ଠିକାଦାରଙ୍କ କବ୍ଜାରେ ମହାବିଦ୍ୟାଳୟ ଖେଳପଡ଼ିଆ
ବାଲେଶ୍ୱର ଅଫିସ,୩୦।୧- ବାଲେଶ୍ୱର ସହର ଏଡ଼ିଏମ୍ ଛକ ସ୍ଥିତ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ପରିସରରେ ଥିବା ଖେଳ ପଡ଼ିଆରେ ଜନୈକ ଠିକାଦାର ଅନ୍ୟତ୍ର କାର୍ଯ୍ୟ ପାଇଁ ବାଲି, ଇଟା, ଚିପ୍ସ, ସିମେଣ୍ଟ ଏପରିକି ଜେସିବି ମେଶିନ ରଖି ଖେଳ ପଡ଼ିଆକୁ କବ୍ଜା…
ମହିଳାଙ୍କୁ ଗଣବଳାତ୍କାର ଘଟଣା: ୩ ଅଭିଯୁକ୍ତ ଗିରଫ
ଜଳେଶ୍ୱର,୨୯।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ରାଇବଣିଆ ଥାନା ଅଞ୍ଚଳରେ ଗତ ୧୭ ତାରିଖରେ ଜଣେ ମହିଳାଙ୍କୁ ରାସ୍ତାରୁ ଟେକି ନେଇ ଗଣବଳାତ୍କାର ଘଟଣାରେ ପୋଲିସ ଉଦାସୀନ ରହିଥିବା ଅଭିଯୋଗ ହୋଇଥିଲା। ପରେ ଗ୍ରାମବାସୀଙ୍କ ଚାପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାରେ…
ବାଲେଶ୍ବରରେ ଭାରତ ବନ୍ଦ ଡାକରା ପ୍ରଭାବଶୂନ୍ୟ
ବାଲେଶ୍ୱର ଅଫିସ, ୨୯।୧: ବହୁଜନ କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ବାଲେଶ୍ବରରେ ସମ୍ପୂର୍ଣ୍ଣ ବିଫଳ ହୋଇଛି। ବୁଧବାର ପୂର୍ବାହ୍ନ ୯ଟା ସମୟରେ ଗଗନ ସେଠୀଙ୍କ ନେତୃତ୍ୱରେ ମାତ୍ର ୧୫ରୁ ୧୬ ଜଣ ଲୋକ ଷ୍ଟେଶନ ଛକରେ ଆନ୍ଦୋଳନ…
ଜନବସତିରେ ବର୍ଜ୍ୟବସ୍ତୁ ପ୍ରୋସେସିଂ ୟୁନିଟ୍କୁ ବିରୋଧ
ବାଲେଶ୍ୱର ଅଫିସ, ୨୯।୧-ବାଲେଶ୍ୱର ମ୍ୟୁନିସିପାଲିଟି ଅନ୍ତର୍ଗତ ୨୯ ନମ୍ବର ୱାର୍ଡ଼ର ଶ୍ରୀକଣ୍ଠପୁର କ୍ୟାଥୋଲିକ୍ ପଡ଼ାରେ ବର୍ଜ୍ୟବସ୍ତୁ ପ୍ରୋସେସିଂ ୟୁନିଟ୍ ଖୋଲାଯିବାକୁ ମ୍ୟୁନିସିପାଲିଟି ପକ୍ଷରୁ ନିଷ୍ପତ୍ତିକୁ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି। ୨୯ ନମ୍ବର ୱାର୍ଡ଼ ସହରର ମଧ୍ୟମସ୍ଥଳୀରେ ଅବସ୍ଥିତ। ଘରୋଇ ଶିକ୍ଷାନୁଷ୍ଠାନ…
ମନ୍ଦିର ଉଚ୍ଛେଦକୁ ନେଇ ବିରୋଧ
ବାଲେଶ୍ୱର ଅଫିସ, ୨୯।୧-ବାଲେଶ୍ୱର ସହର ମୁଖ୍ୟରାସ୍ତା ଓଟିରୋଡ୍କୁ ସମ୍ପ୍ରସାରଣ ଲାଗି ଆଇଟିଆଇସ୍ଥିତ ଲକ୍ଷ୍ମୀନାରାୟଣ ମନ୍ଦିର ଭଙ୍ଗାଯିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଦୀର୍ଘଦିନ ହେଲା ମନ୍ଦିର ପରିଚାଳନା କମିଟିକୁ ନୋଟିସ୍ ଦିଆଯାଇଥିଲା। ପୂର୍ବରୁ ଲୋକଙ୍କ ବିରୋଧ ଯୋଗୁ ପ୍ରଶାସନ ବିଫଳ ହୋଇ…
ପ୍ରଧାନଶିକ୍ଷକଙ୍କ ନିଲମ୍ବନ ପ୍ରତିବାଦରେ ଆନ୍ଦୋଳନ: ରାସ୍ତାରେ ବସିଲେ ଅଭିଭାବକ, ସ୍କୁଲ ହତାରେ ଛାତ୍ରୀଛାତ୍ର
ଜଳେଶ୍ୱର,୨୮।୧(ଡି.ଏନ.ଏ./ସ୍ବ.ପ୍ର.)-ଜଳେଶ୍ୱର ବଡ଼ବଜାରସ୍ଥିତ ଟାଉନ୍ ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ଓ ବଦଳି ଆଦେଶକୁ ବିରୋଧ କରି ମଙ୍ଗଳବାର ଅଭିଭାବକ ଓ ଛାତ୍ରୀଛାତ୍ରମାନେ ଦିନତମାମ ଆନ୍ଦୋଳନ ଓ ଗଣଧାରଣାରେ ବସିଥିଲେ। ସମାଧାନର ସୂତ୍ର ନ ବାହାରିବାରୁ ବୁଧବାର ଆନ୍ଦୋଳନ ଚାଲୁରହିବ ବୋଲି ଆନ୍ଦୋଳନକାରୀମାନେ…
ଡମ୍ପର ଧକ୍କାରେ ଜଣେ ମୃତ, ଜଣେ ଗୁରୁତର : ପ୍ରତିବାଦରେ ରାସ୍ତାରୋକୋ
ସିମୁଳିଆ,୨୮।୧(ଡି.ଏନ୍.ଏ.): ବାଲେଶ୍ବର ଜିଲା ସିମୁଳିଆ ଥାନାଠାରୁ ୪କି.ମି. ଦୂର ୧୬ନଂ. ଜାତୀୟ ରାଜପଥର ତୁଳସୀ ଆଶ୍ରମ ନିକଟରେ ମଙ୍ଗଳବାର ଡମ୍ପର ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ବାଇକ୍ ଆରୋହୀ ଜଗେନ୍ଦ୍ର ମଣ୍ଡଳ(୨୫) ଓ…
ମନ୍ଦିର ଭାଙ୍ଗା ନୋଟିସ ପ୍ରତିବାଦରେ ଅଷ୍ଟପ୍ରହର ନାମଯଜ୍ଞ
ବାଲେଶ୍ୱର ଅଫିସ,୨୮।୧: ବାଲେଶ୍ୱର ସହର ଆଇଟିଆଇ ନିକଟ ଲକ୍ଷ୍ମୀନାରାୟଣ ମନ୍ଦିରର ନାଟମଣ୍ଡପ ଭାଙ୍ଗିବାକୁ ଗତ ୨୩ ତାରିଖ ଜିଲା ପ୍ରଶାସନ ନୋଟିସ କରିଥିଲା। ମଙ୍ଗଳବାର ଏହାକୁ ବିରୋଧ କରି ଲୋକେ ଅଭିନବ ଢଙ୍ଗରେ ପ୍ରତିବାଦ କରିଛିନ୍ତି। ସ୍ଥାନୀୟ ଲେକେ ସକାଳୁ ମନ୍ଦିର…
ପରେଡରେ ଅଣଛାତ୍ର ହାତେଇ ନେଲେ ଟ୍ରଫି
ବାଲେଶ୍ୱର ଅଫିସ, ୨୮।୧-ବାଲେଶ୍ୱର ପୋଲିସ ଲାଇନ୍ ପଡ଼ିଆରେ ଆୟୋଜିତ ଜିଲାସ୍ତରୀୟ ୭୧ତମ ଜନରାଜ୍ୟ ଦିବସରେ ସରକାରୀ, ବେସରକାରୀ ଏମ୍ଇ ସ୍କୁଲ, ହାଇସ୍କୁଲ, ମହାବିଦ୍ୟାଳୟ, ବୈଷୟିକ ବିଦ୍ୟାଳୟରୁ ୫୫ଟି ଦଳ ପରେଡ୍ରେ ଭାଗ ନେଇଥିଲେ। ବିଭିନ୍ନ ସରକାରୀ ଅନୁଷ୍ଠାନ ଏବଂ ଡିଆର୍ଡିଓ (ଡିଫେନ୍ସ…
ଦୁର୍ଦ୍ଦିନରେ ୩୭ ଆବାସ ମିତ୍ର
ଖଇରା, ୨୮।୧(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ୨୦୧୭ ମସିହାରେ ଗ୍ରାମୀଣ ଗୃହ ଯୋଜନାର ସଫଳ ରୂପାୟନ ତଥା ଗୃହ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ନିଯୁକ୍ତି ପାଇଥିବା ଜିଓ ଟ୍ୟାଗ କର୍ମଚାରୀ ବା ଆବାସ ମିତ୍ରମାନେ ୨ବର୍ଷ ହେଲା…
ଚାନ୍ଦିପୁରରେ ଗାନ୍ଧୀଙ୍କୁ ନେଇ ସ୍ବତନ୍ତ୍ର କବିତା ପାଠୋତ୍ସବ
ବାଲେଶ୍ୱର ଅଫିସ, ୨୮।୧-ଚାନ୍ଦିପୁରଠାରେ ଓଡ଼ିଶା ସାହିତ୍ୟ ଏକାଡ଼େମୀ ପକ୍ଷରୁ ମହାମତ୍ା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ଦିବସ ବ୍ୟାପୀ ରାଜ୍ୟସ୍ତରୀୟ କବି ସମ୍ମିଳନୀ ଓ କାବ୍ୟ ଚର୍ଚ୍ଚା ଅନୁଷ୍ଠିତ ହୋଇଯାଇଛି। ପାନ୍ଥନିବାସ ସଭାକକ୍ଷରେ ଆୟୋଜିତ ଏହି ଉତ୍ସବରେ କବି ରାଜେନ୍ଦ୍ର…
୫ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ: ୩ ଗିରଫ
ଜଳେଶ୍ୱର,୨୭।୧((ଡି.ଏନ.ଏ./ସ୍ବ.ପ୍ର)-ଆନ୍ତଃରାଜ୍ୟ ବ୍ରାଉନ୍ସୁଗାର କାରବାରର ପେଣ୍ଠସ୍ଥଳି ପାଲଟିଛି ଜଳେଶ୍ୱର। ଏହି ଅଞ୍ଚଳରେ ବିଭିନ୍ନ ସମୟରେ ଏସ୍ଟିଏଫ, ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଲକ୍ଷ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ କରାଯାଇଛି। ରବିବାର ଭୋର ସମୟରେ ଜଳେଶ୍ୱର ଆଇଆଇସି ଧନେଶ୍ୱର…
Archives


