରତୀୟ ସେନା ଭିତରେ ଭିତରେ…

ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀଙ୍କୁ ବଳାତ୍କାର ଉଦ୍ୟମ, ଚର୍ଚ୍ଚାରେ ଏଫ୍‌ଏମ୍‌ ବିଶ୍ୱବିଦ୍ୟାଳୟ

ବାଲେଶ୍ୱର, ୨୭।୭ (ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମାହୁତି ନିଅଁାର ତାତି କମି ନ ଥିବାବେଳେ ଫକୀରମୋହନ ବିଶ୍ୱବିଦ୍ୟାଳୟର ଜଣେ ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀ ଶନିବାର…

ବିପଦ ସଂକେତ ଉପରେ ଜଳସ୍ତର, ଶତାଧିକ ହେକ୍ଟର ଚାଷ ଜମି ଜଳାର୍ଣ୍ଣବ

ବାଲେଶ୍ୱର,୨୬।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ଶନିବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀଠାରେ ନଦୀର ସତର୍କ ସଙ୍କେତ ୬ ମିଟର ଓ ବିପଦ ସଂକେତ ୬.୫ ମିଟର ରହିଛି…

ଫକୀରମୋହନ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ ବଢ଼ିଲା

ବାଲେଶ୍ୱର,୨୩ା୭: ଫକୀରମୋହନ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ ବଢ଼ିଛି। କୁଳପତି ସନ୍ତୋଷ କୁମାର ତ୍ରିପାଠୀଙ୍କ କାର୍ଯ୍ୟକାଳ ଆଉ ୬ ମାସ ବଢ଼ିଛି। ଆଜି ଅର୍ଥାତ୍‌ (୨୩ା୭ା୨୫)ରେ ତାଙ୍କ କାର୍ଯ୍ୟକାଳ ଶେଷ ହେଉଥିଲା। ମାତ୍ର କୁଳାଧିପତି ତାଙ୍କର ଏହି କାର୍ଯ୍ୟକାଳକୁ ଆଉ ୬ ମାସ…

ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣାର ରହସ୍ୟ ଖୋଲିବ ୭ ସାଇକେଲ୍‌!

ବାଲେଶ୍ୱର,୨୨ା୭(ବାଞ୍ଛାନିଧି ଦେ):କ୍ରାଇମବ୍ରାଞ୍ଚର ସିଏଡବ୍ଲ୍ୟୁ ଆଣ୍ଡ ସିଡବ୍ଲ୍ୟୁ ଶାଖା ଡିିଏସ୍‌ପି ଇମାନ କଲ୍ୟାଣ ନାୟକ, ଇନ୍ସପେକ୍ଟର ପାଞ୍ଚାଳି ରାଉତ ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ପହଞ୍ଚତ୍ ୨ଘଣ୍ଟା ଧରି ଘଟଣାର ବିଭିନ୍ନ ଦିଗ ଉପରେ ତଦନ୍ତ କରିଥିଲେ। ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ଫିରୋଜ…

ସ୍କୁଲ ଭିତରେ ଛାତ୍ରୀଙ୍କୁ ଅସଦାଚରଣ: ବନ୍ଧା ହେଲେ ୨ ଶିକ୍ଷକ

ଜଳେଶ୍ୱର,୨୧ା୭(ନବୀନ ସାହୁ): ସ୍କୁଲରେ ନବମ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ ମାମଲାରେ ଦୁଇ ଶିକ୍ଷକ ଗିରଫ ହୋଇଛନ୍ତି। ଚମାରଗାଁ ପୃଥୁନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ କୈଳାସ ଚନ୍ଦ୍ର ବେଜ ଓ ପ୍ରଧାନଶିକ୍ଷକ ଭବାନୀ ଶଙ୍କର ପାଳଙ୍କୁ ଗିରଫ କରିଛି ରାଇବଣିଆ…

ସୌମ୍ୟାଶ୍ରୀ ଆତ୍ମାହୁତି ମାମଲା: ଫକୀରମୋହନ ମହାବିଦ୍ୟାଳୟରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଡିଜି

ବାଲେଶ୍ୱର,୨୦ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାର ତଦନ୍ତ ପାଇଁ ରବିବାର ମହାବିଦ୍ୟାଳୟରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର। ଡିଜି ମିଶ୍ର ପ୍ରଥମେ ପୂର୍ବାଞ୍ଚଳ ଡିଆଇଜିଙ୍କ କାର୍ଯ୍ୟାଳୟରେ ପହଞ୍ଚି ଡିଆଇଜି ଡା.…

ଦୋକାନରେ ନଥିଲେ ମା’ ,ସଉଦା ଆଣିବାକୁ ଯାଇ ଶିଶୁକନ୍ୟାଙ୍କୁ ବଳାତ୍କାର

ବାଲେଶ୍ୱର,୨୦।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଟାଉନ ଥାନା ଅଧୀନ ମଧୁଆମିଲ୍‌ ଛକ ନିକଟରେ ଥିବା ଏକ ଦୋକାନ ଭିତରେ ଜଣେ ୮ବର୍ଷର ଶିଶୁକନ୍ୟାକୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ ୧୭୧/୨୫) ରୁଜୁ କରି ଅଭିଯୁକ୍ତ ବଡ଼ଖୁଆ…

ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ପୂର୍ବରୁ ଆଇସିସି ନିକଟରେ ଅଭିଯୋଗ କରିଥିଲେ ବାପା, କହିଥିଲେ ଏ ଦିଗରେ ଦୃଷ୍ଟି ନ ଦେଲେ ମୋ’ ଝିଅ…

ବାଲେଶ୍ୱର,୨୦ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ଏଚ୍‌ଓଡି ସମୀର ସାହୁ ମାନସିକ ନିର୍ଯାତନା ଦେଉଥିବା ନେଇ ଗତ ୧ ତାରିଖରେ ତତ୍କାଳୀନ ଅଧ୍ୟକ୍ଷ ଦିଲୀପ ଘୋଷଙ୍କଠାରେ ଅଭିଯୋଗ ହୋଇଥିଲା। କଲେଜର ଆଭ୍ୟନ୍ତରୀଣ ଅଭିଯୋଗ…

ଆତ୍ମହୁତି ପୂର୍ବରୁ ଆଇସିସିଙ୍କୁ ଗୁହାରି ଜଣାଇଥିଲେ ବାପା

ବାଲେଶ୍ୱର,୧୯।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ଏଚ୍‌ଓଡି ସମୀର ସାହୁ ମାନସିକ ନିର୍ଯାତନା ଦେଉଥିବା ନେଇ ଗତ ୧ ତାରିଖରେ ତତ୍କାଳୀନ ଅଧ୍ୟକ୍ଷ ଦିଲୀପ ଘୋଷଙ୍କଠାରେ ଅଭିଯୋଗ ହୋଇଥିଲା। କଲେଜର ଇଣ୍ଟରନାଲ କମ୍ପ୍ଲେଣ୍ଟ…

ଟ୍ରକ୍‌ ପଛରେ ପିଟିହେଲା ବସ୍‌, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ବାଲେଶ୍ୱର,୧୯ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଜୁଣବଳଦା ଛକ ନିକଟରେ ଏକ ଟ୍ରକ୍‌ ପଛପଟରେ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କୁ ଜିଲା ମୁଖ୍ୟ…

କ୍ରାଇମବ୍ରାଞ୍ଚ ଟିମ୍‌କୁ ବଡ଼ ସୁରାକ୍‌, ଜଣାପଡ଼ିଲା FM ଛାତ୍ରୀଙ୍କୁ କିଏ ଆଣି ଦେଇଥିଲା ପେଟ୍ରୋଲ

ବାଲେଶ୍ୱର,୧୯ା୭: ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଶୁକ୍ରବାର ଏଫ୍‌ଏମ୍‌ ଛାତ୍ରୀ ମୃତ୍ୟୁର ତନାଘନା କରୁଥିବା କ୍ରାଇମବ୍ରାଞ୍ଚ ଟିମ୍‌କୁ ଏକ ବଡ଼ ସୁରାକ୍‌ ମିଳିଛି। ଘଟଣା ଦିନ ପେଟ୍ରୋଲ କେଉଁଠୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?