ବାଲେଶ୍ୱର

ଗୋରୁ ବୋଝେଇ ଗାଡି ଜବତ: ୧ ମୃତ, ୨ ଗୁରୁତର

ବାହାନଗା, ୨୨ା୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ କୋଚିଆକୋଇଲି ପଞ୍ଚାୟତର ୭ ନମ୍ବର ୱାର୍ଡ କରଞ୍ଜେଇ ଗ୍ରାମ ରାସ୍ତାରୁ ଚୋରା ଚାଲାଣ ହେଉଥିବା ଗୋରୁ ବୋଝେଇ ୪୦୭ ଗାଡିକୁ ଗ୍ରାମର ଯୁବକ ଓ ଅନନ୍ତପୁର ଫାଣ୍ଡି ପୋଲିସ୍‌ ଜବତ କରିଥିଲେ। ଗାଡିରେ ଥିବା…

୫ବର୍ଷର ଶିଶୁକୁ ଛାଡି ମହିଳା ଫେରାର: ୨ ମାସ ପରେ ଉଦ୍ଧାର କଲା ଚାଇଲ୍ଡଲାଇନ

ଜଳେଶ୍ୱର, ୨୨।୧(ସ୍ବ.ପ୍ର.)-ଜଳେଶ୍ୱର ଥାନା ଅନ୍ତର୍ଗତ ମହିଷାମୁଣ୍ଡା ଗ୍ରାମରୁ ଏକ ୫ବର୍ଷର ଶିଶୁକୁ ଜିଲା ଚାଇଲ୍ଡ ଲାଇନ୍‌ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର କରିଥିଲା। ସୋମବାର ସନ୍ଧ୍ୟାରେ ତାଙ୍କୁ ସୋରସ୍ଥିତ ପୁରୁବାଇ କନ୍ୟାଶ୍ରମକୁ ପଠାଇ ଦିଆଯାଇଛି। ଚମାରଗାଁ ପଞ୍ଚାୟତର…

ତହସିଲ ଆଗରେ ଆଦିବାସୀଙ୍କ ମେଳି

ଜଳେଶ୍ୱର, ୨୨।୧(ସ୍ବ.ପ୍ର.)-ଜଳେଶ୍ୱର ତହସିଲ ଅନ୍ତର୍ଗତ ଆରୁହା ପଞ୍ଚାୟତର ନିମପୁରଠାରେ ସରକାରୀ ସ୍ଥାନକୁ ଜବରଦଖଲ କରି ରହିଥିବା ଆଦିବାସୀମାନେ ସେମାନଙ୍କ ନାମରେ ନାମିତ କରିବା ଲାଗି ଦାବି କରି ଆସୁଥିବା ବେଳେ କର୍ତ୍ତୃପକ୍ଷ ଏଥିପ୍ରତି ଧ୍ୟାନ ଦେଉନାହାନ୍ତି। ବରଂ ୩ ଦିନ ମଧ୍ୟରେ…

ଫାର୍ମ ହାଉସ୍‌ରେ ନିଆଁ ଲଗାଇଲେ ଦୁର୍ବୃତ୍ତ,ଶହେରୁ ଊର୍ଦ୍ଧ୍ୱ ଛେଳି ଜୀବନ୍ତ ଦଗ୍ଧ

ସଜନାଗଡ଼, ୨୧।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ଏକ ଫାର୍ମ ହାଉସ୍‌ରେ ନିଆଁ ଲାଗି ଶହେରୁ ଊର୍ଦ୍ଧ୍ୱ ଛେଳି ଜୀବନ୍ତ ଦଗ୍ଧ ହୋଇଥିବାର ଦେଖିବାକୁ ମିଳିଛି। ଆକ୍ରୋଶମୂଳକ ଭାବେ କେହି ଦୁର୍ବୃତ୍ତ ନିଆଁ ଲଗାଇଥିବା ନୀଳଗିରି ଥାନାରେ ଅଭିଯୋଗ ହୋଇଛି। ନୀଳଗିରି…

ଡାକ୍ତର ନିଯୁକ୍ତି ଦାବିରେ ଗଣଧାରଣା

ଜଳେଶ୍ୱର,୨୧।୧(ଡି.ଏନ.ଏ./ସ୍ବ.ପ୍ର.)-ଜଳେଶ୍ୱର ବ୍ଲକର ରାଇବଣିଆ ଏକ ଆଦିବାସୀ ଅଧ୍ୟୁୁଷିତ ଅଞ୍ଚଳ। ଏହି ଅଞ୍ଚଳରେ ଥିବା ବିଭିନ୍ନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ଆନୁଷଙ୍ଗିକ ବ୍ୟବସ୍ଥା ନ ଥିବାରୁ ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଫଳରେ ରାଇବଣିଆ ଅଞ୍ଚଳର ଜନସାଧାରଣ ସ୍ବାସ୍ଥ୍ୟସେବା ପାଇବାରୁ ବଞ୍ଚତ୍ତ…

ବାରାପୁର-ଗରସଙ୍ଗ ରାସ୍ତା କାମ ଅସମ୍ପୂର୍ଣ୍ଣ: ଧାରଣାରେ ବସିଲେ ୨ କଲେଜର ଛାତ୍ରୀଛାତ୍ର

ଖଇରା,୨୧।୧(ଡି.ଏନ.ଏ.)- ବାଲେଶ୍ୱର-ଭଦ୍ରକ ୨ ଜିଲାକୁ ସଂଯୋଗ କରୁଥିବା ବାରାପୁର-ଅନ୍ତରା ଆର୍‌ଡି ରାସ୍ତା ୧ବର୍ଷରୁ ଊର୍ଦ୍ଧ୍ୱ ହେଲା ଅସମ୍ପୂର୍ଣ୍ଣ ହୋଇ ରହିଛି। ଠିକାଦାର ରାସ୍ତାକୁ ମେଟାଲିଂ କରି ବିଲ୍‌ ନେଇ ପଳାଇବା ପରେ ଏବେ ଏହାର ଦୁର୍ଦ୍ଦଶା ସାଧାରଣ ଯାତ୍ରୀଙ୍କୁ ଭୋଗିବାକୁ ପଡୁଛି…

ମହାତ୍ମା ଗାନ୍ଧୀଙ୍କ ବାର୍ତ୍ତା ପ୍ରଚାର: ବାଲେଶ୍ୱରରେ ଅଭିଯାତ୍ରୀଙ୍କୁ ସମ୍ବର୍ଦ୍ଧନା

ବାଲେଶ୍ୱର ଅଫିସ,୨୦।୧- ରାଷ୍ଟ୍ରୀୟ ଯୁବ ସଙ୍ଗଠନ, ଉତ୍କଳ ଗାନ୍ଧୀ ସ୍ମାରକନିଧି ଓ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ପକ୍ଷରୁ ଏକ ଅଭିଯାତ୍ରୀ ଦଳ ଶାନ୍ତି-ସଂହତି-ସଦ୍‌ଭାବନା ଯାତ୍ରାରେ ଗତ ୧୩ ତାରିଖରୁ ଝାରସୁଗୁଡ଼ାରୁ ଦ୍ୱିତୀୟ ପର୍ଯ୍ୟାୟରେ ବିଭିନ୍ନ ଜିଲା ପରିକ୍ରମା କରୁଛନ୍ତି। ସୋମବାର ପୂର୍ବାହ୍ନ…

ଅଚାନକ ବିଦ୍ୟାଳୟ ପରିଦର୍ଶନ କରି ଖାଦ୍ୟର ମାନ ଯାଞ୍ଚ କଲେ ଜିଲାପାଳ

ବାସୁଦେବପୁର,୨୦।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନରସିଂହପୁର ମଧ୍ୟ ଇଂରାଜୀ ବିଦ୍ୟାଳୟରେ ସୋମବାର ଜିଲାପାଳ ଜ୍ଞାନରଞ୍ଜନ ଦାସ ପହଞ୍ଚି ପରିଦର୍ଶନ କରିଛନ୍ତି। ଜିଲାପାଳ ଉକ୍ତ ବ୍ଲକକୁ ଜନ ଅଭିଯୋଗ ଶୁଣାଣି ପାଇଁ ଆସିଥିବା ବେଳେ ଅଚାନକ ବିଦ୍ୟାଳୟରେ ପହଞ୍ଚି ଥିଲେ। ସେଠାରେ…

ଶିକ୍ଷକ ଅଭାବ ନେଇ ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ବାହାନଗା,୨୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ପାଟିମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ସୋମବାର ଛାତ୍ରୀଛାତ୍ର ଓ ଅଭିଭାବକମାନେ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଛନ୍ତି। ଖବର ପାଇ ପୋରାଡ଼ିଆ କ୍ଲଷ୍ଟରର ସିଆର୍‌ସିସି ପରମାନନ୍ଦ ପାତ୍ର ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା…

ଭୁବନେଶ୍ୱର, ବାଲେଶ୍ୱରରୁ ୫ ବ୍ରାଉନସୁଗାର ଡିଲର ଗିରଫ: ୩୨୪ ଗ୍ରାମ ବ୍ରାଉନସୁଗାର, ୩.୫ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ପୋଲିସ ଡିଜିଙ୍କ କଡା ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚର ଏସଟିଏଫ୍‌ ଟିମ୍‌ ନିଶା ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେଇଛି। ରବିବାର ଏସଟିଏଫ୍‌ ଟିମ୍‌ ବାଲେଶ୍ୱର ଏବଂ ଭୁବନେଶ୍ୱରର ବିଭିନ୍ନ ଯାଗାରେ ଚଢାଉ କରି ୫ ବ୍ରାଉନସୁଗାର ଡିଲରଙ୍କୁ ଗିରଫ…

ପିକ୍‌ନିକ୍‌ ବସ୍‌କୁ ଧକ୍କା ଦେଲା ଗୋରୁ ବୋଝେଇ ଟ୍ରକ୍‌: ୭ ଗୁରୁତର

ଜଳେଶ୍ବର,୨୦।୧(ଡି.ଏନ.ଏ): ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ନନ୍ଦିକା ଛକ ନିକଟରେ ଏକ ପିକନିକ୍‌ ବସ୍‌କୁ ଧକ୍କା ଦେଇଛି ଗୋରୁ ବୋଝେଇ ଟ୍ରକ୍‌। ଏହି ଦୁର୍ଘଟଣାରେ ୭ ଜଣ ପର୍ଯ୍ୟଟକ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ…

କାର୍ଯ୍ୟକାରୀ ହେଉନି କୋର୍ଟ ନିର୍ଦ୍ଦେଶ: ବରିଷ୍ଠ ନାଗରିକଙ୍କ କ୍ଷୋଭ

ବାଲିଆପାଳ, ୨୦।୧(ଡି.ଏନ.ଏ.)- କୋର୍ଟ ନିର୍ଦ୍ଦେଶ ପ୍ରଶାସନ କାର୍ଯ୍ୟକାରୀ କରୁ ନ ଥିବାରୁ ବାଲିଆପାଳ ବ୍ଲକ ସମେତ ଗ୍ରାମାଞ୍ଚଳରେ ବରିଷ୍ଠ ନାଗରିକମାନେ କ୍ଷୋଭ ପ୍ରକାଶ କରିଛନ୍ତି। ବାଲିଆପାଳ ପୂର୍ତ୍ତ ବିଭାଗ ଡାକବଙ୍ଗଳାଠାରେ ରବିବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେମାନେ ଏହା ପ୍ରକାଶ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri