ବାଲେଶ୍ୱରରେ ଧରାପଡ଼ିଲେ ନକଲି ପରୀକ୍ଷାର୍ଥୀ
ବାଲେଶ୍ୱର ଅଫିସ, ୧୯।୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ପାଉଁଶକୁଲି ଗ୍ରାମର ରାଧାନାଥ ହାଇସ୍କୁଲ ପରୀକ୍ଷାକେନ୍ଦ୍ରରେ ବୁଧବାର ମାଟ୍ରିକ ପରୀକ୍ଷା ଚାଲୁଥିବା ବେଳେ ଜଣେ ନକଲି ପରୀକ୍ଷାର୍ଥୀ ଧରାପଡ଼ିଛନ୍ତି। ସେ ହେଲେ ହିମାଂଶୁ ବେହେରା। ତାଙ୍କୁ ସିଂଲା ଥାନା ପୋଲିସ…
ନିଜ କେନ୍ଦ୍ରରେ ପରୀକ୍ଷା ଦାବିକରି ରାସ୍ତା ଅବରୋଧ କଲେ କଲେଜ ଛାତ୍ରୀଛାତ୍ର
ଭୋଗରାଇ,୧୯।୨(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କମର୍ଦ୍ଦା ସୁରେନ୍ଦ୍ର ନାଥ ଉଚ୍ଚ ବୈଷୟିକ ବିଦ୍ୟାଳୟର ଶତାଧିକ ଛାତ୍ରୀଛାତ୍ର ନିଜ କଲେଜରେ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ଦାବିକରି ବୁଧବାର ରାସ୍ତାରୋକୋ କରିଛନ୍ତି। ସକାଳ ସାଢେ ସାତଟାରୁ ସାଢେ ଦଶଟା ପର୍ଯ୍ୟନ୍ତ…
ଯୁବକଙ୍କ ମାନବିକତା: ପାଇଥିବା ମଙ୍ଗଳସୂତ୍ର ଫେରାଇ ସମ୍ବର୍ଦ୍ଧିତ
ବସ୍ତା,୧୯।୨(ଡି.ଏନ.ଏ.)- ରୂପ୍ସା ଷ୍ଟାର କ୍ଲବ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିବା ମହୋତ୍ସବ ୨୦୨୦ର ଦ୍ୱିତୀୟ ସନ୍ଧ୍ୟାରେ ଯାତ୍ରା ପଡ଼ିଆରୁ ରୂପ୍ସା ଥାନା ଅନ୍ତର୍ଗତ ବରହମପୁର ଗ୍ରାମର ନରେନ୍ଦ୍ର ପାତ୍ରଙ୍କ ପୁଅ ଆଲୋକ ୧୮ଗ୍ରାମ ଓଜନର ଏକ ସୁନା ମଙ୍ଗଳସୂତ୍ର ପାଇଥିଲେ। ଏ ନେଇ…
ହାତୀ ଘଉଡ଼ାଇବା ବେଳେ ଦୁଇ ରାଜ୍ୟବାସୀ ମୁହାଁମୁହିଁ
ଜଳେଶ୍ୱର,୧୯।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ସୀମାନ୍ତରେ ଦୀର୍ଘ ୧ମାସ ଧରି ୧୮ଟି ହାତୀ ରାଇବଣିଆ ଅଞ୍ଚଳରେ ବ୍ୟାପକ କ୍ଷତି କରିଆସୁଥିବାବେଳେ ସୋମବାର ବାଲେଶ୍ୱର ବନବିଭାଗର ୭ଟି ଟିମ୍ ହାତୀପଲକୁ ପଶ୍ଚିମବଙ୍ଗକୁ ଘଉଡାଇବା ବେଳେ ସୀମାନ୍ତରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ହାତୀପଲ…
ଜାତୀୟ ବରିଷ୍ଠ ପୁରୁଷ ବ୍ୟାଡମିଣ୍ଟନ ପ୍ରତିଯୋଗିତା: ଓଡ଼ିଶା ଦଳରେ ବାଲେଶ୍ୱର ଖେଳାଳି
ବାଲେଶ୍ୱର ଅଫିସ,୧୮।୨-ଆସନ୍ତା ୨୩ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜସ୍ଥାନ ଜୟପୁରଠାରେ ଅନୁଷ୍ଠିତ ହେବ ଜାତୀୟ ବରିଷ୍ଠ ପୁରୁଷ ବ୍ୟାଡମିଣ୍ଟନ ପ୍ରତିଯୋଗିତା। ଏଥିପାଇଁ ଓଡ଼ିଶା ପୁରୁଷ ଦଳ ଘୋଷିତ ହୋଇଯାଇଛି। ପ୍ରଥମଥର ଲାଗି ବାଲେଶ୍ୱରର ଖେଳାଳି ଜୟପ୍ରକାଶ ସିଂ ଓ ଗୋଲାମ ଅଲ୍ଲିଖଁା…
ଜଳେଶ୍ୱରରୁ ୨୦ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ, ୩ ଗିରଫ
ଜଳେଶ୍ୱର,୧୮।୨(ସ୍ବ.ପ୍ର)- ପୂର୍ବାଞ୍ଚଳ ରାଜ୍ୟ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପାନ୍ତରେ ଅବସ୍ଥିତ ଜଳେଶ୍ୱରକୁ ଦେଶର ବିଭିନ୍ନ ସ୍ଥାନରୁ ବ୍ରାଉନ୍ସୁଗାର ଅଣାଯାଇ ମହଜୁଦ କରିବା ପରେ ରାଜ୍ୟର ବିଭିନ୍ନ ସ୍ଥାନକୁ ଚାଲଣ କରାଯାଇ ଆସୁଛି। ଏପରି ଘଟଣାର ସୁରାକ ପାଇ ଜଳେଶ୍ୱର ପୋଲିସ୍ ଏଠାରୁ…
ସରକାରୀ ପ୍ରୋତ୍ସାହନ ନାହିଁ: ଦୁର୍ଦ୍ଦିନରେ ୭୦ ଚାଷୀ ପରିବାର
ଖଇରା, ୧୮।୨(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ନୂଆଗାଁ ପଞ୍ଚାୟତ ସଇଁ ଗ୍ରାମ ସବୁଜ ପନିପରିବା ଚାଷ ପାଇଁ ବେଶ୍ ଜଣାଶୁଣା। ଥରେ ଯଦି କେହି ଏହି ଗ୍ରାମକୁ ଆସେ ଏକର ଏକର ଜମିରେ ସବୁଜିମା ଦୃଶ୍ୟ ଉପରୁ ତା’ର ନଜର…
ଭୋଗରାଇ କଲେଜରେ ତାଲା
ଭୋଗରାଇ, ୧୮।୨(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଗ୍ରାମ୍ୟ ଉଚ୍ଚଶିକ୍ଷା ପ୍ର୍ରତିଷ୍ଠାନ (ଆର୍ଆଇଏଚ୍ଏସ୍) ମହାବିଦ୍ୟାଳୟ ଛାତ୍ରୀଛାତ୍ରମାନେ ନାଟ୍ୟ ସଂସଦ ବାର୍ଷିକ ଉତ୍ସବରେ ଓଲିଉଡ଼ର ନାମୀଦାମୀ ଷ୍ଟାର ଏବଂ ଆଧୁନିକ କଣ୍ଠଶିଳ୍ପୀ ଆଣିବା ଦାବି କରି ସୋମବାର ମହାବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ…
ବିଜୁଳି ଛାଟ: କଟିଲା ୮୩୨ ସଂଯୋଗ
ବାଲେଶ୍ୱର ଅଫିସ,୧୮।୨-ବାଲେଶ୍ୱର ନେସ୍କୋ ୟୁଟିଲିଟି ଗତ ୧୬ତାରିଖଠାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଜିଲାର ସ୍ବତନ୍ତ୍ର ସ୍କ୍ବାଡ଼ ଦ୍ୱାରା ବିଦ୍ୟୁତ୍ ବିଲ୍ ଆଦାୟ କରିବା ସହ ବକେୟା ପଡ଼ିଥିବା ବିଦ୍ୟୁତ୍ ସଂଯୋଗ ପାର୍ଇ କଡ଼ା ଆଭିମୁଖ୍ୟ ଅବଲମ୍ବନ କରାଯାଇଛି। ଗୋଟିଏ…
ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ୍
ବାଲେଶ୍ୱର ଅଫିସ,୧୭।୨-ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ଜିଲା ଅତିରିକ୍ତ ଦୌରାଜଜ୍ କମ୍ ପୋକ୍ସୋ ଅଦାଲତର ବିଚାରପତି ଗିରିଜା ପ୍ରସାଦ ମହାପାତ୍ର ସୋମବାର ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲଦଣ୍ଡ ସହ ୩୦ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି।…
ସ୍କୁଲ ଛାତ୍ରଙ୍କୁ ବହି ବୁହାଇବା ପଡ଼ିଲା ମହଙ୍ଗା: ପ୍ରଧାନଶିକ୍ଷକ ନିଲମ୍ବିତ
ବସ୍ତା,୧୭।୨(ଡି.ଏନ.ଏ): ସ୍କୁଲ ଛାତ୍ରଙ୍କୁ ସାଇକେଲରେ ବହି ବୁହାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏ ନେଇ ବିଦ୍ୟାଳୟର ପ୍ରଧାନଶିକ୍ଷକ ହରିପଦ ଜେନାଙ୍କୁ ନିଲମ୍ବିତ କରାଯାଇଛି। ବସ୍ତା ବ୍ଲକ ମୂଳିଦା ସତ୍ୟବାଦୀ ଉ.ପ୍ରା. ବିଦ୍ୟାଳୟର ପ୍ରଧାନଶିକ୍ଷକ ହରିପଦ ଜେନା ବିଦ୍ୟାଳୟର ୩ଜଣ ପିଲାଙ୍କ…
‘ଖାସ୍ ତୁମ ପାଇଁ’ ସାଂସ୍କୃତିକ ସନ୍ଧ୍ୟା
ବାଲେଶ୍ୱର ଅଫିସ,୧୭।୨-ବାଲେଶ୍ୱର ବାମପଦାସ୍ଥିତ ନୋସି ଉତ୍କଳା ମୁକ୍ତ ମଞ୍ଚରେ ସ୍ଥାନୀୟ ଉଦୀୟମାନ କଳାକାରମାନଙ୍କୁ ଉତ୍ସାହିତ କରିବା ପାଇଁ ପ୍ରତି ଶନିବାର ଓ ରବିବାର ସାପ୍ତାହିକ ସାଂସ୍କୃତିକ କାର୍ଯ୍ୟକ୍ରମ ନୋସି କଲଚୁରାଲ ଏକାଡେମୀ ପକ୍ଷରୁ ଆୟୋଜିତ ହୋଇଆସୁଛି। କଣ୍ଠଶିଳ୍ପୀ ଡା. ଅମିତାଭ ଗିରି…
Archives


