ବାଲେଶ୍ୱର

ପୋଖରୀରେ ବୁଡ଼ି ବୃଦ୍ଧ ମୃତ

ବସ୍ତା, ୧୭।୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ସିଂଲା ଥାନା ଇଡ଼ଦା ଗ୍ରାମର କୃଷ୍ଣପ୍ରସାଦ ବେହେରା (୭୦) ନାମକ ବୃଦ୍ଧ ଗୁରୁବାର ସକାଳେ ପାଣିରେ ବୁଡ଼ିଯାଇ ମୃତ୍ୟୁବରଣ କରିଛନ୍ତି। ସେ ଶୌଚ ପାଇଁ ପୋଖରୀକୁ ଯାଇଥିବା ବେଳେ ଗୋଡ଼ ଖସିଯାଇ ଗଭୀର ପାଣିରେ ବୁଡ଼ିଯାଇଥିଲେ। ଘର…

ମନ୍ଥର ଗତିରେ ମେଡ଼ିକାଲ ଗୃହ ନିର୍ମାଣ

ସଜନାଗଡ଼, ୧୭।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଏକ ଆଦିବାସୀ ବହୁଳ ଅଞ୍ଚଳ। ଉକ୍ତ ଅଞ୍ଚଳର ସମସ୍ତ ଲୋକ ଏହି ଚିକିତ୍ସାଳୟ ଉପରେ ନିର୍ଭର କରନ୍ତି। ଉପଖଣ୍ଡ ଚିକିତ୍ସାଳୟରେ ଆବଶ୍ୟକ ଗୃହ ନ ଥିବାରୁ ରୋଗୀଙ୍କ ସମସ୍ୟାକୁ ନଜରରେ ରଖି ୫୦ଶଯ୍ୟା ବିଶିଷ୍ଟ…

ଓଡ଼ିଆ ଭାଷାର ଧ୍ରୁବତାରା ଫକୀରମୋହନ

ବାଲେଶ୍ୱର ଅଫିସ,୧୭।୧-ବାଲେଶ୍ୱର କବିତୀର୍ଥ ଶାନ୍ତିକାନନଠାରେ ଫକୀରମୋହନ ସାହିତ୍ୟ ପରିଷଦ ତରଫରୁ ୩ଦିନ ଧରି ପାଳିତ ହୋଇଆସୁଥିବା ଫକୀରମୋହନ ଜୟନ୍ତୀ ଶେଷ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ପରିଷଦର ଉପସଭାପତି ଦୀନବନ୍ଧୁ ଲେଙ୍କା ସଭାପତିତ୍ୱ କରିଥିଲେ। ମୁଖ୍ୟବକ୍ତା ଭାବେ ବିଶିଷ୍ଟ କଥାକାର ନିବାରଣ ଜେନା…

ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ରୀଛାତ୍ର

ବାଲିଆପାଳ,୧୬।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅଧୀନ ଅସ୍ତି ପଞ୍ଚାୟତର ବଢ଼ାପାଲ୍‌ ଗ୍ରାମରେ ଥିବା ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗୁରୁବାର ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ଛାତ୍ରୀଛାତ୍ରଙ୍କ କହିବା ଅନୁଯାୟୀ, ଦୀର୍ଘଦିନ ହେଲା ବିଦ୍ୟାଳୟକୁ ଥିବା ଚଲା ରାସ୍ତାକୁ ଜମି…

ଡାକ୍ତର ନିଯୁକ୍ତି ପାଇଁ ୪୦ କି.ମି. ଚାଲିଲେ

ଭଦ୍ରକ ଅଫିସ, ୧୬।୧- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଘଣ୍ଟେଶ୍ୱର ଅଞ୍ଚଳର କେତେକ ଯୁବଗୋଷ୍ଠୀ ସ୍ଥାନୀୟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନିଯୁକ୍ତି ପାଇଁ ଗୁରୁବାର ୪୦ କି.ମି. ଚାଲି ଚାଲି ଆସି ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି। ଘଣ୍ଟେଶ୍ୱର…

୪ ପୁଅ ଥାଇ ବି ବେସାହାରା

ବାଲେଶ୍ୱର ଅଫିସ,୧୬।୧- ବାଲେଶ୍ୱର ଜିଲା ଖଇରା ବ୍ଲକ ନନ୍ଦୁର ପଞ୍ଚାୟତ ରୁଡ଼ିଙ୍ଗିଆ ଗ୍ରାମର ହରେକୃଷ୍ଣ ନାୟକ(୮୭)। ୪ ପୁଅ ଥିବା ସତ୍ତ୍ୱେ ଭରଣପୋଷଣ ପାଇବା ତ ଦୂରର କଥା ପୈତୃକ ସମ୍ପତ୍ତି ବିକ୍ରି କରିବା ଆଶାରେ ବରିଷ୍ଠ ନାଗରିକ ତଥା ପିତାଙ୍କୁ…

ସିଂଲା ଥାନା ଅଞ୍ଚଳରେ ପୋଲିସର ଚଢ଼ାଉ: ୫୧ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ବସ୍ତା, ୧୫ା୧(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସିଂଲା ଥାନା ପୋଲିସ ବୁଧବାର କାଦରାୟାଁ ଅଞ୍ଚଳରେ ଚଢାଉ କରି ୫୧ଗ୍ରାମ ବ୍ରାଉନ ସୁଗାର ଜବତ କରିଛି। ଘଟଣାରେ ଜଣେ ଯୁବକକୁ ଗିରଫ କରାଯାଇଛି। ସେ ହେଲେ ଏସ୍‌.କେ. ତାହିର। ଜବତ ହୋଇଥିବା ବ୍ରାଉନସୁଗାରର ଆନୁମାନିକ…

ମକର ସଂକ୍ରାନ୍ତି: ଗଙ୍ଗାସାଗରରେ ବୁଡ଼ ପକାଇଲେ ଶଙ୍କରାଚାର୍ଯ୍ୟ

ଭୋଗରାଇ,୧୫।୧(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ସାଗରଦ୍ୱୀପର ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ମକର ସଂକ୍ରାନ୍ତି ଅବସରରେ ବୁଧବାର ସକାଳେ ପୁରୀ ଗୋବର୍ଦ୍ଧନ ପୀଠର ମଠାଧୀଶ ଜଗଦ୍‌ଗୁରୁ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ଗଙ୍ଗାସାଗରରେ ବୁଡ଼ ପକାଇଛନ୍ତି। ସେ ବୈଦିକରୀତିରେ ଗଙ୍ଗାମାତାଙ୍କୁ ପୂଜାର୍ଚ୍ଚନା କରିଥିଲେ। ପରେ ମହାପ୍ରଭୁ…

ଗଣପର୍ବ ମକର ପାଇଁ ଗାଁଠୁ ସହର ଚଳଚଞ୍ଚଳ

ଗଣପର୍ବ ମକର ପାଇଁ ଆଦିବାସୀ ବହୁଳ କେନ୍ଦୁଝର ଜିଲାର ଗାଁଠୁ ସହର ହୋଇଉଠିଛି ଚଳଚଞ୍ଚଳ। ଜିଲା ଓ ରାଜ୍ୟ ବାହାରେ କର୍ମକ୍ଷେତ୍ରରେ ରହୁଥିବା ଲୋକେ ଘରକୁ ଫେରିବାରେ ଲାଗିଛନ୍ତି। ଘର ଲିପାପୋଛା ହେବା ସାଙ୍ଗକୁ ନୂଆ ରଙ୍ଗ କରାଯାଇଛି। ସମସ୍ତେ ମିଳିମିଶି…

ଆଜି ମକର: ନିଆରା ଗଣପର୍ବ

ସକଳ ଶକ୍ତିର ଆଧାର ସୂର୍ଯ୍ୟ। ସୂର୍ଯ୍ୟଦେବଙ୍କୁ ଆରାଧନାର ପବିତ୍ର ଦିନ ଭାବେ ବିବେଚିତ ମକର ସଂକ୍ରାନ୍ତି। ମୟୂରଭଞ୍ଜ ଜିଲାରେ ଏକ ନିଆରା ଢଙ୍ଗରେ ପାଳିତ ହୋଇଥାଏ ଏହି ଗଣପର୍ବ। ମକର ଦିନ କୁଡୁମୀ ସମ୍ପ୍ରଦାୟରେ ଲୋକେ କରିଥାନ୍ତି ଏକ ସ୍ବତନ୍ତ୍ର ପୂଜା।…

ଗୋଟିଏ ପଟେ ଉତ୍ସବ, ଅନ୍ୟପଟେ ଧାରଣା

ସଜନାଗଡ଼, ୧୫।୧(ଡି.ଏନ.ଏ.)-ନୀଳଗିରି ମହାବିଦ୍ୟାଳୟର ୪୩ତମ ବାର୍ଷିକ ଉତ୍ସବ ମଙ୍ଗଳବାର ମହାବିଦ୍ୟାଳୟ ପରିସର ଅଡ଼ିଟୋରିୟମ ହଲ୍‌ ଭିତରେ ପାଳିତ ହୋଇଛି। ଅନ୍ୟପକ୍ଷେ କଲେଜର କେତେକ ଛାତ୍ରୀଛାତ୍ର ବାର୍ଷିକ ଉତ୍ସବ ଖୋଲା ପେଣ୍ଡାଲରେ କରାଯିବାକୁ ନେଇ ଫାଟକ ଆଗରେ ଧାରଣାରେ ବସିଥିଲେ। ନୀଳଗିରି ଥାନା…

‘ଫକୀରମୋହନ ଥିଲେ ଓଡ଼ିଆ ଭାଷାର ପ୍ରାଣପ୍ରତୀମ’

ବାଲେଶ୍ୱର ଅଫିସ, ୧୫।୧- ବାଲେଶ୍ୱର ସହର ଶାନ୍ତିକାନନ ପରିସରରେ ଓଡ଼ିଆ ଭାଷାର ପ୍ରାଣପ୍ରତୀମ ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୧୮ ତମ ଜୟନ୍ତୀ ସମାରୋହ ମଙ୍ଗଳବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି। ଉଦ୍‌ଘାଟକ ଭାବେ ରାଜ୍ୟ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri