ଖଇରାରେ ସାଧାରଣତନ୍ତ୍ର ଦିବସ
ଖଇରା,୨୬।୧(ଡି.ଏନ୍.ଏ.): ବାଲେଶ୍ବର ଜିଲା ଅଧୀନ ଖଇରା ବ୍ଲକର ବିଭିନ୍ନ ସ୍ଥାନରେ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟଗୁଡିକରେ ପ୍ରଭାତ ଫେରି ସାଙ୍ଗକୁ ସାଂସ୍କୃତିକ କାର୍ଯ୍ୟକ୍ରମ ତଥା ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଖଇରା ଜଳସେଚନ ବିଭାଗ କାର୍ଯ୍ୟାଳୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ…
ବାଲେଶ୍ୱର ଜିଲା ପାଲିସ ଲାଇନ୍ ପଡ଼ିଆରେ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ
ବାଲେଶ୍ୱର ଅଫିସ, ୨୬।୧: ବାଲେଶ୍ୱର ଜିଲାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି । ଜିଲା ପୋଲିସ ଲାଇନ୍ ପଡ଼ିଆରେ ଆୟୋଜିତ ଏହି ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ…
ଭୋଗରାଇ ନାବାଳିକା ଜଗତ୍ସିଂହପୁରରୁ ଉଦ୍ଧାର
ଭୋଗରାଇ, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଗୁନାଇବସାଣ ଗ୍ରାମର ବିଜୟ କୁମାର ଦେ ନାମକ ଯୁବକ ଜଣେ ନାବାଳିକାଙ୍କୁ ଅପହରଣ କରିନେଇଥିବା ତାଙ୍କ ବାପା ଭୋଗରାଇ ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣାରେ ଭୋଗରାଇ ଥାନା ପକ୍ଷରୁ ଅପହରଣକାରୀଙ୍କ ବିରୋଧରେ…
୨ ଗୋଷ୍ଠୀ ମଧ୍ୟରେ ଆକ୍ରମଣ: ୪ ଅଭିଯୁକ୍ତ ଗିରଫ
ରୂପ୍ସା, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍ସା ଥାନା ଅଞ୍ଚଳରେ ୨ ଗୋଷ୍ଠୀ ମଧ୍ୟରେ ମରଣାନ୍ତକ ଆକ୍ରମଣ ମାମଲାରେ ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପିଞ୍ଛାବଣିଆ ଗ୍ରାମର ସାମେଶ୍ୱର ରାଉତ, ଆଙ୍କୋ ଗ୍ରାମର ସୁଜିତ ବେହେରା, ରମାକାନ୍ତ ବେହେରା…
ବୋଲେରୋ ଧକ୍କାରେ ମହିଳାଙ୍କ ଜୀବନ ଗଲା
ବାଲିଆପାଳ, ୨୫।୧(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ବଉଳକୁଞ୍ଜ ପଡ଼ିଆଠାରେ ଅପକିରି ସାମନ୍ତରାୟ ନାମ୍ନୀ ମହିଳାଙ୍କୁ ବୋଲେରୋ ଧକ୍କା ଦେବାରୁ ତାଙ୍କର ମୃତ୍ୟୁ ହୋଇଯାଇଛି। ତାଙ୍କ ଘର ପ୍ରତାପୁର ଗ୍ରାମରେ। ଧକ୍କା ଦେଇଥିବା ବୋଲେରୋ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଜାମକୁଣ୍ଡା ଫାଣ୍ଡି ଅଧିକାରୀ…
‘ନେତାଜୀଙ୍କ ଭଳି ସ୍ବାଭିମାନୀ ହୁଅ’
ଖଇରା, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ଅଧୀନ ତିଳଦା ଗ୍ରାମର ନେତାଜୀ ଯୁବକ ସଂଘ ଆନୁକୂଲ୍ୟରେ ରୌପ୍ୟ ଜୟନ୍ତୀ ଉତ୍ସବ ଗୁରୁବାର ପାଳିତ ହୋଇଯାଇଛି ା ସଂଘ ସଭାପତି ଜଗବନ୍ଧୁ ନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ସତ୍ୟସାଇ ଗ୍ରୁପ…
ବନୋଜ ବିଶ୍ୱାଳ ଶ୍ରେଷ୍ଠ ମତ୍ସ୍ୟଜୀବୀ
ସଜନାଗଡ଼,୨୫।୧(ଡି.ଏନ.ଏ.)-କୃଷକ ଆମ ଦେଶର ମେରୁଦଣ୍ଡ ସଦୃଶ। ବର୍ତ୍ତମାନ କୃଷି ଉପରେ ନିର୍ଭର କରୁଥିବା କୃଷିଜୀବୀ ମାନଙ୍କର ଜୀବନଧାରଣ ମାନର ପରିବର୍ତ୍ତନ ନିମନ୍ତେ ଗୁରୁବାର ଭୁବନେଶ୍ୱର ଜନତା ମଇଦାନରେ ରାଜ୍ୟ ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ‘କୃଷି ଓଡ଼ିଶା’…
ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା
ସଜନାଗଡ଼, ୨୫।୧(ଡି.ଏନ.ଏ.)-ନୀଳଗିରି ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ନୀଳଗିରି ଜେଲ୍ରୋଡ଼ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ ପ୍ରକଳ୍ପସ୍ତରୀୟ ପରିଚାଳନା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ବୈଠକରେ ସ୍ଥାନୀୟ ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ଆଇଟିଡ଼ିଏର ପ୍ରକଳ୍ପ ପ୍ରଶାସକ ବୀରକିଶୋର ପାଣିଗ୍ରାହୀ, ଜିଲା…
ଡମ୍ପର ଧକ୍କାରେ ସାଇକେଲ ଆରୋହୀ ମୃତ
ଜଳେଶ୍ୱର, ୨୪।୧(ଡି.ଏନ.ଏ./ସ୍ବ.ପ୍ର)-ଜଳେଶ୍ୱର ଥାନା ଅନ୍ତର୍ଗତ ଧାନସିମୁଳିଆ ଛକରେ ଶୁକ୍ରବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣାରେ ଧାନସିମୁଳିଆ ଗ୍ରାମର ଅଜୟ ଭୂୟାଁଙ୍କ ମୃତ୍ୟୁ ଘଟିଛି। ଅଜୟ ସାଇକେଲରେ ଘରକୁ ଫେରୁଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ବାଲି ବୋଝେଇ ଡମ୍ପର ଧକ୍କା ଦେଇଥିଲା।…
ଧାନ ରଖି ଚାଷୀଙ୍କ ରାସ୍ତାରୋକୋ
ଜଳେଶ୍ୱର,୨୪।୧(ଡି.ଏନ.ଏ.)-ମଣ୍ଡିରେ ଧାନକ୍ରୟରେ ଅନିୟମିତତା ବିରୋଧରେ ଶୁକ୍ରବାର ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତାର ଡେମୁରିଆଠାରେ ଚାଷୀମାନେ ରାସ୍ତା ଉପରେ ଧାନ ବସ୍ତା ରଖି ଅବରୋଧ କରିଛନ୍ତି। ଏପରିକି ଉତ୍ତ୍ୟକ୍ତ ଚାଷୀମାନେ ମିଲର୍ ଓ ଇକଡ଼ା ସେବା ସମବାୟ ସମିତିର ସମ୍ପାଦକଙ୍କୁ ମଧ୍ୟ ତାଲା ପକାଇ ଅଟକାଇ…
ଟ୍ରେନ୍ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା
ରସାଳପୁର, ୨୪।୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ହରିଡ଼ା ଗ୍ରାମର ପ୍ରଭାକର ମହାଳିକ ନାମକ ଯୁବକ ଶୁକ୍ରବାର ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ବାଲେଶ୍ୱର ରେଳବାଇ ପୋଲିସ ପହଞ୍ଚତ୍ ଶବ ଜବତ କରି ପଞ୍ଚନାମା ପାଇଁ ମୁଖ୍ୟ ଚିକିତ୍ସାଳୟକୁ ନେଇ ଶବ ବ୍ୟବଚ୍ଛେଦ…
ନେତାଜୀ ଜୟନ୍ତୀରେ ଗଣଦୌଡ଼
ଖଇରା, ୨୪।୧(ଡି.ଏନ.ଏ.)-ନେତାଜୀ ଜୟନ୍ତୀ ଉପଲକ୍ଷେ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ବଜାରରେ ଗୁରୁବାର ଗଣଦୌଡ ଆୟୋଜନ କରାଯାଇଥିଲା। ଏଥିରେ ଖଇରା ବ୍ଲକର ୩୭ ପଞ୍ଚାୟତର ସହସ୍ରାଧିକ ଯୁବକ ସାମିଲ ହୋଇଥିଲେ। ଖଇରା ରନ ଲେଖାଥିବା ପୋଷାକ ପିନ୍ଧି ଯୁବକମାନେ…
Archives


