ସୁପାରିକିଲର ମାମୁଦ ଏନଏସ୍ଏରେ ଭର୍ତ୍ତି: ୧୪ଟି ଅପରାଧ ସହ ସମ୍ପୃକ୍ତ
ବାଲେଶ୍ୱର ଅଫିସ,୧୩।୨-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଗଳାପୋଲ ଅଞ୍ଚଳର ସୁପାରିକିଲର ସେକ ମାମୁଦ (୨୪)ଙ୍କୁ ଜିଲା ମାଜିଷ୍ଟ୍ରେଟ୍ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅନୁମୋଦନକ୍ରମେ ଗୁରୁବାର ଏନଏସଏ(ଜାତୀୟ ନିରାପତ୍ତା ଆଇନ)ରେ ଭର୍ତ୍ତି କରାଯାଇଛି। ଏନେଇ ଡିଏସ୍ପି ମନୋଜ ମନୋଜ ରାଉତ ସୂଚନା…
ଷ୍ଟେଶନରୁ ୧୨୦ କଇଁଛ ଉଦ୍ଧାର
ରୂପ୍ସା,୧୩।୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍ସା ଆରପିଏଫ୍ ଥାନା ପୋଲିସ ଚଢ଼ାଉ କରି ବୁଧବାର ରାତିରେ ଜଳେଶ୍ୱର ଷ୍ଟେଶନରୁ ୧୨୦ଟି ଦେଶୀ କଇଁଛ ଉଦ୍ଧାର କରିଛନ୍ତି। ଏଏସ୍ଆଇ ଏସ୍. ପାତ୍ର, ଏଏସ୍ଆଇ କେ. ଏସ ପଣ୍ଡା, କନଷ୍ଟେବଳ ପ୍ରଭାକର ସ୍ବାଇଁ ଓ…
ସିଗାରେଟ୍ ପାଇଁ ଯୁବକଙ୍କୁ ହତ୍ୟା: ଗ୍ରାମବାସୀଙ୍କ ଆକ୍ରମଣରେ ୪ ଯୁବକ ଗୁରୁତର, ମୃତକଙ୍କୁ ନ୍ୟାୟ ଦାବିରେ ରାସ୍ତାରୋକୋ
ବାଲେଶ୍ୱର ଅଫିସ,୧୩।୨: ବାଲେଶ୍ୱର ସଦର ବ୍ଲକ ସାର୍ଥା ଗ୍ରାମରେ ସିଗାରେଟ ପାଇଁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ଘଟଣାରେ ଗ୍ରାମବାସୀଙ୍କ ପ୍ରତିଆକ୍ରମଣରେ ୪ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ ଯୁବକଙ୍କୁ ନ୍ୟାୟ ପ୍ରଦାନ…
ବଙ୍ଗୀୟ ପର୍ଯ୍ୟଟକ ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ନିଖୋଜ: ୨୦ଘଣ୍ଟା ପରେ ଅଭୟାରଣ୍ୟ ନିକଟରୁ ଉଦ୍ଧାର
ସଜନାଗଡ଼,୧୩।୨(ଡି.ଏନ୍.ଏ.)- ବାଲେଶ୍ୱର ଜିଲା ନୀଳଗିରିର ପ୍ରସିଦ୍ଧ ଶୈବପୀଠ ପଞ୍ଚଲିଙ୍ଗେଶ୍ୱରକୁ ରାଜ୍ୟ ଓ ରାଜ୍ୟ ବାହାରୁ ପ୍ରତିଦିନ ଭକ୍ତଙ୍କ ସୁଅ ଛୁଟିଥାଏ। ମଙ୍ଗଳବାର ଜଣେ ବଙ୍ଗୀୟ ପର୍ଯ୍ୟଟକ ପରିବାର ସହ ପାହାଡ଼ର ପ୍ରାକୃତିକ ପରିବେଶକୁ ଉପଭୋଗ କରି ଫେରୁଥିବାବେଳେ ନିଖୋଜ ହୋଇଯାଇଥିଲେ। ଦୀର୍ଘ…
ଅବକାରୀ ବିଭାଗର ଚଢ଼ାଉ: ଦେଶି ମଦ ସହ ୨ ଗିରଫ
ବାଲେଶ୍ୱର ଅଫିସ,୧୩।୨: ବାଲେଶ୍ୱର ଭ୍ରାମ୍ୟମାଣ ଅବକାରୀ ବିଭାଗ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇ ୫୦୦ ଲିଟର ଦେଶି ମହୁଲି ମଦ ସହ ଏକ ଗାଡ଼ି ଜବତ କରାଯାଇଛି। ଘଟଣାରେ ୨ଜଣଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ ମଧ୍ୟ କରାଯାଇଥିବା ସୂଚନା ମିଳିଛି। ଅଭିଯୁକ୍ତମାନେ…
ପାଚିକା ଚୟନ ପ୍ରତିବାଦରେ ଗ୍ରାମବାସୀଙ୍କ ଧାରଣା
ଭୋଗରାଇ,୧୨।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁମ୍ଭାରମୂଳୀ ପ୍ରାଥମିକ ବିଦ୍ୟାଳୟରେ ପାଚିକା ଚୟନ ପ୍ରତିବାଦରେ ମଙ୍ଗଳବାର ଗ୍ରାମବାସୀ ଓ ଛାତ୍ରୀଛାତ୍ରମାନେ ପୂର୍ବାହ୍ନ ସ୍କୁଲ ଖୋଲିବା ପୂର୍ବରୁ ମୁଖ୍ୟ ଫାଟକରେ ତାଲା ପକାଇ ପ୍ରତୀକ ଧାରଣା ଦେଇଥିଲେ। ଭୋଗରାଇ ଗୋଷ୍ଠୀ ସହକାରୀ ଶିକ୍ଷାଧିକାରୀ…
୫ଶହ ଟଙ୍କା ଲାଞ୍ଚ ନେଇ କୁଡ଼େଇ ଆର୍ଆଇ ଗିରଫ
ସୋର, ୧୨।୨(ଡି.ଏନ.ଏ.)- ମୃତ ପ୍ରମାଣପତ୍ର ପାଇଁ ୫ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ସୋର ତହସିଲ ଅଧୀନ କୁଡ଼େଇ ଆର୍ଆଇ ରାକେଶ କୁମାର ପ୍ରଧାନ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ସୋର ଥାନା ଢ଼ିଙ୍କିଆପଦା ଗ୍ରାମର ହେମନ୍ତ କୁମାର ପଣ୍ଡାଙ୍କ ବାପା…
ଇପିଏଫ୍ ପେନସନର୍ସଙ୍କ ବିକ୍ଷୋଭ
ବାଲେଶ୍ୱର ଅଫିସ, ୧୨।୨-ଅଲ୍ ଓଡ଼ିଶା ଇପିଏଫ୍ ପେନସନର୍ସ ଆସୋସିଏଶନ୍ ଆହ୍ବାନରେ ବାଲେଶ୍ୱର ଶାଖା ପକ୍ଷରୁ ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥାରେ ଦୀର୍ଘବର୍ଷ କାର୍ଯ୍ୟ କରି ଅବସର ନେବା ପରେ ଇପିଏଫ୍ରୁ ପେନ୍ସନ ପାଉଥିବା ଶହ ଶହ କର୍ମଚାରୀ ୪ଦଫା ଦାବିରେ…
ଶ୍ମଶାନ ଜମିରୁ ଜବରଦଖଲ ଉଚ୍ଛେଦ: ଖୋଲା ଆକାଶ ତଳେ ୭୦ ପରିବାର
ଜଳେଶ୍ୱର, ୧୨।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅନ୍ତର୍ଗତ ନିମପୁର ଗାଁରେ ଦୀର୍ଘଦିନ ହେଲା ଆଦିବାସୀମାନେ ଶ୍ମଶାନ ଜମିରେ ଜବରଦଖଲ କରି ରହିଆସୁଥିଲେ। ମଙ୍ଗଳବାର ପୂର୍ବାହ୍ନରେ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ଫଳରେ ୭୦ ପରିବାର ଏବେ ଖୋଲା ଆକାଶତଳେ ଶୀତ କାକରରେ…
ପରକୀୟା ପ୍ରୀତିର କୁପରିଣତି: ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ବାମୀ
ଜଳେଶ୍ବର,୧୧।୨(ସ୍ବ.ପ୍ର.): ପରକୀୟା ପ୍ରୀତିର କୁପରିଣତି ସ୍ବରୂପ ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀଙ୍କ ଆତ୍ମସମର୍ପଣ। ଏଭଳି ଘଟଣା ଘଟିଛି ବାଲେଶ୍ବର ଜିଲା ରାଇବଣିଆ ଥାନା ଅନ୍ତର୍ଗତ ଦୁଧିଆଖାଳି ଗାଁରେ। ମୃତ ପ୍ରେମିକ ହେଲେ ପ୍ରଶାନ୍ତ ଦାସ । ସୂଚନାଯୋଗ୍ୟ,…
ଡକାୟତି ଯୋଜନା ବେଳେ ୪ ଗିରଫ, ରିଭଲଭର ଜବତ
ସୋର, ୧୧ା୨(ଡି.ଏନ.ଏ.)-ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଷ୍ଟେଶନ ନିକଟ ରାସ୍ତାରେ ରବିବାର ରାତିରେ ଡକାୟତି ଯୋଜନା କରୁଥିବା ବେଳେ ୪ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ପୋଲିସ କାବୁ କରିବାରେ ସକ୍ଷମ ହୋଇଛି। ଜଣେ ଫେରାର ହୋଇଯାଇଛନ୍ତି। ସୋର ପୋଲିସ ରାତି ପାଟ୍ରୋଲିଂ ବେଳେ ସେମାନଙ୍କୁ…
ଧାନ ବିକ୍ରି କରିପାରୁନି ଚାଷୀ: ସମବାୟ ସମିତି ସମ୍ମୁଖରେ ଧାରଣା
ଓପଦା, ୧୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ତଳକିଆ ପଞ୍ଚାୟତର ତଳକିଆ ସେବା ସମବାୟ ସମିତି ସରକାରୀ ମଣ୍ଡିରେ ଧାନ ବିକ୍ରୟ ପାଇଁ ପଞ୍ଜୀକରଣ କରିଥିବା ଚାଷୀମାନେ ସୋମବାର ସରକାରୀ ବ୍ୟବସ୍ଥାକୁ ଦାୟୀ କରି ଟୋକନ ଦାବି କରି ସମୂହ ଧାରଣାରେ…
Archives


