ବାଲେଶ୍ୱର

ବିଳମ୍ବିତ ବର୍ଷା, ବଢାଇଛି ଦୁର୍ଦ୍ଦଶା: ସହାୟତା ପାଇଁ ଜିଲାପାଳଙ୍କୁ ଦାବିପତ୍ର

ବାଲେଶ୍ୱର ଅଫିସ, ୧୨।୧୦-ଚଳିତବର୍ଷ ବିଳମ୍ବିତ ବର୍ଷା ଯୋଗୁ ଖରିଫ ଚାଷରେ ବ୍ୟାପକ କ୍ଷତି ହୋଇଛି। କୃଷି ଋଣ ଶୁଝି ନ ପାରି ଚାଷୀଙ୍କ ମେରୁଦଣ୍ଡ ଦୋହଲିଯାଇଛି। ଏହି ପରିପ୍ରେକ୍ଷୀରେ ଚାଷୀଙ୍କୁ ସହାୟତା ଯୋଗାଇ ଦେବା ଲାଗି ଅଖିଳ ଭାରତ କୃଷକ...

ଷ୍ଟେଶନରୁ ପିଲା ଚୋରି ଘଟଣା:  ଉଦ୍ଧାର ଶିଶୁ ମା’ଙ୍କୁ ହସ୍ତାନ୍ତର

ବାଲେଶ୍ୱର ଅଫିସ, ୧୨।୧୦- ବାଲେଶ୍ୱର ରେଳଷ୍ଟେଶନର ୧ ନଂ. ପ୍ଲାଟଫର୍ମରୁ ଗତ ୩ ତାରିଖ ବିଳମ୍ବିତ ରାତିରେ ଜଣେ ଦୁର୍ବୃତ୍ତ ମା’ କୋଳରେ ଶୋଇଥିବା ଏକ ୩ମାସର ଶିଶୁପୁତ୍ରକୁ ଚୋରି କରିନେଇଥିବା ରେଲଓ୍ବେ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଉକ୍ତ...

ଡାକ୍ତର ଅନୁପସ୍ଥିତି ନେଇ ଗ୍ରାମବାସୀଙ୍କ ଧାରଣା

ସଜନାଗଡ଼, ୧୨।୧୦(ଡି.ଏନ.ଏ.)-ନୀଳଗିରି ବ୍ଲକ ବରହମ୍‌ପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ପୂର୍ବାହ୍ନରେ କୌଣସି ଡାକ୍ତର ନ ଥିବାରୁ ରୋଗୀମାନଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଦେଇଥିଲା। ଏହାର ପ୍ରତିବାଦ କରି ଶତାଧିକ ଲୋକ ଡାକ୍ତରଖାନା ସମ୍ମୁଖରେ ଧାରଣାରେ ବସିଥିଲେ। ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଧିକାରୀ...

ପାଣିରେ ବୁଡ଼ି ଶିଶୁ ମୃତ

ବସ୍ତା, ୧୧।୧୦(ସ୍ବ.ପ୍ର.)-ବସ୍ତା ଥାନା ଧୋବଚକୁରାଇ ଗ୍ରାମର ପତିତପାବନ ଆଚାର୍ଯ୍ୟଙ୍କ ୩ବର୍ଷର ପୁଅ ସୋନୁ ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ଶୁକ୍ରବାର ସେ ପରିବାର ଲୋକଙ୍କ ଦୃଷ୍ଟି ଅଗୋଚରରେ ଘରପାଖ ପୋଖରୀକୁ ଚାଲିଯାଇଥିଲେ। ପରେ ତାଙ୍କୁ ଉଦ୍ଧାର କରାଯାଇ ବସ୍ତା ହସ୍‌ପିଟାଲକୁ...

ବିଦ୍ୟୁତ୍‌ ବିଭାଗର ଚଢ଼ାଉକୁ ବିରୋଧ: ଥାନାରେ ମାମଲା

ରୂପ୍‌ସା, ୧୧।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ଜାମୁନିଆ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ବିଦ୍ୟୁତ୍‌ ବିଭାଗର ଚଢ଼ାଉ ଆଶଙ୍କା କରି ଗ୍ରାମବାସୀଙ୍କ ବିରୋଧ ଘଟଣା ଥାନାରେ ପହଞ୍ଚତ୍ବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଏ ସଂକ୍ରାନ୍ତରେ ପୋଲିସ ଏକ...

ସହର ଭିତରେ ଭାରୀଯାନ ଚଳାଚଳ ନିଷେଧ: କଟକଣା ଜାରି କଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ,୧୧।୧୦-ଦୁର୍ଘଟଣା ହ୍ରାସ ଏବଂ ଟ୍ରାଫିକ୍‌ ଭିଡ଼ ନିୟନ୍ତ୍ରଣ ଉଦ୍ଦେଶ୍ୟରେ ବାଲେଶ୍ୱର ସହରର କେତେକ ବ୍ୟସ୍ତବହୁଳ ରାସ୍ତାରେ ଭାରୀଯାନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି। ମୋଟର ଯାନ ଅଧିନିୟମ ୧୯୮୮ର ଧାରା ୧୧୫ ଏବଂ ଓଡ଼ିଶା ମୋଟର ଯାନ...

ଗାଁ ରାସ୍ତା ନିର୍ମାଣ କଲେ ଗ୍ରାମବାସୀ

ଖଇରା, ୧୦।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦର ପଞ୍ଚାୟତ ଅଧୀନ ମାଟିଆଳପଦା ଗ୍ରାମର ବାସିନ୍ଦା ଏକ ନିତିଦିନିଆ ରାସ୍ତାଟିଏ ପାଇଁ ବର୍ଷ ବର୍ଷ ହେଲା ଦହଗଞ୍ଜ ହେଉଛନ୍ତି। ପଞ୍ଚାୟତଠାରୁ ଜିଲା ପର୍ଯ୍ୟନ୍ତ ସମସ୍ତ ନେତା ଓ ପ୍ରଶାସକଙ୍କୁ ଗୁହାରି କରିବା...

ଶଶୁର ଘରେ ଜ୍ୱାଇଁଙ୍କ ମୃତ୍ୟୁ

ଔପଦା, ୧୦।୧୦(ଡି.ଏନ.ଏ.)-ଔପଦା ଥାନା ବଡ଼ପୋଖରୀ ପଞ୍ଚାୟତ ଅଘାଶୂଳ ଗ୍ରାମର ବୈକୁଣ୍ଠ ଦାସ (୩୫) ନାମକ ଯୁବକଙ୍କ ଶ୍ୱଶୁର ଘରେ ମୃତ୍ୟୁ ହୋଇଛି। ଶ୍ୱଶୁର ଘର ଲୋକଙ୍କ କହିବା ଅନୁସାରେ ବୈକୁଣ୍ଠ ଗତ ୭ତାରିଖ ସନ୍ଧ୍ୟାରେ ଖଇରା ଥାନା ରାଇକୁଳା ଗ୍ରାମସ୍ଥିତ...

ବିଜୟୀ ଖୋଖୋ ଦଳକୁ ସମ୍ବର୍ଦ୍ଧନା

ବାଲେଶ୍ୱର ଅଫିସ,୧୦।୧୦- ଝାଡ଼ଖଣ୍ଡ ରାଜ୍ୟର ରାଜଧାନୀ ରାଞ୍ଚତ୍ଠାରେ ଗତ ୨ ତାରିଖଠାରୁ ୬ ତାରିଖ ପଯର୍‌ୟନ୍ତ ଜାତୀୟ ସବ୍‌ ଜୁନିୟର ଖୋଖୋ (ବାଳିକା ଓ ବାଳକ) ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ଓଡ଼ିଶା ବାଳିକା ଦଳ ଦୀର୍ଘ ୨୯...

ଜୀବନ୍ତ ମା’ଙ୍କୁ ଆରତି କରି ପୂଜିଲେ

ଜଳେଶ୍ୱର,୧୦।୧୦- ବାଲେଶ୍ୱର ଜିଲା ଜଳେଶ୍ୱର ସ୍ଥିତ ଦେଉଳି ପଞ୍ଚୁଘଣ୍ଟା ମା’ ମଙ୍ଗଳା ପୂଜୋସତ୍ବ କମିଟି ପକ୍ଷରୁ ଶାରଦୀୟ ପୂଜା ତଥା ଦଶହରା ଅବସରରେ ସୋମବାର ମାତୃପୂଜା ଉସତ୍ବ ଆୟୋଜିତ ହୋଇଥିଲା। ଆଗାମୀ ପିଢ଼ିକୁ ମାତାପିତାଙ୍କ ପ୍ରତି ଥିବା କର୍ତ୍ତବ୍ୟର ସଚେତନତା...

ଜଳଜୀବଙ୍କ ପ୍ରତି ଆକର୍ଷଣରୁ ମତ୍ସ୍ୟବିଜ୍ଞାନୀ

ସିମୁଳିଆ,୧୦ା୧୦(ଡି.ଏନ୍‌.ଏ.)- ଧରିତ୍ରୀ ପୃଷ୍ଠରେ ପ୍ରକୃତି ଓ ଜୀବଜଗତ ବଡ ବୈଚିତ୍ର୍ୟମୟ। ପିଲାଦିନେ ଜଳଜୀବଙ୍କ ପ୍ରତି ଆକର୍ଷଣ ତାଙ୍କୁ ଆଜି ମତ୍ସ୍ୟ ବିଜ୍ଞାନୀର ପରିଚୟ ହେଇଛି। ଓଡ଼ିଶାରେ ମତ୍ସ୍ୟଚାଷର ବିକାଶ ଲାଗି ସେ ନିରନ୍ତର ଗବେଷଣା ଜାରି ରଖିଛନ୍ତି। ଜୈବିକ ତଥା...

ବାହାନଗା ବ୍ଲକରେ ବିଜେଡିର ଜନ ସମ୍ପର୍କ ପଦଯାତ୍ରା, ଯୋଗଦେଲେ ବିଧାୟକ, ଏମ୍‌ପି

ବାହାନଗା,୯।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡ଼ୁ ପଞ୍ଚାୟତ ଥାଲସଡ଼ା ଗ୍ରାମରେ ବିଜେଡି ପକ୍ଷରୁ ବୁଧବାର ଜନ ସମ୍ପର୍କ ପଦଯାତ୍ରା ହେବା ସହ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ପଦଯାତ୍ରାରେ ବିଧାୟକ ପର୍ଶୁରାମ ଧଡ଼ା, ଏମ୍‌ପି ମଞ୍ଜୁଲତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri